ଖେଳ

ଓ୍ବେଷ୍ଟଇଣ୍ଡିଜର ସର୍ବବୃହତ୍‌ ଦିନିକିଆ ଚେଜ୍‌

ଡବ୍‌ଲିନ୍‌, ୧୨।୫- ଏଠାରେ ଚାଲିଥିବା ତ୍ରି-ରାଷ୍ଟ୍ରୀୟ ସିରିଜରେ ଶନିବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୫ ଉଇକେଟ୍‌ରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଆୟର୍ଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୫ ଉଇକେଟ୍‌ ହରାଇ ୩୨୭…

ବେଙ୍ଗାଲୁରୁ ଓ୍ବାଲର୍‌ଡ ୧୦କେ’ରେ ଭାଗ ନେବେ ବିଶ୍ୱ ଚାମ୍ପିୟନ

ବେଙ୍ଗାଲୁରୁ,୧୨ା୫ (ପି.ଟି.)-ଚଳିତ ମାସ ୧୯ରେ ଏଠାରେ ହେବାକୁଥିବା ଟାଟା କନସଲଟେନ୍ସି ସର୍ଭିସେସ୍‌ ଓ୍ବାଲର୍‌ଡ ୧୦କେ ରେସ୍‌ରେ ବିଶ୍ୱ ଚାମ୍ପିୟନ ତଥା ଏସିଆନ ଗେମ୍ସ ମାରାଥନ ସ୍ବର୍ଣ୍ଣ ବିଜୟିନୀ ବାହାରିନ୍‌ର ରୋଜ୍‌ ଚେଲିମୋ ଅଂଶଗ୍ରହଣ କରିବେ। ବିଭିନ୍ନ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ଜିତିଥିବା ୯…

ବୋଟାସଙ୍କୁ ହ୍ୟାଟ୍ରିକ୍‌ ପୋଲ ପୋଜିଶନ

ମଣ୍ଟମେଲ୍‌(ସ୍ପେନ୍‌),୧୨ା୫(ଏଏଫ୍‌ପି)-ଚାମ୍ପିୟନଶିପ୍‌ ଲିଡର ଭାଲଟେରି ବୋଟାସ ଶନିବାର ହ୍ୟାଟ୍ରିକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ସ୍ପାନିଶ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ଲାଗି ଏଠାରେ ଶନିବାର ଅନୁଷ୍ଠିତ କ୍ୱାଲିଫାଇଙ୍ଗ ରେସ୍‌ରେ ସେ ତାଙ୍କ ମର୍ସିଡିଜ ଟିମ୍‌ମେଟ୍‌ ଲୁଇସ୍‌ ହାମିଲଟନଙ୍କଠାରୁ ଆଗରେ ପ୍ରଥମ ସ୍ଥାନ…

ଜୟସୁରିୟା ସସ୍‌ପେଣ୍ଡ

ଦୁବାଇ, ୧୨ା୫ (ପି.ଟି.)-ଶ୍ରୀଲଙ୍କା କ୍ରିକେଟ (ଏସଏଲ୍‌ସି)ର ପରଫର୍ମାନ୍ସ ଅନାଲିଷ୍ଟ ସନଥ ଜୟସୁରିୟା ଆଇସିସି ଦୁର୍ନୀତି ନିରୋଧୀ ବିଧିର ୨ଟି ଧାରା ଉଲ୍ଲଂଘନ କରିଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଦୋଷାରୋପ କରାଯାଇଛି। ତାଙ୍କୁ ତୁରନ୍ତ ସସ୍‌ପେଣ୍ଡ କରାଯାଇଥିବା ଆଇସିସି ମିଡିଆ…

ଜାତୀୟ ଜୁନିୟର ହକି କ୍ୟାମ୍ପ୍‌ ପାଇଁ ଓଡ଼ିଶାରୁ ୫

ନୂଆଦିଲ୍ଲୀ, ୧୨।୫(ପି.ଟି.)- ବେଙ୍ଗାଲୁରୁଠାରେ ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଜାତୀୟ ଜୁନିୟର ପୁରୁଷ ହକି କୋଚିଂ କ୍ୟାମ୍ପ୍‌ ଲାଗି ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ୩୩ ଜଣିଆ ଦଳ ଘୋଷଣା କରାଯାଇଛି। ଏହି ଦଳରେ ଓଡ଼ିଶାରୁ ୫ ଜଣ ଖେଳାଳି ସ୍ଥାନ…

ଧୋନୀଙ୍କ ଛକାରେ ଝୁମିଉଠିଲେ ପତ୍ନୀ ସାକ୍ଷୀ

ଚେନ୍ନାଇ,୨।୫: ଧୋନୀଙ୍କ ଛକାରେ ଝୁମିଉଠିଲେ ପତ୍ନୀ ସାକ୍ଷୀ। ସାକ୍ଷୀଙ୍କ ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦ୍ୱାଦଶ ସଂସ୍କରଣ ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର ଚେନ୍ନାଇ ସୁପର କିଙ୍ଗସ୍‌ର ନିଜ ଘର ଏମ୍‌…

୨୦୧୮-୧୯ ଘରୋଇ ସେସନ: ୬,୪୭୧ଜଣ ଖେଳିଲେ ୨,୦୦୦ ମ୍ୟାଚ୍‌

ନୂଆଦିଲ୍ଲୀ,୧ା୫ (ପି.ଟି.)- ୨୦୧୮-୧୯ ଭାରତୀୟ ଘରୋଇ କ୍ରିକେଟ ସେସନ ଐତିହାସିକ ଥିଲା। ଏଥିରେ ମୋଟ ୨,୦୦୦ରୁ ଉର୍ଦ୍ଧ୍ୱ ମ୍ୟାଚ୍‌ ଖେଳାଯାଇଥିଲା। ୨୩ ବର୍ଷରୁ କମ୍‌ ମହିଳା ଚ୍ୟାଲେଞ୍ଜର ଟ୍ରଫି ଫାଇନାଲ ସହ ଏହି ଘରୋଇ ସେସନର ସମାପ୍ତି ଘଟିଥିଲା। ତେବେ ମେ…

ଫକନର ସମଲିଙ୍ଗୀ ନୁହଁନ୍ତି

ମେଲବୋର୍ନ, ୧ା୫ (ପି.ଟି.)-ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଜେମ୍ସ ଫକନର ସମଲିଙ୍ଗୀ ନୁହଁନ୍ତି। ମଙ୍ଗଳବାର ଏ ବିଷୟରେ ସେ ସଫେଇ ଦେଇଛନ୍ତି।  ସୋମବାର ଫକ୍‌ନର ତାଙ୍କ ୨୯ତମ ଜନ୍ମ ଦିବସ ପାଳନ କରିଥିଲେ। ଏହି ଅବସରରେ ସୋସିଆଲ ମିଡିଆରେ  ସେ ଓ ତାଙ୍କ ମା’…

ଅର୍ଜୁନ ପୁରସ୍କାର ପାଇଁ ଦୂତୀ ଚାନ୍ଦଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୧ା୫ (ପି.ଟି.)-ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ  (ଏଏଫ୍‌ଆଇ) ତରଫରୁ ମଙ୍ଗଳବାର ସମ୍ମାନଜନକ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରାଙ୍କ ନାମ ସୁପାରିସ କରାଯାଇଛି। ସେହିପରି ଅର୍ଜୁନ ପୁରସ୍କାର ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡର ୫ଜଣ…

ଚିନ୍ନାସ୍ବାମୀରେ ବର୍ଷାର ଖେଳ

ବେଙ୍ଗାଲୁରୁ, ୧ା୫ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ମଙ୍ଗଳବାର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ ବର୍ଷାଯୋଗୁ ଅଧାରୁ ବାତିଲ ହୋଇଛି। ଫଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଓ ରାଜସ୍ଥାନ ରୟାଲ୍ସ ପଏଣ୍ଟ ଭାଗ କରିଛନ୍ତି। ଦୀର୍ଘ ସମୟଧରି ବର୍ଷା ଲାଗି ରହିବାରୁ ମ୍ୟାଚକୁ…

୧୦ ଦିନ ପାଇଁ ସୋଏବ ଘରକୁ ଫେରିଲେ

ଲାହୋର,୩୦।୪(ପି.ଟି.)- ପାକିସ୍ତାନ ଅଭିଜ୍ଞ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ସୋଏବ ମଲିକ ୧୦ ଦିନ ପାଇଁ ଇଂଲଣ୍ଡ ଗସ୍ତରୁ ସ୍ବଦେଶ ଫେରିଛନ୍ତି । ତେବେ ବ୍ୟକ୍ତିଗତ କାରଣରୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତରଫରୁ ସୋମବାର…

ହାଇଦ୍ରାବାଦ ୪୫ ରନରେ ବିଜୟୀ

ହାଇଦ୍ରାବାଦ,୩୦।୪(ପି.ଟି.)- କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ସନରାଇଜର୍ସ ହାଇଦ୍ରାବାଦ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୪୮ତମ ମ୍ୟାଚ୍‌ରେ ରବିଚନ୍ଦ୍ରନ ଅଶ୍ୱିନଙ୍କ କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ୪୫ ରନରେ ପରାସ୍ତ କରିଛି। ସୋମବାର ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri