ଲୋରେଟ୍ କପ୍ରେ ଭାଗନେଇ ଫେରିଲେ ଆର୍ଯ୍ୟନ
ଭୁବନେଶ୍ୱର, ୨୧।୪(ସ୍ପୋଟର୍ସ ବ୍ୟୁରୋ)- ଚଳିତ ମାସ ୧୩ରୁ ୧୮ ତାରିଖ ପର୍ଯ୍ୟନ୍ତ ସ୍ପେନରେ ଅନୁଷ୍ଠିତ ‘ଲୋରେଟ୍ କପ୍’ ଇଣ୍ଟରନ୍ୟାଶନାଲ ହ୍ୟାଣ୍ଡବଲ୍ ଟୁର୍ନାମେଣ୍ଟରେ ଓଡ଼ିଶାର ଆର୍ଯ୍ୟନ ବ୍ରାହ୍ମିନ ଭାରତୀୟ ଦଳରୁ ପ୍ରତିନିଧିତ୍ୱ କରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ଏହି ଟୁର୍ନାମେଣ୍ଟରେ ମୋଟ୍ ୧୬ଟି…
ଗୋଆକୁ ୧୦ କୋଟି ଟଙ୍କା ଜରିମାନା
ନୂଆଦିଲ୍ଲୀ, ୧୯।୪(ପି.ଟି.)- ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଗୋଆକୁ ୧୦ କୋଟି ଟଙ୍କା ଜରିମାନା ଦେବାକୁ କହିଛି। ୩୬ତମ ଜାତୀୟ ଗେମ୍ସ ଆୟୋଜନକୁ ବାରମ୍ବାର ଘୁଞ୍ଚାଇବା ଫଳରେ ଆଇଓଏ ଅସନ୍ତୋଷ ଜାହିର କରିବା ସହ ଏହି ନିର୍ଦ୍ଦେଶ ଦେଇଛି। ଖୁବ୍ ଶୀଘ୍ର…
ବିକାଶଙ୍କ ଦ୍ୱିତୀୟ ପ୍ରଫେଶନାଲ ବାଉଟ୍
ନ୍ୟୁୟର୍କ, ୨୦ା୪ (ପି.ଟି.)-ଭାରତୀୟ ବକ୍ସର ବିକାଶ କ୍ରିଷନ ତାଙ୍କ ଦ୍ୱିତୀୟ ପ୍ରଫେଶନାଲ ବାଉଟ୍ରେ ଆମେରିକାର ନୋଆ କିଡ୍ଙ୍କୁ ଭେଟିବେ। ଏହି ମୁକାବିଲା ଶନିବାର ସ୍ଥାନୀୟ ଆଇକନିକ ମାଡିସନ ସ୍କୋୟାର ଗାର୍ଡେନରେ ହେବ। ଭିଓ୍ବାନୀର ଏହି ୨୭ ବର୍ଷୀୟ ବକ୍ସର କିମ୍ବଦନ୍ତୀ ପ୍ରମୋଟର…
ସନ୍ତୋଷ ଟ୍ରଫି: ପଞ୍ଜାବ-ସର୍ଭିସେସ୍ ଫାଇନାଲ
ଲୁଧିଆନା, ୨୦।୪(ପି.ଟି.)-ଭାରତୀୟ ଘରୋଇ ଫୁଟ୍ବଲର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ସନ୍ତୋଷ ଟ୍ରଫିର ଫାଇନାଲ ରବିବାର ପଞ୍ଜାବ ଓ ସର୍ଭିସେସ୍ ମଧ୍ୟରେ ହେବ। ଶୁକ୍ରବାର ସ୍ଥାନୀୟ ଗୁରୁ ନାନକ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲରେ ଘରୋଇ ପଞ୍ଜାବ ୨-୧ ଗୋଲରେ ଗୋଆକୁ ପରାସ୍ତ…
ଚର୍ଚ୍ଚାରେ ପ୍ରଜ୍ଞା ଓଝାଙ୍କ ଟୁଇଟ୍
ହାଇଦ୍ରାବାଦ, ୨୦।୪- ଇଂଲଣ୍ଡରେ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଆଇସିସି ବିଶ୍ୱକପ୍ ଲାଗି ନିକଟରେ ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା। ଅଭିଜ୍ଞ ହାଇଦ୍ରାବାଦୀ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁଙ୍କୁ ଏହି ଦଳରେ ସ୍ଥାନ ମିଳି…
ମଣ୍ଟେ କାର୍ଲୋ ମାଷ୍ଟର୍ସରୁ ଜୋକୋଭିଚ୍ଙ୍କ ବିଦାୟ
ମଣ୍ଟେ କାର୍ଲୋ, ୨୦।୪- ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ପ୍ର୍ତିଯୋଗିତାରୁ ବିଦାୟ ନେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚ୍ରେ ଡାନିଲ ମେଡଭେଡେଭ ୬-୩, ୪-୬,…
କୋହଲିଙ୍କ କମାଲ: ବାଙ୍ଗାଲୋର ବିଜୟୀ
କୋଲକାତା,୨୦।୪ (ପି.ଟି.)-ଅଧିନାୟକ ବିରାଟ କୋହଲିଙ୍କ ଧୂଆଁଧାର ଶତକ ବଳରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ୩୫ତମ ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୦ ରନରେ ଘରୋଇ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରି ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ…
ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ
ହେମଗିର, ୧୯।୪ (ଡି.ଏନ.ଏ)-ଆଧ୍ୟାତ୍ମିକତା ତଥା ଭଗବତ ପ୍ରେମକୁ ପ୍ରତ୍ୟେକ ମାନବ ଜୀବନରେ ପରିସ୍ଫଟ କରିବା ପାଇଁ ହେମଗିର ବ୍ଲକର ଲୁଆବାହାଲଠାରେ ପ୍ରତ୍ୟେକ ବର୍ଷପରି ଏବର୍ଷ ମଧ୍ୟ ଭାଗବତ ସପ୍ତାହ ପାରାୟଣ, ହରିହାଟର ଆୟୋଜନ କରାଯାଇଛି। ଏହା ଗତ ୧୧ରୁ ଆରମ୍ଭ ହୋଇ…
ଜୀବନର ଶେଷ ଭୋଟ ଦେଲେ ବୃଦ୍ଧା: ଭୋଟ ଦେଇସାରି ମତଦାନ କେନ୍ଦ୍ରରେ ଟଳି ପଡ଼ିଲେ
ସବ୍ଡେଗା, ୧୯।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍ଡେଗା ବ୍ଲକର କିରାଲଗା କସ୍ତୁରବା ବାଳିକା ବିଦ୍ୟାଳୟ ଭୋଟଗ୍ରହଣ କେନ୍ଦ୍ରର ବୁଥ ନଂ. ୧୬୫ରେ ଜୀବନର ଶେଷ ଭୋଟ ଦେଇଛନ୍ତି ଜଣେ ବୃଦ୍ଧା। ସେ ହେଉଛନ୍ତି ପଟିଆଓରା ଗ୍ରାମର ହଜିରା ମିଞ୍ଜ (୮୦)। ଗୁରୁବାର…
ମୁମ୍ବାଇ ୪୦ ରନରେ ବିଜୟୀ
ନୂଆଦିଲ୍ଲୀ,୧୯।୪(ପି.ଟି)- ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୩୪ତମ ମ୍ୟାଚ୍ରେ ଘରୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ୪୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ଏହି ମ୍ୟାଚ୍ରେ ଟସ୍…
ଜୋକୋଭିଚ୍, ନାଡାଲ କ୍ୱାର୍ଟରରେ
ମଣ୍ଟେ କାର୍ଲୋ, ୧୯ା୪ (ଏଏଫ୍ପି)- ଟପ୍ ସିଡ୍ ନୋଭାକ ଜୋକୋଭିଚ୍ ଏବଂ ୧୧ଥର ଚାମ୍ପିୟନ ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍ଏ) ଖେଳାଳିଙ୍କ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ…
ଅଲ ଇଣ୍ଡିଆ ଓପନ ଚେସ୍: ଶୀର୍ଷରେ ରାକେଶ
କଟକ ଅଫିସ,୧୯ା୪- ଟ୍ରିପଲ ସି’ ଚେସ୍ କ୍ଲବ ଆନୁକୂଲ୍ୟରେ ଜବାହାରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍ ଚାମ୍ପିୟନଶିପରେ ଗୁରୁବାର ସୁଦ୍ଧା ଟୁର୍ନାମେଣ୍ଟର ୪ ରାଉଣ୍ଡ ଖେଳ ଶେଷ ହୋଇଛି । ଓଡ଼ିଶାର ଇଣ୍ଟରନ୍ୟାଶନାଲ ମାଷ୍ଟର…
Archives


