ଏସିଆନ ଚାମ୍ପିୟନଶିପ୍ ଭାରତୀୟ ଦଳରେ ଦୂତୀ, ପୂର୍ଣ୍ଣିମା
ନୂଆଦିଲ୍ଲୀ, ୧୮ା୪ (ପି.ଟି.)-ଦୋହାଠାରେ ଏପ୍ରିଲ ୨୧ରୁ ଆରମ୍ଭ ହେବାକୁଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍ ପାଇଁ ବୁଧବାର ଚୂଡ଼ାନ୍ତ ୪୩ ଜଣିଆ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ଦୂତୀ ଚାନ୍ଦ ଓ ପୂର୍ଣ୍ଣିମା ହେମ୍ବ୍ରମ ସ୍ଥାନ ପାଇଛନ୍ତି। ଦୂତୀ ମହିଳା ୧୦୦…
ଟିକସ ଫାଙ୍କି ମାମଲାରେ କୋଷ୍ଟା
ମାଡ୍ରିଡ, ୧୮ା୪ (ଏଏଫ୍ପି)- ସଦ୍ୟତମ ଫୁଟ୍ବଲ ଷ୍ଟାର ଖେଳାଳି ହିସାବରେ ଆଟ୍ଲେଟିକେ ମାଡ୍ରିଡ୍ ଷ୍ଟ୍ରାଇକର ଡିଏଗୋ କୋଷ୍ଟା ଟିକସ ଫାଙ୍କି ମାମଲାରେ ଫସିଛନ୍ତି। ‘ଇମେଜ୍-ରାଇଟ୍’ ବାବଦରେ ସେ ଯେତିକି ଟିକସ ଦେବା କଥା ତାହାର ସେ ଖିଲାପ କରିଛନ୍ତି। ସେ ୨୦୧୪ରୁ…
ଏହି ଖେଳାଳିଙ୍କୁ ଟିମ୍ ଇଣ୍ଡିଆରେ ମିଳିଲାନି ଏଣ୍ଟ୍ରି : ମୁହଁ ଖୋଲିଲେ ଗମ୍ଭୀର
ଇଂଲଣ୍ଡରେ ହେବାକୁ ଥିବା ଆଗାମୀ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆ ଘୋଷଣା ହୋଇଛି। ଲଗାତାର ଟିମ୍ରେ ଖେଳି ଆସୁଥିବା ରିଷଭ୍ ପନ୍ତ ଏବଂ ଅବନ୍ତି ରାୟଡୁଙ୍କୁ ଦଳରୁ ବାହାର କରି ଦିଆଯାଇଛି। ଏହି ଦୁଇ ଖେଳାଳିଙ୍କୁ ନେଇ ଖେଳପ୍ରେମୀଙ୍କ ମଧ୍ୟରେ ଜୋର…
ଜିମ୍ବାଓ୍ବେର କ୍ଲିନସୁଇପ୍
ହରାରେ, ୧୭।୪- ଭ୍ରମଣକାରୀ ୟୁଏଇ ବିପକ୍ଷରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୪ର୍ଥ ଦିନିକିଆ ମ୍ୟାଚ୍କୁ ଜିମ୍ବାଓ୍ବେ ୩ ଉଇକେଟ୍ରେ ଜିତିନେଇଛି। ପ୍ରଥମେ ବ୍ୟାଟିଂ କରି ୟୁଏଇ ୧୭୫ ରନ ଅଲ୍ଆଉଟ୍ ହୋଇଥିଲା। ତେବେ ବର୍ଷା କାରଣରୁ ଜିମ୍ବାଓ୍ବେ ୩୦…
କୁମାର ଭରତ ‘ଭୁବନେଶ୍ୱର କୁମାର’
ପୁରୁଣା ଭୁବନେଶ୍ୱର, ୧୭।୪(ଡି.ଏନ.ଏ.)- ରାମେଶ୍ୱର କ୍ଲବ ଆନୁକୂଲ୍ୟରେ ‘ଭୁବନେଶ୍ୱର କୁମାର’ ଜିଲା ସ୍ତରୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱରର ବିଭିନ୍ନ ଜିମ୍ନାସିୟମ ଓ କ୍ଲବର ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ରାଜ୍ୟ ସୁନ୍ଦରସ୍ବାସ୍ଥ୍ୟ ସଂଘର ସଭାନେତ୍ରୀ ସୁମିତ୍ରା ତ୍ରିପାଠୀ,…
ଜାତୀୟ ଜୁନିୟର ବାଳିକା ଫୁଟବଲ: ସଙ୍ଗୀତା ଓଡ଼ିଶା ଦଳର ନେତୃତ୍ୱ ନେବେ
ଭୁବନେଶ୍ୱର, ୧୭।୪(କ୍ରୀଡ଼ା ପ୍ରତିନିଧି)- ମହାରାଷ୍ଟ୍ରର କୋହ୍ଲାପୁରଠାରେ ଜାତୀୟ ଜୁନିୟର ବାଳିକା ଫୁଟବଲ ଚାମ୍ପିୟନଶିପ୍ ଚଳିତମାସ ୨୦ରୁ ମେ ୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ମଙ୍ଗଳବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଭୁବନେଶ୍ୱର ସ୍ପୋଟର୍ସ ହଷ୍ଟେଲର ସଙ୍ଗୀତା ଦାସ…
ଏଏଫସି କପ୍ ଉପରେ ଚେନ୍ନାଇନ୍ର ନଜର
ଅହମ୍ମଦାବାଦ, ୧୭।୪(ପି.ଟି.)- ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ସୁପର କପ୍ ଫୁଟବଲ ଟାଇଟଲକୁ ଅଳ୍ପକେ ହାତଛଡ଼ା କରିଥିବା ଚେନ୍ନାଇନ୍ ଏଫସି ଏବେ ଏଏଫସି କପ୍ ଉପରେ ନଜର ପକାଇଛି ।ଦଳ ବୁଧବାର ଏଠାରେ ନିଜର ଦ୍ୱିତୀୟ ଗ୍ରୁପ୍ ମ୍ୟାଚରେ ନେପାଳି ଦଳ…
ଆଇପିଏଲ୍: ପଞ୍ଜାବ ୧୨ ରନରେ ବିଜୟୀ
ମୋହାଲି,୧୭।୪(ପି.ଟି.)- ଘରୋଇ ପରିବେଶରୁ ଫାଇଦା ଉଠାଇ କିଙ୍ଗ୍ସ ଇଭେଭେନ ପଞ୍ଜାବ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୩୨ତମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସକୁ ୧୨ ରନରେ ପରାସ୍ତ କରିଛି। ଏଥିସହିତ ପଞ୍ଜାବ ୯ଟି ମ୍ୟାଚ୍ ଖେଳି ୫ ବିଜୟ ଓ…
ହେନେରିକ୍ସ ଆହତ
ମୋହଲି,୧୭।୪(ପି.ଟି.)- ଅଷ୍ଟ୍ରେଲିଆ ଅଲରାଉଣ୍ଡର ମୋଇସେସ୍ ହେନେରିକ୍ସ ଇଞ୍ଜୁରିର ଶିକାର ହୋଇଛନ୍ତି। ଫଳରେ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରେ କିଙ୍ଗ୍ସ ଏକାଦଶ ପଞ୍ଜାବ ପାଇଁ ତାଙ୍କର ପଦାର୍ପଣ ବିଳମ୍ବିତ ହୋଇଛି। ସେ ଗୋଇଠିରେ ଆଘାତ ପାଇଛନ୍ତି। ମଙ୍ଗଳବାର ସେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ…
ମିଥାଲି ଭାରତୀୟ ଦଳ ଗୁଡଓ୍ବିଲ୍ ଆମ୍ବାସାଡର
ନୂଆଦିଲ୍ଲୀ, ୧୭।୪(ପି.ଟି.)- ଅଭିଜ୍ଞ ମହିଳା କ୍ରିକେଟର ମିଥାଲି ରାଜ ଷ୍ଟ୍ରିଟ୍ ଚାଇଲ୍ଡ ଓ୍ବାଲର୍ଡ କପ୍ ପାଇଁ ଭାରତୀୟ ଦଳର ଗୁଡଓ୍ବିଲ ଆମ୍ବାସାଡର ବା ସଦ୍ଭାବନା ରାଜଦୂତ ନିଯୁକ୍ତ ହୋଇଛନ୍ତି। ଭାରତୀୟ ମହିଳା ଦିନିକିଆ ଦଳ ଅଧିନାୟିକା ମିଥାଲି ଓ ପୂର୍ବତନ ଅଧିନାୟକ…
ବହୁଦିନର ସ୍ବପ୍ନ ପୂରଣ ହୋଇଛି: କାର୍ତ୍ତିକ
କୋଲକାତା, ୧୬।୪(ପି.ଟି.)- ଯୁବ ଉଇକେଟ୍ କିପର ରିଷଭ ପନ୍ତଙ୍କୁ ପଛରେ ପକାଇ ଭେଟେରାନ ଦୀନେଶ କାର୍ତ୍ତିକ ଆସନ୍ତା ଆଇସିସି ବିଶ୍ୱକପ୍ ଲାଗି ଭାରତୀୟ ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। ନିଜର ଉଇକେଟ୍-କିପିଂ ଦକ୍ଷତା ବଳରେ ବିରାଟ କୋହଲିଙ୍କ ନେତୃତ୍ୱରେ ଘୋଷିତ…
ଭାରତୀୟ ଦଳ ସହ ଗସ୍ତ କରିବେ ୪ ନେଟ୍ ବୋଲର
ନୂଆଦିଲ୍ଲୀ, ୧୬।୪- ଆଇସିସି ବିଶ୍ୱକପ୍ ଲାଗି ସୋମବାର ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା। ତେବେ ବିଶ୍ୱକପ୍ ସମୟରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ନେଟ୍ସରେ ବୋଲିଂ ସହାୟତା କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…
Archives


