ଖେଳ

ହରିୟାଣା ଷ୍ଟିଲର୍ସ ବିଜୟୀ

ଅହମ୍ମଦାବାଦ୍‌, ୧୨।୮- ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌) ୭ମ ସଂସ୍କରଣରେ ରବିବାର ଅନୁଷ୍ଠିତ ଏକ ମ୍ୟାଚ୍‌ରେ ହରିୟାଣା ଷ୍ଟିଲର୍ସ ୩ ପଏଣ୍ଟ ବ୍ୟବଧାନରେ ବେଙ୍ଗାଲୁରୁ ବୁଲ୍ସକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟସୀମା ସୁଦ୍ଧା ଷ୍ଟିଲର୍ସ ୩୩ ପଏଣ୍ଟ ଓ ବେଙ୍ଗାଲୁରୁ ୩୦…

ହାଇଦ୍ରାବାଦ ଓପନ୍‌ ଟାଇଟଲ ଜିତିଲେ ସୌରଭ

ହାଇଦ୍ରାବାଦ,୧୧।୮(ପି.ଟି.)- ଜାତୀୟ ଚାମ୍ପିୟନ ସୌରଭ ବର୍ମା ଏଠାରେ ଅନୁଷ୍ଠିତ ହୋଇଥିବା ହାଇଦ୍ରାବାଦ ଓପନ ସୁପର ୧୦୦ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ୨୬ ବର୍ଷୀୟ ସୌରଭ ସିଙ୍ଗାପୁରର ଲୋହ କିଏନ ୟେଙ୍କୁ…

ଥାଇଲାଣ୍ଡ ମହିଳା କ୍ରିକେଟ ଦଳର ବିଶ୍ୱରେକର୍ଡ

ଦୁବାଇ, ୧୧।୮(ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟରେ ବିଶେଷ ଜଣାଶୁଣା ନ ଥିବା ଥାଇଲାଣ୍ଡ ମହିଳା କ୍ରିକେଟ ଦଳ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛି। କ୍ରମାଗତ ୧୭ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଜିତି ଥାଇଲାଣ୍ଡ ଦଳ ଏହି ସଫଳତା ଅର୍ଜନ କରିଛି। ନେଦରଲାଣ୍ଡ୍ସରେ ଚାଲିଥିବା ୪…

କ୍ରିକେଟରେ ବାପ-ପୁଅ ଯୋଡି: କିଏ ସଫଳ ଥିଲେ ତ ଆଉ କିଏ ବିଫଳ

ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି ଯେଉଁମାନେ କ୍ରିକେଟରେ ପସିଦ୍ଧି ଅର୍ଜନ କରିଛନ୍ତି। କେବଳ ସେ ନୁହେଁ ତାଙ୍କ ପୁଅ ମଧ୍ୟ କ୍ରିକେଟରେ ସଫଳତା ଅର୍ଜନ କରିଛନ୍ତି। ଆସନ୍ତୁ ଜାଣିବା ସେମିତି କିଛି କ୍ରିକେଟରଙ୍କ ସମ୍ପର୍କରେ.. ଲାଲା ଅମରନାଥ-ମହେନ୍ଦ୍ର ଅମରନାଥ ଲାଲା…

ହାତରେ ଛତା, ବ୍ୟାଟ୍‌ ଧରି ପଡିଆକୁ ଓହ୍ଲାଇଲେ ରୋହିତ୍‌

ପୋର୍ଟ ଅଫ ସ୍ପେନ,୧୧।୮: ବର୍ଷା ଯୋଗୁ ପ୍ରଥମ ଦିନିକିଆ ଧୋଇଯିବା ପରେ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ରବିବାର ସିରିଜର ଦ୍ୱିତୀୟ ମ୍ୟାଚରେ ପରସ୍ପରକୁ ଭେଟିବେ। ତ୍ରିନିଦାଦର ପୋର୍ଟ ଅଫ ସ୍ପେନସ୍ଥିତ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି…

ପାକିସ୍ତାନରୁ ଡେଭିସ୍‌ କପ୍‌ ମ୍ୟାଚ୍‌ ସ୍ଥାନାନ୍ତର କରିବାକୁ ଭାରତର ଅନୁରୋଧ

ନୂଆଦିଲ୍ଲୀ,୧୧।୮: ପାକିସ୍ତାନରେ ଆୟୋଜିତ ହେବାକୁ ଥିବା ଡେଭିସ୍‌ କପ୍‌ ମ୍ୟାଚ୍‌ ସ୍ଥାନାନ୍ତର ପାଇଁ ଏବେ ଅଲ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌)କୁ କହିଛି । ଏଆଇଟିଏ ଏହି ମ୍ୟାଚ୍‌କୁ କୌଣସି ନିରପେକ୍ଷ ଭେନ୍ୟୁକୁ ସ୍ଥାନାନ୍ତର କରିବାକୁ…

ଶହୀଦ ସ୍ପୋର୍ଟିଂ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର : ରାଜେଶ, ପ୍ରିୟଙ୍କା ପୁରସ୍କୃତ

ଭୁବନେଶ୍ୱର, ୧୧।୮(ସ୍ପୋଟର୍‌ସ ବ୍ୟୁରୋ): ଜଣାଶୁଣା କ୍ରିକେଟ କ୍ଲବ ଶହୀଦ ସ୍ପୋର୍ଟିଂ ଆନୁକୂଲ୍ୟରେ ରବିବାର ବାର୍ଷିକ କ୍ରୀଡ଼ା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଛି। ରାଜ୍ୟର ଦୁଇ ସଫଳ କ୍ରିକେଟର ରାଜେଶ ମହନ୍ତି ଓ ପ୍ରିୟଙ୍କା ପ୍ରିୟଦର୍ଶନୀ ସାହୁଙ୍କୁ ଶହୀଦ ସ୍ପୋଟର୍ିଂ- ମାରୁତି ଇଷ୍ଟେଟ…

ବିରାଟଙ୍କ ବୋତଲ କ୍ୟାପ୍‌ ଚ୍ୟାଲେଞ୍ଜ

ସୋସିଆଲ ମିଡିଆରେ ଆଜିକାଲି ନୂଆ ନୂଆ ଚ୍ୟାଲେଞ୍ଜ ସବୁ ବାହାରିଲାଣି। ଗତ କିଛିଦିନ ହେବ ବୋତଲ କ୍ୟାପ୍‌ ଚ୍ୟାଲେଞ୍ଜ୍‌ ବହୁଳ ମାତ୍ରାରେ ଚାଲିଛି। ଏକ ନିଆରା ଢଙ୍ଗରେ ବୋତଲ ଠିପି ଖୋଲି ତାହାର ଏକ ଭିଡିଓ ୟୁଜର୍ସ ସୋସିଆଲ ମିଡିଆରେ ପୋଷ୍ଟ…

ଟୋକିଓରେ ଅଲିମ୍ପିକ ଟେଷ୍ଟ ଇଭେଣ୍ଟ : ୧୭ରୁ ଭାରତୀୟ ପୁରୁଷ, ମହିଳା ହକି ଦଳର ଅଭିଯାନ

ବେଙ୍ଗାଲୁରୁ,୧୧।୮(ପି.ଟି.) : ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟରେ ଅଂଶଗ୍ରହଣ କରିବାରକୁ ଭାରତୀୟ ପୁରୁଷ ଓ ମହିଳା ହକି ଦଳ ଜାପାନ ଯାତ୍ରା କରିଛନ୍ତି। ଏହି ଇଭେଣ୍ଟ ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଆଗକୁ…

ରୋଜର୍ସ କପ୍‌: ସେମିରେ ହାରିଲେ ବୋପାନ୍ନା- ଶାପୋଭାଲୋଭ

ମଣ୍ଟ୍ରିଲ,୧୧।୮(ପି.ଟି.): ଏଠାରେ ଚାଲିଥିବା ଏଟିପି ମଣ୍ଟ୍ରିଲ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟରେ ଭାରତର ରୋହନ ବୋପାନ୍ନା ଓ ତାଙ୍କ କାନାଡା ପାର୍ଟନର ଡେନିସ ଶାପୋଭାଲୋଭ ପୁରୁଷ ଡବଲ୍ସ ଇଭେଣ୍ଟରେ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଅଣସିଡ୍‌ ଏହି ଯୋଡି ୬-୭, ୬-୭…

ଟରଣ୍ଟୋ ଡବ୍ଲ୍ୟୁଟିଏ ଫାଇନାଲରେ ସେରେନା

ଟରଣ୍ଟୋ,୧୧।୮(ଏଏଫପି): ଆମେରିକାର ଅଭିଜ୍ଞ ମହିଳା ଖେଳାଳି ଏଠାରେ ଚାଲିଥିବା ଟରଣ୍ଟୋ ଡବ୍ଳ୍ୟୁଟିଏ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ଅଷ୍ଟମ ସିଡ୍‌ ସେରେନା ଚେକ୍‌ ଗଣରାଜ୍ୟର ମେରି ବୋଉଜକୋଭାଙ୍କୁ ୧-୬, ୬-୩, ୬-୩ ସେଟ୍‌ରେ ପରାସ୍ତ କରି…

ରୋଜର୍ସ କପ୍‌ ଫାଇନାଲରେ ନାଡାଲ

ମଣ୍ଟ୍ରିଲ,୧୧।୮(ଏଏଫ୍‌ପି): ସ୍ପେନ୍‌ ତାରକା ଟେନିସ ଖେଳାଳି ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟ୍ରିଲ ମାଷ୍ଟର୍ସ ଟେନିସ୍‌ ବା ରୋଜର୍ସ କପ୍‌ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ଗୋଟିଏ ହେଲେ ବି ଶଟ୍‌ ନ ଖେଳି ସେ ଫାଇନାଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?