ଖେଳ

ଡୁ’ପ୍ଲେସି ଚଳିତ ବର୍ଷର ଶ୍ରେଷ୍ଠ ଦକ୍ଷିଣ ଆଫ୍ରିକାନ କ୍ରିକେଟର

ପ୍ରିଟୋରିଆ,୫ା୮- ଚଳିତ ବର୍ଷ ଚମତ୍କାର ପ୍ରଦର୍ଶନ ଲାଗି ଦକ୍ଷିଣ ଆଫ୍ରିକା ଦଳର ଅଧିନାୟକ ଫାଫ ଡୁ’ପ୍ଲେସିଙ୍କୁ ପୁରସ୍କୃତ କରାଯାଇଛି। ପ୍ରିଟୋରିଆଠାରେ ଆୟୋଜିତ ବାର୍ଷିକ ଉତ୍ସବରେ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ) ପକ୍ଷରୁ ତାଙ୍କୁ ୨୦୧୯ ବର୍ଷର ଶ୍ରେଷ୍ଠ କ୍ରିକେଟର ଭାବେ ବିବେଚିତ…

ଟି୨୦: ଭାରତ ସିରିଜ ବିଜୟୀ

ଲଡରହିଲ, ୫ା୮- ରବିବାର ଏଠାରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୨ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଏଥିସହ ଭାରତ ୨-୦ରେ ଅଗ୍ରଣୀ ରହି ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତି ନେଇଛି। ଭାରତ…

ବେଦୀ, ଚୌହାନଙ୍କୁ ଗମ୍ଭୀରଙ୍କ ସମାଲୋଚନା

ନୂଆଦିଲ୍ଲୀ, ୫ା୮ (ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତ ପକ୍ଷରୁ ପଦାର୍ପଣ କରିଥିବା ଦ୍ରୁତ ବୋଲର ନବଦୀପ ସଇନି ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ୍‌ରେ ସେ ୧୭ ରନ ବିନିମୟରେ ୩ ଉଇକେଟ୍‌ ଅକ୍ତିଆର କରିବା ସହ…

ଭଲିବଲ୍‌ ଖେଳିଲେ ଧୋନୀ

ନୂଆଦିଲ୍ଲୀ, ୫ା୮ (ପି.ଟି.)- ଭାରତର ଦୁଇ ଥର ବିଶ୍ୱକପ୍‌ ବିଜୟୀ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ରବିବାର ଟେରିଟୋରିଆଲ ଆର୍ମିରେ ତାଙ୍କ ବାଟାଲିୟନ ସହିତ ଭଲିବଲ ଖେଳୁଥିବା ଦୃଶ୍ୟ ଦେଖିବାକୁ ମିଳିଥିଲା। ଧୋନୀ ବର୍ତ୍ତମାନ ଦୁଇ ମାସ କ୍ରିକେଟରୁ ଛୁଟି…

ନମ୍ବର ୪ ହେଉଛି ମୋ ଫେଭରାଇଟ୍‌: ରାହାନେ

କୋଲକାତା, ୪।୮(ପି.ଟି.)- ବିଶ୍ୱକପ୍‌ ପାଇଁ ଚୟନକର୍ତ୍ତାଙ୍କ ଦ୍ୱାରା ଅଣଦେଖାର ଶିକାର ହୋଇଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରହାନେ ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରଜରେ ଭାରତ ପାଇଁ ପ୍ରତିନିଧିତ୍ୱ କରିବେ। ଗତ ମେ ଓ ଜୁଲାଇରେ ୮ଟି…

କୋଟିଫ୍‌ କପ୍‌ ମହିଳା ଫୁଟବଲ:ବଲିଭିଆକୁ ହରାଇଲା ଭାରତ

ନୂଆଦିଲ୍ଲୀ,୪।୮(ପି.ଟି.)- ସ୍ପେନ୍‌ରେ ଚାଲିଥିବା କୋଟିଫ୍‌ କପ୍‌ ଫୁଟବଲ୍‌ ଟୁର୍ନାମେଣ୍ଟରେ ଭାରତୀୟ ମହିଳା ଫୁଟବଲ ଦଳ ଏକ ବଡ଼ ବିପର୍ଯ୍ୟୟ ଘଟାଇଛି। ଭାରତ ୩-୧ ଗୋଲ୍‌ରେ ଶକ୍ତିଶାଳୀ ବଲିଭିଆକୁ ହରାଇଛି। ଭାରତ ତରଫରୁ ରତ୍ନବାଳା ଦେବୀ ଦୁଇଟି ଗୋଲ ସ୍କୋର କରିଥିବା ବେଳେ…

ଜୋତା କିଣିବାକୁ ଟଙ୍କା ନ ଥିଲା, ଏବେ ଭାରତ ପାଇଁ ଆଣିଲେ ସଫଳତା

ଲଡରହିଲ,୪।୮:ବିଶ୍ୱକପ ବିପର୍ଯ୍ୟୟ ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ପ୍ରଥମ ମ୍ୟାଚ ଖେଳି ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତ ପାଇଁ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ ଖେଳି ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ…

ସିଲିକନ ଭ୍ୟାଲି ଡବ୍ଲ୍ୟୁଟିଏ : ଝେଙ୍ଗ୍‌- ସାବାଲେଙ୍କା ଫାଇନାଲ

କାର୍ଲିଫର୍ନିଆ,୪।୮: ଏଠାରେ ଚାଲିଥିବା ସିଲିକନ ଭ୍ୟାଲି ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟରେ ଚାଇନାର ଝେଙ୍ଗ୍‌ ସାଇସାଇ ଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ଏହି ୫୫ ନମ୍ବର ଅଣସିଡ ଖେଳାଳି ଶନିବାର ସେମିଫାଇନାଲରେ ଗ୍ରୀସ୍‌ର ସପ୍ତମ ସିଡ ଖେଳାଳି ମାରିଆ ସାକାରିଙ୍କୁ ୭-୬, ୬-୨ ସେଟରେ…

ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ୍‌ : ସାତ୍ତ୍ୱିକ୍‌- ଚିରାଗଙ୍କୁ ଡବଲ୍ଡ ଟାଇଟଲ

ବ୍ୟାଙ୍କକ୍‌,୪।୮: ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଡବଲ୍ସ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ ଭାରତୀୟ ଯୋଡି ଭାବେ ଏହି ଦୁଇ ଖେଳାଳି କୌଣସି ବିଡବ୍ଲ୍ୟୁଏଫ୍‌ ସୁପର ୫୦୦ ବ୍ୟାଡମିଣ୍ଟନ…

ଟି୨୦: ଭାରତ ପାକିସ୍ତାନ ବିଶ୍ୱ ରେକର୍ଡର ସମକକ୍ଷ

ନୂଆଦିଲ୍ଲୀ, ୪।୮(ପି.ଟି.): ଶନିବାର ଫ୍ଲୋରିଡାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ୪ ଉଇକେଟରେ ପରାସ୍ତ କରିବା ପରେ ଭାରତ ପାକିସ୍ତାନ ହାସଲ କରିଥିବା ଏକ ବିରଳ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛି। ପୂର୍ବରୁ ପାକିସ୍ତାନ ଏକମାତ୍ର ଦଳ ଭାବେ ବିଦେଶ…

ଇର୍ଫାନ, ୧୦୦ ଅନ୍ୟ କ୍ରିକେଟରଙ୍କୁ ଜମ୍ମୁ-କଶ୍ମୀର ଛାଡିଯିବାକୁ କୁହାଗଲା

ନୂଆଦିଲ୍ଲୀ,୪।୮: ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ ଓ ୧୦୦ ଅନ୍ୟ କ୍ରିକେଟରଙ୍କୁ ଜମ୍ମୁ-କଶ୍ମୀର ଯଥାଶୀଘ୍ର ଛାଡିଯିବାକୁ କୁହାଯାଇଛି। କାଶ୍ମୀର ଉପତ୍ୟାକାରେ ଦେଖାଦେଇଥିବା ହିଂସା ଜନିତ ଅସ୍ଥିରତାକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ତରଫରୁ ସିକ୍ୟୁରିଟି ଆଡଭାଇଜରୀ ବା ସୁରକ୍ଷା ଜନିତ ପରାମର୍ଶ…

ଭାରତ ପାଇଁ ଖେଳିବି ବୋଲି ଭାବି ନ ଥିଲି : ସଇନି

ଲଡରହିଲ(ଆମେରିକା),୪।୮(ପି.ଟି.): ଭାରତ ପାଇଁ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ବେଶ୍‌ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶନିବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ପଦାର୍ପଣ କରି ୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?