ପାକିସ୍ତାନ ହକିର ସହାୟତା ଲାଗି ଆଗେଇ ଆସିଲେ ଅଭିନେତ୍ରୀ ମଓ୍ବେିଶ
କରାଚୀ,୩।୮(ପିଟି)- ଲୋକପ୍ରିୟ ପାକିସ୍ତାନୀ ଅଭିନେତ୍ରୀ ମଓ୍ବେିଶ ହୟାତ ଦେଶରେ ଫିଲ୍ଡ ହକିକୁ ଉଜ୍ଜୀବିତ ରଖିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ହୟାତ ସ୍ଥାନୀୟ ଅବଦୁଲ ସତ୍ତାର ଇଧି ହକି ଷ୍ଟାଡିୟମଠାରେ ଚାଲିଥିବା ଜାତୀୟ ଚାମ୍ପିୟନଶିପବେଳେ ପହଞ୍ଚତ୍ ସଭିଙ୍କୁ ଚକିତ କରିଦେଇଥିଲେ। ସେଠାରେ…
‘ଆରମ୍ଭ ହେଲା ଟି୨୦ ବିଶ୍ୱକପ୍ ପ୍ରସ୍ତୁତି’
ଲଡରହିଲ,୩।୮(ପି.ଟି.)- ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍ ଲାଗି ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍ରୁ ପ୍ରସ୍ତୁତି ଆରମ୍ଭ କଲା ବୋଲି ଅଧିନାୟକ ବିରାଟ କୋହଲି କହିଛନ୍ତି। ମେଗା ଇଭେଣ୍ଟ ପୂର୍ବରୁ ଆମ ନିକଟରେ…
ଶରନ-ଏର୍ଲିଚଙ୍କ ବିଦାୟ
ଲସ୍ କାବୋସ(ମେକ୍ସିକୋ),୩।୮(ପି.ଟି.)- ଭାରତର ଡିଭିଜ ଶରନ ଓ ତାଙ୍କ ସାଥୀ ଜୋନାଥନ ଏର୍ଲିଚ ଏଠାରେ ଚାଲିଥିବା ଏଟିପି ୨୫୦ ଲସ୍ କାବୋସ ଟେନିସ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ବର୍ଗର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ଶରନ ଓ ଏର୍ଲିଚ ୨-୬, ୬-୩, ୩-୧୦…
ଫାଇନାଲରେ ରାଙ୍କୀରେଡ୍ଡୀ-ଶେଟ୍ଟି
ବ୍ୟାଙ୍କକ୍,୩।୮(ପି.ଟି.)- ସାତ୍ୱିକସାଇରାଜ ରାଙ୍କୀରେଡ୍ଡୀ ଓ ଚିରାଗ ଶେଟ୍ଟି ଶନିବାର ଥାଇଲାଣ୍ଡ ଓପନ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ବର୍ଗର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ପ୍ରଥମ ଭାରତୀୟ ଯୋଡ଼ି ଭାବେ ରାଙ୍କୀରେଡ୍ଡୀ ଓ ଶେଟ୍ଟିଙ୍କ ଯୋଡ଼ି ବିଡବ୍ଲ୍ୟୁଏଫ୍ ସୁପର ୫୦୦ ଟୁର୍ନାମେଣ୍ଟ…
ନିରପେକ୍ଷ ଅମ୍ପାୟରଙ୍କୁ ପଣ୍ଟିଂଙ୍କ ସମାଲୋଚନା
ସିଡ୍ନୀ,୩।୮(ଏଏଫ୍ପି)- ଇଂଲଣ୍ଡର ବର୍ମିଂହାମଠାରେ ଚାଲିଥିବା ପ୍ରଥମ ଆଶେସ ଟେଷ୍ଟରେ ଅମ୍ପାୟରଙ୍କ ବହୁ ତ୍ରୁଟି ପରିଲକ୍ଷିତ ହୋଇଛି। ଏଥିଯୋଗୁ ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ରିକି ପଣ୍ଟିଂ ଶନିବାର ନିରପେକ୍ଷ ଅମ୍ପାୟରଙ୍କ ନିୟମକୁ ସମାଲୋଚନା କରିଛନ୍ତି। ଚଳିତ ଟେଷ୍ଟରେ ପାକିସ୍ତାନର ଅଲିମ ଦାର ଓ…
ପାକିସ୍ତାନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ ଶ୍ରୀଲଙ୍କା ପ୍ରତିନିଧି
କରାଚୀ,୩।୮(ପିଟି)- ଶ୍ରୀଲଙ୍କା କ୍ରିକେଟର ଦୁଇଜଣିଆ ପ୍ରତିନିଧି ଦଳ ବୁଧବାର ପାକିସ୍ତାନ ଗସ୍ତ କରିବେ। ସେମାନେ ସେଠାକାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ। ସେମାନଙ୍କ ନିଷ୍ପତ୍ତି ଉପରେ ଆସନ୍ତା ଅକ୍ଟୋବରରେ ହେବାକୁ ଥିବା ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ସିରିଜ୍ର ଭାଗ୍ୟ ନିର୍ଦ୍ଧାରଣ…
ଭବିଷ୍ୟତରେ ଟିମ୍ ଇଣ୍ଡିଆର କୋଚ୍ ପଦ ପାଇଁ ଆବେଦନ କରିବି- ଗାଙ୍ଗୁଲି
କୋଲକାତା,୩।୮- ଆଗାମୀ ଭବିଷ୍ୟତରେ ମୁଁ ଭାରତୀୟ ଦଳର କୋଚ୍ ହେବାକୁ ଚାହିଁବି। ହେଲେ ବର୍ତ୍ତମାନ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଲାଗି ଇଚ୍ଛା ନାହିଁ ବୋଲି ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି କହିଛନ୍ତି। ଦାଦା ଭାବେ ପରିଚିତ ୪୭ ବର୍ଷୀୟ ପୂର୍ବତନ କ୍ରିକେଟର…
ଓସିଏ: ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ
କଟକ ଅଫିସ, ୩ା୮- ଖେଳାଳି ଚୟନରେ ପୁଣି ହୋଇଛି ଅନିୟମିତତା। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଲୋଧା କମିଟିର ସୁପାରିସକୁ ଉଲ୍ଲଙ୍ଘନ କରିଛି। ବିନା ଟ୍ରାଏଲ ମ୍ୟାଚ୍ କିମ୍ବା ମନୋନୟନ କମିଟିର ପରାମର୍ଶରେ ଗତ ୧୭ ତାରିଖରେ ରାଜ୍ୟ ସିନିୟର ସମ୍ଭାବ୍ୟ ଦଳ…
ଅଲ୍ ଇଣ୍ଡିଆ ଓପନ୍ ସ୍ନୁକର: କ୍ୱାର୍ଟର ଫାଇନାଲରେ ଆଶୁତୋଷ
ଚେନ୍ନାଇ, ୩।୮(ପି.ଟି.)- ଏଠାରେ ଚାଲିଥିବା କ୍ୟୁ-ଲଙ୍ଗ୍ ଅଲ୍ ଇଣ୍ଡିଆ ଓପନ୍ ସ୍ନୁକର ଚାମ୍ପିୟନଶିପ୍ରେ ଓଡ଼ିଶା କ୍ୟୁ ସ୍ପୋଟର୍ସ ତାରକା ଆଶୁତୋଷ ପାଢ଼ୀଙ୍କ ଆକର୍ଷଣୀୟ ପ୍ରଦର୍ଶନ ଅବ୍ୟାହତ ରହିଛି। ଶୁକ୍ରବାର ଅନୁଷ୍ଠିତ ପ୍ରି-କ୍ୱାର୍ଟର ଫାଇନାଲରେ ଏହି ଓଡ଼ିଆ ଖେଳାଳି ଜାତୀୟ ଜୁନିୟରର ୨…
ଉମାଖାନୋଭ ଅନ୍ତର୍ଜାତୀୟ ବକ୍ସିଂ: ବିଶ୍ୱ ଚାମ୍ପିୟନଙ୍କୁ ହରାଇଲେ ନୀରଜ
ନୂଆଦିଲ୍ଲୀ,୩।୮(ପି.ଟି.)- ରୁଷିଆର କାସ୍ପିସ୍କଠାରେ ଚାଲିଥିବା ମାଗୋମେଡ ସଲାମ ଉମାଖାନୋଭ ସ୍ମାରକୀ ଅନ୍ତର୍ଜାତୀୟ ବକ୍ସିଂ ଟୁର୍ନାମେଣ୍ଟରେ ଭାରତ ନୀରଜ ଫାଇନାଲରେ ପ୍ରବେଶ କରିଛନ୍ତି। ଇଣ୍ଡିଆ ଓପନ ଗୋଲ୍ଡ ମେଡାଲିଷ୍ଟ ନୀରଜ ସେମିଫାଇନାଲରେ ୨୦୧୬ ବିଶ୍ୱ ଚାମ୍ପିୟନ ଆଲେସିଆ ମେସିଆନୋଙ୍କୁ ପରାସ୍ତ କରି ଏହି…
ଟେଷ୍ଟରେ ନମ୍ବର ଓ ନାମ ଚିହ୍ନିତ ଜର୍ସି ହାସ୍ୟାସ୍ପଦ ମନେ ହେଉଛି: ଲୀ
ମେଲବୋର୍ନ,୩।୮(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ କ୍ରିକେଟକୁ ଲୋକପ୍ରିୟ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଏହା ସ୍ବାଗତଯୋଗ୍ୟ। ତେବେ ଟେଷ୍ଟ ମ୍ୟାଚ୍ରେ ନମ୍ବର ଓ ନାମ ଚିହ୍ନିତ ଶାର୍ଟ ନିହାତି ହାସ୍ବସ୍ପଦ ମନେ ହେଉଛି ବୋଲି ପୂର୍ବତନ…
ଓ୍ବେଷ୍ଟଇଣ୍ଡିଜ୍ ଗସ୍ତ ଆରମ୍ଭ: ପ୍ରଥମ ଟି୨୦ ଆଜି
ଲଡରରହିଲ୍ (ଆମେରିକା), ୩।୮(ପି.ଟି.)- ବିଶ୍ୱକପ୍ ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ପ୍ରଥମଥର ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍ରେ ଅବତୀର୍ଣ୍ଣ ହେବାକୁ ଯାଉଛି। ବିଶକପ୍ରେ ହଟ୍ ଫେଭରାଇଟ ବିବେଚିତ ହେଉଥିବା ଭାରତ ସେମିଫାଇନାଲରେ ଅପ୍ରତ୍ୟାସିତ ଭାବେ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ…

