ଖେଳ

ଜସମିନ, ଆର୍ଯ୍ୟମାନଙ୍କୁ ଭବ୍ୟସ୍ବାଗତ

ଭୁବନେଶ୍ୱର, ୨୮।୪(ସ୍ପୋଟର୍‌ସ ବ୍ୟୁରୋ)- ଲାସ ଭେଗାସରେ ଚଳିତମାସ ୧୭ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ଆମେରିକା ଓପନ କରାଟେ ଚାମ୍ପିୟନଶିପ୍‌ରେ ଭାଗନେଇ ଶନିବାର ଫେରିଥିବା ଜସମିନ ପାର୍ଥସାରଥି ମିଶ୍ର ଓ ଆର୍ଯ୍ୟମାନ ମିଶ୍ରଙ୍କୁ ଏଠାରେ ଭବ୍ୟ ସ୍ବାଗତ କରାଯାଇଛି। ରାଜ୍ୟଗୋଷ୍ଠୀ ପଦକଧାରୀ ଓଡ଼ିଶା…

ରାଜସ୍ଥାନର ୫ମ ବିଜୟ

ଜୟପୁର, ୨୮।୫- ବୋଲରଙ୍କ ଆକର୍ଷଣୀୟ ପ୍ରଦର୍ଶନ ପରେ ଲିଆମ ଲିଭିଙ୍ଗଷ୍ଟୋନ ଓ ସଞ୍ଜୁ ସାମସନଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶନିବାର ଅନୁଷ୍ଠିତ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାସ୍ତ କରିଛି। ସନ୍‌ରାଇଜର୍ସ ପକ୍ଷରୁ…

ନେମାର ୩ଟି ମ୍ୟାଚରୁ ବାସନ୍ଦ

ଲାଉସାନେ, ୨୭ା୪ (ଏଏଫ୍‌ପି)-ୟୁନିୟନ ଅଫ୍‌ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ୍ସ (ୟୁଫା) ଶୁକ୍ରବାର ବ୍ରାଜିଲ ଷ୍ଟାର ଖେଳାଳି ନେମାରଙ୍କୁ ଚାମ୍ପିୟନ୍ସ ଲିଗ୍‌ର ତିନୋଟି ମ୍ୟାଚରୁ ବାସନ୍ଦ କରିଛି। ଚାମ୍ପିୟନ୍ସ ଲିଗ୍‌ରେ ମାଞ୍ଚେଷ୍ଟର ୟୁନାଇଟେଡ୍‌ଠାରୁ ପ୍ୟାରିସ ସେଣ୍ଟ ଜର୍ମେନର ପରାଜୟ ମ୍ୟାଚରେ ସେ ମ୍ୟାଚ…

ଦିଲ୍ଲୀ ଡାଇନାମସ୍‌ର ଘରାମି ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୨୭ା୪ (ପି.ଟି.)-ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବାରୁ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ଦିଲ୍ଲୀ ଡାଇନାମସ ଖେଳାଳି ରାଣା ଘରାମିଙ୍କୁ ସାମୟିକ ସସ୍‌ପେଣ୍ଡ କରିଛି। ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର କୌଣସି ଫୁଟବଲର ଡୋପ୍‌ ଟେଷ୍ଟରେ ଧରାପଡ଼ିବା ଏହା ପ୍ରଥମ ଦୃଷ୍ଟାନ୍ତ।…

ପଂଘାଲଙ୍କୁ ସ୍ବର୍ଣ୍ଣ, ମହିଳାରେ ପୂଜା ଶ୍ରେଷ୍ଠ

ବ୍ୟାଙ୍କ୍‌କ, ୨୭ା୪ (ପି.ଟି.)-ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ରେ ଭରତୀୟ ପ୍ରତିଯୋଗୀମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଅମିତ ପଂଘାଲ(୫୨କେଜି) ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ପୂଜା ରାଣୀ (୮୧କେଜି) ମହିଳାଙ୍କ ମଧ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛନ୍ତି। ଭାରତ ଦୁଇ ସ୍ବର୍ଣ୍ଣ, ୪ ରୌପ୍ୟ ଓ…

ସାକ୍ଷୀ, ଭିନେଶଙ୍କୁ ବ୍ରୋଞ୍ଜ ପଦକ

ଜିଆନ୍‌ (ଚାଇନା), ୨୬ା୪ (ପି.ଟି.)-ଏଠାରେ ଚାଲିଥିବା ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳାମାନେ ବିନା ସ୍ବର୍ଣ୍ଣରେ ସେମାନଙ୍କ ଅଭିଯାନ ଶେଷ କରିଛନ୍ତି। ରିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ସାକ୍ଷୀ ମଲିକ ଏବଂ ଏସିଆନ ଗେମ୍ସ ଚାମ୍ପିୟନ ଭିନେଶ ଫୋଗତଙ୍କୁ ବ୍ରେଞ୍ଜ…

ସାଇନା, ସିନ୍ଧୁ, ସମୀର ପରାସ୍ତ

ଉହାନ୍‌ (ଚାଇନା), ୨୭ା୪ (ପି.ଟି.)- ବ୍ୟାଡ୍‌ମିଣ୍ଟନ ଏସିଆ ଚାମ୍ପିୟନଶିପ୍‌ରେ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳିମାନେ ଅଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ଶୁକ୍ରବାର ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲ କ୍ୱାର୍ଟରଫାଇନାଲରେ ପରାସ୍ତ ହୋଇଛନ୍ତି। ଫଳରେ ପ୍ରତିଯୋଗିତାରେ ଭାରତୀୟ ଅଭିଯାନ ଶେଷ ହୋଇଛି। ପୁରୁଷ…

ମେକ୍ସିକୋ, ୟୁଏସ୍‌ଏ, ସ୍ଲୋଭେନିଆ ସହ ଖେଳିବ ଜୁନିୟର ଫୁଟ୍‌ବଲ ଦଳ

ନୂଆଦିଲ୍ଲୀ, ୨୭ା୪ (ପି.ଟି.)-ଏଏଫ୍‌ସି ୧୬ବର୍ଷରୁ କମ୍‌ କ୍ୱାଲିଫାୟର୍ସକୁ ଦୃଷ୍ଟିରେ ରଖି ଭାରତୀୟ ଜାତୀୟ ଜୁନିୟର ଦଳ ଦକ୍ଷତା ବୃଦ୍ଧି ପାଇଁ ଇଟାଲୀ ଟୁର୍‌ରେ ଯିବ। ସେଠାରେ ଦଳ ୟୁଏସ୍‌ଏ, ମେକ୍ସିକୋ ଏବଂ ସ୍ଲୋଭେନିଆ ବିପକ୍ଷରେ ଖେଳିବ। ଜାତୀୟ ଦଳରେ ୨୦୦୪ ଜାନୁୟାରୀ…

ବିଜୟ ସହ ଦ୍ୱିତୀୟରେ ମୁମ୍ବାଇ

ଚେନ୍ନାଇ, ୨୭।୪(ପି.ଟି.)- ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୪ତମ ମ୍ୟାଚ୍‌ରେ ଶୁକ୍ରବାର ଚେନ୍ନାଇ ସୁପରକିଙ୍ଗ୍ସକୁ ୪୬ ରନରେ ପରାସ୍ତ କରିଛି। ଏଥିସହିତ ମୁମ୍ବାଇ ୧୧ଟି ମ୍ୟାଚ୍‌ ଖେଳି ୭ ବିଜୟ ଓ ୪ ପରାଜୟ ସହ ୧୪…

ବିଦେଶୀ ଖେଳାଳିଙ୍କ ଅନୁପସ୍ଥିତି ନେଇ ଦୁଇ ଦଳ ଚିନ୍ତିତ

ଜୟପୁର,୨୭।୪(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୫ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଓ ସନାରଇଜର୍ସ ହାଇଦ୍ରାବାଦ ଶନିବାର ମୁହଁମୁହିଁ ହେବେ। ସ୍ଥାନୀୟ ସବାଇ ମାନସିଂ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ ବେଶ୍‌ ଗୁରୁତ୍ୱ ବହନ…

ଆଡଭାନୀଙ୍କୁ ଏସିଆନ ସ୍ନୁକର ଟୁର୍‌ ଟାଇଟଲ

ବେଙ୍ଗାଲୁରୁ, ୨୬ା୪ (ପି.ଟି.)-ଇରାନର ଏହେସାନ ହେଦାରି ନେଜହାଦ୍‌ଭଙ୍କୁ ୬-୪ରେ ପରାସ୍ତ କରି ଭାରତର ଅଗ୍ରଣୀ କ୍ୟୁଇଷ୍ଟ ପଙ୍କଜ ଆଡଭାନୀ ଏଠାରେ ଉଦ୍‌ଘାଟନୀ ଏସିଆନ ସ୍ନୁକର  ଟୁର୍‌ ଟାଇଟଲ ହାସଲ କରିଛନ୍ତି। ୨୧ଥର ବିଶ୍ୱ ସ୍ନୁକର ଓ ବିଲିୟାଡର୍‌ସ ଚାମ୍ପିୟନ ଆଡଭାନୀ ସେମିଫାଇନାଲରେ…

ଏସିଆନ୍‌ ବକ୍ସିଂ: ଫାଇନାଲରେ ୬ ଭାରତୀୟ

ବ୍ୟାଙ୍କକ୍‌, ୨୬।୪(ପି.ଟି.)- ଏଠାରେ ଚାଲିଥିବା ଏସିଆନ୍‌ ବକ୍ସଂ ଚାମ୍ପିୟନଶିପ୍‌ରେ ଗୁରୁବାର ୬ଜଣ ଭାରତୀୟ ବକ୍ସର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଏହି ଚାମ୍ପିୟନଶିପ୍‌ରେ ଭାରତ ପାଇଁ ଏହା ସର୍ବକାଳୀନ ଶ୍ରେଷ୍ଠ ପ୍ରଦର୍ଶନ ସାବ୍ୟସ୍ତ ହୋଇଛି। ୫୨ କେ.ଜି.ରେ ଅମିତ ପଙ୍ଘାଲ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri