ଖେଳ

ପ୍ରମୋଦ ଶ୍ରେଷ୍ଠ, ଶୁଭମ୍‌ ଇମର୍ଜିଂ

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ବିଶ୍ୱ ଚାମ୍ପିୟନ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ ଚଳିତ ବର୍ଷର ସ୍ପୋଟର୍‌ସଲଗ୍‌ଅନ୍‌ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେହିପରି ପାରା ବ୍ୟାଡ୍‌ମିଣ୍ଟନ କୋଚ୍‌ ଶିବ ପ୍ରସାଦ ଦାସ ଶ୍ରେଷ୍ଠ କୋଚ୍‌,…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର: ପ୍ରମୋଦ ଶ୍ରେଷ୍ଠ କ୍ରୀଡ଼ାବିତ୍‌

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ପାରା ଆଥଲେଟ୍‌ ପ୍ରମୋଦ ଭଗତ ୨୦୧୮ ମସିହା ପାଇଁ ବିଜୁ ପଟ୍ଟନାୟକ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ମଙ୍ଗଳବାର ପୁରସ୍କାର ପାଇଁ କମିଟି ବୈଠକ ବସି ଏହି ନିଷ୍ପତ୍ତି ନିଆ ଯାଇଛି। ମିଳିଥିବା ସୂଚନା ଅନୁସାରେ…

ଟି୨୦ ସିରିଜ: ଭାରତର କ୍ଲିନ୍‌ ସୁଇପ୍‌

ଗୁୟାନା, ୭।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୫ଟି ବଲ୍‌ ବାକି ଥାଇ ୭ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି। ଏଥିସହ ଭାରତ ୩-୦ରେ…

ବିଶ୍ୱ ବ୍ୟାଡମିଣ୍ଟନ୍‌ ର଼୍ୟାଙ୍କିଙ୍ଗ୍‌: ନବମସ୍ଥାନକୁ ଉଠିଲେ ରାଙ୍କିରେଡ୍ଡୀ- ସେଟ୍ଟୀ

ନୂଆଦିଲ୍ଲୀ,୭।୮(ପି.ଟି.)- ସଦ୍ୟ ପ୍ରକାଶିତ ବିଶ୍ୱ ବ୍ୟାଡିମିଣ୍ଟନ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ଡବଲ୍ସ ଯୋଡି ସାତ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଉନ୍ନତି କରିଛନ୍ତି। ଡବଲ୍ସ ର଼୍ୟାଙ୍କିଙ୍ଗ୍‌ରେ ଏହି ଯୋଡି ୭ଟି ସ୍ଥାନ ଉପରକୁ ଶ୍ରେଷ୍ଠ-୧୦ରେ ପ୍ରବେଶ କରିଛନ୍ତି। ଥାଇଲାଣ୍ଡ ଓପନ୍‌ରେ ଐତିହାସିକ…

ଟୁର୍‌ ଅଫ୍‌ ପୋଲାଣ୍ଡ ସାଇକ୍ଲିଂ: ଲାମ୍ବ୍ରେଚ୍‌ଙ୍କ ମୃତ୍ୟୁ ପାଇଁ ୪ର୍ଥ ଷ୍ଟେଜ୍‌ ରେସ୍‌ ବାତିଲ

ଓ୍ବାରସ, ୬ା୮ (ଏଏଫ୍‌ପି)- ବେଲଜିୟମର ରାଇଡର ବ୍ୟର୍ଗ ଲାମ୍ବ୍ରେଚ୍‌ଙ୍କ ମୃତ୍ୟୁ କାରଣରୁ ଚଳିତ ଆୟୋଜକମାନେ ଚଳିତ ଟୁର୍‌ ଅଫ୍‌ ପୋଲାଣ୍ଡ ସାଇକେଲ ରେସ୍‌ର ଚତୁର୍ଥ ଷ୍ଟେଜ୍‌କୁ ବାତିଲ କରିଦେଇଛନ୍ତି। ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଟିମ୍‌ଗୁଡ଼ିକର ସହମତି କ୍ରମେ ବ୍ୟର୍ଗଙ୍କୁ ସମ୍ମାନ ଜଣାଇ…

ହର୍ଡଲ୍ସ ତାରକା ସାଲି ପିୟରସନଙ୍କ ଅବସର ଘୋଷଣା

ସିଡନୀ,୬।୮(ଏଏଫ୍‌ପି)- ଅଷ୍ଟ୍ରେଲିଆ ମହିଳା ହର୍ଡଲ୍ସ ବିଶ୍ୱଚାମ୍ପିୟନ ସାଲି ପିୟରସନ ମଙ୍ଗଳବାର ଅବସର ଘୋଷଣା କରିଛନ୍ତି। କ୍ରମାଗତ ଭାବେ ଇଞ୍ଜୁରିର ଶିକାର ହେବା କାରଣରୁ ସେ ସମସ୍ତଙ୍କୁ ଚକିତ କରି ଏହି ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସରେ ତାଙ୍କର…

ସାଥୀ ଖେଳାଳିଙ୍କ ସ୍ତ୍ରୀଙ୍କୁ ପ୍ରେମ କରି ବିବାହ କରିଥିଲେ ଏହିସବୁ କ୍ରିକେଟର୍‌

କୁହାଯାଏ, ପ୍ରେମ ମାନେନା ବନ୍ଧବାଡ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା କହିବା ମୁସ୍କିଲ୍‌। କ୍ରିକେଟର୍‌ମାନଙ୍କ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। କିଛି ଖେଳାଳି ସାଥୀ ଖେଳାଳିଙ୍କ ସ୍ତ୍ରୀଙ୍କୁ ମନ ଦେଇ ବସିିଛନ୍ତି। ପ୍ରଥମେ ବିବାଦ ଦେଖାଦେଇଥିଲେ ମଧ୍ୟ ଶେଷରେ ତାଙ୍କୁ…

ପ୍ରେମରେ ପାଗଳ ଥିଲେ କ୍ରିକେଟର୍‌ ବୀରେନ୍ଦ୍ର ସେହଓ୍ବାଗ, ସମ୍ପର୍କୀୟ ଭଉଣୀଙ୍କୁ କରିଥିଲେ ବିବାହ

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହଓ୍ବାଗଙ୍କ ପ୍ରେମ କାହାଣୀ କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ। ସେହଓ୍ବାଗ କୌଣସି ଅଭିନେତ୍ରୀ କିମ୍ବା ସହପାଠୀ ନୁହେଁ ସମ୍ପର୍କୀୟ ଭଉଣୀ ଆରତି ଅଗ୍ରଓ୍ବାଲଙ୍କ ପ୍ରେମରେ ପଡିଥିଲେ। ଆରତିଙ୍କ ବଡ ଭଉଣୀ ଏକ…

ଇଣ୍ଡିଆ ଗ୍ରୀନ୍‌ ଦଳରେ ଓଡ଼ିଶାର ରାଜେଶ

ନୂଆଦିଲ୍ଲୀ, ୬।୮ (ପି.ଟି.)- ଭାରତର ଏକମାତ୍ର ଦିବା-ରାତ୍ର ପ୍ରଥମ ଶ୍ରେଣୀ କ୍ରିକେଟ୍‌ ଟୁର୍ନାମେଣ୍ଟ ଦୁଲୀପ୍‌ ଟ୍ରଫି ପୁଣିଥରେ ରେଡ୍‌ ବଲ୍‌ ଫର୍ମାଟ୍‌କୁ ପ୍ରତ୍ୟାବର୍ତ୍ତନ କରିଛି। ଗତ ୩ଟି ସିଜନ ଧରି ପିଙ୍କ୍‌ ବଲରେ ଖେଳାଯାଉଥିବା ଏହି ସମ୍ମାନଜନକ ପ୍ରତିଯୋଗିତାର ଚଳିତ ସଂସ୍କରଣ…

ଦ୍ୱିତୀୟ ଆଶେସ ଟେଷ୍ଟରୁ ଆଣ୍ଡରସନ ବାଦ୍‌

ଲଣ୍ଡନ, ୬।୮ (ଏଏଫ୍‌ପି)- ଇଂଲଣ୍ଡର ବରିଷ୍ଠ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଡାହାଣ ଗୋଡ଼ର ମାଂସପେଶୀରେ ଆଘାତଜନିତ ସମସ୍ୟା ଦେଇ ଗତି କରୁଥିବା ଆଣ୍ଡରସନ କେବେ ସମ୍ପୂର୍ଣ୍ଣ ଭାବେ ଫିଟ୍‌…

କ୍ୱାର୍ଟରଫାଇନାଲରେ ଭାରତ

ନୂଆଦିଲ୍ଲୀ, ୬।୮ (ପି.ଟି.)- ମ୍ୟାନମାରରେ ଚାଲିଥିବା ୨୩ ବର୍ଷରୁ କମ୍‌ ଏସିଆନ୍‌ ଭଲିବଲ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ଦଳ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଭାରତ ୨-୩ରେ ଥାଇଲାଣ୍ଡଠାରୁ ପରାସ୍ତ ହୋଇଥିଲା। କିନ୍ତୁ ଏଥିପୂର୍ବରୁ ଚାଇନା ଓ…

ଭାରତୀୟ ଖେଳାଳିଙ୍କୁ ନିଜ ବିବାହରେ ଡାକିବାକୁ ଚାହୁଁଛନ୍ତି ଏହି ପାକିସ୍ତାନ କ୍ରିକେଟର

ପାକିସ୍ତାନୀ ପେସ ବୋଲର ହାସନ ଅଲ୍ଲୀ ଖୁବ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ ହରିୟାଣାର ନୁହରେ ରହୁଥିବା ଶାମିଆ ଆରଜୁଙ୍କୁ ବିବାହ କରିବେ। ପାକିସ୍ତାନର ପଞ୍ଜାବ ପ୍ରାନ୍ତରେ ଜନ୍ମିତ ହାସନ ଅଲୀ ଏବଂ ଶାମିୟାଙ୍କ ବିବାହ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?