ଖେଳ

ବାଧାଦୌଡ଼ ବିଶ୍ୱ ରେକର୍ଡ ଭାଙ୍ଗିଲେ ମହମ୍ମଦ

ଡେସ ମୋଇନେସ(ଆମେରିକା),୨୯।୭(ଏଏଫ୍‌ପି)- ଅଲିମ୍ପିକ୍‌ ଚାମ୍ପିୟନ ଦାଲିଲା ମହମ୍ମଦ ଦୀର୍ଘଦିନ ହେଲା ତିଷ୍ଠି ରହିଥିବା ରେକର୍ଡ ଭଙ୍ଗ କରିଛନ୍ତି। ୟୁଏସ୍‌ ଚାମ୍ପିୟନଶିପ ୪୦୦ ମିଟର ମହିଳା ବାଧାଦୌଡ଼ ଇଭେଣ୍ଟରେ ସେ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ଡ୍ରାକ ଷ୍ଟାଡିୟମ୍‌ରେ ରବିବାର ଅନୁଷ୍ଠିତ ଇଭେଣ୍ଟରେ…

ପ୍ରଥମ କ୍ରିକେଟର ଏଲିସେ ପେରି

ବ୍ରିଗଟନ,୨୯।୭(ପିଟି)- ଟି୨୦ ଫର୍ମାଟ୍‌ରେ ୧ ହଜାର ରନ୍‌ ଓ ୧୦୦ ଉଇକେଟ ନେବାରେ ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଏଲିସେ ପେରି ବିଶ୍ୱର ପ୍ରଥମ କ୍ରିକେଟର। ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ପେରି ୪୭ ରନ୍‌ର ଅପରାଜିତ ଇନିଂସ ଖେଳିବା…

ଧୋନୀଙ୍କୁ ସାଲ୍ୟୁଟ୍‌ କଲେ କଟ୍ରେଲ

ନୂଆଦିଲ୍ଲୀ,୨୯।୭(ପିଟି)- ଓ୍ବେଷ୍ଟଇଣ୍ଡିଜ ପେସର ଶେଲ୍ଡନ କଟ୍ରେଲ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ୨୦୧୧ ବିଶ୍ୱକପ୍‌ ଚାମ୍ପିୟନ ଅଧିନାୟକ ଏବେ ୧୦୬ ଟେରିଟୋରିଆଲ ଆର୍ମି ବାଟାଲିୟନରେ ସମ୍ମାନଜନକ ଲ୍ୟୁଟ୍‌ନାଣ୍ଟ କଲୋନେଲ ଭାବେ ଡ୍ୟୁଟି କରି ଦେଶ…

ଦୃଷ୍ଟିହୀନ କ୍ରିକେଟ୍‌ ସିରିଜ, ରମେଶଙ୍କ ଶତକ: ଭାରତର କ୍ଲିନ୍‌ ସୁଇପ୍‌

ଭୁବନେଶ୍ୱର, ୨୯।୭(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ଅତି ଚମତ୍କାର ପ୍ରଦର୍ଶନ ସହ ଏହାର ଜାମାଇକା ଅଭିଯାନ ଶେଷ କରିଛି। ରବିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୦ ଉଇକେଟରେ ଜାମାଇକାକୁ ପରାସ୍ତ କରିଛି। ଫଳରେ ଏକଦିବସୀୟ ସିରିଜକୁ…

ନିଆରା କ୍ରୀଡ଼ା ପ୍ରତିଭା ମଧୁସ୍ମିତା

ବନ୍ତ, ୨୯।୭ (ଡି.ଏନ.ଏ.)- ଭଦ୍ରକ ଜିଲା ବରପଦାସ୍ଥିତ ବିଆଇଇଟି କଲେଜର ଡିପ୍ଲୋମା କମ୍ପ୍ୟୁଟର ସାଇନ୍ସର ୩ୟ ବର୍ଷର ଛାତ୍ରୀ ମଧୁସ୍ମିତା ମିଶ୍ର(୧୮) ହ୍ୟାଣ୍ଡବଲ, ସାଇକେଲ ପୋଲୋ, ନେଟ୍‌ବଲ୍‌, ରଗ୍‌ବୀ ଫୁଟବଲ, ଥ୍ରୋବଲ, ସିପକ୍‌ ଟାକ୍ର, ଆତିଆପାତିଆ ଭଳି ବିଭିନ୍ନ କ୍ରୀଡ଼ାରେ ପ୍ରତିଭା…

ହରିୟାଣା ଷ୍ଟିଲର୍ସକୁ ହରାଇଲା ଦବଙ୍ଗ ଦିଲ୍ଲୀ

ମୁମ୍ବାଇ, ୨୯।୭(ପି.ଟି.)- ଚଳିତ ପ୍ରୋ କବାଡ଼ି ଲିଗ୍‌ରେ ଦବଙ୍ଗ ଦିଲ୍ଲୀର ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ହରିୟାଣା ଷ୍ଟିଲର୍ସକୁ ୪୧-୨୧ ପଏଣ୍ଟରେ ପରାସ୍ତ କରିଛି। ସମ୍ପୂର୍ଣ୍ଣ ଏକପାଖିଆଭାବେ ଶେଷ ହୋଇଥିବା ମ୍ୟାଚରେ ଦିଲ୍ଲୀ ପକ୍ଷରୁ…

୫୫ ବର୍ଷ ପରେ ପାକିସ୍ତାନ ଗସ୍ତ: ଅଗଷ୍ଟ ୫ରେ ଭାରତୀୟ ଡେଭିସ୍‌ କପ୍‌ ଦଳ ଘୋଷଣା

କୋଲକାତା, ୨୯।୭(ପି.ଟି.)- ସେପ୍ଟେମ୍ବର ୧୪ ଓ ୧୫ରେ ପାକିସ୍ତାନର ଇସ୍‌ଲାମାବାଦ୍‌ଠାରେ ଏସିଆ/ଓସେନିଆ ଡେଭିସ୍‌ କପ୍‌ ମ୍ୟାଚ୍‌ (ଗ୍ରୁପ୍‌-୧) ଅନୁଷ୍ଠିତ ହେବ। ଏଥିଲାଗି ଗୋଟିଏ ମାସ ପୂର୍ବରୁ ଅର୍ଥାତ୍‌ ଅଗଷ୍ଟ ୫ରେ ଭାରତୀୟ ଦଳ ଘୋଷଣା କରାଯିବ ବୋଲି ସର୍ବଭାରତୀୟ ଟେନିସ୍‌ ଆସୋସିଏଶନ…

ଅଲିମ୍ପିକ୍‌ ବକ୍ସିଂ: ପ୍ରଶିକ୍ଷଣ ଦେବା ପାଇଁ ବିଦେଶୀ କୋଚ୍‌ ଭାରତ ଆସିବେ

ନୂଆଦିଲ୍ଲୀ,୨୯।୭(ପି.ଟି.)- ଅଲିମ୍ପିକ୍ସ ପାଇଁ ଭାରତୀୟ ବକ୍ସରମାନେ ପ୍ରଶିକ୍ଷଣ ନେବାକୁ ବିଦେଶ ଯିବା ଅତି ସାଧାରଣ କଥା। ଏବେ ଏହି ପ୍ରଥାରେ ପରିବର୍ତ୍ତନ ହେବ। ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ୨୦୨୦ ଅଲିମ୍ପିକ୍ସ କ୍ୱାଲିଫାୟରରେ ଅଂଶଗ୍ରହଣ କରିବାକୁ ଥିବା ବକ୍ସରମାନେ ଏଥର…

କଳିଙ୍ଗରେ ଫିଫା ଓ୍ବାଲର୍‌ଡ ଟୁର୍‌ କ୍ୱାଲିଫାୟର

ଭୁବନେଶ୍ୱର,୨୯।୭(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ୩ ଓ ୪ ତାରିଖରେ ଫିଫା ଓ୍ବାଲର୍‌ଡ ଟୁର କ୍ୱାଲିଫାୟର ରାଉଣ୍ଡ ଖେଳାଯିବ। ଦେଶର କ୍ରୀଡ଼ା ରାଜଧାନୀ ରୂପେ ପରିଚିତ ଭୁବନେଶ୍ୱରରେ ଭାରତର ସର୍ବବୃହତ୍‌ ଇ-ସ୍ପୋଟର୍‌ସ ଟୁର୍ନାମେଣ୍ଟ ଆୟୋଜନ ହେବ। ଟୁର୍ନାମେଣ୍ଟର ମୋଟ…

ଦିନିକିଆ ସିରିଜ ଜିତିଲା ଶ୍ରୀଲଙ୍କା

କଲମ୍ବୋ, ୨୯।୭- ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୩୨ଟି ବଲ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଏଥିସହିତ ୩ ମ୍ୟାଚ୍‌ ବିଶିଷ୍ଟ ଏହି ଦିନିକିଆ ସିରିଜରେ ଶ୍ରୀଲଙ୍କା ୨-୦ରେ ଅଗ୍ରଣୀ ହେବା…

ପ୍ରେସିଡେଣ୍ଟ କପ୍‌ ବକ୍ସିଂ: ମେରୀକମ୍‌, ସିମରନଜିତଙ୍କୁ ସ୍ବର୍ଣ୍ଣ ପଦକ; ୭ ସ୍ବର୍ଣ୍ଣ ସହ ଭାରତକୁ ମୋଟ ୯ ପଦକ

ନୂଆଦିଲ୍ଲୀ,୨୯।୭(ପି.ଟି.)- ୬ ଥର ବିଶ୍ୱଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିଥିବା ଅଭିଜ୍ଞ ଭାରତୀୟ ମହିଳା ବକ୍ସର ମେରୀକମ ଓ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ୍‌ ପଦକ ବିଜେତା ସିମରନଜିତ କୌର ଆଉ ଏକ ବିଶ୍ୱସ୍ତରୀୟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଇଣ୍ଡୋନେସିଆର ଲାବୁଆନ…

ଭର୍ଷ୍ଟାପେନଙ୍କୁ ସିଜନର ଦ୍ୱିତୀୟ ଟାଇଟଲ

ହକେନହିମ୍‌ (ଜର୍ମାନୀ), ୨୯ା୭-ରେଡ୍‌ବୁଲର ମାକ୍ସ ଭର୍ଷ୍ଟାପେନ୍‌ ଜର୍ମାନ ଫର୍ମୁଲାଓ୍ବାନ ମୋଟର ରେସ୍‌ ଗ୍ରଁାପ୍ରି ଜିତିିଛନ୍ତି। ଚଳିତ ସିଜନରେ ଏହା ହେଉଛି ତାଙ୍କର ଦ୍ୱିତୀୟ ଏବଂ କ୍ୟାରିୟରର ୭ମ ଟାଇଟଲ। ଏହି ୨୧ ବର୍ଷୀୟ ଡଚ୍‌ ଡ୍ରାଇଭର ୪ଥର ବିଶ୍ୱ ଚାମ୍ପିୟନ ଫେରାରିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?