ସୁଦିରମାନ କପ୍ରେ ପଦକ ଲକ୍ଷ୍ୟରେ ଭାରତ
ନାନ୍ନିଙ୍ଗ (ଚାଇନା), ୧୮।୫(ପି.ଟି.)- ଚାଇନାର ନାନ୍ନିଙ୍ଗଠାରେ ରବିବାରଠାରୁ ସୁଦିରମାନ କପ୍ର ୧୬ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଭାରତର ପି.ଭି. ସିନ୍ଧୁ, ସାଇନା ନେହ୍ବାଲ, କିଡାମ୍ବୀ ଶ୍ରୀକାନ୍ତଙ୍କ ପରି ଟପ୍ ଶଟ୍ଲରଙ୍କୁ ନେଇ ଗଠିତ ଭାରତୀୟ ଦଳ ଏହି ସମ୍ମାନଜନକ ବ୍ୟାଡ୍ମିଣ୍ଟନ…
ସେମିରେ ନାଡାଲ, ଜୋକୋଭିଚ୍
ରୋମ,୧୮।୫(ଏଏଫ୍ପି)- ବିଶ୍ୱର ଶୀର୍ଷ ର଼୍ୟାଙ୍କଧାରୀ ପୁରୁଷ ସିଙ୍ଗଲ୍ସ ଖେଳାଳି ନୋଭାକ ଜୋକୋଭିଚ୍ ଓ ୮ ଥର ଚାମ୍ପିୟନ ରାଫାଲ ନାଡାଲ ଏଠାରେ ଚାଲିଥିବା ଇଟାଲିଆନ ଓପନର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଜୋକୋଭିଚ୍ ୩ ସେଟ୍ ବିଶିଷ୍ଟ କ୍ୱାର୍ଟର ଫାଇନାଲରେ ୟୁଏସ୍ ଚାମ୍ପିୟନ…
ଅହମ୍ମଦାବାଦରେ ହେବ ଇଣ୍ଟରକଣ୍ଟିନେଣ୍ଟାଲ କପ୍
ନୂଆଦିଲ୍ଲୀ,୧୮।୫(ପି.ଟି.)- ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍ ଅନ୍ତର୍ଜାତୀୟ ଫୁଟ୍ବଲ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣ ଅହମ୍ମଦାବାଦସ୍ଥିତ ଟ୍ରାନ୍ସଷ୍ଟାଡିୟା ଏରିନାଠାରେ ଜୁଲାଇ ୭ରୁ ୧୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ନେଇ ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍ଏଫ୍) ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ପୂର୍ବରୁ…
ନୌକା ଚାଳକ ଭୋକନାଲଙ୍କ ନାମରେ ମାମଲା
ନାଶିକ,୧୮।୫- ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ନୌକା ଚାଳକ ଦତ୍ତୁ ଭୋକାନାଲଙ୍କ ବିରୋଧରେ ନାଶିକର ଜଣେ ମହିଳା କନଷ୍ଟେବଳ ଠକାମି ଓ ଉତ୍ପୀଡନା ମାମଲା ଦାଏର କରିଛନ୍ତି। ଉକ୍ତ କନଷ୍ଟେବଳ ଦାବି କରିଛନ୍ତି ଯେ ଦତ୍ତୁ ଦୁଇ ବର୍ଷ ପୂର୍ବେ ତାଙ୍କୁ ଲୁଚି ବିବାହ…
ସିରିଜ୍ ଜିତିଲା ଇଂଲଣ୍ଡ
ନଟିଂହାମ,୧୮।୫- ଏଠାରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ୪ର୍ଥ ମ୍ୟାଚ୍ରେ ଇଂଲଣ୍ଡ ଦଳ ୩ ଉଇକେଟରେ ବିଜୟ ହାସଲ କରିଛି। ଏଥିସହ ୫ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍କୁ ଘରୋଇ ଇଂଲଣ୍ଡ ଦଳ ୩-୦ ବ୍ୟବଧାନରେ ଜିତି ନେଇଛି। ତେବେ ସିରିଜର ପୂର୍ବ…
ବିସିସିଆଇ ନିୟମ ଭାଙ୍ଗିଛନ୍ତି ଇର୍ଫାନ
ମୁମ୍ବାଇ,୧୮।୫- କାରବିୟାନ ପ୍ରିମିୟର ଲିଗ୍ (ସିପିଏଲ)ରେ ଖେଳିବା ପାଇଁ ଉପଲବ୍ଧ ଥିବା ଦର୍ଶାଇବା ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନଙ୍କୁ ବିଚିତ୍ର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ବିଦେଶ ଲିଗ୍ରେ ଖେଳିବା ଲାଗି ବ୍ୟାକୁଳ ହେଉଥିବା ପଠାନ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର…
ଅଭ୍ୟାସ ନୁହେଁ, ବିଶ୍ରାମ ନେଉଛନ୍ତି ଭାରତୀୟ ଖେଳାଳି
ନୂଆଦିଲ୍ଲୀ,୧୮।୫- ଆଇସିସି ବିଶ୍ୱକପ୍ ଭଳି ବୃହତ୍ ଟୁର୍ନାମେଣ୍ଟ ଲାଗି ଭାରତୀୟ ଖେଳାଳିମାନେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହେଉଛନ୍ତି। ସେମାନେ ଅଭ୍ୟାସ କରିବା ବଦଳରେ ବିଶ୍ରାମ ନେଉଛନ୍ତି। ମିଳିଥିବା ରିପୋର୍ଟ ଅନୁଯାୟୀ ଚଳିତ ମାସ ୨୧ ତାରିଖରେ ଏକାଠି ହେବା ପୂର୍ବରୁ ବିଶ୍ୱକପ୍…
ବିଶ୍ୱକପ୍ ଲାଗି କେଦାର ଫିଟ୍
ମୁମ୍ବାଇ,୧୮।୫- ଭାରତୀୟ ଦଳର ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ ଓ କାମଚଳା ସ୍ପିନର କେଦାର ଯାଦବଙ୍କ ବିଶ୍ୱକପ୍ରେ ଖେଳିବା ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ହୋଇଛି। ତାଙ୍କୁ ଶନିବାର ଫିଟ୍ ଘୋଷିତ କରାଯାଇଛି। ଫଳରେ ଆସନ୍ତା ୨୨ ତାରିଖରେ ବଳକା ଭାରତୀୟ ଦଳର…
ଜାତୀୟ ସବ୍ଜୁନିୟର ହକି: ହକି ଗାଙ୍ଗପୁର ବିଜୟୀ
ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ରାୟପୁରରେ ଚାଲିଥିବା ୯ମ ଜାତୀୟ ସବ୍ଜୁନିୟର ହକି(ଡିଭିଜନ-ଏ) ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହକି ଗାଙ୍ଗପୁର ଓଡ଼ିଶା ୪-୨ ଗୋଲରେ ରାଜସ୍ଥାନକୁ ପରାସ୍ତ କରିଛି। ପୁଲ୍ ‘ଡି’ ମ୍ୟାଚରେ ହକି ଗାଙ୍ଗପୁର ପ୍ରାଧାନ୍ୟ ବିସ୍ତାର କରି…
ପ୍ରଶିକ୍ଷାର୍ଥୀଙ୍କୁ ସସ୍ମିତା, ବିଜୟଲକ୍ଷ୍ମୀଙ୍କ ଟିପ୍ସ
ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି)-ୟୁନିଟ-୬ ଆଥଲେଟିକ୍ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିରରେ ଶୁକ୍ରବାର ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ସସ୍ମିତା ମଲିକ ଓ ଅନ୍ତର୍ଜାତୀୟ ଖେଳାଳି ବିଜୟଲକ୍ଷ୍ମୀ ସାହୁ ଉପସ୍ଥିତ ହୋଇ ପିଲାମାନଙ୍କୁ ଟିପ୍ସ ଦେଇଥିଲେ।…
ଅଷ୍ଟ୍ରେଲିଆ ଟୁର୍:ପରାଜୟ ସହ ଭାରତର ଅଭିଯାନ ଶେଷ
ପର୍ଥ, ୧୮।୫-ଅଷ୍ଟ୍ରେଲିଆ ଟୁର୍ରେ ପ୍ରାରମ୍ଭିକ ସଫଳତା ହାସଲ କରିଥିବା ଭାରତୀୟ ହକି ଦଳ ପରାଜୟ ସହ ଏହାର ଅଭିଯାନ ଶେଷ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଦଳ ୨-୫ ଗୋଲରେ ବିଶ୍ୱର ୨ ନମ୍ବର ଦଳ ଅଷ୍ଟ୍ରେଲିଆଠାରୁ ହାରି ଯାଇଛି। ବିଜୟୀ…
ଆଇସିସି ବିଶ୍ୱକପ୍ ଗୀତ ରିଲିଜ୍ ହେଲା
ଲଣ୍ଡନ, ୧୮ା୫ (ପି.ଟି.)-ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍ସିଲ (ଆଇସିସି)ର ପୁରୁଷ ବିଶ୍ୱକପ୍ ପାଇଁ ପ୍ରସ୍ତୁତ କରାଯାଇଥିବା ଗୀତ ଶୁକ୍ରବାର ରିଲିଜ ହୋଇଛି। ଏହାର ଶୀର୍ଷକ ‘ଷ୍ଟାଣ୍ଡ ବାଏ’ ରହିଛି। ନୂତନ କଣ୍ଠଶିଳ୍ପୀ ଲୋରିନ୍ ଏଥିରେ କଣ୍ଠଦାନ କରିଥିବାବେଳେ ଇଂଲଣ୍ଡର ସୁପ୍ରସିଦ୍ଧ ଡ୍ରମ୍ ଓ…
Archives


