ଖେଳ

ସବ୍‌ଜୁନିୟର କରାଟେ ପାଇଁ ଭୁବନେଶ୍ୱର ଦଳ ଚୟନ

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି)-ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଚଳିତମାସ ୨୬ରେ ୩୧ତମ ରାଜ୍ୟ ସବ୍‌ଜୁନିୟର କରାଟେ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସ୍କୁଲ ପରିସରରେ ଭୁବନେଶ୍ୱର ଦଳ ଚୟନ ହୋଇଯାଇଛି। ମନୋନୟନ ପ୍ରକ୍ରିୟାରେ ଭୁବନେଶ୍ୱରସ୍ଥିତ ସ୍ବିକୃତିପ୍ରାପ୍ତ ବିଭିନ୍ନ କରାଟେ…

ଜାତୀୟ ସିନିୟର ଟେନିସ କ୍ରିକେଟ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି)- ଚଳିତ ମାସ ୨୩ରୁ ୨୬ ପର୍ଯ୍ୟନ୍ତ ଗୋଆର ପଞ୍ଜିମ୍‌ଠାରେ ୪ର୍ଥ ଜାତୀୟ ସିନିୟର ଟେନିସ କ୍ରିକେଟ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ୧୮ ଜଣିଆ ଓଡ଼ିଶା ଦଳ ଘୋଷିତ ହୋଇଛି। ଖେଳାଳି ଚୟନ ପାଇଁ ଗତ…

ରାଜ୍ୟ ୧୭ ବର୍ଷରୁ କମ୍‌ ଚେସ୍‌ସାଇନା, ଦେବୀ ଚାମ୍ପିୟନ

ଭୁବନେଶ୍ୱର, ୨୦।୫(କ୍ରୀଡ଼ା ପ୍ରତିନିଧି): ବାଲେଶ୍ୱର ଜିଲା ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଚଳିତମାସ ୧୮ରୁ ୨୦ ପର୍ଯ୍ୟନ୍ତ ବାଲେଶ୍ୱର ଲ’ କଲେଜରେ ଅନୁଷ୍ଠିତ ଓଡ଼ିଶା ରାଜ୍ୟ ୧୭ ବର୍ଷରୁ କମ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ସାଇନା ସାଲୋନିକା ଓ ଦେବୀ ପ୍ରସାଦ ନାୟକ ଚାମ୍ପିୟନ…

ସ୍ବାଭାବିକ ଖେଳିବାକୁ ଡୁ ପ୍ଲେସିଙ୍କ ପରାମର୍ଶ

ଦୁବାଇ, ୨୦ା୫ (ପି.ଟି.)-ମେ ୩୦ ତାରିଖରୁ ଇଂଲଣ୍ଡରେ ଆରମ୍ଭ ହେବାକୁଥିବା ଆଇସିସି ବିଶ୍ୱକପ୍‌ରେ ସ୍ବାଭାବିକ ଖେଳିବା ଲାଗି ଦଳର ଖେଳାଳିମାନଙ୍କୁ ପରାମର୍ଶ ଦେଇଛନ୍ତି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ ପ୍ଲେସି। ପୂର୍ବ ବିଫଳତାକୁ ଭୁଲିଯିବାକୁ ହେବ। ସୁପରମ୍ୟାନ ଭଳି…

ରିୟଲ ମାଡ୍ରିଡ୍‌ ସହ ରହିବେ କ୍ରୁଜ୍‌

ମାଡ୍ରିଡ୍‌,୨୦।୫(ଏଏଫ୍‌ପି)- ଜର୍ମାନୀ ଅନ୍ତର୍ଜାତୀୟ ଫୁଟ୍‌ବଲ ଷ୍ଟାର ଟୋନି କ୍ରୁଜ୍‌ ରିୟଲ ମାଡ୍ରିଡ୍‌ କ୍ଲବ ସହ ହୋଇଥିବା ଚୁକ୍ତିର ସମୟସୀମାରେ ବୃଦ୍ଧି କରିଛନ୍ତି। ଫଳରେ ସେ ୨୦୨୩ ପର୍ଯ୍ୟନ୍ତ ସ୍ପାନିଶ କ୍ଲବ ପାଇଁ ଖେଳିବା ନେଇ ସ୍ପଷ୍ଟ ହୋଇଛି। ୨୯ ବର୍ଷୀୟ ମିଡ୍‌ଫିଲ୍ଡର…

ପାକିସ୍ତାନ ବିଶ୍ୱକପ୍‌ ଦଳରେ ଅମିର, ଓ୍ବାହବ

ଇସ୍‌ଲାମବାଦ,୨୦।୫- ଇଂଲଣ୍ଡରେ ଖେଳାଯିବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ପିସିବି ୧୫ ଜଣିଆ ପାକିସ୍ତାନ ଦଳ ଘୋଷଣା କରିଛି। ଏହି ଦଳରେ ମହମ୍ମଦ ଅମିର, ଓ୍ବାହବ ରିଆଜ ଓ ଅସିଫ ଅଲି ସ୍ଥାନ ପାଇଛନ୍ତି। ତିନିଜଣ ଖେଳାଳି ସମ୍ଭାବ୍ୟ ଦଳରେ ସ୍ଥାନ…

ଭାରତୀୟ ମହିଳା ହକି ଦଳର ବିଜୟ ଅଭିଯାନ

ଜିନଚେଓନ,୨୦।୫- ଭାରତୀୟ ମହିଳା ହକି ଦଳ ଆୟୋଜକ ଦକ୍ଷିଣ କୋରିଆକୁ ୨-୧ ଗୋଲରେ ହରାଇ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବିଜୟୀ ଦଳ ଲାଗି ଯୁବା ଷ୍ଟ୍ରାଇକର ଲାଲରେସିଆମି (୨୦ତମ ମିନିଟ୍‌) ଓ ନବନୀତ କୌର (୪୦ତମ) ଗୋଟିଏ ଲେଖାଏ ଗୋଲ…

ବିଶ୍ୱକପ୍‌ ପୂର୍ବରୁ ଜିମରେ ଝାଳ ବୁହାଇଲେ ହାର୍ଦ୍ଧିକ

ମୁମ୍ବାଇ, ୨୦।୫: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଧିକ ପାଣ୍ଡ୍ୟା ଆଇପିଏଲରେ ସଫଳ ହେବା ପରେ ଏବେ ବିଶ୍ୱକପ୍‌ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ଜିମ୍‌ରେ ଘଣ୍ଟା ଘଣ୍ଟା ଝାଳ ବୁହାଉଛନ୍ତି। ଶରୀରକୁ ଫିଟ୍‌ ରଖିବା ପାଇଁ ଜିମରେ ବିଭିନ୍ନ…

ଯୁବିଙ୍କୁ ବ୍ୟାଟିଂ ଶିଖାଇଥିଲେ ସିଦ୍ଧୁ

ବିଶ୍ୱ କ୍ରିକେଟରେ ଯୁବରାଜ ସିଂ (ଯୁବି) ଜଣେ ଲୋକପ୍ରିୟ ଖେଳାଳି। ପୂର୍ବତନ କ୍ରିକେଟର ଯୁଗରାଜ ସିଂଙ୍କ ପୁଅ ଯୁବିଙ୍କୁ ନଭଜୋତ ସିଂ ସିଦ୍ଧୁଙ୍କ ଘରକୁ ବ୍ୟାଟିଂ ଅଭ୍ୟାସ ପାଇଁ ପଠାଉଥିଲେ। ସେତେବେଳେ ସିଦ୍ଧୁ ଭାରତୀୟ ଦଳର ସଦସ୍ୟ ଥିଲେ। ଅଭ୍ୟାସ ଆରମ୍ଭ…

ବିଶ୍ୱକପ୍‌ ପରେ ଆଫଗାନିସ୍ତାନ କୋଚ୍‌ ପଦ ଛାଡ଼ିବେ ସିମନ୍ସ

ନୂଆଦିଲ୍ଲୀ,୨୦।୫(ପି.ଟି.)-ପୂର୍ବତନ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଫିଲ ସିମନ୍ସ ଆଗାମୀ ବିଶ୍ୱକପ୍‌ ପରେ ଆଫଗାନିସ୍ତାନ କୋଚ୍‌ ପଦ ତ୍ୟାଗ କରିବେ। ୨୦୧୭ ଡିସେମ୍ବରରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। କୋଚ୍‌ ଭାବେ ନିଯୁକ୍ତ ହେବା ପରେ ଆଫଗାନିସ୍ତାନକୁ ସେ ବିଶ୍ୱକପ୍‌ରେ ପହଞ୍ଚାଇବାକୁ ଯେଉଁ ଲକ୍ଷ୍ୟ…

କର୍କଟରେ ପ୍ରାଣ ହରାଇଲେ ପାକିସ୍ତାନ କ୍ରିକେଟରଙ୍କ ଝିଅ

ଲଣ୍ଡନ,୨୦।୫- କର୍କଟ ରୋଗରେ ପୀଡ଼ିତ ପାକିସ୍ତାନ ବ୍ୟାଟ୍ସମ୍ୟାନ ଅସିଫ ଅଲିଙ୍କ ଦୁଇ ବର୍ଷୀୟା ଝିଅ ନୁର୍‌ ଫତିମା ସ୍ଥାନୀୟ ମେଡିକାଲରେ ପ୍ରାଣ ହରାଇଛନ୍ତି। ଅସିଫ ଖେଳୁଥିବା ଆଇଏସ୍‌ଏଲ୍‌ ଇସ୍‌ଲାମବାଦ୍‌ ୟୁନାଇଟେଡ୍‌ ଫ୍ରାଞ୍ଚାଇଜ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଏ ନେଇ ଟୁଇଟ୍‌…

ପାକିସ୍ତାନ ଲଗାତର ୧୦ଟି ମ୍ୟାଚ୍‌ ହାରିଲା, ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ମଜାକ୍‌ ଉଡ଼ାଇଲେ ଦର୍ଶକେ

ଇସଲମାବାଦ, ୨୦।୫: ଗତ ୧୦ଟି ମ୍ୟାଚରେ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଦର୍ଶକ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ମଜାକ ଉଡାଉଥିବା ଦେଖାଯାଇଛି। ଦ୍ୱିତୀୟଥର ପାଇଁ ପାକିସ୍ଥାନକୁ ଏଭଳି ଅବସ୍ଥା ଭୋଗିବାକୁ ପଡିଛି। ୧୯୮୮ରେ ଇମ୍ରାନ ଖାନ୍‌ ପାକିସ୍ତାନ କ୍ରିକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri