ଖେଳ

ଡୋପିଂ: ନିଜକୁ ନିର୍ଦ୍ଦୋଷ ବୋଲି ପ୍ରମାଣ କରିବେ ଜ୍ୟାକ୍‌

ମେଲବୋର୍ନ,୨୮ା୭ (ଏଏଫ୍‌ପି)-ରିଲେ ବିଶ୍ୱରେକର୍ଡ ଅଧିକାରିଣୀ ଶାୟନା ଜ୍ୟାକ୍‌ ନିଜକୁ ଦୋଷମୁକ୍ତ ବୋଲି ପ୍ରମାଣ କରିବେ ବୋଲି କହିଛନ୍ତି। ଅଷ୍ଟ୍ରେଲିଆର ଏହି ଆଥଲେଟ୍‌ ଏକ ନିଷିଦ୍ଧ ଦ୍ରବ୍ୟଯୁକ୍ତ ଡ୍ରଗ୍ସ ସେବନ କରିଥିବା ଡୋପ୍‌ ଟେଷ୍ଟ ବେଳେ ଜଣାପଡ଼ିଥିଲା। ଏହି ଡ୍ରଗ୍ସକୁ ମାଂସପେଶୀକୁ ବଳିଷ୍ଠ…

ଖେଳାଳିଙ୍କ ସହ ଗମ୍ଭୀର ଆଲୋଚନା କରିଥିଲେ ବେଲିସ୍‌

ଲଣ୍ଡନ, ୨୮।୭ (ଏଏଫ୍‌ପି)-ଆୟର୍ଲାଣ୍ଡ ବିପକ୍ଷ ଟେଷ୍ଟ ପରାଜୟରୁ ବର୍ତ୍ତିଯିବା ପରେ ଇଂଲଣ୍ଡ କୋଚ୍‌ ଟ୍ରେଭର ବେଲିସ ଟେଷ୍ଟ ଖେଳାଳିଙ୍କ ସହ ‘ଗମ୍ଭୀର ଆଲୋଚନା’ କରିଥିବା ସ୍ବୀକାର କରିଛନ୍ତି। ୪ ଦିବସୀୟ ଏହି ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ବିଶ୍ୱ ଚାମ୍ପିୟନ ଇଂଲଣ୍ଡ…

ସୋନପୁର ପ୍ରିମିୟର ଫୁଟବଲ ଲିଗ: ଯତୀନ୍‌ ଫାଇଟର ଚାମ୍ପିୟନ

ସୋନପୁର,୨୮ା୭(ନି.ପ୍ର.):ଯତୀନ୍‌ ଫାଇଟର ସୋନପୁର ପ୍ରିମିୟର ଫୁଟବଲ ଲିଗ୍‌ ଚାମ୍ପିୟନ ହୋଇଛି। ସୋନପୁର ବୁଢି ସମଲେଇ ଫୁଟବଲ କ୍ଲବ ପକ୍ଷରୁ ସ୍ଥାନୀୟ କଲେଜ ପଡିଆରେ ଚାଲିଥିବା ଲିଗ୍‌ର ରବିବାର ଥିଲା ବହୁ ପ୍ରତିକ୍ଷିତ ଫାଇନାଲ ମ୍ୟାଚ୍‌। ଯତୀନ୍‌ ଫାଇଟର ଓ ସୁରେଶ୍ୱରୀ ୱାରିୟର୍ସ…

ଅଲିମ୍ପିକ୍ସରେ ମୁସଲମାନ ଖେଳାଳିଙ୍କ ପାଇଁ ମୋବାଇଲ ମସଜିଦ୍‌

ଟୋକିଓ:ଏଥର ଟୋକିଓ ଅଲିମ୍ପିକ୍ସରେ ମୁସଲମାନ ଖେଳାଳିଙ୍କ ପାଇଁ ନମାଜ ପଢିବାକୁ ମୋବାଇଲ ମସଜିଦ ବ୍ୟବସ୍ଥା କରାଯାଉଛି। ଏହି ମସଜିଦ ଷ୍ଟାଡିୟମ ବାହାରେ ରଖାଯିବ। ସେଥିରେ ହାତ ଧୋଇବା ବସିବା ଲାଗି ମ୍ୟାଟ ବ୍ୟବସ୍ଥା ବି କରାଯାଇଛି। ଏହାକୁ ଟୋକିଓ ସ୍ପୋର୍ଷ୍ଟ ଆଣ୍ଡ୍‌…

ମେରୀକମଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୮।୭(ପିଟି)- ଛ’ ଥର ବିଶ୍ୱ ଚାମ୍ପିୟନ ମହିଳା ବକ୍ସର ଏମ୍‌.ସି. ମେରୀକମ୍‌ ଇଣ୍ଡୋନେସିର ଲାବୁଆନ ବାଜୋଠାରେ ଚାଲିଥିବା ୨୩ତମ ପ୍ରେସିଡେଣ୍ଟ କପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୫୧ କିଗ୍ରା ବର୍ଗର ଫାଇନାଲରେ ଅଲିମ୍ପିକ୍‌ ବ୍ରୋଞ୍ଜ ପଦକ ବିଜେତା ୫-୦ ବ୍ୟବଧାନରେ…

ବିରାଟଙ୍କ କବାଡି ଟିମ୍‌

ନୂଆଦିଲ୍ଲୀ, ୨୮।୭: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟ ଛାଡି ଏବେ କବାଡି ଖେଳ ପ୍ରତି ମନବଳାଇଛନ୍ତି। ଶନିବାର ପ୍ରୋ କବାଡି ଲିଗ୍‌ର ଏକ ମ୍ୟାଚ୍‌ ଦେଖିବାକୁ ଯାଇଥିବା ବିରାଟ ମ୍ୟାଚ୍‌ ପରେ ଭାରତୀୟ କ୍ରିକେଟ ଦଳର କିଛି…

ଟିମ୍‌ ଇଣ୍ଡିଆର ଓ୍ବେଷ୍ଟଇଣ୍ଡିଜ ଗସ୍ତ ପୂର୍ବରୁ ହେବ ନାହିଁ ଖବରଦାତା ସମ୍ମିଳନୀ

ମୁମ୍ବାଇ, ୨୮।୭- ଭାରତୀୟ ଦଳ ସର୍ବଦା ବିଦେଶ ଗସ୍ତରେ ଯିବା ପୂର୍ବରୁ ସାମ୍ବାଦିକ ସମ୍ମିଳନୀରେ ଯୋଗଦିଏ। କିନ୍ତୁ ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ଗସ୍ତ ପୂର୍ବରୁ ସାମ୍ବାଦିକ ସମ୍ମିଳନୀରେ ଯୋଗଦେବେ ନାହିଁ। ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଯୋଗୁ ଏହା ସମ୍ଭବ…

ଇଂଲଣ୍ଡରେ ରହିବାକୁ ଯୋଜନା କରୁଛନ୍ତି ଅମିର

କରାଚୀ, ୨୮।୭- ନିକଟରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ବାମହାତୀ ପେସର ମହମ୍ମଦ ଅମିର ଏବେ ବ୍ରିଟିଶ ସ୍ଥାୟୀ ବାସିନ୍ଦା ହେବା ପାଇଁ ଉଦ୍ୟମ ଚଲାଇ ଥିବା ସୂତ୍ରରୁ ଜଣାପଡ଼ିଛି। ଅମିର ୨୦୧୬ ସେପ୍ଟେମ୍ବରରେ ଜଣେ ବ୍ରିଟିଶ ମହିଳାଙ୍କୁ ବିବାହ କରିଥିଲେ।…

ମନ ଜିତିଲେ ବିରାଟ

ନୂଆଦିଲ୍ଲୀ, ୨୮।୭- ମୁମ୍ବାଇର ବରେଲିସ୍ଥିତ ଏନ୍‌ଏସ୍‌ସିଆଇ ଡୋମଠାରେ ଶନିବାର ୟୁ ମୁମ୍ବା ଓ ପୁନେରି ପଲଟନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଇଥିଲେ। ମ୍ୟାଚ୍‌ ପୂର୍ବରୁ କୋହଲି ଜାତୀୟ ସଙ୍ଗୀତ…

ଯୁବିଙ୍କ ଦମ୍‌ରେ ଜିତିଲା ଟରୋଣ୍ଟୋ

ନୂଆଦିଲ୍ଲୀ,୨୮।୭(ପିଟି)- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ (ଯୁବି) ବିସ୍ଫୋରକ ବ୍ୟାଟିଂ ଯୋଗୁ ଟରୋଣ୍ଟୋ ନ୍ୟାଶନାଲ୍ସ ଚଳିତ ଗ୍ଲୋବାଲ ଟି୨୦ କାନାଡା ଲିଗ୍‌ରେ ପ୍ରଥମ ବିଜୟ ହାସଲ କରିଛି। ବ୍ରମ୍ପଟନଠାରେ ଶନିବାର ଏଡ୍‌ମଣ୍ଟନ ରୟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଯୁବି ୨୧…

କେବୁଲ କାର୍‌ରୁ ଡେଇଁଲେ ଦୁଇ ଭାରତୀୟ ଫୁଟବଲର

ପଣଜୀ,୨୮।୭- ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ଦୁଇ ସଦସ୍ୟ ଗୁରୁତର ଆହତ ହେବାରୁ ବର୍ତ୍ତିଯାଇଛନ୍ତି। ତୁର୍କି ଗସ୍ତରେ ଥିବା ଭାରତୀୟ ଦଳ ଶନିବାର ସ୍ଥାନୀୟ କ୍ଲବ ସହ ଏକ ମ୍ୟାଚ୍‌ ଖେଳିବା ପରେ କୋଚ୍‌ ଫ୍ଲଏଡ ପିଣ୍ଟୋ ଖେଳାଳିଙ୍କୁ ଗୋଟିଏ…

ପାକିସ୍ତାନ ଗସ୍ତ କରିବ ଭାରତ

ନୂଆଦିଲ୍ଲୀ, ୨୮।୭- ଭାରତୀୟ ଡେଭିସ କପ୍‌ ଦଳ ଦୀର୍ଘ ୫୫ ବର୍ଷ ପରେ ପାକିସ୍ତାନ ଗସ୍ତ କରିବାକୁ ଯାଉଛି। ଏ ନେଇ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ସାଧାରଣ ସମ୍ପାଦକ ହିରନମୟ ଚାଟାର୍ଜୀ ରବିବାର ସ୍ପଷ୍ଟ କରିଛନ୍ତି। ଆମେ ପାକିସ୍ତାନ ଗସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?