ଖେଳ

୨୦୨୦ ଟୋକିଓ ନିର୍ମାଣ ଶ୍ରମିକଙ୍କ ମୃତ୍ୟୁ

ଟୋକିଓ,୯।୮(ଏଏଫ୍‌ପି): ଟୋକିଓ ୨୦୨୦ ଅଲିମ୍ପିକ୍ସ ନିର୍ମାଣାଧୀନ ଅଞ୍ଚଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତେବେ ଜାପାନର ରାଜଧାନୀରେ ଅତ୍ୟଧିକ ଗରମ ଯୋଗୁ ହୃଦ୍‌ଘାତରେ ଉକ୍ତ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ପ୍ରକାଶ ପାଇଛି। ୫୦ ବର୍ଷୀୟ ଶ୍ରମିକଙ୍କ ମୃତଦେହ ନିର୍ମାଣ ଅଞ୍ଚଳର…

ନାଡାରେ ସାମିଲ ହେଲା ବିସିସିଆଇ

ନୂଆଦିଲ୍ଲୀ,୯।୮- ଦୀର୍ଘଦିନ ଧରି ମନାକରିବା ପରେ ଦେଶରେ କ୍ରିକେଟର ପରିଚାଳନା କରୁଥିବା ବିସିସିଆଇ ଜାତୀୟ ଆଣ୍ଟି ଡୋପିଂ ସଂସ୍ଥା (ନାଡା) ପରିସର ଅନ୍ତର୍ଭୁକ୍ତ ହୋଇଛି। ଆର୍ଥିକ ଭାବେ ସ୍ବଚ୍ଛଳ ହେଲେ ମଧ୍ୟ ବିସିସିଆଇ ଜାତୀୟ କ୍ରୀଡ଼ା ମହାସଂଘ (ଏନ୍‌ଏସ୍‌ଏଫ୍‌) ମାନ୍ୟତା ପାଇଛି।…

ମ୍ୟାକ୍‌କୁଲମ କେକେଆର ସହାୟକ କୋଚ୍‌

ନୂଆଦିଲ୍ଲୀ,୯।୮(ପିଟି): ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ବ୍ରେଣ୍ଡନ ମ୍ୟାକ୍‌କୁଲମ ଆଇପିଏଲ ଫ୍ରାଞ୍ଚାଇଜ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଦଳକୁ ଫେରିବାକୁ ଯାଉଛନ୍ତି। କିନ୍ତୁ ଜଣେ ଖେଳାଳି ଭାବେ ନୁହେଁ। ସହାୟକ କୋଚ୍‌ ପଦ ପାଇଁ ସେ ଦଳ ସହ ଚୁକ୍ତି କରିଥିବା ରିପୋର୍ଟ…

ଶୁବମନ ଗିଲ୍‌ଙ୍କ ରେକର୍ଡ ଦ୍ୱିଶତକ

ତରୌବ(ତ୍ରିନିଦାଦ ଆଣ୍ଡ୍‌ ଟବାଗୋ),୯।୮- ଶୁବମନ ଗିଲ୍‌ ଦେଶର ସର୍ବକନିଷ୍ଠ କ୍ରିକେଟର ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ଦ୍ୱିଶତକ ଲଗାଇଛନ୍ତି। ଅଧିନାୟକ ହନୁମା ବିହାରୀଙ୍କ ଶତକ ବଳରେ ଓ୍ବେଷ୍ଟଇଣ୍ଡିଜ ଏ’ ବିପକ୍ଷରେ ଏଠାରେ ଚାଲିଥିବା ତୃତୀୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ ଏ’…

ଶ୍ରୀଲଙ୍କା ପ୍ରଶଂସକଙ୍କ ସହ ଜନ୍ମଦିନ ପାଳିଲେ ଓ୍ବିଲିୟମସନ

କଲମ୍ବୋ,୯।୮- ନିକଟରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳକୁ ଫାଇନାଲରେ ପହଞ୍ଚାଇଥିବା ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ପ୍ରଶଂସକଙ୍କ ସଂଖ୍ୟା ବିଶ୍ୱରେ ବୃଦ୍ଧି ପାଇବାରେ ଲାଗିଛି। ଓ୍ବିଲିୟମସନ ଗୁରୁବାର ୨୯ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ସେ ଶ୍ରୀଲଙ୍କା ପ୍ରଶଂସକଙ୍କ ସହ…

ବିବାହ କରି ମଧ୍ୟ ଏହି ଅଭିନେତ୍ରୀଙ୍କ ପାଇଁ ପାଗଳ ଥିଲେ ଗାଙ୍ଗୁଲି

ଟିମ୍‌ ଇଣ୍ଡିଆରେ ‘ଦାଦା’ ନାମରେ ଜଣାଶୁଣା ପୂର୍ବତନ କ୍ରିକେଟ ଖେଳାଳି ସୌରଭ ଗାଙ୍ଗୁଲି ପଡିଆରେ ଯେତିକି ପ୍ରଭାବୀ, ବ୍ୟକ୍ତିଗତ ଜୀବନରେ ମଧ୍ୟ ସେତିକି ଲୋକପ୍ରିୟ। ଫେବୃୟାରୀ ୨୧, ୧୯୯୭ରେ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଡୋନା ରାୟଙ୍କୁ ସେ ବିବାହ କରିଥିଲେ। କିନ୍ତୁ…

ଗ୍ରାଉଣ୍ଡରେ ନାଚିଲେ କୋହଲି

ଗୁୟାନା,୯।୮- ସ୍ଥାନୀୟ ବ୍ରାଏନ ଲାରା ଗ୍ରାଉଣ୍ଡଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆ ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା। ମ୍ୟାଚ୍‌ରେ କେବଳ ୧୩ ଓଭର ଖେଳ ସମ୍ଭବ ହୋଇପାରିଥିଲା। କିନ୍ତୁ ଏହା ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ…

ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି ଏହିସବୁ କ୍ରିକେଟର୍‌

କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଶ୍ୱରେ ଏମିତି କିଛିି କ୍ରିକେଟର ଅଛନ୍ତି ଯେଉଁମାନେ ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି। ପାକିସ୍ତାନର ଅନେକ କ୍ରିକେଟର୍‌ ନିଜ ସମ୍ପର୍କିୟ ଭଉଣୀଙ୍କୁ ବିବାହ କରିଛନ୍ତି। ଆସନ୍ତୁ ଜାଣିବା ସେହି…

ପୃଥ୍ବୀ ଶ’ ଡୋପିଂ ମାମଲା: ବିସିସିଆଇର କାର୍ଯ୍ୟଧାରାକୁ ସମାଲୋଚନା

ନୂଆଦିଲ୍ଲୀ, ୯|୮ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଗୁରୁବାର ପୃଥ୍ବୀ ଶ’ ଡୋପିଂ ଉଲ୍ଲଂଘନ ମାମଲା ଉପରେ ଏହାର ଟାଇମ୍‌ ଲାଇନ୍‌ ପ୍ରକାଶ କରିଛି। ୧୯ ବର୍ଷୀୟ ଓପନରଙ୍କଠାରୁ ସାମ୍ପଲ ସଂଗ୍ରହ ଏବଂ ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରି…

ଭାରତୀୟ ଆର୍ଚେରୀ ଆସୋସିଏଶନ ସସ୍‌ପେଣ୍ଡ

କୋଲକାତା, ୯ା୮ (ପି.ଟି.)-ବିଶ୍ୱ ଆର୍ଚେରି (ଡବ୍ଲ୍ୟୁଆଇ) ଗୁରୁବାର ଭାରତୀୟ ଆର୍ଚେରି ଆସୋସିଏଶନ (ଏଏଆଇ)କୁ ସସ୍‌ପେଣ୍ଡ କରିଛି। ଏଏଆଇରେ ଦୁଇ ପରସ୍ପର ବିରୋଧୀ ଗୋଷ୍ଠୀ ସମାନ୍ତରାଳ ନିର୍ବାଚନ କରିବା ଦ୍ୱାରା ବିଶ୍ୱ ଆର୍ଚେରିର ଗାଇଡ୍‌ଲାଇନ୍‌ ଭଙ୍ଗହୋଇଛି। ନିଷ୍ପତ୍ତି ସୋମବାରଠାରୁ କାର୍ଯ୍ୟକାରୀ ହେବ। କିନ୍ତୁ…

ପୁମା ସହ ଦୂତୀଙ୍କ ଚୁକ୍ତି

ନୂଆଦିଲ୍ଲୀ,୯।୮(ପି.ଟି.)-ଦେଶର ଦ୍ରୁତତମ ମହିଳା ଧାବିକା ତଥା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ଗ୍ଲୋବାଲ ସ୍ପୋଟର୍‌ସ କମ୍ପାନୀ ପୁମା ସହ ଚୁକ୍ତି କରିଛନ୍ତି। ଗୁରୁବାର ଏ ନେଇ ପୁମା ତରଫରୁ ଘୋଷଣା କରାଯାଇଛି। ପ୍ରଥମଥର ପାଇଁ ଦୂତୀ ଏଭଳି ବିଶ୍ୱସ୍ତରୀୟ ବ୍ରାଣ୍ଡ ସହ…

ଚାଇନାରେ କ୍ରିକେଟ ଲାଗି ରହିଛି ଗୋଟିଏ ଘାସ ପିଚ୍‌

ସାଙ୍ଘାଇ,୯।୮(ଏଏଫ୍‌ପି)- ଚାଇନାରେ ପ୍ରାୟ ନାଗରିକଙ୍କୁ କ୍ରିକେଟ କ୍ରୀଡ଼ା ବିଷୟରେ ଜଣାନାହିଁ। ୧.୪ ବିଲିୟନ ଜନସଂଖ୍ୟାଙ୍କ ଲାଗି ଗୋଟିଏ ଘାସ ପିଚ୍‌ ରହିଛି। ଏବେ ସେମାନେ ଫୁଟ୍‌ବଲ ପିଚ୍‌ରେ ପ୍ଲାଷ୍ଟିକ୍‌ ଉଇକେଟ ସହ ଖେଳିବା ଆରମ୍ଭ କରିଛନ୍ତି। ସେଠାରେ କ୍ରିକେଟ ଲାଗି ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?