ଖେଳ

ଡେଭିସ୍‌ କପ୍‌: ସୁରକ୍ଷା ପ୍ରତିଶ୍ରୁତି ଚାହିଁଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୩୧ା୭ (ପି.ଟି.)-ଡେଭିସ୍‌ କପ୍‌ ଖେଳିବା ଲାଗି ଭାରତୀୟ ଟେନିସ୍‌ ଖେଳାଳିମାନେ ପାକିସ୍ତାନ ଯିବା ଲାଗି ଆଗ୍ରହ ପ୍ରକାଶ କରିଛନ୍ତି। ମାତ୍ର ଇସ୍‌ଲାମାବାଦରେ ପହଞ୍ଚିବା ପୂର୍ବରୁ ସେମାନେ ସମସ୍ତ ପ୍ରକାର ସୁରକ୍ଷାଜନିତ ପ୍ରତିଶ୍ରୁତି ଚାହିଁଛନ୍ତି। ପାକିସ୍ତାନ ରାଜଧାନୀ ସହରରେ ଡେଭିସ୍‌ କପ୍‌…

ଗତ ଦଶନ୍ଧିରେ ଭାରତୀୟ ଫୁଟବଲ ଉନ୍ନତି କରିଛି: ଛେତ୍ରୀ

ନୂଆଦିଲ୍ଲୀ, ୩୧।୭(ପି.ଟି.)- ଗତ ୧୦ ବର୍ଷ ମଧ୍ୟରେ ଭାରତୀୟ ଫୁଟବଲର ଉନ୍ନତି ହୋଇଛି ବୋଲି ତାରକା ଫୁଟବଲର ସୁନୀଲ ଛେତ୍ରୀ କହିଛନ୍ତି। ତେବେ ଅନ୍ୟ ଶକ୍ତିଶାଳୀ ଏସୀୟ ଦେଶ ତୁଳନାରେ ଭାରତ ପଛରେ ରହିଛି। ଖାସ୍‌ କରି ତୃଣମୂଳ ସ୍ତରରେ ଓ…

ପୃଥ୍ବୀ ଡୋପ୍‌ ଟେଷ୍ଟରେ ବିଫଳ: ୮ ମାସ ବାସନ୍ଦ

ନୂଆଦିଲ୍ଲୀ,୩୧।୭(ପି.ଟି.)- ଉଦୀୟମାନ ଭାରତୀୟ ଓପନର ପୃଥ୍ବୀ ଶ’ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ଫଳରେ ତାଙ୍କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର କ୍ରିକେଟର ସବୁ ପ୍ରକାର ଫର୍ମାଟରୁ ୮ ମାସ ପାଇଁ ବାସନ୍ଦ କରିଛି। ଗତ ସୟଦ ମୁସ୍ତାକ୍‌…

ବଳାତ୍କାର ଅଭିଯୋଗ: ଫୁଟବଲ ସୁପରଷ୍ଟାର ନେମାରଙ୍କ ବିରୋଧରେ ତଦନ୍ତ ଶେଷ

ସାଓ ପାଉଲୋ,୩୦।୭(ଏଏଫ୍‌ପି)- ବ୍ରାଜିଲ ଫୁଟବଲ ସୁପରଷ୍ଟାର ନେମାରଙ୍କ ବିରୋଧରେ ଆସିଥିବା ବଳାତ୍କାର ଅଭିଯୋଗର ତଦନ୍ତ ଶେଷ ହୋଇଛି। ପ୍ରମାଣ ଅଭାବରୁ ବ୍ରାଜିଲ ପୋଲିସ ତଦନ୍ତ ଆଗକୁ ନ ବଢାଇ ଏଥିରେ ପୂର୍ଣ୍ଣଛେଦ ପକାଇଛି ସାଓ ପାଉଲୋ ଆଟର୍ଣ୍ଣି ଜେନେରାଲଙ୍କ କାର୍ଯ୍ୟାଳୟ ତରଫରୁ…

କୋହଲି, ଚୟନକର୍ତ୍ତାଙ୍କୁ ନେଇ ଗାଭାସ୍କରଙ୍କ ସହ ମଞ୍ଜରେକରଙ୍କ ଅସହମତି

ନୂଆଦିଲ୍ଲୀ,୩୦।୭(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଚୟନକର୍ତ୍ତାଙ୍କୁ ନେଇ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଞ୍ଜରେକର ଭିନ୍ନ ମତ ପୋଷଣ କରିଛନ୍ତି। ଗାଭାସ୍କରଙ୍କ ମତସହ ଏକମତ ନୁହଁ ବୋଲି ମଞ୍ଜରେକର କହିଛନ୍ତି। କୋହଲିଙ୍କୁ ଅଧିନାୟକ…

ଆଇସିସି ଏଲିଟ୍‌ ଅମ୍ପାୟର ପ୍ୟାନେଲରେ ଗଫ୍‌, ଓ୍ବିଲସନ୍‌

ଦୁବାଇ, ୩୦।୭ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଏହାର ଏଲିଟ୍‌ ଅମ୍ପାୟର ପ୍ୟାନେଲରେ ମଙ୍ଗଳବାର ୨ଜଣ ନୂଆ ସଦସ୍ୟଙ୍କୁ ସାମିଲ କରିଛି। ଏହି ଦୁଇଜଣ ହେଲେ ଇଂଲଣ୍ଡ ମାଇକେଲ୍‌ ଗଫ୍‌ ଓ ଓ୍ବେଷ୍ଟଇଣ୍ଡିଜର ଜୋଏଲ୍‌ ଓ୍ବିଲସନ। ବାର୍ଷିକ ରିଭ୍ୟୁ ଓ…

ଥାଇଲାଣ୍ଡ୍‌ ଓପନ୍‌: ମୁଖ୍ୟ ପର୍ଯ୍ୟାୟରେ ସୌରଭ, ସାଇ

ବ୍ୟାଙ୍କକ୍‌, ୩୦।୭ (ପି.ଟି.)- ଭାରତୀୟ ଶଟ୍‌ଲର ସୌରଭ ବର୍ମା ଓ ସାଇ ଉତ୍ତେଜିଥା ରାଓ ଥାଇଲାଣ୍ଡ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ମୁଖ୍ୟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଏଠାରେ ଅନୁଷ୍ଠିତ ଯୋଗ୍ୟତା ପର୍ଯ୍ୟାୟରେ ସୌରଭ ଓ ସାଇ ଯଥାକ୍ରମେ ପୁରୁଷ ଓ…

ପ୍ରଜନେଶଙ୍କ ବିଜୟ ଅଭିଯାନ

ଲସ୍‌ କାବୋସ (ମେକ୍ସିକୋ), ୩୦।୭ (ପି.ଟି.)- ଭାରତର ଶ୍ରେଷ୍ଠ ସିଙ୍ଗଲ୍ସ ଟେନିସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ଏଠାରେ ଅନୁଷ୍ଠିତ ଏଟିପି ଲସ୍‌ କାବୋସ ଇଭେଣ୍ଟରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବିଶ୍ୱ ମାନ୍ୟତାର ୯୦ତମ ସ୍ଥାନରେ ରହିଥିବା ଏହି ବାମହାତୀ ଖେଳାଳି…

‘ଖୁବ୍‌ଶିଘ୍ର କ୍ରିକେଟରଙ୍କ ସ୍ତ୍ରୀ ବ୍ୟାଟିଂ, ବୋଲିଂ କରିବେ’

ମୁମ୍ବାଇ, ୩୦।୭: ଭାରତୀୟ କ୍ରିକେଟ ଦଳ ଏକ ସମ୍ପୂର୍ଣ୍ଣ ସିରିଜ୍‌ ଖେଳିବା ପାଇଁ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ କରିଛି। ଏହାପୂର୍ବରୁ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଅଧିନାୟକ ବିରାଟ କୋହଲିଙ୍କୁ ବିଭିନ୍ନ ପ୍ରଶ୍ନର ସାମ୍ନା କରିବାକୁ ପଡିଥିଲା। ଏବେ ଭାରତୀୟ କ୍ରିକେଟର୍ସ ସ୍ତ୍ରୀଙ୍କ…

ଥାଇଲାଣ୍ଡ ଓପନ୍‌ରୁ ଓହରିଲେ ସିନ୍ଧୁ

ବ୍ୟାଙ୍କକ୍‌, ୩୦।୭ (ପି.ଟି.)- ଶ୍ରେଷ୍ଠ ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ମଙ୍ଗଳବାରଠାରୁ ଏଠାରେ ଆରମ୍ଭ ହୋଇଥିବା ବିଡବ୍ଲ୍ୟୁଏଫ୍‌ ସୁପର୍‌ ୫୦୦ ଇଭେଣ୍ଟରୁ ଓହରି ଯାଇଛନ୍ତି। ବୁଧବାରଠାରୁ ମୁଖ୍ୟ ପର୍ଯ୍ୟାୟ ଆରମ୍ଭ ହେବାକୁ…

ପିଲାଦିନର ବାନ୍ଧବୀଙ୍କୁ ବିବାହ କରିଥିଲେ ଏହିସବୁ ଭାରତୀୟ କ୍ରିକେଟର୍‌

ଭାରତୀୟ କ୍ରିକେଟରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ହେବା କିଛି ନୂଆ କଥା ନୁହେଁ। କେତେବେଳେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ନାଁ ଯୋଡା ହେଲାଣି ତ ଆଉ କେତେବେଳେ କୌଣସି ବ୍ୟବସାୟୀଙ୍କ ଝିଅ ସହ ବିବାହ ଖବରକୁ ନେଇ ଚର୍ଚ୍ଚା…

ଦିନେ ପଡିଆରେ କ୍ୟାମେରା ଅପରେଟର ଭାବେ କାର୍ଯ୍ୟ କରୁଥିଲେ, ଏବେ ଅଷ୍ଟ୍ରେଲିଆ ପକ୍ଷରୁ ଖେଳିବେ ଆସେସ୍‌ ସିରିଜ୍‌

ସିଡନୀ, ୩୦।୯: କୁହାଯାଏ, ସମୟ କେତେବେଳେ କାହାକୁ କୋଉଠି ନେଇ ପହଞ୍ଚାଏ ତାହା କହିବା ମୁସ୍କିଲ। ସେମିତି ଏକ ଘଟଣା ଘଟିଛି ଅଷ୍ଟ୍ରେଲିଆରେ। ୯ ବର୍ଷ ପୂର୍ବରୁ ଏକ ଚ୍ୟାନେଲ ପାଇଁ ପଡିଆରେ କ୍ୟାମେରା ଅପରେଟର ଭାବେ କାର୍ଯ୍ୟ କରୁଥିବା ମାର୍ନସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?