ଖେଳ

କ୍ୱାର୍ଟରଫାଇନାଲରୁ ଓହରିଲେ ଫେଡରର

ରୋମ୍‌,୧୮ା୫ (ଏ.ଏଫ୍‌.ପି.)-ଡାହାଣ ଗୋଡ଼ରେ ଆଘାତପ୍ରାପ୍ତ ଯୋଗୁ ବିଶ୍ୱର ୩ ନମ୍ବର ଖେଳାଳି ରୋଜର ଫେଡରର ଏଠାରେ ଚାଲିଥିବା ଇଟାଲିଆନ ଓପନ ଟେନିସ ଟୁର୍ନାମେଣ୍ଟ କ୍ୱାର୍ଟର ଫାଇନାଲ ମ୍ୟାଚରୁ ଓହରିଯାଇଛନ୍ତି। ଏଠାରେ ୪ଥର ଫାଇନାଲିଷ୍ଟ ସେମିଫାଇନାଲରେ ପ୍ରବେଶ ପାଇଁ ୮ମ ସିଡ୍‌ ଗ୍ରୀକ୍‌…

ବିଶ୍ୱକପ୍‌ ପୂର୍ବରୁ ଇମାମ ଆହତ

ନଟିଂହାମ,୧୮।୫(ଏଏଫ୍‌ପି)- ବିଶ୍ୱକପ୍‌ ଆରମ୍ଭ ହେବାକୁ ଆଉ ମାତ୍ର କିଛି ସପ୍ତାହ ବାକି ଥିବା ବେଳେ ର୍ପୂବରୁ ପାକିସ୍ତାନ ଯୁବ ତାରକା ବ୍ୟାଟ୍ସମ୍ୟାନ ତଥା ଓପନର ଇମାମ- ଉଲ-ହକ ଆହତ ହୋଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ୍‌ରେ ଇମାମ…

ରଣଜୀ ଅଧିନାୟକ ବୈଠକ : ଡିଆରଏସ୍‌ ଲାଗୁ,କଏନ ଟସ୍‌ ବାତିଲ ନେଇ ସହମତି

ମୁମ୍ବାଇ, ୧୮।୫(ପି.ଟି.)- ଏଠାରେ ଶୁକ୍ରବାର ଅନୁଷ୍ଠିତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କନ୍‌କ୍ଲେଭ ବା ବୈଠକରେ ରାଣଜୀ ଅଧିନାୟକ ଓ କୋଚ୍‌ମାନେ ଅଂଶଗ୍ରହଣ କରିଥିଲେ। ଦେଶର ସର୍ବବୃହତ୍‌ ଘରୋଇ ଟୁର୍ନାମେଣ୍ଟ ରଣଜୀ ଟ୍ରଫିରେ ଡିସିସନ ରିଭ୍ୟୁ ସିଷ୍ଟମ (ଡିଆରଏସ୍‌) ଲାଗୁ…

ବିଦେଶ ଲିଗ୍‌ରେ ଖେଳିପାରନ୍ତି ପ୍ରାକ୍ତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୭ା୫: କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ) ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ସ୍ଥାନ ପାଇଛନ୍ତି ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ। ସିପିଏଲର ଆଗାମୀ ସଂସ୍କରଣ ଲାଗି ଚଳିତ ମାସ ୨୨ ତାରିଖରେ ଲଣ୍ଡନଠାରେ ଖେଳାଳିଙ୍କ ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହେବ। ତାଙ୍କୁ କୌଣସି…

ଡବଲ ଅଲିମ୍ପିକ ଚାମ୍ପିୟନଙ୍କ ୨୫ ବର୍ଷ ବୟସରେ ଅବସର

ବର୍ଲିନ, ୧୭ା୫ (ଏଏଫ୍‌ପି)- ସ୍ବାସ୍ଥ୍ୟଗତ କାରଣରୁ ଜର୍ମାନୀର ଡବଲ ଅଲିମ୍ପିକ ବାଏଥଲନ ଚାମ୍ପିୟନ ଲାଉରା ଡାହଲମେର ମାତ୍ର ୨୫ ବର୍ଷ ବୟସରେ ଶୁକ୍ରବାର ତାଙ୍କ ଅବସର ଘୋଷଣା କରିଛନ୍ତି। ପ୍ରଫେସନାଲ ସ୍ପୋଟର୍‌ସରେ ଶତ ଜଣେ ଆଥଲେଟ୍‌ ଶତପ୍ରତିଶତ ଫିଟ୍‌ ରହିବା ଦରକାର।…

ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଦଳ ପାଇବ ୪ ନିୟୁତ ଡଲାର

ଲଣ୍ଡନ, ୧୭ା୫ (ପି.ଟି.)-ଆସନ୍ତା ଆଇସିସି ପୁରୁଷ ବିଶ୍ୱକପ୍‌ ପାଇଁ ମୋଟ ପୁରସ୍କାର ରାଶି ୧୦ ନିୟୁତ ଆମେରିକୀୟ ଡଲାର ରଖାଯାଇଛି। ବିଜେତା ଦଳକୁ ୪ ନିୟୁତ ଆମେରିକୀୟ ଡଲାର ମିଳିବ। ଟୁର୍ନମେଣ୍ଟ ଇତିହାସରେ ଏହା ସର୍ବାଧିକ ପୁରସ୍କାର ରାଶି। ୧୦ଟି ଦଳକୁ…

ବିଶ୍ୱକପ୍‌ରେ ଦଳୀୟ ସ୍କୋର ୫୦୦ ଛୁଇଁବାର ଆଶା

ଲଣ୍ଡନ,୧୭ା୫- ଗତ ବିଶ୍ୱକପ୍‌ ପରଠାରୁ ଦୁଇ ଥର ଦିନିକିଆ ଦଳଗତ ସ୍କୋର ରେକର୍ଡ ଭାଙ୍ଗି ସାରଛି। ଏବେ ଇଂଲଣ୍ଡ ଦଳ ନାମରେ ସର୍ବାଧିକ ଦଳଗତ ସ୍କୋର କରିବାର ରେକର୍ଡ ରହିଛି। ଗତ ବର୍ଷ ଜୁନ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡ ୬ ଉଇକେଟ…

ଭାଷ୍ୟକାରଙ୍କ ପ୍ୟାନେଲରେ ଗାଙ୍ଗୁଲି, ମଞ୍ଜରେକର

ଲଣ୍ଡନ,୧୭ା୫- ଇଂଲଣ୍ଡ ଓ ଓ୍ବେଲ୍ସରେ ହେବାକୁ ଥିବା ବିଶ୍ୱକପ୍‌ ଲାଗି ଶୁକ୍ରବାର ଆଇସିସି ପକ୍ଷରୁ ଭାଷ୍ୟକାରଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଓ ସଞ୍ଜୟ ମଞ୍ଜରେକର ସ୍ଥାନ ପାଇଛନ୍ତି। ୨୦୧୫ ବିଶ୍ୱକପ୍‌ ଚାମ୍ପିୟନ ଅଷ୍ଟ୍ରେଲିଆ…

ବିସିସିଆଇ ପଦାଧିକାରୀଙ୍କ ମାଳଦ୍ୱୀପ ଗସ୍ତ

ନୂଆଦିଲ୍ଲୀ,୧୭ା୫(ପିଟି)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କ୍ରିକେଟ ଅପରେଶନ୍ସର ସାଧାରଣ ସମ୍ପାଦକ ସବା କରିମ ଓ ଭାରତ ଏ’ ଦଳର ଫିଲ୍ଡିଂ କୋଚ୍‌ ଅଭୟ ଶର୍ମା ଚଳିତ ମାସର ପରବର୍ତ୍ତୀ ଭାଗରେ ମାଳଦ୍ୱୀପ ଗସ୍ତ କରିବେ। ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ…

ଶୀର୍ଷ ସ୍ଥାନ ବଜାୟ ରଖିଲେ ଓସାକା

ରୋମ,୧୭ା୫(ଏଏଫ୍‌ପି)- ଜାପାନର ନାଓମି ଓସାକା ଗୁରୁବାର ଦୁଇଟି ମ୍ୟାଚ୍‌ ଜିତି ଇଟାଲିଆନ ଓପନ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ସେ ୬-୩, ୬-୩ ସେଟ୍‌ରେ ମିହେଲା ବୁଜର୍ନେସ୍କୁଙ୍କୁ ହରାଇ ଦେଇଛନ୍ତି। ବିଜୟ…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ ଖେଳି ନ ପାରନ୍ତି ଲଥାମ

ଅକ୍‌ଲାଣ୍ଡ,୧୭ା୫- ଶ୍ରୀଲଙ୍କା ବିପକ୍ଷରେ ଜୁନ ୧ ତାରିଖରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡର ପ୍ରଥମ ବିଶ୍ୱକପ୍‌ ମ୍ୟାଚ୍‌ରେ ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ ଲଥାମଙ୍କ ଖେଳିବା ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଅଷ୍ଟ୍ରେଲିଆ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ରେ ଆଙ୍ଗୁଠି ଫ୍ରାକଚର ହୋଇଛି। ଉଇକେଟ କିପିଂ…

ଅଷ୍ଟ୍ରେଲିଆରେ ଖେଳିବ ଭାରତୀୟ ମହିଳା ଏ’ ଦଳ

ନୂଆଦିଲ୍ଲୀ,୧୭ା୫- ଭାରତୀୟ ମହିଳା ଏ’ ଦଳ ଲାଗି ସିରିଜ୍‌ ଆୟୋଜନ କରିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଶୁକ୍ରବାର ସ୍ପଷ୍ଟ କରିଛି। ଚଳିତ ଡିସେମ୍ବରରେ ଭାରତୀୟ ମହିଳା ଏ’ ଦଳ ଅଷ୍ଟ୍ରେଲିଆ ଗସ୍ତ କରି ୩ଟି ଲେଖାଏ ଦିନିକିଆ ଓ ଟି୨୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri