ଖେଳ

ଓସିଏକୁ ପୂର୍ଣ୍ଣ ଅନୁମୋଦନ: ଅନୁଦାନ ପାଇଁ ବାଟ ଫିଟିଲା

କଟକ ଅଫିସ,୧।୮- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)କୁ ପୂର୍ଣ୍ଣ ଅନୁମୋଦନ ମିଳିଛି, ଯାହା ଫଳରେ ଆଗାମୀ ଦିନରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ବିଭିନ୍ନ ଅନୁଦାନ ପାଇବା ପାଇଁ ବାଟ ଫିଟିଛି । ଦେଶର ୧୩ଟି କ୍ରିକେଟ ସଂଘକୁ ବିସିସିଆଇର କମିଟି ଅଫ…

‘ଓଭର ଥ୍ରୋ ଚୌକାକୁ ବାତିଲ୍‌ କରିବାକୁ ଅମ୍ପାୟରଙ୍କୁ କହି ନ ଥିଲି’

ଲଣ୍ଡନ,୧।୮ (ପି.ଟି.)- ଲଡର୍‌ସ ଗ୍ରାଉଣ୍ଡରେ ଖେଳାଯାଇଥିବା ରୋମାଞ୍ଚକ ଭରା ଆଇସିସି ବିଶ୍ୱକପ୍‌ ଫାଇନାଲରେ ଏକ ବିବାଦୀୟ ଘଟଣାକ୍ରମେ ବେନ୍‌ ଷ୍ଟୋକ୍ସଙ୍କ ବ୍ୟାଟ୍‌ ବାଜି ଓଭର ଥ୍ରୋ ଜରିଆରେ ଇଂଲଣ୍ଡରକୁ ୪ ରନ୍‌ ମିଳିଥିଲା। ତେବେ ଅମ୍ପାୟରଙ୍କୁ ଏହି ୪ ରନ୍‌ ବାତିଲ୍‌…

ବିସିସିଆଇ- କ୍ରୀଡ଼ା ମନ୍ତ୍ରଣାଳୟ ଶୀତଳ ଯୁଦ୍ଧ: ଆଶଙ୍କାରେ ଦକ୍ଷିଣ ଆଫ୍ରିକା ଏ’ ଦଳର ଭାରତ ଗସ୍ତ

ନୂଆଦିଲ୍ଲୀ,୧।୮(ପି.ଟି.)- ଆସନ୍ତା ଅଗଷ୍ଟ ଓ ସେପ୍ଟେମ୍ବରରେ ଦକ୍ଷିଣ ଆଫ୍ରିକା ଏ’ ଓ ମହିଳା ଦଳର ଆଗାମୀ ଭାରତ ଗସ୍ତ ନେଇ ଆଶଙ୍କା ସୃଷ୍ଟି ହୋଇଛି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟଠାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏପର୍ଯ୍ୟନ୍ତ ଭଜିଟିଂ ସାଇଡ ବା…

ଆସେସ: ସମ୍ଭାବ୍ୟ ୩ ପ୍ରମୁଖ ଲଢ଼େଇ

ଲଣ୍ଡନ,୧।୮(ଏଏଫପି)- ଆସେସ ମୁକାବିଲା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ବିଶ୍ୱଚାମ୍ପିୟନ ଇଂଲଣ୍ଡ ପୁଣି ଥରେ ଏହି ହାଇ ପ୍ରୋଫାଇଲ ସିରିଜରେ ବିଜୟୀ ହେବାକୁ ଲକ୍ଷ୍ୟ ରଖିଛି। ଅଷ୍ଟ୍ରେଲିଆ ମଧ୍ୟ ପାଖାପାଖି ୨ ଦଶନ୍ଧି ପରେ ଇଂଲଣ୍ଡ ମାଟିରେ ଆସେସ ଜିତିବାକୁ…

ଆସେସ୍‌ : ବର୍ମିଂହାମରେ ପ୍ରଥମ ଟେଷ୍ଟ: ଆର୍ଚର ଖେଳିବେନି

ବର୍ମିଂହାମ,୧।୮ (ଏଏଫ୍‌ପି)-ଗରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ହାଇପ୍ରୋଫାଇଲ ଆସେସ୍‌। ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମୁହଁାମୁହିଁ ହେବେ। କିଛିଦିନ ତଳେ ବିଶ୍ୱକପ୍‌ ଜିତି ଘରୋଇ…

ଦିନିକିଆ ସିରିଜ: ଶ୍ରୀଲଙ୍କାର କ୍ଲିନ୍‌ ସୁଇପ୍‌

କଲମ୍ବୋ,୧।୮- ବାଂଲାଦେଶ ବିପକ୍ଷ ଦିନିକିଆ ସିରଜ୍‌ରେ ଘରୋଇ ଶ୍ରୀଲଙ୍କା କ୍ଲିନ୍‌ ସୁଇପ୍‌ କରିଛି। ସ୍ଥାନୀୟ ଆର. ପ୍ରେମଦାସା ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୧୨୨ ରନରେ ବାଂଲାଦେଶକୁ ହରାଇଛି। ଫଳରେ ଶ୍ରୀଲଙ୍କ ୩-୦ରେ ସିରଜ୍‌…

କୋଚ୍‌ ଚୟନ ପ୍ରକ୍ରିୟାରେ କୋହଲିଙ୍କର ମତ ଦେବା ଅଧିକାର ରହିଛି: ସୌରଭ

କୋଲକାତା, ୧।୮(ପି.ଟି.)- ଅଧିନାୟକ ଭାବେ ବିରାଟ କୋହଲିଙ୍କର କୋଚ୍‌ ଚୟନ ପ୍ରକ୍ରୟାରେ ମତ ଦେବାର ଅଧିକାର ରହିଛି ବୋଲି ପୂର୍ବତନ ଟିମ୍‌ ଇଣ୍ଡିଆ ଅଧିନାୟକ ସୌରଭ ଗାଙ୍ଗୁଲି ପ୍ରକାଶ କରିଛନ୍ତି। ଆଇସିସି ବିଶ୍ୱକପର ସେମିଫାନାଲରୁ ଭାରତର ବିଦାୟ ପରେ ଗଣମାଧ୍ୟମସହ ନିଜର…

ପ୍ରୋ କବାଡ଼ି: ଷ୍ଟିଲର୍ସକୁ ହରାଇଲା ପାନ୍ଥର୍ସ

ମୁମ୍ବାଇ, ୧।୮(ପି.ଟି.)- ଅଧିନାୟକ ଦୀପକ ହୁଦାଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଜୟପୁର ପିଙ୍କ୍‌ ପାନ୍ଥର୍ସ ଚଳିତ ପ୍ରୋ କବାଡ଼ି ଲିଗ୍‌ରେ ବିଜୟ ଅଭିଯାନ ଜାରି ରଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ହରିୟାଣା ଷ୍ଟିଲର୍ସକୁ ୩୭-୨୧ ପଏଣ୍ଟରେ ପରାସ୍ତ କରିଛି।…

ରୁଷିଆନ୍‌ ବକ୍ସିଂ ଟୁର୍ନାମେଣ୍ଟ: କ୍ୱାର୍ଟରରେ ଗୌରବ, ଜାଙ୍ଗ୍ରା

ନୂଆଦିଲ୍ଲୀ, ୩୧।୭ (ପି.ଟି.): ରାଜ୍ୟଗୋଷ୍ଠୀ କ୍ରୀଡ଼ା ପଦକ ବିଜେତା ଗୌରବ ସୋଲାଙ୍କି (୫୬ କିଗ୍ରା) ଓ ପିଙ୍କି ଜାଙ୍ଗ୍ରା (୫୧ କିଗ୍ରା) ରୁଷିଆର କାସ୍‌ପିୟାସ୍କଠାରେ ଚାଲିଥିବା ମଗୋମେଦ୍‌ ସଲାମ୍‌ ଉମାଖାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।…

‘ଓଭର ଥ୍ରୋ ଚୌକାକୁ ବାତିଲ୍‌ କରିବାକୁ ଅମ୍ପାୟରଙ୍କୁ କହି ନ ଥିଲି’

ଲଣ୍ଡନ, ୩୧।୭ (ପି.ଟି.): ଲଡର୍‌ସ ଗ୍ରାଉଣ୍ଡରେ ଖେଳାଯାଇଥିବା ରୋମାଞ୍ଚକ ଭରା ଆଇସିସି ବିଶ୍ୱକପ୍‌ ଫାଇନାଲରେ ଏକ ବିବାଦୀୟ ଘଟଣାକ୍ରମେ ବେନ୍‌ ଷ୍ଟୋକ୍ସଙ୍କ ବ୍ୟାଟ୍‌ ବାଜି ଓଭର ଥ୍ରୋ ଜରିଆରେ ଇଂଲଣ୍ଡରକୁ ୪ ରନ୍‌ ମିଳିଥିଲା। ତେବେ ଅମ୍ପାୟରଙ୍କୁ ଏହି ୪ ରନ୍‌…

ଭଜିଙ୍କୁ ଖେଳରତ୍ନ ନ ମିଳିବା ପ୍ରସଙ୍ଗ: ତଦନ୍ତ ନିର୍ଦ୍ଦେଶ ଦେଲେ କ୍ରୀଡ଼ାମନ୍ତ୍ରୀ

ଚଣ୍ଡିଗଡ଼,୩୧।୭(ପି.ଟି.)- ପୂର୍ବତନ ଅଫ୍‌ ସ୍ପିନର ହରଭଜନ ସିଂ (ଭଜି)ଙ୍କୁ ଚଳିତ ବର୍ଷ ରାଜୀବ ଗାନ୍ଧୀ ଖେଳରତ୍ନ ଲାଗି ପଞ୍ଜାବ ସରକାରଙ୍କ ପକ୍ଷରୁ ମନୋନୀତ କରାଯାଇଥିଲା। ହେଲେ ବିଳମ୍ବରେ ଆବେଦନ ଯୋଗୁ ତାଙ୍କ ନାମକୁ ଗ୍ରହଣ କରାଯାଇ ପାରି ନ ଥିଲା। ଜାଣିଶୁଣି…

ମାର୍କଣ୍ଡେଙ୍କୁ ଛାଡ଼ିଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୩୧।୭(ପିଟି)- ସର୍ବାଧିକ ୪ ଥର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ୍ବେଷ୍ଟଇଣ୍ଡିଆନ କ୍ରିକେଟର ଶେର୍ଫାନେ ରଦରଫୋର୍ଡଙ୍କ ଲାଗି ଲେଗ୍‌ ସ୍ପିନର ମୟଙ୍କ ମାର୍କଣ୍ଡେଙ୍କୁ ଦଳରୁ ବିଦା କରିଛି। ଫଳରେ ମାର୍କଣ୍ଡେ ଦିଲ୍ଲୀ କ୍ୟାପିଟାଲ୍ସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?