ଖେଳ

ଅଭ୍ୟାସ ମ୍ୟାଚ୍‌: ପୂଜାରାଙ୍କ ଶତକ

ଆଣ୍ଟିଗୁଆ,୧୮।୮(ପି.ଟି.)- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଓ୍ବେଷ୍ଟଇଣ୍ଡିଜ ଏ ଓ ଭ୍ରମଣକାରୀ ଭାରତ ମଧ୍ୟରେ ଏକ ୩ ଦିନିକିଆ ଅଭ୍ୟାସ ମ୍ୟାଚ୍‌ ଶନିବାର ଆରମ୍ଭ ହୋଇଛି। ଟସ୍‌ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଦିବସ ଚା’ପାନ ବିରତି…

ଡୋମିଙ୍ଗୋ ବାଂଲାଦେଶର ନୂଆ କ୍ରିକେଟ କୋଚ୍‌

ଢାକା, ୧୭ା୮ (ଏଏଫ୍‌ପି): ଦକ୍ଷିଣ ଆଫ୍ରିକାର ରସେଲ ଡୋମିଙ୍ଗୋ ବାଂଲାଦେଶ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ ମନୋନୀତ ହୋଇଛନ୍ତି। ପୂର୍ବରୁ ଏହି ପଦବୀରେ ଇଂଲଣ୍ଡର ଷ୍ଟିଭ୍‌ ରୋଡ୍‌ସ କାର୍ଯ୍ୟ କରୁଥିଲେ। ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ଶନିବାର ଏହି ସୂଚନା…

ପ୍ରମୋଦ ଭଗତଙ୍କୁ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର,୧୭।୮(ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟର ଜଣାଶୁଣା ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଦେଶର ଅନ୍ୟ ୧୮ଜଣ କ୍ରୀଡ଼ାବିତ୍‌ଙ୍କ ସମେତ ପ୍ରମୋଦଙ୍କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ଶନିବାର ମନୋନୀତ କରାଯାଇଛି। ଜାତୀୟ ତଥା ଅନ୍ତର୍ଜାତୀୟ…

ଫେରିଲେ ଧୋନୀ

ନୂଆଦିଲ୍ଲୀ,୧୭।୮- ଲ୍ୟୁଟନାଣ୍ଟ କଲୋନେଲ ମହେନ୍ଦ୍ର ସିଂ ଧୋନୀ ଜମ୍ମୁ-କଶ୍ମୀରରେ ୨ ସପ୍ତାହ ଧରି ଆର୍ମି ଯବାନଙ୍କ ସହ ଟ୍ରେନିଂ ଓ ଡ୍ୟୁଟି କରିବା ପରେ ନୂଆଦିଲ୍ଲୀ ଫେରିଛନ୍ତି। ବିଶ୍ୱକପ୍‌ ବିଜୟୀ ଅଧିନାୟକଙ୍କୁ ଶନିବାର ଲେ’ ବିମାରବନ୍ଦରଠାରେ ଦେଖାଯାଇଛି। ସେ ୧୦୬ ବାଟାଲିଅନ…

ଲାରାଙ୍କ ବାସଭବନରେ ରାତ୍ରଭୋଜନ କଲା ଭାରତୀୟ ଦଳ

ତ୍ରିନିଦାଦ୍‌ ଆଣ୍ଡ୍‌ ଟବାଗୋ,୧୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଶେଷହେବା ପରେ ଆଗାମୀ ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ କ୍ରିକେଟରମାନେ ବିରତି ନେଇଛନ୍ତି। ରୋହିତ ଶର୍ମା, ଶିଖର ଧାଓ୍ବନ, ଲୋକେଶ ରାହୁଲ, ମୟଙ୍କ ଅଗ୍ରଓ୍ବାଲ, ରବୀନ୍ଦ୍ର ଜାଡେଜା, କେଦାର ଯାଦବ ଓ…

ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ: ଅଲିମ୍ପିକ୍ସ ପାରାଟ୍ରାଇଥଲନ ଟେଷ୍ଟ ବାତିଲ

ଟୋକିଓ,୧୭।୮(ଏଏଫ୍‌ପି): ଟୋକିଓ ଅଲିମ୍ପିକ୍ସର ପାରାଟ୍ରାଇଥଲନର ଟେଷ୍ଟ ଇଭେଣ୍ଟର ସନ୍ତରଣ ରାଉଣ୍ଡ ଶନିବାର ବାତିଲ କରାଯାଇଛି। ଯେଉଁଠାରେ ସନ୍ତରଣ ଇଭେଣ୍ଟ ହେବାକୁ ଥିଲା, ସେଠାକାର ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ ରହିଛନ୍ତି। ଅଲିମ୍ପିକ ଆୟୋଜକମାନେ ନିଜ ପ୍ରସ୍ତୁତିକୁ ପ୍ରଶଂସା କରୁଛନ୍ତି। ହେଲେ ଅତ୍ୟଧିକ ଗରମ…

ଶାସ୍ତ୍ରୀଙ୍କ ସ୍ବତନ୍ତ୍ର ଅନୁରୋଧ

ମୁମ୍ବାଇ,୧୭।୮: ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀଙ୍କୁ ପୁଣି ଥରେ ଭାରତୀୟ ଦଳର କୋଚ୍‌ ନିଯୁକ୍ତ କରାଯାଇଛି। ତାଙ୍କୁ ୨୦୨୧ ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଦଳର ଦାୟିତ୍ୱ ଦିଆଯାଇଛି। ୩ ଜଣିଆ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ସାକ୍ଷାତ୍‌କାରବେଳେ ଶାସ୍ତ୍ରୀ ଏକ ସ୍ବତନ୍ତ୍ର…

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ : ଭାରତୀୟ ମହିଳା ଦଳର ବିଜୟ ଅଭିଯାନ

ଟୋକିଓ,୧୭।୮(ପି.ଟି.)- ଭାରତୀୟ ହକି ମହିଳା ଦଳ ବିଜୟ ସହ ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ଆରମ୍ଭ କରିଛି। ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୨-୧ ଗୋଲରେ ଆୟୋଜକ ଜାପାନକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ପେନାଲ୍ଟି କର୍ନର ସ୍ପେଶାଲିଷ୍ଟ…

ଇଂଲଣ୍ଡ ଅଧିନାୟକ ପଦ ଛାଡ଼ିପାରନ୍ତି ମୋର୍ଗାନ

ଲଣ୍ଡନ,୧୭।୮- ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡ ଦଳର ଅଧିନାୟକ ଇଆନ ମୋର୍ଗାନ ପଦ ଛାଡ଼ିବା ନେଇ ଚିନ୍ତା କରୁଛନ୍ତି। ତାଙ୍କ ଅଣ୍ଟାଜନିତ ଆହତ ସମସ୍ୟା ଯୋଗୁ ସେ ଏଭଳି ଚିନ୍ତା କରୁଥିବା କହିଛନ୍ତି। ମୋର୍ଗାନଙ୍କ ନେତୃତ୍ୱରେ ଇଂଲଣ୍ଡ ଗତ ମାସରେ ସଂଘର୍ଷପୂର୍ଣ୍ଣ…

ବୋଲ୍ଟଙ୍କ ହେଲ୍‌ମେଟ୍‌ରେ ଅଟକିଲା ବଲ , କ୍ୟାଚ୍‌ ପାଇଁ ଗୋଡ଼ାଇଲେ ଫିଲ୍ଡର

ଗାଲେ,୧୭।୮- ଏଠାରେ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ କୌତୂହଳପୂର୍ଣ୍ଣ ଘଟଣା ଘଟିଛି। ଦ୍ୱିତୀୟ ଇନିଂସରେ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ କରୁଥିବାବେଳେ ୮୨ତମ ଓଭରରେ ଘରୋଇ ଅଫ୍‌ ସ୍ପିନର ଲସିଥ ଏମ୍‌ବୁଡେନିୟାଙ୍କ ବଲକୁ ଟ୍ରେଣ୍ଟ ବୋଲ୍ଟ…

ପାଟନା ପାଇରେଟ୍ସକୁ ହରାଇଲା ୟୁ ମୁମ୍ବା

ଅହମ୍ମଦାବାଦ,୧୭ା୮ (ପି.ଟି.)-ଚଳିତ ପ୍ରୋ-କବାଡ଼ି ଲିଗ୍‌ରେ ଶୁକ୍ରବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ୟୁ ମୁମ୍ବା ୩୪-୩୦ରେ ୩ଥର ଚାମ୍ପିୟନ ପାଟନା ପାଇରେଟ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ ପୂର୍ବରୁ ଦୁଇ ପୂର୍ବତନ ଚାମ୍ପିୟନ ଦଳ ୭ଟି ଲେଖାଏଁ ମ୍ୟାଚ ଖେଳିସାରିଥିଲେ। ବିଜୟ…

ଅଧିନାୟକଭାବେ କୋହଲିଙ୍କ ଦ୍ରୁତ ୧୦,୦୦୦ ରନ

ପୋର୍ଟ-ଅଫ୍‌-ସ୍ପେନ, ୧୭।୮- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ବର୍ଷା ବାଧାପ୍ରାପ୍ତ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ଡକ୍‌ଓ୍ବର୍ଥ ଲିଓ୍ବିସ ନିୟମରେ ୬ ଉଇକେଟରେ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ୩୫ ଓଭରରେ ୭ ଉଇକେଟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?