ଇଣ୍ଡୋ-ପାକ୍ ବିଶ୍ୱକପ୍ ମ୍ୟାଚ୍ ବିଜ୍ଞାପନକୁ ସାନିଆଙ୍କ ବିରୋଧ
ନୂଆଦିଲ୍ଲୀ,୧୨।୬(ପିଟି): ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍ର ବହୁ ପ୍ରତୀକ୍ଷିତ ମ୍ୟାଚ୍ ଲାଗି ପ୍ରସାରଣକାରୀ ଚ୍ୟାନେଲରେ ଦେଉଥିବା କିଛି ସ୍ବତନ୍ତ୍ର ବିଜ୍ଞାପନ ଉଭୟ ଦେଶର କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି କରୁଛି। ଏହି ବିଜ୍ଞାପନକୁ ଟେନିସ ଷ୍ଟାର…
ପ୍ରତ୍ୟେକ ମ୍ୟାଚ୍ ଲାଗି ରିିଜର୍ଭ ଦିନ ସମ୍ଭବ ନୁହେଁ: ଆଇସିସି
ନଟ୍ଟିଂହାମ,୧୨।୬ (ପିଟି): ଚଳିତ ବିଶ୍ୱକପ୍ରେ ବର୍ଷା ଯୋଗୁ ୩ ମ୍ୟାଚ୍ ବାତିଲ ହୋଇସାରିଛି। ଆଉ କିଛି ମ୍ୟାଚ୍ ମଧ୍ୟ ବର୍ଷା ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ରହିଛି। କିନ୍ତୁ ଏଥିରେ କିଛି କରାଯାଇ ପାରିବ ନାହିଁ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ…
ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସ: ଗ୍ରୀଷ୍ମପ୍ରବାହ ଯୋଗୁ ଅତିରିକ୍ତ ବିରତି
ଭୁବନେଶ୍ୱର,୧୨।୬(ପିଟି): ଅତ୍ୟନ୍ତ ଗ୍ରୀଷ୍ମପ୍ରବାହ ଯୋଗୁ କଳିଙ୍ଗ ଷ୍ଟାଡିୟମ୍ରେ ଚାଲିଥିବା ଏଫ୍ଆଇଏଚ୍ ସିରିଜ୍ ଫାଇନାଲ୍ସରେ ଖେଳାଳିଙ୍କୁ ଅତିରିକ୍ତ ବିରତି ମିଳିଛି। ପ୍ରବଳ ଖରା ପାଇଁ ଆୟୋଜକ କମିଟି ବାଧ୍ୟ ହୋଇ କ୍ୱାର୍ଟର୍ସ ମଧ୍ୟରେ ଧାର୍ଯ୍ୟ ସମୟଠାରୁ ଅଧିକ ବିରତି ନେବାକୁ ନିଷ୍ପତ୍ତି ନେଇଥିଲା।…
ଓଭାଲ କ୍ରିକେଟ ଷ୍ଟାଡିୟମ ବାହାରେ ଝାଲ୍ମୁଢି ବିକୁଥିବା ବ୍ୟକ୍ତି ଜଣଙ୍କ ବିଷୟରେ ଜାଣନ୍ତୁ
ଲଣ୍ଡନ, ୧୨।୬: ବିଶ୍ୱକପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଏକ ମ୍ୟାଚ୍ ଓଭାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥାଏ। ଏହି ସମୟରେ ଷ୍ଟାଡିୟମ ବାହାରେ ଝାଲମୁଢି ବିକୁଥିଲେ ଜଣେ ବ୍ୟକ୍ତି। ଭାରତୀୟ ଷ୍ଟାଇଲ୍ରେ ଝାଲମୁଢି ପ୍ରସ୍ତୁତ କରୁଥିବାର ଦେଖି ମ୍ୟାଚ୍ ଦେଖିବାକୁ ଆସିଥିବା…
ଜର୍ସି ନଂ ୧୨କୁ ସନ୍ନ୍ୟାସ ଦିଆଯାଉ
ନୂଆଦିଲ୍ଲୀ, ୧୨।୬: ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କ ୧୨ ନଂ ଜର୍ସିକୁ ଭରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସନ୍ନ୍ୟାସ ଦେବା ଉଚିତ। ଏହା ଯୁବିଙ୍କ ଲାଗି ସବୁଠୁ ବଡ଼ ସମ୍ମାନ ହେବ ବୋଲି ପୂର୍ବତନ ଭାରତୀୟ ଓପନର ଗୌତମ…
ଅଭିନନ୍ଦନଙ୍କ ମଜାକ ଉଡାଇଲା ପାକିସ୍ତାନ
ଇସଲମାବାଦ୍, ୧୨।୫: ଇଂଲଣ୍ଡ ଚାଲିଥିବା କ୍ରିକେଟ ବିଶକପରେ ଜୁନ୍ ୧୬ ଏକ ହାଇ ଭୋଲ୍ଟଟେଜ୍ ମ୍ୟାଚ୍। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ ଏବଂ ପାକିସତନା ପୁଣି ଥରେ ପରସ୍ପରକୁ ଭେଟିବେ। ଏଥିପାଇଁ ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବଢିଯାଇଛି। ଏହି…
ଆଇସିସି ବିଶ୍ୱକପ: ଅଷ୍ଟ୍ରେଲିଆ- ପାକିସ୍ତାନ ମୁକାବିଲା
ଟଣ୍ଟନ,୧୨।୬(ଏଏଫ୍ପି)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ ଦ୍ୱାଦଶ ସଂସ୍କରଣରେ ବୁଧବାର ପାକିସ୍ତାନ ଓ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ସ୍ଥାନୀୟ ଦି କୁପର ଆସୋସିଏଟ୍ କାଉଣ୍ଟି ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଦୁଇ ଦଳ ପାଇଁ…
ଜାତୀୟ କରାଟେ: ଓଡ଼ିଶାକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ
ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି)-ଦିଲ୍ଲୀର ତାଲ୍କୋଟ୍ରା ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ସିନିୟର ଓ ସବ୍ଜୁନିୟର କରାଟେ ପ୍ରତିଯୋଗିତାରେ ଓଡ଼ିଶାକୁ ୩ ସ୍ବର୍ଣ୍ଣ ଓ ୩ ବ୍ରୋଞ୍ଜ ପଦକ ମିଳିଛି। ବାଳିକା କାଟା୧୨ ବର୍ଷରୁ କମ୍ରେ ମଧୁପ୍ରିୟା, ୧୩ ବର୍ଷରୁ କମ୍ରେ ଅର୍ପିତା ସିଂ…
ଗଗନେନ୍ଦୁଙ୍କୁ ଗୁରୁଦାୟିତ୍ୱ
ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଓ୍ବାଲର୍ଡ ୟୁନିଭର୍ସିଟି ଗେମ୍ସ ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଇଣ୍ଡିଆନ ୟୁନିଭର୍ସିଟିଜ ଦଳର ୧୧୯ ଖେଳାଳି ଓ ୩୧ ଅଫିସିଆଲ ଅଂଶଗ୍ରହଣ କରିବେ। ଇଣ୍ଡିଆନ ୟୁନିଭର୍ସିଟିଜ ଦଳ ଆର୍ଚେରୀ, ଆଥଲେଟିକ୍ସ, ଜୁଡୋ,…
ଫୋବର୍ସ ସର୍ବାଧିକ ଆୟକାରୀ ଆଥଲେଟ ତାଲିକାରେ କୋହଲି
ନୂଆଦିଲ୍ଲୀ,୧୨।୬(ପି.ଟି.)- ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟମାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଜଣାଶୁଣା ପତ୍ରିକା ଫୋବର୍ସ ଚଳିତ ବର୍ଷର ସର୍ବାଧିକ ଆୟକାରୀ ଆଥଲେଟ୍ଙ୍କ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ ଆଥଲେଟ…
ପଏଣ୍ଟ ଭାଗ କଲେ ଶ୍ରୀଲଙ୍କା- ବାଂଲାଦେଶ: ବର୍ଷାଯୋଗୁ ମ୍ୟାଚ୍ ବାତିଲ
ବ୍ରିଷ୍ଟଲ,୧୨।୬(ପି.ଟି.)- ଚଳିତ ବିଶ୍ୱକପ୍ରେ କ୍ରମାଗତ ଦ୍ୱିତୀୟଥର ପାଇଁ ଶ୍ରୀଲଙ୍କା ପଏଣ୍ଟ ଭାଗ କରିଛି। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ମଙ୍ଗଳବାର ଶ୍ରୀଲଙ୍କା ଓ ବାଂଲାଦେଶ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍ର ୧୬ତମ ମ୍ୟାଚ୍ ବର୍ଷା ଯୋଗୁ ବିନା ଟସ୍ ପଡିବାରେ ବାତିଲ ହୋଇଛି।…
ପନ୍ତଙ୍କ ସପକ୍ଷରେ ଗାଭାସ୍କର, ପିଟରସନ: ରାୟୁଡୁଙ୍କୁ ଗମ୍ଭୀରଙ୍କ ସମର୍ଥନ
ନୂଆଦିଲ୍ଲୀ,୧୨।୬(ପି.ଟି.)- ଶିଖର ଧାଓ୍ବନ ଇଞ୍ଜୁରି କାରଣରୁ ବାଦ ପଡିଲେ ତାଙ୍କ ବଦଳ ଖେଳାଳି ଭାବେ କାହାକୁ ଦଳରେ ସାମିଲ କରାଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ପୂର୍ବତନ ଇଂଲଣ୍ଡ ବ୍ୟାଟ୍ସମ୍ୟାନ କେଭିନ୍ ପିଟରସନ…
Archives


