ଖେଳ

ହାଇଦ୍ରାବାଦ ଓପନ୍‌: ଫାଇନାଲରେ ସୌରଭ, ଅଶ୍ୱିନୀ-ସିକ୍କି

ହାଇଦ୍ରାବାଦ, ୧୧ା୮ (ପି.ଟି.)- ଜାତୀୟ ଚାମ୍ପିୟନ ସୌରଭ ବର୍ମା ଏଠାରେ ଚାଲିଥିବା ହାଇଦ୍ରାବାଦ ଓପନ୍‌ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର୍‌-୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେହିଭଳି ମହିଳା ଡବଲ୍ସରେ ଟପ୍‌ ସିଡ୍‌ ଅଶ୍ୱିନୀ ପୋନାପ୍ପା ଓ ଏନ୍‌.…

ମିଅଁ।ଦାଦ୍‌ଙ୍କ ୨୬ ବର୍ଷର ରେକର୍ଡ ଭାଙ୍ଗିପାରନ୍ତି କୋହଲି

ପୋର୍ଟ ଅଫ୍‌ ସ୍ପେନ, ୧୧ା୮- ଭ୍ରମଣକାରୀ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ରବିବାର ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଦିନିକିଆ ସିରିଜର ୨ୟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ…

ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌:ସାଇନା-ସିନ୍ଧୁ ମୁକାବିଲା ସମ୍ଭବ

ନୂଆଦିଲ୍ଲୀ, ୧୧ା୮ (ପି.ଟି.)-ସୁଇଜରଲାଣ୍ଡର ବାସେଲଠାରେ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁଥିବା ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପକ୍ଷରୁ ଡ୍ର’ ଅନୁଷ୍ଠିତ ହୋଇଯାଇଛି। ଟୁର୍ନାମେଣ୍ଟର ପ୍ରାରମ୍ଭିକ ରାଉଣ୍ଡଗୁଡ଼ିକରେ ଯଦି ବିଜୟ ଲାଭ କରନ୍ତି ତେବେ ଭାରତର ଦୁଇ ଷ୍ଟାର…

ୟଜିଏମ୍‌ ଲୁକାଙ୍କୁ ହରାଇଲେ ମହୀତୋଷ

ଭୁବନେଶ୍ୱର, ୧୧ା୮(କ୍ରୀଡ଼ା ପ୍ରତିନିଧି)- ଇଟାଲିରେ ଚାଲିଥିବା ସ୍ପିଲିମବର୍ଗୋ ଓପନର ଚେସ୍‌ର ମାଷ୍ଟର ବର୍ଗରେ ଓଡ଼ିଶାର ମହୀତୋଷ ଦେଙ୍କୁ ବଡ଼ ସଫଳତା ମିଳିଛି। ୧୯୮୧ ରେଟିଂ ପ୍ରାପ୍ତ ମହୀତୋଷ ଶନିବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡରେ ଇଟାଲି ଗ୍ରାଣ୍ଡମାଷ୍ଟର ମୋରୋନି ଲୁକା ଜୁନିୟର(୨୫୭୨ ରେଟିଂ)ଙ୍କୁ…

ଦିଲ୍ଲୀ ଡାଇନାମସ ହୋଇପାରେ ‘ଓଡ଼ିଶା ଏଫ୍‌ସି’

ଭୁବନେଶ୍ୱର, ୧୧।୮(କ୍ରୀଡ଼ା ପ୍ରତିନିଧି) ଓଡ଼ିଶାରେ ଫୁଟବଲ ଖେଳ ଓ ଖେଳାଳିଙ୍କ ବିକାଶ ପାଇଁ ବାଟ ଫିଟୁଛି। କଳିଙ୍ଗ ଷ୍ଟାଡିୟମରେ ଗତ କିଛିବର୍ଷ ମଧ୍ୟରେ ଇଣ୍ଡିଆନ ସୁପର ଲିଗ୍‌ (୨୦୧୭-୧୮), ଆଇ-ଲିଗ୍‌(୨୦୧୮-୧୯), ଇଣ୍ଡିଆନ ସୁପର କପ୍‌(୨୦୧୮) ଆଦି ଜାତୀୟ ସ୍ତରୀୟ ଟୁର୍ନାମେଣ୍ଟ ଆୟୋଜିତ…

ନାଡା ଅଧୀନରେ ବିସିସିଆଇ:କ୍ରୀଡ଼ାମନ୍ତ୍ରୀ ରିଜିଜୁଙ୍କ ସ୍ବାଗତ

ନୂଆଦିଲ୍ଲୀ,୧୧।୮(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଜାତୀୟ ନିଶା ନିବାରଣ ସଂସ୍ଥା (ନାଡା) ଅଧୀନକୁ ଆସିବାର ନିଷ୍ପତ୍ତିକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ ସ୍ବାଗତ କରିଛନ୍ତି। ଏହା ଦ୍ୱାରା କ୍ରିକେଟ ତଥା ଅନ୍ୟ କ୍ରୀଡ଼ା ଦୁର୍ନୀତିମୁକ୍ତ ଓ ସ୍ବଚ୍ଛ ହୋଇପାରିବ…

ଭାରତ- ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଦିନିକିଆ

ପୋର୍ଟ ଅଫ୍‌ ସ୍ପେନ୍‌,୧୧।୮(ପି.ଟି.)- ବର୍ଷା ଯୋଗୁ ପ୍ରଥମ ଦିନିକିଆ ଧୋଇଯିବା ପରେ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ରବିବାର ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ତ୍ରିନିଦାଦ୍‌ର ପୋର୍ଟ ଅଫ୍‌ ସ୍ପେନ୍‌ସ୍ଥିତ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି…

ପରାଜୟ ସତ୍ତ୍ୱେ ଫାଇନାଲରେ ଭାରତୀୟ ଯୁବ ଦଳ

ବେକେନହାମ୍‌ (ୟୁକେ), ୧୦।୮ (ପି.ଟି.): ଏଠାରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଦିନିକିଆ ତ୍ରି-ରାଷ୍ଟ୍ରୀୟ ସିରିଜର ଏକ ମ୍ୟାଚ୍‌ରେ ଭାରତୀୟ ଯୁବ ଦଳ ଡିଏଲ୍‌ ପଦ୍ଧତିରେ ୮ ଉଇକେଟ୍‌ରେ ଇଂଲଣ୍ଡ ନିକଟରୁ ପରାସ୍ତ ହୋଇଛି। ପରାଜୟସତ୍ତ୍ୱେ ୮ ମ୍ୟାଚ୍‌ରୁ ୮ ପ,ଣ୍ଟ…

ଏଏଆଇ ଉପରୁ ସସ୍‌ପେଣ୍ଡ ଆଦେଶ ଉଠି ପାରିବ

ନୂଆଦିଲ୍ଲୀ,୧୦ା୮ (ପି.ଟି.): ଭାରତୀୟ ତୀରନ୍ଦାଜୀ ଆସୋସିଏଶନ (ଏଏଆଇ) ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର ହୋଇପାରିବ। ଏଥିପାଇଁ ବିଶ୍ୱ ତୀରନ୍ଦାଜୀ ମହାସଂଘ (ଡବ୍ଲ୍ୟୁଏଏଫ୍‌) ତରଫରୁ ଏକ ସର୍ତ୍ତାରୋପ କରାଯାଇଛି। ଚଳିତମାସ ଶେଷ ସୁଦ୍ଧା ଆସୋସିଏଶନକୁ ଏକ ସ୍ପଷ୍ଟ ‘ରୋଡ୍‌ ମ୍ୟାପ୍‌’ ପ୍ରସ୍ତୁତ କରିବାକୁ…

ସେମିରେ ବୋପାନ୍ନା-ଶାପୋଭାଲୋଭ

ମଣ୍ଟ୍ରିଲ,୧୦।୮(ପିଟି)- ଭାରତୀୟ ଟେନିସ ଷ୍ଟାର ରୋହନ ବୋପାନ୍ନା ଓ ତାଙ୍କ ସାଥୀ ଡେନିସ ଶାପୋଭାଲୋଭ ଏଠାରେ ଚାଲିଥିବା ଏଟିପି ମଣ୍ଟ୍ରିଲ ମାଷ୍ଟର୍ସର ପୁରୁଷ ଡବଲ୍ସ ବର୍ଗରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ସେମାନେ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବାଇ ପାଇ ଆଗକୁ…

ଚେଲ୍‌ସି ବିପକ୍ଷ ସୁପର କପ୍‌ ମ୍ୟାଚ୍‌ ଖେଳିପାରିବେ ନାହିଁ ଆଲିସନ

ଲିଭରପୁଲ,୧୦।୮(ଏଏଫ୍‌ପି)- ଲିଭରପୁଲ୍‌ ଗୋଲକିପର ଆଲିସନ ବେକର ବୁଧବାର ଚେଲ୍‌ସି ବିପକ୍ଷ ୟୁଫା ସୁପର କପ୍‌ ମ୍ୟାଚ୍‌ରେ ଖେଳିପାରିବେ ନାହିଁ। ତାଙ୍କ ଗୋଇଠିରେ ଆଘାତ ଲାଗିଛି। ୟୁରୋପ ଚାମ୍ପିୟନ ଲିଭରପୁଲ୍‌ ୪-୧ ଗୋଲରେ ନରଓ୍ବିଚକୁ ହରାଇ ସିଜନ ଆରମ୍ଭ କରିଛି। ମ୍ୟାଚ୍‌ର ପ୍ରଥମାର୍ଦ୍ଧ…

ବିଶ୍ୱର ସବୁଠୁ ଓଜନିଆ କ୍ରିକେଟର ହେବାର ରେକର୍ଡ ଅଧିକାରୀ ହୋଇପାରନ୍ତି କର୍ନଓ୍ବାଲ

ନୂଆଦିଲ୍ଲୀ,୧୦।୮-ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଲାଗି ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ବୋର୍ଡ ୧୩ ଜଣିଆ ଦଳ ଘୋଷଣା କରିଛି। ଏଥିରେ ସ୍ଥାନ ପାଇଛନ୍ତି ରକିମ କର୍ନଓ୍ବାଲ। ଭାରତ ବିପକ୍ଷରେ ପଦାର୍ପଣ କରିବାକୁ ସୁଯୋଗ ମିଳିଲେ, କର୍ନଓ୍ବାଲ ଅନ୍ତର୍ଜାତୀୟ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?