ଖେଳ

ବାବର ଆଜମଙ୍କ ଲୋକପ୍ରିୟତା ଯୋଗୁ ସମରସେଟ୍‌ ଓ୍ବେବସାଇଟ୍‌ ଅଚଳ

କରାଚୀ,୭।୮- ପାକିସ୍ତାନ ବ୍ୟାଟ୍ସମ୍ୟାନ ବାବର ଆଜମ ବର୍ତ୍ତମାନ କାଉଣ୍ଟି କ୍ଲବ ସମରସେଟ୍‌ ପାଇଁ ଖେଳୁଛନ୍ତି। ତାଙ୍କ ଲୋକପ୍ରିୟତା ଯୋଗୁ କ୍ଲବର ଓ୍ବେବସାଇଟ୍‌ ଅଚଳ ହୋଇଯାଇଛି। ସମରସେଟ୍‌ କ୍ଲବ ତା’ର ସମସ୍ତ ମ୍ୟାଚ୍‌ର ସିଧାପ୍ରସାରଣ ନିଜ ଓ୍ବେବସାଇଟ୍‌ରେ କରାଯାଏ। ଦଳର ପ୍ରଥମ ଟି୨୦…

ବଦଳିବ ପାକିସ୍ତାନ ଦଳର କୋଚିଂ ସେଟ୍‌ଅପ

କରାଚୀ,୭।୮- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଦଳର କୋଚ୍‌ ମିକି ଆର୍ଥରଙ୍କ କାର୍ଯ୍ୟକାଳରେ ବୃଦ୍ଧି କରାଯିବ ନାହିଁ ବୋଲି ବୁଧବାର ଘୋଷଣା କରିଛି। ଫଳରେ ପାକିସ୍ତାନ ଦଳର କୋଚିଂ ସେଟ୍‌ଅପରେ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଦଳର ବୋଲିଂ କୋଚ୍‌ ଆଝାର…

‘ଭାରତୀୟ କ୍ରିକେଟକୁ ଭଗବାନ ସାହା’

ନୂଆଦିଲ୍ଲୀ,୭।୮- ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ମୁଖ୍ୟ ତଥା ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଡ୍ରାଭିଡ୍‌ଙ୍କ ନାମରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ଅଭିଯୋଗ ଆସିଛି। ଏଥିନେଇ ପୂର୍ବତନ ଅଫ୍‌ ସ୍ପିନର ହରଭଜନ ସିଂ (ଭଜି) ଭାରତୀୟ କ୍ରିକେଟକୁ…

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ପନ୍ତ

ନୂଆଦିଲ୍ଲୀ,୭।୮- ଭାରତୀୟ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଭେଟେରାନ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ଭାଙ୍ଗି ଦେଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁୟାନାଠାରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍‌ରେ ପନ୍ତ ୬୫ ରନ୍‌ର ବିଜୟୀ ଇନିଂସ ଖେଳିଥିଲେ। ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ…

ସର୍ବାଧିକ ଆୟ କରୁଥିବା ଆଥ୍‌ଲେଟଙ୍କ ଫୋର୍ବସ ତାଲିକାରେ ଏକମାତ୍ର ଭାରତୀୟ ସିନ୍ଧୁ

ନ୍ୟୁୟର୍କ, ୭।୮- ଜଣାଶୁଣା ପତ୍ରିକା ଫୋର୍ବସ ପକ୍ଷରୁ ପ୍ରକାଶ କରାଯାଇଥିବା ବିଶ୍ୱରେ ସର୍ବାଧିକ ଆୟ କରୁଥିବା ମହିଳା ଆଥ୍‌ଲେଟଙ୍କ ତାଲିକାରେ ବ୍ୟାଡ୍‌ମିଣ୍ଟନ ଷ୍ଟାର ପି.ଭି. ସିନ୍ଧୁ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି। ବାର୍ଷିକ ୫.୫ ନିୟୁତ ଡଲାର ଆୟ କରୁଥିବା…

ଜମ୍ମୁ-କଶ୍ମୀର ତରଫରୁ ଖେଳିପାରିବେ ଲଦାଖ ଖେଳାଳି

ନୂଆଦିଲ୍ଲୀ,୬।୮(ପି.ଟି.)- ବର୍ତ୍ତମାନ ନୂଆକରି ଗଠିତ ହୋଇଥିବା କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରୁ ଖେଳାଳିମାନେ ଜମ୍ମୁ-କଶ୍ମୀର ତରଫରୁ ଆଗାମୀ ଘରୋଇ ସେସନରେ ପ୍ରତନିଧିତ୍ୱ କରିପାରିବେ ବୋଲି ମଙ୍ଗଳବାର କ୍ରିକେଟ ପ୍ରଶାସକ କମିଟି (ସିଓଏ) ମୁଖ୍ୟ ବିନୋଦ ରାଏ କହିଛନ୍ତି। ସମ୍ବିଧାନର ୩୭୦ ଧାର ଉଚ୍ଛେଦ…

ଭାରତୀୟ ଦଳ ପାଇଁ ପୁଣି ଏକାଠି ଖେଳିଲେ ଦୁଇ ଭାଇ

ଗୁୟାନା,୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ବିଜୟୀ ହୋଇଛି। ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚରେ ଭାରତ ୫ଟି ବଲ ବାକି ଥାଇ ୭ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି। ଏହି ମ୍ୟାଚରେ ଡେବ୍ୟୁ କରିଥିଲେ…

ରିୟଲ- କଶ୍ମୀର ଖେଳାଳି ପରିବାରକୁ ନେଇ ଚିନ୍ତିତ

କଲ୍ୟାଣୀ(ପଶ୍ଚିମବଙ୍ଗ),୬।୮(ପି.ଟି.)- ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କାଶ୍ମୀରରେ ସୃଷ୍ଟି ହୋଇଥିବା ପରିସ୍ଥିତି ନେଇ ଫୁଟବଲ କ୍ଲବ ରିୟଲ କଶ୍ମୀରର ଖେଳାଳିମାନେ ଚିନ୍ତିତ ରହିଛନ୍ତି। ଖାସ୍‌ କରି ନିଜ ପରିବାର ନେଇ ଏମାନେ ଚିନ୍ତା ପ୍ରକଟ କରିଛନ୍ତି। ଏହା ସତ୍ତ୍ୱେ ଖେଳାଳିମାନେ…

ସୁଷମା ସ୍ବରାଜଙ୍କ ବିୟୋଗ: ଶୋକାକୁଳ କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୭।୮- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗ ପରେ ଶୋକାକୁଳ ହୋଇପଡ଼ିଛି ଦେଶର କ୍ରୀଡ଼ା ଜଗତ। ମଙ୍ଗଳବାର ହୃଦ୍‌ଘାତ ପରେ ୬୭ ବର୍ଷୀୟା ସ୍ବରାଜଙ୍କ ମୃତ୍ୟୁ ଘଟିଥିଲା। ହଠାତ୍‌ ତାଙ୍କ ବିୟୋଗ ପରେ ବହୁ…

ସୁଷମାଙ୍କ ବିୟୋଗରେ କୋହଲିଙ୍କ ଶୋକ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି।…

‘ଭିଜି’ ଟ୍ରଫି :ମୁମ୍ବାଇ ଦଳରେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ, ୭ା୮ (ପି.ଟି.)-ଆଗାମୀ ‘ଭିଜି’ ଟ୍ରଫି ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ତେନ୍ଦୁଲକର ୧୫ ଜଣିଆ ମୁମ୍ବାଇ ଦଳରେ ସ୍ଥାନ ପାଇଛନ୍ତି। ଭିଜି ଟ୍ରଫି ଆନ୍ଧ୍ର ପ୍ରଦେଶରେ ଅଗଷ୍ଟ ୨୨ରୁ ଖେଳାଯିବ। ଅର୍ଜୁନ ହେଉଛନ୍ତି ଜଣେ ବାମହାତୀ…

ଡୁ’ପ୍ଲେସି ଦକ୍ଷିଣ ଆଫ୍ରିକା ଟେଷ୍ଟ ଅଧିନାୟକ

ଜୋହାନ୍ସ ବର୍ଗ, ୭ା୮(ଏଏଫ୍‌ପି)-ଅକ୍ଟୋବରରେ ଖେଳାଯିବାକୁଥିବା ଭାରତ ବିପକ୍ଷ ଟେଷ୍ଟ ସିରିଜରେ ଫାଫ୍‌ ଡୁ’ପ୍ଲେସି ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ଅଧିନାୟକ ଦାୟିତ୍ୱ ତୁଲାଇବେ। କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ)ର ନୂଆ କାର୍ଯ୍ୟକାରୀ ନିର୍ଦ୍ଦେଶକ (କ୍ରିକେଟ) କୋରି ଭାନ୍‌ ଜାଇଲ ମଙ୍ଗଳବାର ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?