ଖେଳ

ଯୁବ ତ୍ରିରାଷ୍ଟ୍ରୀୟ ସିରିଜ୍‌: ଭାରତୀୟ ଦଳର କ୍ରମାଗତ ଦ୍ୱିତୀୟ ପରାଜୟ

ବିଲେରିକା(ଇଂଲଣ୍ଡ),୩୧।୭(ପିଟି)- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଯୁବ ସିରିଜ୍‌ରେ ୧୯ ବର୍ଷରୁ କମ୍‌ ଭାରତୀୟ ଦଳକୁ ବାଂଲାଦେଶ ୨ ଉଇକେଟରେ ହରାଇ ଦେଇଛି। ଏହା ଚଳିତ ସିରିଜ୍‌ରେ ଭାରତୀୟ ଦଳର କ୍ରମାଗତ ଦ୍ୱିତୀୟ ପରାଜୟ। ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌କୁ ୧୯ ବର୍ଷରୁ କମ୍‌…

ରାନ୍‌କୀ ରେଡ୍ଡୀ-ପୋନ୍ନାପାଙ୍କ ବୃହତ୍‌ ବିଜୟ

ବ୍ୟାଙ୍କକ୍‌,୩୧।୭(ପିଟି)- ଭାରତୀୟ ମିକ୍ସଡ୍‌ ଡବଲ୍ସ ଖେଳାଳି ସାତ୍ୱିକ ସାଇରାଜ ରାନ୍‌କୀ ରେଡ୍ଡୀ ଓ ଅଶ୍ୱିନୀ ପୋନ୍ନାପାଙ୍କ ଯୋଡ଼ି କ୍ୟାରିୟରର ଅନ୍ୟତମ ବୃହତ୍‌ ବିଜୟ ହାସଲ କରିଛନ୍ତି। ଏମାନେ ଅଲିମ୍ପିକ୍‌ ରୌପ୍ୟ ପଦକ ବିଜେତା ଚାନ ପେଙ୍ଗ ସୁନ ଓ ଗୋ ଲିଉ…

ସିନ୍ଧୁ, ସାଇନାଙ୍କ ର଼୍ୟାଙ୍କିଙ୍ଗ୍‌ ସ୍ଥିର

ନୂଆଦିଲ୍ଲୀ,୩୧।୭(ପିଟି)- ଦେଶର ଦୁଇ ମହିଳା ସିଙ୍ଗଲ୍ସ ଶଟଲର ପି. ଭି. ସିନ୍ଧୁ ଓ ସାଇନା ନେହ୍ବାଲଙ୍କ ବିଶ୍ୱ ମାନ୍ୟତାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହା ଦର୍ଶାଇଛି ବିଶ୍ୱ ବ୍ୟାଡ୍‌ମିଣ୍ଟନ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପକ୍ଷରୁ ବୁଧବାର ପ୍ରକାଶ ପାଇଥିବା ନୂଆ ର଼୍ୟାଙ୍କିଙ୍ଗ୍‌। ନେହ୍ବାଲ…

ଯୁବରାଜ ସିଂଙ୍କ ଭଉଣୀ ରିତିକାଙ୍କୁ କେମିତି ପ୍ରେମ କରି ବସିଥିଲେ ରୋହିତ୍‌ ଶର୍ମା

ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ରିତିକା ସଜଦେହଙ୍କୁ ବିବାହ କରିଛନ୍ତି। ରିତିକା ପୂର୍ବତନ ଭାରତୀୟ ଖେଳାଳି ଯୁବରାଜ ସିଂଙ୍କ ଭଉଣୀ ତାହା ହୁଏତ ଖୁବ୍‌ କମ୍‌ ଲୋକ ଜାଣିଥିବେ। ଯଦିଓ ରିତିକା ଯୁବିଙ୍କ ନିଜ ଭଉଣୀ ନୁହନ୍ତି।…

ଭାରତୀୟ କୋଚ୍‌ ପଦ ଦୌଡ଼ରେ ଲାଲଚାନ୍ଦ ରାଜପୁତ

ମୁମ୍ବାଇ,୩୧।୭(ପିଟି)- ପୂର୍ବତନ ଭାରତୀୟ ତଥା ମୁମ୍ବାଇ ଓପନର ଲାଲଚାନ୍ଦ ରାଜପୁତ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ପଦ ଲାଗି ଆବେଦନ କରିଛନ୍ତି। ତାଙ୍କ ବ୍ୟତୀତ ପୂର୍ବତନ ଅଲରାଉଣ୍ଡର ରବିନ ସିଂ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦ ଦୌଡ଼ରେ ସାମିଲ ହୋଇଛନ୍ତି। ଏମାନେ ରବି…

ଆର୍ମିରେ କାର୍ଯ୍ୟ କରିବାରେ ଏକମାତ୍ର ଭାରତୀୟ କ୍ରିକେଟର ନୁହନ୍ତି ଧୋନୀ

ମୁମ୍ବାଇ,୩୧।୭(ପିଟି)- ଭାରତୀୟ ଆର୍ମିରେ ସମ୍ମାନଜନକ ଲ୍ୟୁଟ୍‌ନାଣ୍ଟ କଲୋନେଲ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାରଠାରୁ ଜମ୍ମୁ-କଶ୍ମୀରରେ ଭଲ୍ୟୁଣ୍ଟାରି କାର୍ଯ୍ୟ ଆରମ୍ଭ କରିଛନ୍ତି। ସେ ପାଟ୍ରୋଲିଂ ମଧ୍ୟ କରିବେ। ତେବେ ଆର୍ମି ଯବାନ ଭାବେ ଦେଶ ସେବା କରୁଥିବା ଧୋନୀ ପ୍ରଥମ…

ପିତା ହେବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର

ମୁମ୍ବାଇ, ୩୧।୭: ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କେ ରାହାଣେ ପିତା ହେବାକୁ ଯାଉଛନ୍ତି। ସ୍ତ୍ରୀ ରାଧିକାଙ୍କ ସହ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ସେ ଏହି ଖୁସି ଖବର ନିଜ ଫ୍ୟାନ୍‌ଙ୍କୁ ଜଣାଇଛନ୍ତି। ଫଟୋରେ ଉଭୟ ମରାଠୀ ବେଶଭୂଷାରେ…

ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆ: ଧୋନୀଙ୍କ ମିଶନ କଶ୍ମୀର ଆରମ୍ଭ

ଶ୍ରୀନଗର,୩୧।୭: କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆକୁ ଓହ୍ଲାଇଛନ୍ତି। ତାଙ୍କର ମିଶନ କଶ୍ମୀର ବୁଧବାରଠାରୁ ଆରମ୍ଭ ହୋଇଛି।ଏଠାରେ ୧୦୬-ପ୍ରାଦେଶିକ ସେନାରେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ତାଲିମ୍‌ ନେବେ। ତାଙ୍କର ପୋଷ୍ଟିଂ ଦକ୍ଷିଣ କଶ୍ମୀରର ଅଓ୍ବନ୍ତୀପୋରାରେ ହେବ…

ହରିୟାଣା ଝିଅ ଶାମିଆଙ୍କୁ ବିବାହ କରିବେ ପାକିସ୍ତାନ କ୍ରିକେଟର ହାସାନ

କରାଚି, ୩୧।୭ (ପି.ଟି.)- ପାକିସ୍ତାନ ଦ୍ରୁତ ବୋଲର ହାସାନ ଅଲି ଜଣେ ଭାରତୀୟ ଝିଅଙ୍କୁ ବିବାହ କରିବେ ବୋଲି ସ୍ଥାନୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏହି ଯୁବତୀ ଜଣଙ୍କ ହେଉଛନ୍ତି ହରିୟାଣା ମଓ୍ବୋତ୍‌ ଜିଲାର ଶାମିଆ ଆର୍‌ଜୋ। ରିପୋର୍ଟ ମୁତାବକ,…

ସୌଭାଗ୍ୟଙ୍କୁ ଆଇରନ ମ୍ୟାନ ଟାଇଟଲ

କଟକ ଅଫିସ,୩୧ା୭-ଓଡ଼ିଶାର ସୌଭାଗ୍ୟ କୁମାର ରଥ ଆଇରନ ମ୍ୟାନ ଟାଇଟଲ ହାସଲ କରିଛନ୍ତି। ଜର୍ମାନୀର ହାମବର୍ଗଠାରେ ଅନୁଷ୍ଠିତ ଆଇରନ ମ୍ୟାନ ପ୍ରତିଯୋଗିତାର ସବୁ ରାଉଣ୍ଡକୁ ସଫଳତାର ସହ ଶେଷ କରି ସୌଭାଗ୍ୟ ଏହି କୃତୀତ୍ୱ ଅର୍ଜନ କରିଛନ୍ତି । ପୂର୍ବରୁ ସିଦ୍ଧାର୍ଥ…

ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ପାର୍ବତୀଙ୍କୁ ବ୍ରୋଞ୍ଜ

କଟକ ଅଫିସ,୩୧ା୭-ଇଟାଲୀର ଟୋରିନୋ ସହରରେ ଚାଲିଥିବା ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ଅନ୍ତର୍ଜାତୀୟ ଆଥଲେଟ୍‌ ପାର୍ବତୀ ସେଠୀ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି । ମଙ୍ଗଳବାର ଅନୁଷ୍ଠିତ ଶଟପୁଟ ଫାଇନାଲରେ ୧୦.୧୬ ମିଟର ଦୂରତାକୁ ଫିଙ୍ଗି ପାର୍ବତୀ ବ୍ରୋଞ୍ଜ ପଦକ ଜିତିଥିଲେ ।…

ଭେନୁଗୋପାଳ ରାଓଙ୍କ ଅବସର

ମୁମ୍ବାଇ, ୩୧।୭(ପି.ଟି.)-ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ତଥା ଆନ୍ଧ୍ର ପ୍ରଦେଶ ଦଳର ଅଧିନାୟକ ଓ୍ବାଇ. ଭେନୁଗୋପାଳ ରାଓ ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ଭାରତ ପକ୍ଷରୁ ୧୬ଟି ଏକଦିବସୀୟ ଅନ୍ତର୍ଜାତୀୟ ଏବଂ ୬୫ଟି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?