ଖେଳ

ଏଏଏର ସଦସ୍ୟା ହେଲେ ପିଟି ଉଷା

ନୂଆଦିଲ୍ଲୀ, ୧୪।୮(ପି.ଟି.)- କିମ୍ବଦନ୍ତୀ ଭାରତୀୟ ମହିଳା ସ୍ପ୍ରିଣ୍ଟର ପି.ଟି. ଉଷା ଏସିଆନ ଆଥ୍‌ଲେଟିକ୍‌ ଆସୋସିଏଶନ (ଏଏଏ)ର ଆଥ୍‌ଲେଟିକ କମିଶନ ସଦସ୍ୟ ହୋଇଛନ୍ତି। ଉପମହାଦେଶୀୟ ଷ୍ଟେଜ୍‌ରେ ଚମତ୍କାର ଆଚିଭମେଣ୍ଟ ପାଇଁ ଉଷାଙ୍କୁ ଏହି ସମ୍ମାନଜନକ ସଦସ୍ୟତା ପଦ ପାଇଁ ନିଯୁକ୍ତ କରାଯାଇଛି। ୫୫…

ନାଭାଲ ଟାଟା ହକି ଏକାଡେମୀ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୮ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା କ୍ରୀଡ଼ା ଇତିହାସରେ ମଙ୍ଗଳବାର ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଟାଟା ଷ୍ଟିଲ୍‌, ଟାଟା ଟ୍ରଷ୍ଟସ ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ପରିସରରେ ‘ନାଭାଲ ଟାଟା ହକି…

‘ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂ ସାମିଲ ହେବ ନାହିଁ’

ଲଣ୍ଡନ,୧୪।୮(ପି.ଟି.)- ଭାରତ ଓହରିଯିବାର ଧମକ ଦେବା ସତ୍ତ୍ୱେ ମଧ୍ୟ ଶୁଟିଂ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହେବ ନାହିଁ ବୋଲି କ୍ରୀଡ଼ା ଫେଡେରେଶନ (ସିଜିଏଫ୍‌) ମୁଖ୍ୟ ଲୋଇସ୍‌ ମାର୍ଟିନ ସ୍ପଷ୍ଟ କରିଛନ୍ତି। ୨୦୨୨ରେ ବର୍ମିଂହାମ୍‌ରେ ଆୟୋଜନ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂକୁ…

ଭାରତ ବିପକ୍ଷ ଦକ୍ଷିଣ ଆଫ୍ରିକା ଟେଷ୍ଟ, ଟି୨୦ ଦଳ ଘୋଷିତ

ଜୋହାନ୍ସବର୍ଗ,୧୪।୮(ଏଏଫ୍‌ପି)- ଆଗାମୀ ଭାରତ ବିପକ୍ଷ ଟେଷ୍ଟ ଓ ଟି୨୦ ସିରିଜ ପାଇଁ ଦକ୍ଷିଣ ଆଫ୍ରିକା ଦଳ ଘୋଷିତ ହୋଇଛି। ସେପ୍ଟେମ୍ବରରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ପାଇଁ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡିକକ୍‌ଙ୍କୁ ନେତୃତ୍ୱ ପ୍ରଦାନ…

ଦ୍ୱିତୀୟ ଆଶେସ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଇଂଲଣ୍ଡ

ଲଣ୍ଡନ,୧୪।୮(ଏଏଫ୍‌ପି)- ବିଶ୍ୱ କ୍ରିକେଟର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ହାଇପ୍ରୋଫାଇଲ ଆଶେସ ସିରିଜ ଦ୍ୱିତୀୟ ଟେଷ୍ଟରେ ବୁଧବାରଠାରୁ ପରସ୍ପରକୁ ଭେଟିବେ। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଏହି ମ୍ୟାଚ୍‌ ଖେଳାଯିବ। କିଛିଦିନ ତଳେ ଦିନିକିଆ ବିଶ୍ୱକପ୍‌ ଟାଇଟଲ ହାସଲ କରିଥିବା…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌, ୧୪।୮(ପି.ଟି.)- ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ବୁଧବାର ତୃତୀୟ ତଥା ଅନ୍ତିମ ଦିନିକିଆ ଖେଳାଯିବ। ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆୟୋଜନ ହେବାକୁ ଥିବା ଏହି ମ୍ୟାଚ୍‌ ସିରିଜ୍‌ ନିର୍ଣ୍ଣାୟକ ସାବ୍ୟସ୍ତ ହେବ। ପ୍ରଥମ…

ଆର୍ଜେଣ୍ଟିନା ଡିଫେଣ୍ଡର ବ୍ରାଉନ୍‌ଙ୍କ ପରଲୋକ

ବୁଏନସ ଏରିଜ୍‌, ୧୩ା୮ (ଏଏଫ୍‌ପି)-ଆର୍ଜେଣ୍ଟିନାର ୧୯୮୬ ଫୁଟ୍‌ବଲ ବିଶ୍ୱକପ୍‌ ବିଜୟୀ ଡିଫେଣ୍ଡର ଜୋସ୍‌ ଲୁଇସ୍‌ ବ୍ରାଉନ୍‌ଙ୍କର ପରଲୋକ ଘଟିଛି। ତାଙ୍କୁ ୬୨ବର୍ଷ ହୋଇଥିଲା। ସେ ଅଲ୍‌ଝିମର୍ସ ରୋଗରେ ପୀଡ଼ିତ ଥିଲେ ବୋଲି ତାଙ୍କ କ୍ଲବ ଏଷ୍ଟଡିଏଣ୍ଟ୍ସ ଡି’ ଲା ପ୍ଲାଟା ପକ୍ଷରୁ…

ଏନସିଏ ମୁଖ୍ୟ ଭାବେ ଡ୍ରାଭିଡ଼ଙ୍କ ନିଯୁକ୍ତି ବୈଧ: ପ୍ରଶାସକ କମିଟି

ମୁମ୍ବାଇ, ୧୩ା୮ (ପି.ଟି.)-ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ)ର ମୁଖ୍ୟ ଭାବେ ରାହୁଲ ଡ୍ରାଭିଡଙ୍କୁ ନିଯୁକ୍ତି ଦିଆଯିବାରେ କୌଣସି ତ୍ରୁଟି ନ ଥିବା ପ୍ରଶାସକ କମିଟି(ସିଓଏ) କହିଛି। ପୂର୍ବତନ ଭାରତ ଅଧିନାୟକ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ପରିଧିକୁ ଆସୁନାହାନ୍ତି।…

ସେପ୍ଟେମ୍ବରରେ ସମୀକ୍ଷା ହେବ ଓଭର ଥ୍ରୋ ନିୟମ

ଲଣ୍ଡନ,୧୩।୮- ବିଶ୍ୱକପ୍‌ ଫାଇନାଲରେ ଡିପ୍‌ ଅଞ୍ଚଳରୁ ଯେଉଁ ଥ୍ରୋ ବେନ ଷ୍ଟୋକ୍ସଙ୍କ ବ୍ୟାଟରେ ବାଜି ବାଉଣ୍ଡ୍ରି ଲାଇନ ଅତିକ୍ରମ କରିଥିଲା, ତାହା ଆସନ୍ତା ସେପ୍ଟେମ୍ବରରେ ସମୀକ୍ଷା ହେବ। ଏ ନେଇ ମାରିଲେବୋନ କ୍ରିକେଟ କ୍ଲବ ପକ୍ଷରୁ କୁହାଯାଇଛି। ଉକ୍ତ ଓଭର ଥ୍ରୋ…

୨୦୨୮ ଅଲିମ୍ପିକ୍ସରେ ସ୍ଥାନ ପାଇପାରେ କ୍ରିକେଟ

ଲଣ୍ଡନ,୧୩।୮- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୨୦୨୮ ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍ସରେ ସାମିଲ ହେବା ନେଇ ବେଶ୍‌ ଆଶାବାଦୀ ଅଛି। ଏହା ମାରିଲେବୋନ କ୍ରିକେଟ କ୍ଲବର ବିଶ୍ୱ କ୍ରିକେଟ କମିଟି (ଏମ୍‌ସିସି) ଅଧ୍ୟକ୍ଷ ମାଇକ ଗଟିଂ ସ୍ପଷ୍ଟ କରିଛନ୍ତି। ଅଲିମ୍ପିକ୍‌ ଭଳି…

ଇସ୍‌ଲାମାବାଦ୍‌ ସୁରକ୍ଷାରେ ସନ୍ତୁଷ୍ଟ ଆଇଟିଏଫ୍‌

ମୁମ୍ବାଇ,୧୩।୮- ଆସନ୍ତା ମାସରେ ଇସ୍‌ଲାମାବାଦ୍‌ଠାରେ ଭାରତ ଓ ପାକିସ୍ତାନ ମଧ୍ୟରେ ଦୁଇଦିନିଆ ଡେଭିସ କପ୍‌ ମୁକାବିଲା ଖେଳାଯିବ। ଏହି ମ୍ୟାଚ୍‌ ଲାଗି ପାକିସ୍ତାନ ପକ୍ଷରୁ କରାଯାଇଥିବା ସୁରକ୍ଷା ବ୍ୟବସ୍ଥାରେ ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌) ସ.େନ୍ତାଷ ପ୍ରକାଶ କରିଛି। ଉଲ୍ଲେଖଥାଉ କି,…

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ଥାନ ପାଇଲା ମହିଳା କ୍ରିକେଟ

ମେଲବୋର୍ନ,୧୩।୮(ପିଟି)- ପ୍ରଥମ ଥର ପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହେବାକୁ ଯାଉଛି ମହିଳା କ୍ରିକେଟ୍‌। ୨୦୨୨ରେ ବର୍ମିଂହାମ ସଂସ୍କରଣରେ ମହିଳା ଟି୨୦ ସାମିଲ କରାଯିବା ନେଇ କମନଓ୍ବେଲଥ ଗେମ୍ସ ଫେଡେରେଶନ (ସିଜିଏଫ୍‌) ଓ ଆଇସିସି ମଙ୍ଗଳବାର ଘୋଷଣା କରିଛନ୍ତି। କ୍ରିକେଟ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?