ଖେଳ

ବିବାହ ବନ୍ଧନରେ ବାନ୍ଧିହେଲେ ଏହି ଭାରତୀୟ କ୍ରିକେଟର

ହାଇଦ୍ରାବାଦ, ୨୦।୫: ଭାରତୀୟ କ୍ରିକେଟର ହନୁମା ବିହାରୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଫେଶନ୍‌ ଡଜାଇନର୍‌ ପ୍ରୀତି ରାଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ହନୁମା। ଏହି ବିବାହ ତେଲେଙ୍ଗାନାର ହମନକୋଣ୍ଡାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୫୦୦ ଉର୍ଦ୍ଧ୍ୱ ଅତିଥି…

ଡାକ୍ତରଖାନାରେ ମୃତ୍ୟୁସହ ସଂଗ୍ରାମ କରୁଥିଲେ ଝିଅ, ଏପଟେ ପଡିଆରେ କ୍ରିକେଟ ଖେଳିବାକୁ ଓହ୍ଲାଇଲେ ପିତା

ଲଣ୍ଡନ, ୨୦।୫: ଡାକ୍ତରଖାନାରେ ୨ବର୍ଷର ଝିଅ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଏପଟେ ବ୍ୟାଟ ଧରି ପଡିଆକୁ ଓହ୍ଲାଇ ଖେଳୁଆଡ ମନୋଭାବର ପରିଚୟ ଦେଇଛନ୍ତି ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ଆସିଫ୍‌ ଅଲ୍ଲୀ। ଆସିଫଙ୍କ ଦୁଇବର୍ଷର ଝିଅ ତୁର୍‌ ଫାତିମା କ୍ୟାନସରରେ ପୀଡିତ ହୋଇ…

ସିରିଜ୍‌ ପୋଛିଲା ଇଂଲଣ୍ଡ

ଲିଡ୍ସ,୨୦।୫- ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ୫ମ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ୫୪ ରନ୍‌ରେ ବିଜୟ ହାସଲ କରିଛି। ଏଥିସହ ଇଂଲଣ୍ଡ ଏକମାତ୍ର ଟି୨୦ ପରେ ଦିନିକିଆ ସିରିଜ୍‌କୁ ୪-୦ ବ୍ୟବଧାନରେ ପୋଛିନେଇଛି। ସିରିଜ୍‌ର ପ୍ରଥମ ଦିନିକିଆ ମ୍ୟାଚ୍‌…

ନାଡାଲଙ୍କୁ ଟାଇଟଲ

ରୋମ୍‌, ୨୦ା୫- ରାଫାଲ ନାଡାଲ ଇଟାଲିଆନ ଓପନ ଟେନିସ୍‌ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ବିଶ୍ୱର ୨ ନମ୍ବର ମାନ୍ୟତାପ୍ରାପ୍ତ ନାଡାଲ ଏକ ନମ୍ବର ଖେଳାଳି ନୋଭାକ ଜୋକୋଭିଚ୍‌ଙ୍କୁ ୬-୦, ୪-୬, ୬-୧ ସେଟ୍‌ରେ ହରାଇ ଦେଇଛନ୍ତି।…

ଯୁବରାଜଙ୍କ ଅବସର ଚିନ୍ତା

ନୂଆଦିଲ୍ଲୀ, ୨୦।୫(ପି.ଟି.)- ସୀମିତ ଓଭର କ୍ରିକେଟରେ ଭାରତର ଅନ୍ୟତମ ଶ୍ରେଷ୍ଠ କ୍ରିକେଟର ଯୁବରାଜ ସିଂ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିବା ଲାଗି ଗୁରୁତର ସହ ଚିନ୍ତା କରୁଛନ୍ତି। ଏଥିସହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଅନୁମୋଦିତ ବିଦେଶୀ ଟି୨୦ ଲିଗ୍‌ରେ…

କଳିଙ୍ଗରେ ଭାରତୀୟ ହକି କ୍ୟାମ୍ପ: ୫ ଓଡ଼ିଆଙ୍କ ସହ ୩୨ ଖେଳାଳି ସାମିଲ

ଭୁବନେଶ୍ୱର, ୨୦।୫(କ୍ରୀଡ଼ା ପ୍ରତିନିଧି)- ଅଷ୍ଟ୍ରେଲିଆ ଟୁର୍‌ ଶେଷ କରି ୧୮ ଜଣିଆ ଭାରତୀୟ ହକି ଦଳ ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ସେମାନଙ୍କ ସହ କୋର୍‌ ଗ୍ରୁପ୍‌ର ୧୪ ଖେଳାଳି ଯୋଗ ଦେଇଛନ୍ତି। ଏହି ୩୨ ଜଣଙ୍କୁ ନେଇ କଳିଙ୍ଗ ଷ୍ଟାଡିୟମରେ ଭାରତୀୟ…

ଓ୍ବେଷ୍ଟଇଣ୍ଡିଜ ରିଜର୍ଭ ଲିଷ୍ଟରେ ବ୍ରାଭୋ, ପୋଲାର୍ଡ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୨୦।୫(ପି.ଟି.)- ଆଇସିସି ବିଶ୍ୱକପ୍‌ ଲାଗି କ୍ରିକେଟ୍‌ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ) ପକ୍ଷରୁ ରବିବାର ୧୦ ରିଜର୍ଭ ଖେଳାଳିଙ୍କ ନାମ ପ୍ରକାଶ ପାଇଛି। ଏହି ତାଲିକାରେ ଅବସର ନେଇସାରିଥିବା ଅଲ୍‌ରାଉଣ୍ଡର ଡ୍ବେନ୍‌ ବ୍ରାଭୋଙ୍କ ସହ କିରନ ପୋଲାର୍ଡ ସ୍ଥାନ ପାଇଛନ୍ତି।…

ନଟିଂହାମଶାୟର ପକ୍ଷରୁ ଖେଳିବେ ଅଶ୍ୱିନ

ନୂଆଦିଲ୍ଲୀ, ୧୯ା୫(ପିଟି)- ସିନିୟର ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଂଲଣ୍ଡ କାଉଣ୍ଟି ଦଳ ନଟିଂହାମଶାୟର ପାଇଁ ଖେଳିବେ। ଚଳିତ ସିଜନରେ ସେ ନଟିଂହାମ ପାଇଁ ୬ ମ୍ୟାଚ୍‌ ଖେଳିବେ। ଅଶ୍ୱିନଙ୍କ ଚୁକ୍ତି ଏବେ ଶେଷ ପର୍ଯ୍ୟାୟରେ ଅଛି। ତାଙ୍କ ଏନ୍‌ସିଓରେ କେବଳ…

ପ୍ଲିସ୍‌କୋଭାଙ୍କୁ ଇଟାଲିଆନ ଓପନ ଟାଇଟଲ

ରୋମ୍‌, ୧୯ା୫ (ଏଏଫ୍‌ପି)- ଚତୁର୍ଥ ସିଡ୍‌ ତଥା ଚେକ୍‌ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭା ଡବ୍ଲ୍ୟୁଟିଏ ଇଟାଲିଆନ ଓପନ ମହିଳା ସିଙ୍ଗଲ୍ସ୍ସ ଟାଇଟଲ ଜିତିଛନ୍ତି। ରବିବାର ଫାଇନାଲରେ ସେ ବ୍ରିଟେନର ଜୋହାନା କୋଣ୍ଟାଙ୍କୁ ୬-୩, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ୨୦୧୭ ଫ୍ରେଞ୍ଚ ଓପନ…

ଏୟାର ବ୍ୟାଡମିଣ୍ଟନକୁ ଭାରତୀୟ ତାରକାଙ୍କ ସମର୍ଥନ

ନୂଆଦିଲ୍ଲୀ,୧୯।୫ (ପି.ଟି.)- କ୍ରୀଡ଼ା ତଥା ବ୍ୟାଡମିଣ୍ଟନର ଏକ ନୂଆ ଫର୍ମାଟ ଏୟାର ବ୍ୟାଡମିଣ୍ଟନକୁ ସାଇନା ନେହ୍ବାଲଙ୍କ ସମେତ ଭାରତର କେତେକ ଆଗଧାଡ଼ିର ବ୍ୟାଡମିଣ୍ଟନ ଖେଳାଳି ସମର୍ଥନ ଜଣାଇଛନ୍ତି। ଅବସରପ୍ରାପ୍ତ ଖେଳାଳିଙ୍କୁ ଏୟାର ବ୍ୟାଡମିଣ୍ଟନ ଏକ ବିକଳ୍ପ କ୍ୟାରିୟର ପ୍ରଦାନ କରିପାରିବ ବୋଲି…

ଏଥର ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ୩୫ ପାର୍‌ କ୍ରିକେଟରଙ୍କ ଜଲଓ୍ବା

ଇଂଲଣ୍ଡ, ୧୯।୫: ବିଶ୍ୱର ଶ୍ରେଷ୍ଠ ୧୦ଟି ଟିମ୍‌କୁ ନେଇ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଛି କ୍ରିକେଟ ବିଶ୍ୱକପ୍‌। ମେ ୩୦ରୁ ଆରମ୍ଭ ହେଉଥିବା ଏହି ମହାକୁମ୍ଭରେ ଯୁବ କ୍ରିକେଟରଙ୍କ ପ୍ରତିଭାର ପ୍ରଦର୍ଶନ ତ ଦେଖିବାକୁ ମିଳିବ, ଏହାସହ ସେହି ଖେଳାଳିଙ୍କ ଦମ…

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ ତାଙ୍କର ଗତ ୩ ବର୍ଷ ହେବ ସମ୍ପର୍କ ରହିଛି ବୋଲି ୨୩ ବର୍ଷୀୟ ଭାରତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri