ଭାରତୀୟ ଦଳକୁ ମିଳିଲା ନୂଆ କୋଚ୍: ବିସିସିଆଇ ନେଲା ବଡ ନିଷ୍ପତ୍ତି, କଣ କରିବେ ଗମ୍ଭୀର…
ମୁମ୍ବାଇ,୧୬।୧: ବୋର୍ଡ ଅଫ୍ କଣ୍ଟ୍ରୋଲ୍ ଫର କ୍ରିକେଟ୍ ଇନ୍ ଇଣ୍ଡିଆ (ବିସିସିଆଇ) ନ୍ୟୁଜିଲାଣ୍ଡ ବିପକ୍ଷରେ ଘରେ ଏବଂ ଅଷ୍ଟ୍ରେଲିଆରେ ବିପକ୍ଷ ବିପର୍ଯ୍ୟୟ ପ୍ରଦର୍ଶନ ପରେ ଭାରତ ପୁରୁଷ କ୍ରିକେଟ୍ ଦଳର ସପୋର୍ଟ ଷ୍ଟାଫ୍ଙ୍କୁ ପରିବର୍ତ୍ତନ କରିବାକୁ ଯୋଜନା କରୁଥିବା ଜଣାପଡିଛି।...
ଋଷଭ ପନ୍ତ ହେବେ ଅଧିନାୟକ, ଶୁକ୍ରବାର କରାଯିବ ଦଳ ଘୋଷଣା
ନୂଆଦିଲ୍ଲୀ,୧୬।୧: ଭାରତୀୟ କ୍ରିକେଟରେ ଅଧିନାୟକଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି। ରୋହିତ ଶର୍ମାଙ୍କ ପରେ ଟେଷ୍ଟ ଟିମ୍ର ଅଧିନାୟକ କିଏ ହେବ ଏହାକୁ ନେଇ ଆଲୋଚନା କରାଯାଉଛି। ଅନେକ ବିଶେଷଜ୍ଞ ଏହି ଦାୟିତ୍ୱ ତୁଲାଇବା ଲାଗି ତାରକା ଉଇକେଟକିପର ବ୍ୟାଟ୍ସମ୍ୟାନ...
ଭାରତର ବ୍ୟାଟିଂ କୋଚ ହେବାକୁ ଚାହୁଁଛନ୍ତି ଏହି କ୍ରିକେଟର, ଗମ୍ଭୀରଙ୍କ ସହ ମିଶି…
ନୂଆଦିଲ୍ଲୀ,୧୬।୧: ଅଷ୍ଟ୍ରେଲିଆ ଗସ୍ତରେ ଯାଇଥିବା ଭାରତୀୟ ଦଳ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୩ ରେ ଶୋଚନୀୟ ପରାଜୟର ସମ୍ମୁଖୀନ ହୋଇଥିଲା। ଏହି ପରାଜୟ ପରେ ଟିମ ଇଣ୍ଡିଆର ଖେଳାଳି ଏବଂ ପ୍ରଶିକ୍ଷକ ଗୌତମ ଗମ୍ଭୀର ସମାଲୋଚନାର ଶିକାର...
‘ଫେକ ନ୍ୟୁଜ…,’ ବେଡ ରେଷ୍ଟ ଖବରକୁ ହସରେ ଉଡାଇ ଦେଲେ ବୁମରା
ନୂଆଦିଲ୍ଲୀ,୧୬।୧: ଟିମ ଇଣ୍ଡିଆର ଦ୍ରୁତ ବୋଲର ଜସପ୍ରିତ ବୁମରାଙ୍କ ବିଷୟରେ ଏମିତି ଏକ ଖବର ଆସିଥିଲା, ଯେଉଁଥିରେ କୁହାଯାଇଥିଲା ଯେ ତାଙ୍କୁ ବେଡ ରେଷ୍ଟ ନେବାକୁ ପରାମର୍ଶ ଦିଆଯାଇଛି, କିନ୍ତୁ ବୁମରା ଏହି ଖବରକୁ ଭୁଲ ପ୍ରମାଣିତ କରିଛନ୍ତି। ବୁମରା...
ଅଭିନେତା ହୋଇ ବି କ୍ରିକେଟରୁ ମୋଟା ଅଙ୍କ ଆୟ କରନ୍ତି ସୈଫ, ଜାଣନ୍ତୁ କ’ଣ ଏହାର ମାଧ୍ୟମ
ମୁମ୍ବାଇ,୧୬।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ ଫିଲ୍ମ ଜଗତର ସବୁଠାରୁ ଧନୀ ବ୍ୟକ୍ତିମାନଙ୍କ ମଧ୍ୟରୁ ଜଣେ। ଜାନୁଆରୀ ୨୦୨୫ ସୁଦ୍ଧା, ସୈଫ ଅଲ୍ଲୀ ଖାନଙ୍କ ସମ୍ପତ୍ତି ପ୍ରାୟ ୧,୨୦୦ କୋଟି ପାଖାପାଖି। ସେ ଭାରତୀୟ ଚଳଚ୍ଚିତ୍ର ଶିଳ୍ପର ସବୁଠାରୁ...
ଟିମ୍ ଇଣ୍ଡିଆକୁ ମିଳିପାରେ ନୂଆ କୋଚ୍, ଗମ୍ଭୀରଙ୍କ ଉପରେ BCCIର ଭରସା ନାହିଁ?
ନୂଆଦିଲ୍ଲୀ,୧୬।୧: ଅଷ୍ଟ୍ରେଲିଆ ଗସ୍ତରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଟିମ୍ ଇଣ୍ଡିଆ। କାରଣ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ୍ ସିରିଜରେ ଫେଲ୍ ହୋଇଥିଲେ। ବିଶେଷକରି ବିରାଟ କୋହଲିଙ୍କ ଭଳି ଅନୁଭବୀ ବ୍ୟାଟ୍ସମ୍ୟାନ୍ ଲଗାତାର ୮ ଥର ପାଇଁ ଗୋଟିଏ ଢ଼ଙ୍ଗରେ ଆଉଟ୍ ହେବାକୁ...
ସରଫରାଜ ଲିକ୍ କରିଛନ୍ତି ଡ୍ରେସିଂ ରୁମ୍ ଖବର?ଗମ୍ଭୀର ଯୁବ ବ୍ୟାଟ୍ସମ୍ୟାନଙ୍କ ଉପରେ ଆଣିଲେ ବଡ଼ ଅଭିଯୋଗ
ନୂଆଦିଲ୍ଲୀ,୧୫।୧: ଭାରତୀୟ କ୍ରିକେଟ ଟିମ୍ ଲାଗି ଅଷ୍ଟ୍ରେଲିଆ ଗସ୍ତ ବେଶ ବିବାଦୀୟ ଥିଲା। ସିରିଜର ପ୍ରଥମ ମ୍ୟାଚ୍ ଦଳ ଜିତିଥିଲେ ହେଁ ଲଗାତାର ଭାବେ ବାକି ୪ ମ୍ୟାଚ୍ରେ ପରାଜିତ ହୋଇଥିଲା। ଏହି ସମୟରେ ଡ୍ରେସିଂ ରୁମ୍ ଖବର ବାହାରକୁ...
ଖେଳିବା ତ ଦୂରର କଥା, ଶେଯରୁ ଉଠି ପାରୁନାହାନ୍ତି ବୁମ୍ରା; ଆସିଲା ଚିନ୍ତାଜନକ ଖବର…
ନୂଆଦିଲ୍ଲୀ,୧୫।୧: ଟିମ୍ ଇଣ୍ଡିଆକୁ ଲାଗିପାରେ ବଡ଼ ଝଟ୍କା। ତାରକା ବୋଲର୍ ଜସପ୍ରିତ ବୁମ୍ରାଙ୍କ ଖେଳିବାକୁ ନେଇ ଅନିଶ୍ଚିତତା ବଢ଼ିବାରେ ଲାଗିଛି। କାରଣ ଖେଳିବା ତ ଦୂରର କଥା ଏବେ ଶେଯରୁ ଉଠିପାରୁନାହାନ୍ତି ସେ। କାରଣ ତାଙ୍କୁ ଡାକ୍ତରମାନେ ବେଡ୍ ରେଷ୍ଟ...
ଅବସରକୁ ନେଇ ଅଶ୍ୱିନଙ୍କ ବଡ଼ ବୟାନ, କହିଲେ ‘ମୁଁ ଆହୁରି ଖେଳିବାକୁ ଚାହୁଁଥିଲି ହେଲେ…’
ନୂଆଦିଲ୍ଲୀ,୧୫।୧: ଭାରତୀୟ କ୍ରିକେଟ ଟିମ୍ର ଭେଟେରାନ୍ ବୋଲର୍ ରବିଚନ୍ଦ୍ରନ ଅଶ୍ୱିନ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବର୍ଡର ଗାଭାସ୍କର ଟ୍ରଫି ମଝିରେ ହଠାତ ସନ୍ନ୍ୟାସ ନେଇ ସମସ୍ତଙ୍କୁ ଚମକାଇଥିଲେ। ତାଙ୍କର ଏଭଳି ବଡ଼ ନିଷ୍ପତ୍ତି ପଛରେ କ’ଣ କାରଣ ଥିଲା ଏହାକୁ...
ଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁ
ରାଜକୋଟ,୧୫।୧: ଭାରତର ମହିଳା କ୍ରିକେଟ୍ ଦଳ ବୁଧବାର (ଜାନୁଆରୀ ୧୫) ରାଜକୋଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଏକଦିବସୀୟ ମ୍ୟାଚ୍ କୁ ୩୦୪ ରନରେ ଜିତି ସିରିଜରେ ୩-୦ରେ ମୂଳ ପଛ କରିଛି। କିନ୍ତୁ ଏହି ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଯାହା...
ପ୍ୟାରିସ ଅଲମ୍ପିକ୍ସରେ ଜିତିଥିବା ଦୁଇଟି ଯାକ ମେଡାଲ ଫେରାଇବେ ମନୁ ଭାକର, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୫।୧: ପ୍ୟାରିସ ୨୦୨୪ରେ ଦୁଇଟି ମେଡାଲ ବିଜେତା ମନୁ ଭାକର ନିଜ ପଦକ ଫେରାଇବାକୁ ଯାଉଛନ୍ତି। ମନୁ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଓ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ ଇଭେଣ୍ଟରେ ଦୁଇଟି ବ୍ରୋଞ୍ଜ ପଦକ...
ପିଏଙ୍କ ପାଇଁ ପୁଣି ଟାର୍ଗେଟରେ ଗମ୍ଭୀର, ବିସିସିଆଇ ନେଇପାରେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୫।୧: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ପୂର୍ବରୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ଘରୋଇ ସିରିଜ ଏବଂ ଅଷ୍ଟ୍ରେଲିଆରେ ବର୍ଡର-ଗାଭାସ୍କର ଟ୍ରଫିରେ ଖରାପ ପ୍ରଦର୍ଶନ ଯୋଗୁ ଗମ୍ଭୀର ପୂର୍ବରୁ...
Archives


