ଖେଳ

ଇଣ୍ଡିଆନ ଗ୍ରାଁ ପ୍ରି ୫: ଦୂତୀଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୭।୮(କ୍ରୀଡ଼ା ପ୍ରତିନିଧି)- ପଞ୍ଜାବର ପଟିଆଲାସ୍ଥିତ ଏନଏସଏନଆଇଏସଠାରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି ଆଥଲେଟିକ୍‌ ମିଟ୍‌ର ୫ମ ଚରଣରେ ଓଡ଼ିଶାର ଦୂତୀ ଚାନ୍ଦ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଭିଜା ସମସ୍ୟା ଯୋଗୁ ୟୁରୋପ ଆଥଲେଟିକ୍‌ ମିଟ୍‌ରେ ଭାଗନେଇପାରି ନ…

ଆଶେସ: ଅଷ୍ଟ୍ରେଲିଆର ପ୍ରାରମ୍ଭିକ ବିପର୍ଯ୍ୟୟ

ଲଣ୍ଡନ,୧୭।୮- ଲଡର୍‌ସରେ ଚାଲିଥିବା ଦ୍ୱିତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଇଂଲଣ୍ଡ ପ୍ରଥମ ଇନିଂସରେ ୨୫୮ ରନ କରି ଅଲଆଉଟ ହୋଇଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର…

୩ଦିନିଆ ଅଭ୍ୟାସ ମ୍ୟାଚ: ରାହାନେ, ପୂଜାରା, ବୁମ୍‌ରା ପ୍ରସ୍ତୁତ

କୁଲିଜ(ଆଣ୍ଟିଗୁଆ),୧୭।୮- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଶନିବାରଠାରୁ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ବୋର୍ଡ ଏକାଦଶ ମଧ୍ୟରେ ଏକ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ ହେବ। ୨୨ ତାରିଖରୁ ପ୍ରଥମ ଟେଷ୍ଟ ଆରମ୍ଭ ହେବା କାର୍ଯ୍ୟକ୍ରମ ରହିଥିବାବେଳେ ଏହି ଓ୍ବାର୍ମଅପ୍‌…

ସେପ୍ଟେମ୍ବର ୧୪ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ହେବ: ବିସିସିଆଇ ନିର୍ବାଚନ ଅଧିକାରୀ

ନୂଆଦିଲ୍ଲୀ, ୧୬ା୮ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ କର୍ମକର୍ତ୍ତା ନିର୍ବାଚନ ଅକ୍ଟୋବର ୨୨ରେ କରିବା ଲାଗି ପ୍ରଶାସକ କମିଟି (ସିଓଏ) ସ୍ଥିର କରିଛି। ଏଥିରେ ଅଂଶଗ୍ରହଣ କରିବାକୁ ହେଲେ ରାଜ୍ୟ ଆସୋସିଏଶନଗୁଡ଼ିକୁ ସେପ୍ଟେମ୍ବର୧୪ ସୁଦ୍ଧା ସେମାନଙ୍କ ନିର୍ବାଚନ କାର୍ଯ୍ୟ…

ଓ୍ବାଟଲିଂଙ୍କ ଲଢୁଆ ଅର୍ଦ୍ଧଶତକ

ଗାଲେ, ୧୬ା୮ (ଏଏଫ୍‌ପି)- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ କ୍ରିକେଟରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି.ଜେ. ଓ୍ବାଟଲିଂଙ୍କ ଲଢୁଆ ଅପରାଜିତ ଅର୍ଦ୍ଧଶତକ ହାସଲ କରିଛନ୍ତି। ଫଳରେ ଭ୍ରମଣକାରୀ ଦଳର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୭୭ ରନ ଅଗ୍ରଣୀ ଲାଭ…

ଛକା ମାରିବାରେ ସଚିନଙ୍କ ସମକକ୍ଷ ଟିମ୍‌ ସୌଦି

ଗାଲେ,୧୬।୮: ନ୍ୟୁଜିଲାଣ୍ଡ କ୍ରିକେଟର ଟିମ୍‌ ସୌଦି ନିଜର ଉଇକେଟ ନେବାର ଦକ୍ଷତା, ସୁଇଂ ବୋଲିଂ ଓ ଚମତ୍କାର ଫିଲ୍ଡିଂ ଯୋଗୁ ଜଣାଶୁଣା। ଏହା ବ୍ୟତୀତ ତାଙ୍କର ଛକା ଲଗାଇବାର ମଧ୍ୟ ଦକ୍ଷତା ରହିଛି। ସେ ଶୁକ୍ରବାର ଟେଷ୍ଟ ଫର୍ମାଟରେ ଛକା ଲଗାଇବାରେ…

ବଜରଙ୍ଗଙ୍କୁ ମିଳିବ ଖେଳରତ୍ନ

ନୂଆଦିଲ୍ଲୀ,୧୬।୮(ପିଟି): ଏସିଆନ୍‌ ଗେମ୍ସ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ବଜରଙ୍ଗ ପୁନିଆ ଶୁକ୍ରବାର ଦେଶରେ କ୍ରୀଡ଼ା ଜଗତର ସବୁଠୁ ବଡ଼ ସମ୍ମାନ ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ମନୋନୀତ ହୋଇଛନ୍ତି। କ୍ରୀଡ଼ା ମନ୍ତ୍ରଣାଳୟର ୧୨ ଜଣିଆ ଚୟନ କମିଟି…

ପୁଣି ରବି ଶାସ୍ତ୍ରୀ

ମୁମ୍ବାଇ,୧୬।୮: ରବି ଶାସ୍ତ୍ରୀ ପୁଣି ଥରେ ଭାରତୀୟ ଦଳର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ୧୯୮୩ ବିଶ୍ୱକପ ଚାମ୍ପିୟନ ଦଳର ଅଧିନାୟକ କପିଳ ଦେବଙ୍କ ନେତୃତ୍ୱରେ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ଶାସ୍ତ୍ରୀଙ୍କୁ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟିମ୍‌ ଇଣ୍ଡିଆର…

ଟିମ୍‌ ଇଣ୍ଡିଆ କୋଚ୍‌ ପଦ ଦୌଡ଼ରୁ ସିମନ୍ସ ଓହରିଲେ

ମୁମ୍ବାଇ,୧୬।୮: ପୂର୍ବତନ ଓ୍ବେଷ୍ଟଇଣ୍ଡିଜ ଓପନର ଫିଲ ସିମନ୍ସ ଶୁକ୍ରବାର ଭାରତୀୟ ଦଳର ମୁଖ୍ୟ କୋଚ୍‌ ପଦ ଦୌଡ଼ରୁ ନିଜ ଆଡ଼ୁ ଓହରି ଯାଇଛନ୍ତି। ଫଳରେ ଟିମ୍‌ ଇଣ୍ଡିଆର ଗୁରୁତ୍ୱପୂର୍ଣ୍ଣ ପଦ ପାଇଁ ଦୌଡ଼ରେ ଆଉ ମାତ୍ର ୫ ଆବେଦନକାରୀ ରହିଛନ୍ତି। ଏମାନଙ୍କ…

କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟର ସମ୍ମୁଖୀନ ହୋଇପାରନ୍ତି ମେରୀକମ୍‌

ନୂଆଦିଲ୍ଲୀ,୧୬।୮: ଚଳିତବର୍ଷ ବିଭିନ୍ନ ଖେଳ ପୁରସ୍କାର ପାଇଁ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ଗଠିତ ହୋଇଥିବା ଚୟନ କମିଟି କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠିଛି। ଏହି କମିଟିରେ ସ୍ଥାନ ପାଇଛନ୍ତି ଏକମାତ୍ର ସକ୍ରିୟ ଆଥ୍‌ଲେଟ ଏମ୍‌.ସି. ମେରୀକମ୍‌। ଏହି ମହିଳା ଚାମ୍ପିୟନ ବକ୍ସରଙ୍କୁ…

କିର୍ଗିଅସଙ୍କୁ ଜରିମାନା

ସିନ୍‌ସିନାଟି,୧୬।୮(ଏଏଫ୍‌ପି): ସିନ୍‌ସିନାଟି ମାଷ୍ଟର୍ସରେ କୋର୍ଟ ବାହାରେ ର଼୍ୟାକେଟ ଭାଙ୍ଗିବା ଓ ଚେୟାର ଅମ୍ପାୟରଙ୍କୁ ଗାଳି ଦେବା ଲାଗି ବିବାଦୀୟ ଅଷ୍ଟ୍ରେଲିଆନ ତାରକା ଟେନିସ ଖେଳାଳି ନିକି କିର୍ଗିଅସଙ୍କୁ ଏଟିପି ପକ୍ଷରୁ ଦଣ୍ଡିତ କରାଯାଇଛି। ତାଙ୍କୁ ଦଣ୍ଡ ବାବଦକୁ ୧ ଲକ୍ଷ ୧୩…

ଜୁନିୟର ବିଶ୍ୱ ଟ୍ରାକ୍‌ ସାଇକେଲିଂ: ଆଲବେନଙ୍କୁ ବ୍ରୋଞ୍ଜ

ନୂଆଦିଲ୍ଲୀ,୧୬।୮(ପିଟି): ଭାରତୀୟ ସ୍ପ୍ରିଣ୍ଟ ସାଇକେଲିଂ ଦଳ ଜର୍ମାନୀର ଫ୍ରାଙ୍କଫର୍ଟଠାରେ ଚାଲିଥିବା ଜୁନିୟର ଟ୍ରାକ ସାଇକେଲିଂ ଚାମ୍ପିୟନଶିପ୍‌ରେ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିବା ପରେ ଦେଶକୁ ଆଉ ଏକ ସଫଳତା ଆଣିଦେଇଛନ୍ତି ଇସୋ ଆଲବେନ। ପୁରୁଷ କେଇରିନ ଇଭେଣ୍ଟରେ ସେ ବ୍ରୋଞ୍ଜ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?