ଖେଳ

ଓ୍ବାର୍ନର, ତାହିରଙ୍କ ଚମକ

ଦୀର୍ଘ ୪୫ ଦିନରୁ ଅଧିକ ସମୟ ଏବଂ ୬୦ଟି ମ୍ୟାଚ୍‌ର ପରିସମାପ୍ତି ପରେ ଏକ ରୋମାଞ୍ଚକର ଫାଇନାଲରେ ୨ ରନ୍‌ରେ େନ୍ନାଇ ସୁପର କିଙ୍ଗ୍‌ସ୍‌କୁ ଚକ୍‌ମା ଦେଇ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ଏବଂ ଏକମାତ୍ର ଦଳରୂପେ ସର୍ବାଧିକ ୪ର୍ଥ ଥର ପାଇଁ…

ପ୍ରଥମ ମହିଳା ଆଇସିସି ମ୍ୟାଚ ରେଫରି ଜି.ଏସ୍‌. ଲକ୍ଷ୍ମୀ

ଜଣେ କ୍ରିକେଟର ଓ କୋଚ୍‌ ଭାବେ ସଫଳତା ହାସଲ କରିଥିବା ୫୧ ବର୍ଷୀୟ ଜି.ଏସ୍‌. ଲକ୍ଷ୍ମୀ ଏବେ ବିଶ୍ୱର ପ୍ରଥମ ମହିଳା ଭାବେ ଆଇସିସି ଅନ୍ତର୍ଜାତୀୟ ପ୍ୟାନେଲ ଅଫ୍‌ ମ୍ୟାଚ୍‌ ରେଫରି ନିଯୁକ୍ତ ହୋଇଛନ୍ତି। ବିବାହ କରିବା, ମା’ ହେବା ଓ…

ଅଲିମ୍ପିକ ହକିରେ ଖେଳି ନ ପାରେ ପାକିସ୍ତାନ

କରାଚୀ, ୧୭|୫ (ପି.ଟି.)- ଆସନ୍ତା ବର୍ଷ ଅଲିମ୍ପିକ ଗେମ୍ସରେ ପାକିସ୍ତାନ ହକି ଦଳର ଅଂଶଗ୍ରହଣ ନେଇ ଅନିଶ୍ଚିତ ଦେଖାଦେଇଛି। କାରଣ, ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ଆସନ୍ତା ମାସରେ ହେବାକୁଥିବା ପ୍ରି-କ୍ୱାଲିଫାଇଙ୍ଗ ଟୁର୍ନାମେଣ୍ଟରେ ଏହି ଦଳକୁ ସାମିଲ କରିନାହିଁ। ଏହା ପାକିସ୍ତାନକୁ…

ଇଟାଲିଆନ ଓପନ:କୋର୍ଟ ଉପରେ କିର୍ଗିଅସଙ୍କ କାଣ୍ଡ

ରୋମ, ୧୭|୫- ଅଷ୍ଟ୍ରେଲିଆନ୍‌ ଟେନିସ ଖେଳାଳି ନିକି କିର୍ଗିଅସଙ୍କୁ ଏଠାରେ ଚାଲିଥିବା ଇଟାଲିଆନ ଓପନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ ମଝିରୁ ବିଦା କରାଯାଇଛି। ଗୁରୁବାର ନରଓ୍ବେର କ୍ୟାସପର ରୁଡଙ୍କ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ର ୩ୟ ସେଟ୍‌ ବେଳେ ଅଣଖେଳୁଆଡ଼ ମନୋଭାବ…

ଓ୍ବାସିମ ଜାଫରଙ୍କୁ ନୂଆ ଦାୟିତ୍ୱ

କୋଲକାତା/ମୁମ୍ବାଇ, ୧୭|୫ (ପି.ଟି.)- ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବିି) ପୂର୍ବତନ ଭାରତୀୟ ଓପନର ଓ୍ବାସିମ୍‌ ଜାଫରଙ୍କୁ ମୀରପୁରସ୍ଥିତ ଏହାର ଏକାଡେମୀରେ ବ୍ୟାଟିଂ ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛି। ବିସିବିର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର ଏହି ସୂଚନା ଦେଇଛନ୍ତି। ଜାଫରଙ୍କ ସହିତ ୧…

ସମ୍ଭାବ୍ୟ ଖେଳାଳିଙ୍କ ତାଲିକାରେ ନ ଥିଲେ ହେଲେ ବିଶ୍ୱକପ୍‌ ଦଳରେ ଆମିର

କରାଚି,୧୭।୫(ପି.ଟି.)- ପାକିସ୍ତାନ ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଆମିରଙ୍କୁ ପ୍ରଥମେ ଅଣଦେଖା କରାଯାଇଥିଲେ ମଧ୍ୟ ପରେ ତାଙ୍କୁ ବିଶ୍ୱକପ୍‌ ଦଳରେ ସାମିଲ କାରାଯାଇଛି। ଚଳିତ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ପାକିସ୍ତାନ ବୋଲରମାନେ ସାଂଘାତିକ ଭାବେ ବିଫଳ ହେବା କାରଣରୁ ଚୟନକର୍ତ୍ତା…

ଡ୍ରିମ୍ସକୁ ଘରୋଇ ଗ୍ରାଉଣ୍ଡ କରିବ ସିକିମ

କଟକ ଅଫିସ,୧୭|୫- ଆସନ୍ତା କ୍ରିକେଟ ସିଜନରେ ଡ୍ରମ୍ସକୁ ଘରୋଇ ଗ୍ରାଉଣ୍ଡ ଭାବେ ବ୍ୟବହାର କରିବ ସିକିମ। ଏଠାରେ କୋଚିଂ କ୍ୟାମ୍ପ କରିବା ସହ ମ୍ୟାଚ ଖେଳିବ। ଏହି ପରିପ୍ରେକ୍ଷୀରେ ସିକିମ୍‌ କ୍ରିକେଟ ଆସୋସିଏସନ (ସିସିଏ) କର୍ମକର୍ତ୍ତା ବୁଧବାର ପୂର୍ବାହ୍ନରେ ଡ୍ରିମ୍ସ କ୍ରିକେଟ…

ଫିଟ୍‌ ହେବେ ନୀରଜ

ନୂଆଦିଲ୍ଲୀ,୧୭।୫(ପିଟି)- ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା କହୁଣି ଅସ୍ତ୍ରୋପଚାରରୁ ବିନା ଅସୁବିଧାରେ ସମ୍ପୂର୍ଣ୍ଣ ଫିଟ୍‌ନେସ ହାସଲ କରିବେ। କିନ୍ତୁ ବିଶ୍ୱ ଚାମ୍ପିୟନଶିପ୍‌ ସମେତ ଚଳିତ ବର୍ଷ ହେବାକୁ ଥିବା କୌଣସି ଟୁର୍ନାମେଣ୍ଟରେ ସେ ଅଂଶଗ୍ରହଣ କରିବେ ନାହିଁ ବୋଲି ଆଥ୍‌ଲେଟିକ୍ସ…

ଅଜବ ମ୍ୟାଚ୍‌: ୧୦ଜଣ ବ୍ୟାଟ୍ସମ୍ୟାନ୍‌ ଶୂନରେ ଆଉଟ୍‌, ଦଳ ୪ ରନ୍‌ରେ ଅଲଆଉଟ୍‌

ଥିରୁଭାନନ୍ତପୁରମ୍‌, ୧୬।୫: କେରଳର କସାରାଗୋଡରେ ଏକ ଅଜବ କ୍ରିକେଟ ମ୍ୟାଚ୍‌ ଦେଖିବାକୁ ମିଳିଛି। ଏଠାରେ ଆନ୍ତଃଜିଲା ଅଣ୍ଡର-୧୯ ମହିଳା କ୍ରିକେଟ ଦଳ ମଧ୍ୟରେ ଚାଲିଥିବା ଏକ ମ୍ୟାଚ୍‌ରେ ଗୋଟିଏ ଦଳର ୧୦ଜଣ ବ୍ୟାଟ୍ସମ୍ୟାନ ଶୂନରେ ଆଉଟ ହୋଇ ଅଜବ ରେକର୍ଡ କରିଛନ୍ତି।…

ତ୍ରିରାଷ୍ଟ୍ରୀୟ ଦିନିକିଆ ସିରିଜ: ବାଂଲାଦେଶର ସହଜ ବିଜୟ

ଡବ୍ଲିନ୍‌,୧୬।୫- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଦିନିକିଆ ସିରିଜରେ ବୁଧବାର ଖେଳାଯାଇଥିବା ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ବାଂଲାଦେଶ ୪୨ଟି ବଲ ବାକି ରଖି ୬ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଟସ୍‌ ଜିତି ଘରୋଇ ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି…

ଫିଟ୍‌ ରହିବାକୁ ଯୋଗ କରୁଛନ୍ତି ଗେଲ୍‌

ନୂଆଦିଲ୍ଲୀ,୧୬।୫(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍‌ ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌ ଏଥର କ୍ୟାରିୟର ପଞ୍ଚମ ତଥା ଅନ୍ତିମ ବିଶ୍ୱକପ୍‌ ଖେଳିବାକୁ ଯାଉଛନ୍ତି। ୩୯ ବର୍ଷରେ ମଧ୍ୟ ସେ ନିଜକୁ ଆବଶ୍ୟକ ଅନୁସାରେ ଫିଟ୍‌ ରଖିପାରିଛନ୍ତି। ଏଥିପାଇଁ ସେ ନିଜସ୍ବ ଢ଼ଙ୍ଗରେ ପ୍ରୟାସ ଜାରି ରଖିଛନ୍ତି।…

ନିର୍ବାଚିତ ସଂସ୍ଥା କ୍ରିକେଟ ପରିଚାଳନା କରିବା ଉଚିତ: ନରସିହ୍ମା

ନୂଆଦିଲ୍ଲୀ,୧୬।୫(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚିତ ସଂସ୍ଥା ବା ବ୍ୟକ୍ତିମାନଙ୍କ ଦ୍ୱାରା ପରିଚାଳିତ ହେବା ଉଚିତ୍‌ ବୋଲି ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି ପି.ଏସ. ନରସିହ୍ମା କହିଛନ୍ତି। କୋର୍ଟ କିମ୍ବା ତାଙ୍କ ଦ୍ୱାର ନିଯୁକ୍ତି ପାଇଥିବା ସଂସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri