ଖେଳ

ଥାଇଲାଣ୍ଡ ଅନ୍ତର୍ଜାତୀୟ ବକ୍ସିଂ : ଫାଇନାଲରେ ୫ ଭାରତୀୟ

ନୂଆଦିଲ୍ଲୀ,୨୭।୭(ପି.ଟି.)- ରାଜଧାନୀ ବ୍ୟାଙ୍କକ୍‌ରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ବକ୍ସିଂ ଟୁର୍ନାମେଣ୍ଟର ଫାଇନାଲରେ ୫ ଜଣ ଭାରତୀୟ ପ୍ରବେଶ କରିଛନ୍ତି। ଶୁକ୍ରବାର ପୂର୍ବତନ ଜୁନିୟର ବିଶ୍ୱ ଚାମ୍ପିୟନ ନିଖାତ ଜରିନ (୫୧ କେ.ଜି.) ଓ ଦୀପକ ସିଂ (୪୯ କେ.ଜି.)ଙ୍କ ସମେତ ଆଉ…

ଅକ୍ଟୋବର ୨୦ରୁ ଇଣ୍ଡିଆନ ବକ୍ସିଂ ଲିଗ୍‌

ନୂଆଦିଲ୍ଲୀ,୨୭।୭(ପି.ଟି.)- ପ୍ରଥମଥର ପାଇଁ ଇଣ୍ଡିଆନ ବକ୍ସିଂ ଲିଗ୍‌ ଆୟୋଜନ ହେବାକୁ ଯାଉଛି। ଅକ୍ଟୋବର ୨୦ରୁ ଆରମ୍ଭ ହୋଇ ଏହି ଲିଗ୍‌ ନଭେମ୍ବର ୯ ତାରିଖରେ ଶେଷ ହେବ। ମହିଳା ତାରକା ବକ୍ସର ତଥା ଅଲିମ୍ପିକ୍ସ ପଦକ ବିଜୟିନୀ ମେରୀକମ୍‌ ଓ ଏସିଆନ…

କପିଳଦେବଙ୍କ ଅଧ୍ୟକ୍ଷତାରେ ସିଏସି କୋଚ୍‌ ଚୟନ କରିବ

ନୂଆଦିଲ୍ଲୀ,୨୭।୭(ପି.ଟି.)- ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଅଧ୍ୟକ୍ଷତାରେ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ଭାରତୀୟ କ୍ରିକେଟ ଦଳର ପରବର୍ତ୍ତୀ କୋଚ୍‌ ଚୟନ କରିବ। କୋଚ୍‌ ଚୟନ ନେଇ ଅଗଷ୍ଟ ମାସ ମଧ୍ୟଭାଗରେ ସାକ୍ଷାତକାର ନିଆଯିବ। ଶୁକ୍ରବାର ଏକ ବୈଠକ ବସି ପ୍ରଶାସକ…

ବିଦାୟୀ ମ୍ୟାଚ୍‌ରେ ମାଲିଙ୍ଗାଙ୍କୁ ବିଜୟ ଭେଟି

କଲମ୍ବୋ,୨୭।୭(ଏଏଫ୍‌ପି)- କ୍ୟାରିୟର ଅନ୍ତିମ ମ୍ୟାଚ୍‌ରେ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗା ବିଜୟ ସହ ଦିନିକିଆରୁ ବିଦାୟ ନେଇଛନ୍ତି। ସ୍ଥାନୀୟ ଆର. ପ୍ରେମାଦାସା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୯୧ ରନରେ ବିଜୟୀ ହୋଇ…

ଲଡର୍‌ସ ଟେଷ୍ଟ: ଇଂଲଣ୍ଡର ବୃହତ୍‌ ବିଜୟ

ଲଣ୍ଡନ,୨୭।୭(ଏଏଫ୍‌ପି)- ପ୍ରଥମ ଇନିଂସରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୨୨ ରନ ପଛରେ ପଡିଥିଲେ ମଧ୍ୟ ଦିନିକିଆ ବିଶ୍ୱ ଚାମ୍ପିୟନ ଇଂଲଣ୍ଡ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଆୟର୍ଲାଣ୍ଡକୁ ୩ ଦିନରେ ବୃହତ୍‌ ୧୪୩ ରନରେ ପରାସ୍ତ କରିଛି।…

୧୦୦ ମିଟର ଫ୍ରି-ଷ୍ଟାଇଲ ରେକର୍ଡ ବଜାୟ ରଖିଲେ ମାନୁଏଲ୍‌

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ), ୨୬ା୭ (ଏଏଫ୍‌ପି)-ଆମେରିକାର ସିମୋନ୍‌ ମାନୁଏଲ୍‌ ତାଙ୍କ ୧୦୦ ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ ବଜାୟ ରଖିଛନ୍ତି। ଗ୍ବାଙ୍ଗଜୁରେ ଏହି ଅଲିମ୍ପିକ ଚାମ୍ପିୟନ ୫୨.୦୪ ସେକେଣ୍ଡ ଟାଇମିଂରେ ତାଙ୍କ ରେସ୍‌ ଶେଷ କରିଥିଲେ। ସ୍ବିଡେନର ସାରା ଜୋସ୍‌ଷ୍ଟର୍ମଙ୍କୁ ପଛରେ…

ବେଲ୍‌ଫାଷ୍ଟ ଟାଇଟାନ୍ସରୁ ଖେଳିବେ ଡୁ’ପ୍ଲେସି

ମୁମ୍ବାଇ, ୨୬ା୭ (ପି.ଟି.)- ୟୁରୋ ଟି୨୦ ସ୍ଲାମ୍‌ ଟୁର୍ନାମେଣ୍ଟରେ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବେଲ୍‌ଫାଷ୍ଟ ଟାଇଟାନ୍ସ ଫ୍ରାଞ୍ଚାଇଜ୍‌ ଦଳରେ ଯୋଗ ଦେଇଛନ୍ତି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୨୨ ପର୍ଯ୍ୟନ୍ତ ହେବାକୁଥିବା ଏହି ଟୁର୍ନାମେଣ୍ଟ ଆୟର୍ଲାଣ୍ଡ,…

ଆଇଏଏଏଫ୍‌ ଉପସଭାପତି ପ୍ରାର୍ଥୀ ଏଏଫ୍‌ଆଇ ସଭାପତି ସୁମରିଓ୍ବାଲା

ନୂଆଦିଲ୍ଲୀ,୨୬।୭(ପିଟି)- ଭାରତୀୟ ଆଥ୍‌ଲେଟିକ୍ସ ଫେଡେରେଶନ (ଏଏଫ୍‌ଆଇ) ସଭାପତି ଆଦିଲେ ସୁମରିଓ୍ବାଲା ଏହି କ୍ରୀଡ଼ାର ବିଶ୍ୱ ପରିଚାଳନା ସଂସ୍ଥା ଆଇଏଏଏଫ୍‌ ଉପସଭାପତି ପଦ ପାଇଁ ନିର୍ବାଚନ ଲଢ଼ିବେ। ଆଇଏଏଏଫ୍‌ର ୫୨ତମ କଂଗ୍ରେସ ନିର୍ବାଚନ ବୈଠକ ସେପ୍ଟେମ୍ବର ୨୫ ଓ ୨୬ ତାରିଖରେ ଦୋହାଠାରେ…

ଟେଷ୍ଟ କ୍ରିକେଟରୁ ଅମିରଙ୍କ ସନ୍ନ୍ୟାସ

କରାଚୀ,୨୬।୭(ପିଟି)- ପାକିସ୍ତାନର ବାମହାତୀ ପେସର ମହମ୍ମଦ ଅମିର ଶୁକ୍ରବାର ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ସୀମିତ ଓଭର ଫର୍ମାଟକୁ ଅଧିକ ଗୁରୁତ୍ୱ ଦେବା ଲାଗି ସେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କ୍ରିକେଟର ପାରମ୍ପରିକ ଫର୍ମାଟରେ ପାକିସ୍ତାନ ପକ୍ଷରୁ ପ୍ରତିନିଧିତ୍ୱ…

ରିଙ୍ଗରେ ଆଉ ଜଣେ ବକ୍ସରଙ୍କ ମୃତ୍ୟୁ

ବୁଏନ୍‌ସ ଆରିଜ,୨୬।୭(ଏ.ଏଫ୍‌.ପି.)- ବକ୍ସିଂ ରିଙ୍ଗରେ ଆଘାତ ଲାଗିବା କାରଣରୁ ଆର୍ଜେଣ୍ଟିନା ବକ୍ସର ହୁଗୋ ସାଣ୍ଟିଲାନଙ୍କ ମୃତ୍ୟୁ ଘଟିଛି। ଚଳିତ ସପ୍ତାହରେ ଏହା ଦ୍ୱିତୀୟ ଘଟଣା, ଯେଉଁଥିରେ ରିଙ୍ଗରେ ଲାଗିଥିବା ଆଘାତ ଯୋଗୁ ବକ୍ସରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ରୁଷିଆନ ବକ୍ସର ମାକ୍ସିମ…

ଛୁରା ମାଡ଼ରୁ ବର୍ତ୍ତିଲେ ଷ୍ଟାର ଫୁଟବଲ ଖେଳାଳି

ଲଣ୍ଡନ,୨୬।୭(ଏଏଫ୍‌ପି)- ଉତ୍ତର ଲଣ୍ଡନରେ ଆର୍ସେନାଲ ଫୁଟବଲର ମେସୁଟ ଓଜିଲ ଓ ସଇଦ କୋଲାସିନାକ ଛୁରା ମାଡ଼ରୁ ବର୍ତ୍ତି ଯାଇଛନ୍ତି। ସେଠାରେ ଗୁରୁବାର ସନ୍ଧ୍ୟାରେ ଦୁଇ ଜଣ ଦୁର୍ବୃତ୍ତ ସେମାନଙ୍କୁ ଛୁରିରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ କୋଲାସିନାକ ଦୁର୍ବୃତ୍ତଙ୍କ ସହ…

ସିନ୍ଧୁ ହାରିଲେ, ସେମିରେ ପ୍ରଣୀଥ

ଟୋକିଓ,୨୬।୭- ଚଳିତ ସିଜନରେ ଭଲ ଫର୍ମରେ ଥିବା ଭାରତୀୟ ଶଟଲର ବି. ସାଇ ପ୍ରଣୀଥ ସହଜ ବିଜୟ ସହ ଏଠାରେ ଚାଲିଥିବା ଜାପାନ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଷ୍ଟାର ମହିଳା ଶଟଲର ପି. ଭି. ସିନ୍ଧୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?