ଖେଳ

ଦକ୍ଷିଣ ଆଫ୍ରିକା ବିଶ୍ୱକପ୍‌ ଦଳରେ ଅମଲା

କେପ୍‌ ଟାଉନ୍‌, ୧୯।୪- ଆଗାମୀ ବିଶ୍ୱକପ୍‌ ପାଇଁ ଦକ୍ଷିଣ ଆଫ୍ରିକା ଦଳ ଘୋଷଣା କରିଛି। ଆଉଟ୍‌ ଅଫ୍‌ ଫର୍ମ ଅଭିଜ୍ଞ ବ୍ୟାଟ୍ସମ୍ୟାନ ହାସିମ ଅମଲାଙ୍କୁ ଦଳରେ ସାମିଲ କରାଯାଇଛି। ତେବେ ଆଶ୍ଚର୍ଯ୍ୟଜନକ ଭାବେ ଷ୍ଟାର ଅଲରାଉଣ୍ଡର କ୍ରିସ୍‌ ମୋରିସ୍‌ଙ୍କୁ ଚୟନକର୍ତ୍ତା ଅଣଦେଖା…

ଧୋନୀଙ୍କୁ ବିରାଟଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୧୯।୪(ପି.ଟି.)- ଜଣେ ଅଧିନାୟକଭାବେ ମହେନ୍ଦ୍ର ସିଂ ଧୋନୀ ଏକଦା ବିରାଟ କୋହଲିଙ୍କ ପ୍ରତି ଦୃଢ଼ ସମର୍ଥନ ଜଣାଇଥିଲେ। ଏହାକୁ ବିରାଟ ଭୁଲନ୍ତେ ବା କିପରି। ଏବେ ତାଙ୍କ ସମୟ ଆସିଛି। କୌଣସି ସମାଲୋଚନାକୁ ଖାତିର ନ କରି ସେ ଧୋନୀଙ୍କ…

ପାକିସ୍ତାନ ବିଶ୍ୱକପ୍‌ ଦଳରେ ଆମୀରଙ୍କ ସ୍ଥାନ ନାହିଁ

କରାଚୀ, ୧୯।୪(ପି.ଟି.)- ମେ ୩୦ ତାରିଖରୁ ଇଂଲଣ୍ଡରେ ଆରମ୍ଭ ହେବାକୁ ଥିବା ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ପାକିସ୍ତାନ ଦଳ ଘୋଷିତ ହୋଇଛି। ଆଉଟ୍‌ ଅଫ୍‌ ଫର୍ମ ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଆମୀରଙ୍କୁ ଘୋଷିତ…

କର ବା ମର ସ୍ଥିତିରେ ବାଙ୍ଗାଲୋର

କୋଲକାତା,୧୯।୪(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୫ତମ ମୁକାବିଲାରେ ଶୁକ୍ରବାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କୋଲକାତା ନାଇଟ ରାଇଡର୍ସ ପରସ୍ପରକୁ ଭେଟିବେ। ସ୍ଥାନୀୟ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ବାଙ୍ଗାଲୋର…

ସଚିନଙ୍କ ସହ ଡିନର୍‌ କଲେ ପୃଥ୍ବୀ ଶ’

ନୂଆଦିଲ୍ଲୀ, ୧୮।୪- ଆଇପିଏଲ୍‌ ଦ୍ୱାଦଶ ସଂସ୍କରଣରେ ଗୁରୁବାର ଘରୋଇ ଦିଲ୍ଲୀ କ୍ୟାପିଟାଲ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ମ୍ୟାଚ୍‌ ଲାଗି ଉଭୟ ଦଳ ଜୋର୍‌ଦାର ପ୍ରସ୍ତୁତି କରିଛନ୍ତି। ତେବେ ମ୍ୟାଚ୍‌ ପୂର୍ବରୁ ଦିଲ୍ଲୀର ଯୁବ ଓପନର୍‌…

ଚାମ୍ପିୟନ୍ସ ଲିଗ୍‌: ଲିଭରପୁଲ-ବାର୍ସିଲୋନା ସେମିଫାଇନାଲ

ପୋର୍ଟୋ (ପର୍ତ୍ତୁଗାଲ), ୧୮।୪(ଏଏଫ୍‌ପି)- ୟୁରୋପର ବଛା ବଛା ଶ୍ରେଷ୍ଠ ଫୁଟ୍‌ବଲ କ୍ଲବଗୁଡ଼ିକୁ ନେଇ ଚାଲିଥିବା ଚାମ୍ପିୟନ୍ସ ଲିଗ୍‌ ପ୍ରତିଯୋଗିତାର ସେମିଫାଇନାଲରେ ଲିଭରପୁଲ ଦଳ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ ୨ୟ ଲେଗ୍‌ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲିଶ କ୍ଲବ ଲିଭରପୁଲ ୪-୧…

ନାଡାଲଙ୍କ ବିଜୟ ଅଭିଯାନ

ମୋନାକୋ, ୧୮।୪- କ୍ଲେ କୋର୍ଟର ରାଜା ଭାବେ ପରିଚିତ ସ୍ପେନର ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ପ୍ରତିଯୋଗିତାରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ସିଜନରେ ନିଜର ପ୍ରଥମ କ୍ଲେ କୋର୍ଟ ମ୍ୟାଚ୍‌ ଖେଳିଥିବା ନାଡାଲ ପୁରୁଷ ସିଙ୍ଗଲ୍ସ…

ନିଆରା ଢଙ୍ଗରେ ପିତା ଓ୍ବାର୍ଣ୍ଣରଙ୍କୁ ଚିୟର କଲେ କୁନି ଝିଅ

ହାଇଦ୍ରାବାଦ, ୧୮।୪: ଆଇପିଏଲରେ ସନରାଇଜର୍ସ ହାଇଦ୍ରାବାଦ ଓ ଚେନ୍ନାଇସୁପର କିଙ୍ଗ୍ସ ମଧ୍ୟରେ ବୁଧବାର ଖେଳାଯାଇଥିବା ୩୩ତମ ମ୍ୟାଚରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରଥମେ ଫିଲ୍ଡିଂ କରୁଥିବା ହାଇଦ୍ରାବାଦ୍‌ ଟିମ୍‌ ପଡିଆକୁ ଆସିଥିଲା। ଦଳର ଖେଳାଳି ଡେଭିଡ୍‌ ଓ୍ବାର୍ଣ୍ଣର ମଧ୍ୟ…

ହାଇଦ୍ରାବାଦର ସହଜ ବିଜୟ

ହାଇଦ୍ରାବାଦ, ୧୮।୪ (ପି.ଟି.)- ଘରୋଇ ପରିବେଶରୁ ଫାଇଦା ଉଠାଇ କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୩ତମ ମ୍ୟାଚ୍‌ରେ ଟେବୁଲ ଟପ୍ପର ଚେନ୍ନାଇ ସୁପର କିଙ୍ଗ୍ସକୁ ୧୯ଟି ବଲ ବାକିଥାଇ ୬ ଉଇକେଟରେ ଅତି…

ରାୟୁଡୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବନି: ବିସିସିଆଇ

ନୂଆଦିଲ୍ଲୀ, ୧୮।୪(ପି.ଟି.)-  ବିଶ୍ୱକପ୍‌ ଦଳରେ ସ୍ଥାନ ନ ପାଇବା ପରେ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଟୁଇଟ୍‌ କରି ପରୋକ୍ଷରେ ଚୟନକର୍ତ୍ତାକୁ କଟୁ ସମାଲୋଚନା କରିଥିଲେ। ତେବେ ଏଥିପାଇଁ ରାୟୁଡୁଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି…

ଉପେକ୍ଷିତ ଖେଳାଳିଙ୍କୁ ଶାସ୍ତ୍ରୀଙ୍କ ସାନ୍ତ୍ୱନା

ଦୁବାଇ,୧୮।୪(ପି.ଟି.)- ଭାରତୀୟ ବିଶ୍ୱକପ୍‌ ଦଳ ଚୟନ ନେଇ ପୂର୍ବତନ ଅଲରାଉଣ୍ଡର ତଥା କୋଚ୍‌ ରବି ଶାସ୍ତ୍ରୀ ମୁହଁ ଖେଲିଛନ୍ତି। ବିଶ୍ୱକପ୍‌ ପାଇଁ ଏକ ୧୫ ବଦଳରେ ଏକ ୧୬ ଜଣିଆ ଶକ୍ତିଶାଳୀ ଦଳ ଚୟନ ହୋଇଥିଲେ ଭଲ ହୋଇଥାନ୍ତ ବୋଲି ସେ…

ବିଶ୍ୱକପ୍‌: କରୁଣାରତ୍ନେ ଶ୍ରୀଲଙ୍କା ଅଧିନାୟକ

କଲମ୍ବୋ,୧୮।୪(ପି.ଟି.)- ଆଗାମୀ ବିଶ୍ୱକପ୍‌ ପାଇଁ ଗୁରୁବାର ଶ୍ରୀଲଙ୍କା ଦଳ ଘୋଷଣା କରାଯାଇଛି। ତେବେ ଦଳ ଘୋଷଣା ହେବା ପୂର୍ବରୁ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗାଙ୍କଠାରୁ ନେତୃତ୍ୱ କାଢିନିଆଯାଇଛି। ତାଙ୍କ ସ୍ଥାନରେ ଟେଷ୍ଟ ଅଧିନାୟକ ଦିମୁଥ କରୁଣାରତ୍ନେ ଦଳର ଅଧିନାୟକ ନିଯୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri