ଖେଳ

ଚେନ୍ନାଇ-ମୁମ୍ବାଇ ରୋମାଞ୍ଚକ ମୁକାବିଲା ଆଜି

ଚେନ୍ନାଇ, ୨୬।୪(ପି.ଟି.)- ଆଇପିଏଲ୍‌ରେ ଶୁକ୍ରବାର ସନ୍ଧ୍ୟାରେ ଏକ ହାଇଭୋଲ୍‌ଟେଜ୍‌ ମ୍ୟାଚ୍‌ ଦେଖିବାକୁ ମିଳିବ। ତିନିଥର ଲେଖାଏ ଟାଇଟଲ ଜିତିଥିବା ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ ଏହି ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ସୁପର୍‌ କିଙ୍ଗ୍ସ…

ଭେଲୋସିଟି ଦଳରେ ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)- ଆସନ୍ତା ମେ ୬ରୁ ୧୧ ପର୍ଯ୍ୟନ୍ତ  ଜୟୁପରସ୍ଥିତ ସଓ୍ବାଇ ମାନସିଂ ଷ୍ଟାଡିୟମରେ ମହିଳା ଟି୨୦ ଚ୍ୟାଲେଞ୍ଜ ସିରିଜ ଖେଳାଯିବ। ଏଥିରେ ଭାଗନେବାକୁ ଥିବା ତିନୋଟି ଦଳ ସୁପରନୋଭାସ, ଟ୍ରେଲ୍‌ବ୍ଲେଜର୍ସ ଏବଂ ଭେଲୋସିଟି ଦଳର ଅଧିନାୟକତ୍ୱ ଯଥାକ୍ରମେ ହରମନପ୍ରୀତ…

ରାଜସ୍ଥାନ ୩ ଉଇକେଟରେ ବିଜୟୀ

କୋଲକାତା,୨୬।୪(ପି.ଟି.)- ଷ୍ଟିଭେନ୍‌ ସ୍ମିଥ୍‌ଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୩ତମ ମ୍ୟାଚ୍‌ରେ ଘରୋଇ କୋଲକାତା ନାଇଟ ରାଇଡର୍ସକୁ ୪ଟି ବଲ ବାକିଥାଇ ୩ ଉଇକେଟରେ ପରାସ୍ତ କରି ଚତୁର୍ଥ ବିଜୟ ହାସଲ କରିଛି। ସ୍ଥାନୀୟ ଇଡେନ…

ଦୋହାରେ ଦୂତୀଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୨୫।୪(କ୍ରୀଡ଼ା ପ୍ରତିନିଧି)- ଦୋହାରେ ବୁଧବାର ଶେଷ ହୋଇଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଭାରତ ଏବଂ ଓଡ଼ିଶାର ସମ୍ମାନ ରଖିଛନ୍ତି ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ। ମହିଳା ୨୦୦ ମିଟର ରେସ୍‌ରେ ସେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଫାଇନାଲରେ ୨୩.୨୪…

ଚିତ୍ରାଙ୍କୁ ସ୍ବର୍ଣ୍ଣ, ଅଜୟଙ୍କୁ ରୌପ୍ୟ

ଦୋହା, ୨୫।୪(ପି.ଟି.)- ଭାରତର ପି.ୟୁ. ଚିତ୍ରା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ନିଜର ମହିଳା ୧୫୦୦ ମିଟର ଟାଇଟଲ ବଜାୟ ରଖିଛନ୍ତି। ସେ ୪:୧୪.୫୬ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ ଭାରତର ଏହାଥିଲା ତୃତୀୟ ସ୍ବର୍ଣ୍ଣ ପଦକ।…

ଓ୍ବେଷ୍ଟଇଣ୍ଡିଜ ଦଳରେ ଗେଲ୍‌, ରସେଲ

ସେଣ୍ଟ ଜନ୍ସ, ୨୫।୪(ପି.ଟି.)- ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଥିବା ଆଇସିସି ବିଶ୍ୱକପ ପାଇଁ ବୁଧବାର ଓ୍ବେଷ୍ଟଇଣ୍ଡିଜ ଦଳ ଘୋଷିତ ହୋଇଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ବିସ୍ଫୋରକ ବ୍ୟାଟିଂ ପାଇଁ ଆନ୍ଦ୍ରେ ରସେଲଙ୍କୁ ଓ୍ବେଷ୍ଟଇଣ୍ଡିଜ ଦଳରେ ସ୍ଥାନ ମିଳିଛି। ୪୦…

ଆମେରିକା, ଓମାନକୁ ଦିନିକିଆ ମାନ୍ୟତା

ଓ୍ବିଣ୍ଡ୍‌ହୋକ, ୨୫।୪(ଏଏଫ୍‌ପି)- ଆମେରିକା ଓ ଓମାନକୁ ବୁଧବାର ପ୍ରଥମଥର ଲାଗି ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ଟିମ୍‌ର ମାନ୍ୟତା ମିଳିଛି। ନାମ୍ବିଆରେ ଚାଲିଥିବା ବିଶ୍ୱ କ୍ରିକେଟ୍‌ ଲିଗ୍‌ ଡିଭିଜନ-୨ରେ ବୁଧବାର ଆମେରିକା ୮୪ ରନରେ ହଂକଂକୁ ପରାସ୍ତ କରିଥିଲା। ଫଳରେ ଲଗାତର ୩ଟି…

ସଚିନ ତେନ୍ଦୁଲକର ୪୬ ବର୍ଷରେ କଲେ ପଦାର୍ପଣ

ନୂଆଦିଲ୍ଲୀ,୨୪।୪: ମାଷ୍ଟର ବ୍ଲାଷ୍ଟର କ୍ରିକେଟର ସଚିନ୍‌ ତେନ୍ଦୁଲକର ବୁଧବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ ଏପ୍ରିଲ୍‌ ୨୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। କ୍ରିକେଟରେ ସଚିନ୍‌ ବେଶ୍‌ ଖ୍ୟାତି ହାସଲ କରିପାରିଛନ୍ତି। ୧୯୯୫ରେ ସେ ନିଜଠାରୁ ୫ ବର୍ଷ…

ବୋମା ବିସ୍ଫୋରଣ ଘଟଣାରେ ଶାନକା ଆତଙ୍କିତ

ନେଗୋମ୍ବୋ, ଶ୍ରୀଲଙ୍କା, ୨୪ା୪ (ଏଏଫ୍‌ପି)-ଇଷ୍ଟରସଣ୍ଡେ ଦିନର ବୋମା ବିସ୍ଫୋରଣ ଘଟଣା ନେଇ ଆତଙ୍କିତ ହୋଇପଡ଼ିଛନ୍ତି ଶ୍ରୀଲଙ୍କା କ୍ରିକେଟର ଦାସୁନ ଶାନକା। ଘର ବାହାକୁ ଯିବା ଲାଗି ଭୟ ଲାଗୁଛି ବୋଲି ସେ କହିଛନ୍ତି। ବୋମା ବିସ୍ଫୋରଣ ଘଟଣାରେ ୩୨୦ରୁ ଊର୍ଦ୍ଧ୍ୱ ଲୋକ…

ମହିଳା ଟି୨୦ ଚ୍ୟାଲେଞ୍ଜ ଜୟପୁରରେ

ନୂଆଦିଲ୍ଲୀ, ୨୪ା୪ (ପି.ଟି.)- ଆସନ୍ତା ମାସରେ ପ୍ଲେ-ଅଫ୍‌ ସପ୍ତାହ ବେଳେ ଜୟପୁରରେ ୩ଟି ମହିଳା ଦଳକୁ ନେଇ ଟି୨୦ ଚ୍ୟାଲେଞ୍ଜ ଅନୁଷ୍ଠିତ ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ମେ ୬ ରେ…

କ୍ରମାଗତ ତୃତୀୟ ବିଜୟ ଲକ୍ଷ୍ୟରେ ଆରସିବି

ବେଙ୍ଗାଲୁରୁ, ୨୪।୪(ପି.ଟି.)-ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ-୧୨)ରେ ବୁଧବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ମଧ୍ୟରେ ମ୍ୟାଚ ଏଠାରେ ଅନୁଷ୍ଠିତ ହେବ। ଖରାପ ଆରମ୍ଭ କରିଥିବା ଆରସିବି ଗତ ୨ଟି ମ୍ୟାଚରେ ବିଜୟୀ ହୋଇଥିବାରୁ ଏହି ଧାରା…

ରିଲେରେ ଭାରତ ବ୍ରୋଞ୍ଜରୁ ବଞ୍ଚିତ

ଦୋହା, ୨୪।୪-ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମଙ୍ଗଳବାର ଅନୁଷ୍ଠିତ ମହିଳା ୪ ଗୁଣା ୧୦୦ ମିଟର ରିଲେ ରେସ୍‌ରେ ଭାରତ ଅଳ୍ପକେ ବ୍ରୋଞ୍ଜ ପଦକରୁ ବଞ୍ଚତ୍ତ ହୋଇଛି। ଭାରତୀୟ ଦଳର ସଦସ୍ୟା ଭାବେ ଦୂତୀ ମଧ୍ୟ ସମାନ ଫଳ ପାଇଛନ୍ତି। ଅର୍ଚ୍ଚନା ସୁସେନ୍ତ୍ରା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri