ରିଲେରେ ଭାରତ ବ୍ରୋଞ୍ଜରୁ ବଞ୍ଚିତ
ଦୋହା, ୨୪।୪-ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍ର ମଙ୍ଗଳବାର ଅନୁଷ୍ଠିତ ମହିଳା ୪ ଗୁଣା ୧୦୦ ମିଟର ରିଲେ ରେସ୍ରେ ଭାରତ ଅଳ୍ପକେ ବ୍ରୋଞ୍ଜ ପଦକରୁ ବଞ୍ଚତ୍ତ ହୋଇଛି। ଭାରତୀୟ ଦଳର ସଦସ୍ୟା ଭାବେ ଦୂତୀ ମଧ୍ୟ ସମାନ ଫଳ ପାଇଛନ୍ତି। ଅର୍ଚ୍ଚନା ସୁସେନ୍ତ୍ରା,…
ହେପ୍ଟାଥଲନ ସ୍ବପ୍ନାଙ୍କୁ ରୌପ୍ୟ, ପୂର୍ଣ୍ଣିମା ପଞ୍ଚମ
ଦୋହା, ୨୪।୪-ଦୋହାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍ର ହେପ୍ଟାଥଲନ ଇଭେଣ୍ଟରେ ଭାରତର ସ୍ବପ୍ନା ବର୍ମନ ରୌପ୍ୟ ପଦକ ପାଇଛନ୍ତି। ଏଥିରେ ଭାଗ ନେଇଥିବା ଓଡ଼ିଶାର ପୂର୍ଣ୍ଣିମା ହେମ୍ବ୍ରମ ୫ମ ସ୍ଥାନ ପାଇଛନ୍ତି। ତୃତୀୟ ଦିବସରେ ଅନୁଷ୍ଠିତ ୮୦୦ ମିଟରରେ ସ୍ବପ୍ନା ୨:୨୦.୨୪…
ପଣ୍ଡିଚେରୀକୁ ହରାଇ କ୍ବାର୍ଟରରେ ଓଡ଼ିଶା
କଟକ ଅଫିସ,୨୪ା୪- ମହାରାଷ୍ଟ୍ରର କୋହ୍ଲାପୁରଠାରେ ଚାଲିଥିବା ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ମଙ୍ଗଳବାର ଓଡ଼ିଶା ବୃହତ୍ ଗୋଲ ବ୍ୟବଧାନରେ ପଣ୍ଡିଚେରୀକୁ ପରାସ୍ତ କରିଛି । ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ରେ ଛତିଶଗଡ଼କୁ ହରାଇଥିବା ଓଡ଼ିଶାର ଏହା ଦ୍ୱିତୀୟ ବିଜୟ ହୋଇଥିବା ବେଳେ…
ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍:୨୦୦ ମିଟର ଫାଇନାଲରେ ଦୂତୀ
ଭୁବନେଶ୍ୱର, ୨୪।୪(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ ଦୋହାଠାରେ ଚାଲିଥିବା ୨୩ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍ର ମହିଳା ୨୦୦ ମିଟର ରେସ୍ ଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ହିଟ୍ରେ ଦୂତୀ ୨୩.୩୩ ସେକେଣ୍ଡ ସମୟ ନେଇ…
ଶୀର୍ଷକୁ ଫେରିଲା ଚେନ୍ନାଇ
ଚେନ୍ନାଇ,୨୪।୪(ପି.ଟି.)- ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଚଳିତ ଆଇପିଏଲ୍ର ୪୧ତମ ମ୍ୟାଚ୍ରେ ସନରାଇଜର୍ସ ହାଇଦ୍ରାବାଦକୁ ଗୋଟିଏ ବଲ୍ ବାକିରଖି ୬ ଉଇକେଟରେ ପରାସ୍ତ କରିଛି। ଏଥିସହ ଚେନ୍ନାଇ ୧୧ଟି ମ୍ୟାଚ୍ ଖେଳି ୮ ବିଜୟ ଓ ୩…
ପୁଣି ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ
ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ ଦୋହାଠାରେ ଚାଲିଥିବା ୨୩ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ କ୍ରମାଗତ ଦ୍ୱିତୀୟଥର ଜାତୀୟ ରେକର୍ଡ ଭାଙ୍ଗିଛନ୍ତି। ରବିବାର ପ୍ରଥମ ଦିବସରେ ଅନୁଷ୍ଠିତ ମହିଳା ୧୦୦ ମିଟର ହିଟ୍ରେ ୧୧.୨୮ ସେକେଣ୍ଡ…
ପୂର୍ଣ୍ଣିମାଙ୍କ ଅଭିଯାନ ଆରମ୍ଭ
ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- କାତାରର ଦୋହାଠାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ଓଡ଼ିଶାର ପୂର୍ଣ୍ଣିମା ହେମ୍ବ୍ରମଙ୍କ ହେପ୍ଟାଥଲନ ଇଭେଣ୍ଟ ଆରମ୍ଭ ହୋଇଛି। ସୋମବାର ଦ୍ୱିତୀୟ ଦିବସରେ ପ୍ରଥମେ ଅନୁଷ୍ଠିତ ୧୦୦ ମିଟର ହର୍ଡଲ୍ସରେ ପୂର୍ଣ୍ଣିମା ୧୩.୭୯ ସେକେଣ୍ଡ ସମୟ ନେଇ ନିଜ…
କଳିଙ୍ଗ ଫୁଟବଲ ଏକାଡେମୀ ବିଜୟୀ
ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଯାଜପୁର କଳିଙ୍ଗ ନଗରସ୍ଥିତ କଳିଙ୍ଗ ଫୁଟବଲ ଏକାଡେମୀ (କେଏଫଏ) ପ୍ରଥମଥରପାଇଁ ୧୫ ବର୍ଷରୁ କମ୍ ହିରୋ ଆଇ-ଲିଗ୍ ଫୁଟବଲ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଛି। ଜାମସେଦପୁରଠାରେ ସୋମବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଦଳ ଜାମସେଦପୁର ଫୁଟବଲ ଏକାଡେମୀ (ଜେଏଫସି)କୁ…
ଫଗ୍ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ
ପ୍ୟାରିସ, ୨୩ା୪ (ଏଏଫ୍ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ ଅଧିକାର କରିଛନ୍ତି। ରବିବାର ଫାଇନାଲରେ ସେ ସର୍ବୀୟାର ଦୁସାନ ଲାଜୋଭିଚ୍ଙ୍କୁ ସିଧାସଳଖ ସେଟ୍ରେ ପରାସ୍ତ…

ଉଗାଣ୍ଡା ପାରା ବ୍ୟାଡ୍ମିଣ୍ଟନରେ ଭାଗନେବେ ପ୍ରମୋଦ
ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଉଗାଣ୍ଡା ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ କାମ୍ପାଲାସ୍ଥିତ ଲୁଗୋଗୋ ଇନ୍ଡୋର ଷ୍ଟାଡିୟମରେ ଚଳିତମାସ ୨୩ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର ୧୮୦ ପ୍ରତିଯୋଗୀ ଭାଗ ନେଉଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତରୁ ୨୦ ପ୍ରତିଯୋଗୀ ଅଂଶଗ୍ରହଣ…

Archives