ଖେଳ

ମଣ୍ଟ୍ରେଲ ମାଷ୍ଟର୍ସ: ନାଡାଲ, ଥିଏମ୍‌ଙ୍କ ଅଗ୍ରଣୀ

ମଣ୍ଟ୍ରେଲ, ୮।୮ (ଏଏଫ୍‌ପି)- କାନାଡାରେ ଚାଲିଥିବା ଏଟିପି ମଣ୍ଟ୍ରେଲ ମାଷ୍ଟର୍ସ ଟେନିସ ପ୍ରତିଯୋଗିତାରେ ସ୍ପାନିଶ ତାରକା ରାଫାଲ ନାଡାଲ ଓ ଅଷ୍ଟ୍ରିଆର ଡୋମିନିକ୍‌ ଥିଏମ୍‌ ୩ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ରତିଯୋଗିତାର ଟପ୍‌ ସିଡ୍‌ ନାଡାଲ ବର୍ଷା ବାଧାପ୍ରାପ୍ତ ୨ୟ ରାଉଣ୍ଡ…

ରିଷଭ ପନ୍ତଙ୍କୁ କ୍ଷମା ମାଗିଲେ ରୋହିତ

ଗୁୟାନା,୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ବିଜୟୀ ହୋଇଛି। ଏହି ମ୍ୟାଚରେ ଓ୍ବିକେଟକିପର ରିଷଭ ପନ୍ତ ୬୫ ରନର ବିଜୟୀ ଇନିଂସ ଖେଳିଥିଲେ। ମ୍ୟାଚ୍‌ ପରେ ବିସିସିଆଇ ଟିଭିରେ ରିଷଭଙ୍କ ଏକ ସାକ୍ଷାତକାର ନେଇଥିଲେ ଭାରତୀୟ…

ଭାରତ- ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ

ପ୍ରୋଭିଡେନ୍ସ (ଗୁୟାନା),୮।୮(ପି.ଟି.)- ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡଠାରୁ ସେମିଫାଇନାଲରେ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ୍‌ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ…

ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆର ୩୧ ଲକ୍ଷ ଟଙ୍କା ସାହାଯ୍ୟ

ଭୁବନେଶ୍ୱର,୮।୮(ସ୍ପୋଟ୍ସ ବ୍ୟୁରୋ)- ପ୍ରଳୟଙ୍କାରୀ ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆ ତରଫରୁ ଓଡ଼ିଶା ସରକାରଙ୍କୁ ଅର୍ଥ ପ୍ରଦାନ କରାଯାଇଛି। ହକି ଇଣ୍ଡିଆ ଏଥିପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ହକି ଇଣ୍ଡିଆ ଅଧ୍ୟକ୍ଷ ମୁସ୍ତାକ ଅହମ୍ମଦ…

ମନସୁରଙ୍କ ବିରୋଧରେ ଫିକ୍ସିଂ ଅଭିଯୋଗ ଆଣିଲେ ଉମର

କରାଚୀ,୮।୮- ବିବାଦୀୟ ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲ ଆଉ ଏକ ମହା ଅଭିଯୋଗ ଆଣି ହଇଚଇ ସୃଷ୍ଟି କରିଛନ୍ତି। ଚଳିତ ଗ୍ଲୋବାଲ ଟି୨୦ କାନାଡ଼ାରେ ପୂର୍ବତନ ଟେଷ୍ଟ କ୍ରିକେଟର ମନସୁର ଅକ୍ତାର ଦୁର୍ନୀତିମୂଳକ ପ୍ରସ୍ତାବ ଦେଇଥିଲେ ବୋଲି ସେ ଅଭିଯୋଗ କରିଛନ୍ତି।…

ମିଳିମିଶି କାର୍ଯ୍ୟ କରିବାକୁ ଆଇ-ଲିଗ୍‌ କ୍ଲବ୍‌ଗୁଡିକୁ ଫିଫାର ପରାମର୍ଶ

ନୂଆଦିଲ୍ଲୀ,୮।୮(ପି.ଟି.)- ସବୁ ପ୍ରକାର ସମସ୍ୟାର ସମାଧାନ ପାଇଁ ମିଳିମିଶି କାର୍ଯ୍ୟ କରିବାକୁ ବିଦ୍ରୋହ କରିଥିବା ଆଇ- ଲିଗ୍‌ କ୍ଲବଗୁଡିକୁ ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ପରାମର୍ଶ ଦେଇଛି। କିଛି ବିବାଦ ପାଇଁ ଫୁଟବଲ ଭାରତରେ ସଂଘର୍ଷ କରୁଛି। ଏପରିସ୍ଥଳେ…

ନ୍ୟାଶନାଲ୍‌ ମୋଟର ରେସିଂରେ ହୋଣ୍ଡାର ଡବଲ୍‌ ବିଜୟ

ଭୁବନେଶ୍ୱର, ୮।୮(ସ୍ପୋଟର୍‌ସ ବ୍ୟୁରୋ)- ଚେନ୍ନାଇଠାରେ ଚାଲିଥିବା ଇଣ୍ଡିଆନ ନ୍ୟାଶନାଲ ମୋଟର ରେସିଂ ଚାମ୍ପିୟନଶିପର ତୃତୀୟ ରାଉଣ୍ଡରେ ଆଇଡିମିତ୍‌ସୁ ହୋଣ୍ଡା ରେସିଂ ଇଣ୍ଡିଆର ଚାଳକମାନେ ସର୍ବାଧିକ ୧୦ ପୋଡିୟମ୍‌ ଫିନିସ୍‌ କରିଛନ୍ତି। କ୍ରମାଗତ ଚତୁର୍ଥ ବିଜୟ ସହ ରାଜୀବ ସେଥୁ ପ୍ରୋଷ୍ଟକ ୧୬୫…

ରକ୍ଷଣଭାଗର ଭୂମିକା ଗୁରୁତ୍ୱପୂର୍ଣ୍ଣ: ସବିତା

ବେଙ୍ଗାଲୁରୁ, ୮।୮- ଚଳିତମାସ ୧୭ରୁ ୨୧ ପର୍ଯ୍ୟନ୍ତ ଜାପାନର ଟୋକିଓଠାରେ ହେବାକୁଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟ ପାଇଁ ଭାରତୀୟ ସିନିୟର ମହିଳା ଓ ପୁରୁଷ ଦଳର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ରକ୍ଷଣଭାଗ ଦୃଢ଼ ହେଲେ ଆଗାମୀ ଟୁର୍ନାମେଣ୍ଟରେ…

ପଦକ ଧରି ଫେରିଲେ ଡିସ୍‌କସ୍‌ କୁଇନ୍‌ ପାର୍ବତୀ

କଟକ ଅଫିସ,୮ା୮- ଇଟାଲୀର ଟୋରିନୋ ସହରରେ ଶେଷ ହୋଇଥିବା ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ଭାରତ ପାଇଁ ଡବଲ ପଦକ ବିଜୟୀ ହୋଇ ଫେରିଛନ୍ତି ଅନ୍ତର୍ଜାତୀୟ ଆଥଲେଟ ପାର୍ବତୀ ସେଠୀ। ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ବିମାନ ବନ୍ଦରରେ ପାର୍ବତୀଙ୍କୁ ଭବ୍ୟ ସ୍ବାଗତ…

ବିଶ୍ୱଚାମ୍ପିୟନଶିପ୍‌ ଟିମ୍‌ରେ ମେରୀକମ୍‌, ଲଭ୍‌ଲିନା

ନୂଆଦିଲ୍ଲୀ, ୮।୮ (ପି.ଟି.)- ଛ’ଥର ବିଶ୍ୱବିଜୟିନୀ ଏମ୍‌.ସି. ମେରୀକମ୍‌ ଓ ଲଭ୍‌ଲିନା ବୋରଗୋହିନ ଆଗାମୀ ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ ପାଇଁ ଭାରତୀୟ ଦଳରେ ମନୋନୀତ ହୋଇଛନ୍ତି। ନିକଟର ପ୍ରଦର୍ଶନକୁ ଭିତ୍ତି କରି ଏହି ଚୟନ କରାଯାଇଛି। ୩୬ ବର୍ଷୀୟା ଷ୍ଟାର୍‌…

ଆନ୍ତଃ ସ୍କୁଲ ଫୁଟବଲ: ବିଜେଇଏମ୍‌ ବିଜୟୀ

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ କପ୍‌ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ଗୋଟିଏ ମ୍ୟାଚ ଡ୍ର ରହିଥିବାବେଳେ ଅନ୍ୟ ମ୍ୟାଚରେ ବିଜେଇଏମ ସ୍କୁଲ ବିଜୟୀ ହୋଇଛି। ପ୍ରଥମ ମ୍ୟାଚଟି…

ଲଡର୍‌ସ ଟେଷ୍ଟରୁ ଓଲି ଷ୍ଟୋନ୍‌ ବାଦ୍‌

ଲଣ୍ଡନ, ୭।୮- ଆଘାତଜନିତ ସମସ୍ୟା ଇଂଲଣ୍ଡ ଦ୍ରୁତ ବୋଲର ଓଲି ଷ୍ଟୋନ୍‌ ଲଡର୍‌ସରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଆଶେସ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। ଓ୍ବର୍କଶାୟର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋନ୍‌ ଏଜ୍‌ବାଷ୍ଟନରେ ଅଭ୍ୟାସ କରୁଥିବାବେଳେ ପିଠି ଯନ୍ତ୍ରଣାଜନିତ ଆଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?