ଜୋତା ପଲିସ୍ କରୁଛନ୍ତି ଧୋନୀ
ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ପ୍ରତିଦିନ ଧୋନୀଙ୍କ ଫଟୋ କିମ୍ବା ଭିଡିଓ…
୩୭୦ ଉଚ୍ଛେଦ ପ୍ରସଙ୍ଗରେ ମୁହଁ ଖୋଲିଲେ ପାକିସ୍ତାନ କ୍ରିକେଟର
ଇସଲମାବାଦ, ୬।୮: ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ୍ ଆଫ୍ରିଦ୍ ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠାଇଯିବାକୁ ନେଇ ମୁହଁ ଖୋଲିଛନ୍ତି। ଏନେଇ ସେ ଜାତିସଂଘକୁ କଡା ସମାଲୋଚନା କରିଛନ୍ତି। ଏହି ମାମଲାରେ ଜାତିସଂଘ ଦଖଲ ଦେବା ଉଚିତ। କଶ୍ମୀର ଲୋକଙ୍କୁ ଜାତିସଂଘ ପ୍ରସ୍ତାବ…
ପ୍ରଥମ ଆଶେସ ଟେଷ୍ଟଅଷ୍ଟ୍ରେଲିଆର ବୃହତ୍ ବିଜୟ
ବର୍ମିଂହାମ, ୬।୮- ଷ୍ଟିଭ ସ୍ମିଥଙ୍କ ଡବଲ ଶତକ ଏବଂ ନାଥାନ ଲିୟନଙ୍କ ଚମତ୍କାର ବୋଲିଂ ବଳରେ ଅଷ୍ଟ୍ରେଲିଆ ଏଠାରେ ଅନୁଷ୍ଠିତ ପ୍ରଥମ ଆଶେସ କ୍ରିକେଟ ଟେଷ୍ଟରେ ବୃହତ୍ ବିଜୟ ହାସଲ କରିଛି। ସୋମବାର ଶେଷ ହୋଇଥିତ୍ବା ମ୍ୟାଚରେ ଏହି ଦଳ ୨୫୧…
ସାଇକେଲ ଚାଳନା ମାଧ୍ୟମରେ ସ୍ବାସ୍ଥ୍ୟ ଓ ପରିବେଶ ସଚେତନତା
ଭୁବନେଶ୍ୱର, ୬।୮(କ୍ରୀଡ଼ା ପ୍ରତିନିଧି)- ସାମ୍ପ୍ରତିକ ସମାଜରେ ଅତ୍ୟଧିକ ଯାନର ବ୍ୟବହାର ଯୋଗୁ ପରିବେଶ ଦୁଷିତ ହେଉଛି ଏବଂ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ପରିବେଶ ଦୁଷିତ ହେବାଦ୍ୱାରା ଜଳବାୟୁରେ ମଧ୍ୟ ଅନିୟମିତତା ଦେଖା ଦେଉଛି। ତେଣୁ ସ୍ବାସ୍ଥ୍ୟ ଓ ପରିବେଶ…
ଟେଷ୍ଟ କ୍ରିକେଟରୁ ଷ୍ଟେଇନଙ୍କ ଅବସର
ଜୋହାନ୍ସବର୍ଗ, ୬ା୮(ଏଏଫ୍ପି)-ଆଧୁନୀକ ଯୁଗର ଅନ୍ୟତମ ମହାନ ଫାଷ୍ଟ ବୋଲର ଦକ୍ଷିଣ ଆଫ୍ରିକାର ଡେଲ୍ ଷ୍ଟେଇନ୍ ସୋମବାର ଟେଷ୍ଟ କ୍ରିକେଟରୁ ତାଙ୍କ ଅବସର ଘୋଷଣା କରିଛନ୍ତି। ସୀମିତ ଓଭର ବିଶିଷ୍ଟ ଫର୍ମାଟରେ ଅଧିକ ଦିନ ଧରି ତିଷ୍ଠି ରହିବା ଅଭିପ୍ରାୟ ନେଇ ସେ…
ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ଆରମ୍ଭ
ଭୁବନେଶ୍ୱର, ୬।୮(କ୍ରୀଡ଼ା ପ୍ରତନିଧି)- ୟୁନିଟ-୬ ଆଥଲେଟିକ୍ ଆସୋସିଏଶନ ଆନୁକୂଲ୍ୟରେ ୩୦ତମ ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ସୋମବାର ଆରମ୍ଭ ହୋଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମଖ୍ୟ ଅତିଥିଭାବେ ଯୋଗଦେଇ ୟୁନିଟ-୬ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ପ୍ରତିଯୋଗିତାକୁ…
କ୍ରିକେଟର ସମସ୍ତ ଫର୍ମାଟ୍ରୁ ମ୍ୟାକ୍କୁଲମଙ୍କ ଅବସର
ଅକ୍ଲାଣ୍ଡ, ୬।୮ (ପି.ଟି.)- ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ବ୍ରେଣ୍ଡନ ମ୍ୟାକ୍କୁଲମ କ୍ରିକେଟର ସମସ୍ତ ପ୍ରକାର ଫର୍ମାଟ୍ରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। କାନାଡାରେ ଚାଲିଥିବା ‘ଗ୍ଲୋବାଲ ଟି୨୦ କାନାଡା’ ପ୍ରତିଯୋଗିତା ପରେ ସେ ଅବସର ନେବେ ବୋଲି ସୋମବାର ଘୋଷଣା କରିଛନ୍ତି।…
ଏସିଆ ରଗ୍ବୀ ସେଭେନ୍ସ ଟ୍ରଫି:ଭାରତୀୟ ମହିଳା ଦଳରେ ଓଡ଼ିଶାରୁ ୪
ଭୁବନେଶ୍ୱର, ୬ା୮ (ସ୍ପୋଟର୍ସ ବ୍ୟୁରୋ)- ଏସିଆ ରଗ୍ବୀ ସେଭେନ୍ସ ଟ୍ରଫି ଅଗଷ୍ଟ ୧୦ ଓ ୧୧ ଦୁଇ ଦିନ ଧରି ଇଣ୍ଡୋନେସିଆର ଜାକର୍ତ୍ତାସ୍ଥିତ ଜି.ବି.କେ. କମ୍ପ୍ଲେକ୍ସଠାରେ ଅନୁଷ୍ଠିତ ହେବ। ଏଥିଲାଗି ସୋମବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ପରିସରରେ ରଗ୍ବୀ ଇଣ୍ଡିଆ ପକ୍ଷରୁ…
ଡେଭିସ୍ କପ୍: ପାକିସ୍ତାନ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷିତ
ନୂଆଦିଲ୍ଲୀ, ୫ା୮(ପି.ଟି.)-ପାକିସ୍ତାନ ବିପକ୍ଷ ଡେଭିସ କପ୍ ମ୍ୟାଚ ପାଇଁ ସୋମବାର ପ୍ରଜନେଶ ଗୁଣେଶ୍ୱରନଙ୍କ ନେତୃତ୍ୱରେ ଭାରତୀୟ ଟେନିସ ଦଳ ଘୋଷଣା କରାଯାଇଛି। ସୁମିତ ନାଗପାଲଙ୍କ ବ୍ୟତୀତ ଅନ୍ୟ ସମସ୍ତ ଟପ୍ ଖେଳାଳି ଉପଲବ୍ଧ ଥିବା ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଏଟିଏ) ସିଲେକ୍ସନ…
ଝେଙ୍ଗ୍ଙ୍କୁ ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ
ଲସ୍ଆଞ୍ଜେଲ୍ସ, ୫ା୮ (ଏଏଫ୍ପି): ଚାଇନାର ଝେଙ୍ଗ୍ ସାଇସାଇ ତାଙ୍କ ଟେନିସ କ୍ୟାରିୟରର ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଛନ୍ତି। ଏଠାରେ ଚାଲିଥିବା ସାନ୍ଜୋସ ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଫାଇନାଲରେ ସେ ଚତୁର୍ଥ ସିଡ୍ ତଥା ବେଲରୁଷର ଆରିନା ସାବାଲେଙ୍କାଙ୍କୁ ୬-୩,…
ବିଶ୍ୱ ଚାମ୍ପିୟନଶିପ୍ରୁ ଓହରିଲେ ମାରିନ
ନୂଆଦିଲ୍ଲୀ,୫।୮- ରିଓ ଅଲିମ୍ପିକ୍ ସ୍ବର୍ଣ୍ଣ ପଦକଧାରୀ କାରୋଲିନା ମାରିନ ଆଗାମୀ ବିଡ୍ବ୍ଲୁଏଫ୍ ବିଶ୍ୱ ଚାମ୍ପିୟନଶିପ୍ରୁ ଓହରି ଯାଇଛନ୍ତି। ଅହତ ସମସ୍ୟା ଦେଇ ଗତି କରୁଥିବା ସ୍ପାନିଶ ଖେଳାଳି ଇଭେଣ୍ଟ ପୂର୍ବରୁ ସମ୍ପୂର୍ଣ୍ଣ ଫିଟ୍ ହୋଇପାରିବେ ନାହିଁ ଜାଣିବା ପରେ ଏହି ଘୋଷଣା…
ଭିଟୋରିଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଲା ନ୍ୟୁଜିଲାଣ୍ଡ
ଓ୍ବେଲିଂଟନ,୫।୮(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍ଜେଡ୍ସି) ସୋମବାର କିମ୍ବଦନ୍ତୀ ସ୍ପିନର ଡାନିଏଲ ଭିଟୋରିଙ୍କୁ ସମ୍ମାନ ଜଣାଇ ତାଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଇଛି। ଫଳରେ ଦେଶର ଆଉ କୌଣସି କ୍ରିକେଟର ୧୧ ନଂ ଜର୍ସି ପରିଧାନ କରିପାରିବେ ନାହିଁ। କେବଳ ଭିଟୋରି…

