ଖେଳ

ଫିଫା ଶ୍ରେଷ୍ଠ ଖେଳାଳି ଦୌଡ଼ରେ ରୋନାଲ୍ଡୋ, ମେସି

ପ୍ୟାରିସ, ୧।୮- ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ଶ୍ରେଷ୍ଠ ଫୁଟ୍‌ବଲ ପୁରସ୍କାର ଲାଗି ସମ୍ଭାବ୍ୟ ସଂକ୍ଷିପ୍ତ ତାଲିକା ପ୍ରକାଶ ପାଇଛି। ଫିଫା ଶ୍ରେଷ୍ଠ ପୁରୁଷ ଖେଳାଳି, ଶ୍ରେଷ୍ଠ ମହିଳା ଖେଳାଳି, ଶ୍ରେଷ୍ଠ ପୁରୁଷ କୋଚ୍‌ ଓ ଶ୍ରେଷ୍ଠ ମହିଳା କୋଚ୍‌…

ରହସ୍ୟ ଉପରୁ ପରଦା ଉଠାଇଲେ ଅମିରଙ୍କ ସ୍ତ୍ରୀ

ଲଣ୍ଡନ, ୧।୮: ଟେଷ୍ଟ କ୍ରିକେଟରୁ ନିକଟରେ ଅବସର ନେଇଥିବା ବୋଲର୍‌ ମହମ୍ମଦ ଅମିର ଏବେ ପାକିସ୍ତାନ ଛାଡି ବ୍ରିଟେନର ସ୍ଥାୟୀ ବାସିନ୍ଦା ହେବା ପାଇଁ ଉଦ୍ୟମ ଚଳାଇଛନ୍ତି। ଏନେଇ ପାକିସ୍ତାନ ଗଣାମାଧ୍ୟମଠାରୁ ଆରମ୍ଭ କରି ପୂର୍ବତନ ଖେଳାଳିମାନେ ତାଙ୍କୁ ସମାଲୋଚନା କରିବାକୁ…

ରୁଷିଆନ ବକ୍ସିଂ ଟୁର୍ନାମେଣ୍ଟ: ସେମିରେ ୪ ଭାରତୀୟ

ନୂଆଦିଲ୍ଲୀ, ୧।୮ (ପି.ଟି.)- ଏସୀୟ ସ୍ବର୍ଣ୍ଣ ପଦକ ବିଜୟିନୀ ପୂଜାରାଣୀ (୭୫ କିଗ୍ରା) ଓ ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ହାସଲ କରିଥିବା ଲଭଲିନା ବୋରଗୋହାନି (୬୯ କିଗ୍ରା)ଙ୍କ ସମେତ ୪ ଜଣ ଭରତୀୟ ବକ୍ସର ରୁଷିଆରେ ଚାଲିଥିବା ମାଗୋମେଦ୍‌ ସଲମ୍‌…

ସିରିଜ ପୂର୍ବରୁ କୋହଲିଙ୍କୁ ଭେଟିଲେ ଅନୁଷ୍କା

ନୂଆଦିଲ୍ଲୀ, ୧।୮- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ଖେଳିବା ଲାଗି ଭାରତୀୟ କ୍ରିକେଟ୍‌ ଦଳ ବର୍ତ୍ତମାନ ଆମେରିକା ଗସ୍ତରେ ଯାଇଛି। ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ୨ଟି ମୁକାବିଲା ଆମେରିକାରେ ଅନୁଷ୍ଠିତ ହେବାକୁ ଥିବାରୁ ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ…

ପଞ୍ଜାବୀ ଗୀତରେ ଗେଲ୍‌ଙ୍କ ସହ ମିଶି ଧୂମ୍‌ ନାଚିଲେ ଯୁବରାଜ

ଟିମ୍‌ ଇଣ୍ଡିଆର ସିକ୍ସର୍‌ କିଙ୍ଗ୍‌ ଯୁବରାଜ ସିଂ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିସାରିଛନ୍ତି କିନ୍ତୁ ତାଙ୍କ ବ୍ୟାଟିଂକୁ ଏବେ ବି ଦର୍ଶକ ଉପଭୋଗ କରୁଛନ୍ତି। କାନାଡାରେ ଚାଲିଥିବା ଗ୍ଲୋବାଲ୍‌ ଟି୨୦ ଲିଗ୍‌ରେ ଯୁବରାଜ ଚମତ୍କାର ବ୍ୟାଟିଂ କରୁଛନ୍ତି। ଏହି ଲିଗରେ ଓ୍ବେଷ୍ଟଇଣ୍ଡିଜର…

ବୋଲିଂ କୋଚ୍‌ ପାଇଁ ଆବେଦନ କରିଛନ୍ତି ପ୍ରସାଦ

ନୂଆଦିଲ୍ଲୀ, ୧।୮- ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଭେଙ୍କଟେଶ ପ୍ରସାଦ ଭାରତୀୟ ଦଳର ବୋଲିଂ କୋଚ୍‌ ପଦ ପାଇଁ ଆଗ୍ରହୀ ଥିବା ଜଣାପଡ଼ିଛି। କିଛି ପ୍ରମୁଖ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ୫୦ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ପ୍ରସାଦ ବୋଲିଂ…

୬ଟି ବଲରୁ ୬ଟି ଛକା ଦେଇଥିବା ବୋଲରଙ୍କ ପରଲୋକ

ଲଡ୍ସ, ୧।୮: ପ୍ରସିଦ୍ଧ କ୍ରିକେଟର ମ୍ୟାକଲୋମ ନ୍ୟାସଙ୍କ ୭୪ବର୍ଷ ବୟସରେ ପରଲୋକ ଘଟିଛି। ଲଡ୍ସର ଏକ ହୋଟେଲରେ ରାତ୍ରି ଭୋଜନ କରୁଥିବାବେଳେ ସେ ହଠାତ୍‌ ତଳେ ପଡିଯାଇଥିଲେ। ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ମୃତ୍ୟୁ ହୋଇଛି। ୫୧…

କ୍ୱାର୍ଟରରେ ଶରନ: ପ୍ରଜନେଶଙ୍କ ଅଭିଯାନ ଶେଷ

ଲସ୍‌ କାବୋସ (ମେକ୍ସିକୋ), ୧।୮ (ପି.ଟି.)- ଏଠାରେ ଚାଲିଥିବା ଏଟିପି ଲସ୍‌ କାବୋସ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ୨ୟ ରାଉଣ୍ଡର ଏକ ମୁକାବିଲାରେ ଭାରତର ପ୍ରଜନେଶ ଗୁଣେଶ୍ୱରନଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ବିଶ୍ୱ ମାନ୍ୟତାର ୯୦ତମ ସ୍ଥାନରେ ରହିଥିବା…

ବିଜୟ ସହ ମୁରେଙ୍କ ପ୍ରତ୍ୟାବର୍ତ୍ତନ

ଓ୍ବାଶିଂଟନ, ୧।୮ (ଏଏଫ୍‌ପି)- ବ୍ରିଟିଶ ଟେନିସ ତାରକା ତଥା ତିନିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଆଣ୍ଡି ମୁରେ ଅସ୍ତ୍ରୋପଚାରର ୬ ମାସ ପରେ ଟେନିସ କୋଟ୍‌କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ଚାଲିଥିବା ଏଟିପି ଓ୍ବାଶିଂଟନ ଓପନ୍‌ ପୁରୁଷ ଡବଲ୍ସରେ ଭାଇ ଜେମିଙ୍କୁ ସାଥୀ…

ଓ୍ବେଷ୍ଟଇଣ୍ଡିଜ-ଏ’କୁ ଭଲ ସ୍ଥିତି ଦେଲେ ହୋଡ୍‌ଗେ, ବ୍ରୁକ୍ସ

ପୋର୍ଟ ଅଫ୍‌ ସ୍ପେନ, ୧।୮ (ପି.ଟି.)- ଭ୍ରମଣକାରୀ ଭାରତ-ଏ ବିପକ୍ଷରେ ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିବସ ଶେଷ ସୁଦ୍ଧା ଓ୍ବେଷ୍ଟଇଣ୍ଡିଜ-ଏ ଦୃଢ଼ ଆରମ୍ଭ କରିଛି। ଟସ୍‌ ଜିତି ବ୍ୟାଟିଂ…

ଆତଙ୍କବାଦ ପ୍ରଭାବିତ ଅଞ୍ଚଳରେ ଟ୍ରେନିଂ ଆରମ୍ଭ କଲେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ଏହି ସମୟରେ ସେ ଜମ୍ମୁ-କଶ୍ମୀରର ଆତଙ୍କବାଦୀ…

ନୂଆ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ: ହରମନପ୍ରୀତ

ବେଙ୍ଗାଲୁରୁ, ୧।୮- ୨୦୨୦ ଟୋକିଓ ଅଲିମ୍ପିକ୍ସ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟ ଅଗଷ୍ଟ ୧୭ରୁ ଜାପାନରେ ଅନୁଷ୍ଠିତ ହେବ। ଏଥିପାଇଁ ନିୟମିତ ଅଧିନାୟକ ମନପ୍ରୀତ ସିଂଙ୍କ ସମେତ କେତେକ ସିନିୟର ଖେଳାଳିଙ୍କୁ ବିଶ୍ରାମ ଦିଆ ଯାଇଥିବାରୁ ଯୁବ ଡ୍ରାଗ୍‌ଫ୍ଲିକର ହରମନପ୍ରୀତ ସିଂଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?