ଫୁଟ୍ବଲ ଖେଳିବେ ସିମେନ୍ୟା
ଜୋହାନ୍ସବର୍ଗ ୭ା୯ (ଏଏଫ୍ପି)-ଦୁଇ ଥର ଅଲିମ୍ପିକ ୮୦୦ ମିଟର ସ୍ବର୍ଣ୍ଣ ବିଜୟିନୀ କାଷ୍ଟର ସିମେନ୍ୟା ଦକ୍ଷିଣ ଆଫ୍ରିକାର ଏକ ମହିଳା ଫୁଟ୍ବଲ ଟିମ୍ରେ ଯୋଗ ଦେଇଛନ୍ତି। ଆଥଲେଟିକ୍ସ ଗଭର୍ନିଂବଡ଼ି ଆଇଏଏଏଫ୍ ହାର ନିୟମରେ ପରିବର୍ତ୍ତନ ପରେ ୨୮ ବର୍ଷୀୟା ସିମେନ୍ୟା ଚାହିଥିଲେ…
ଆଶେସ ଦେଖିବା ଲାଗି ୧୨ ବର୍ଷୀୟ ବାଳକଙ୍କ ଅଭିନବ ପ୍ରୟାସ
ମାଞ୍ଚେଷ୍ଟର ୭ା୯ (ପି.ଟି.)-ଇଂଲଣ୍ଡରେ ଆଶେସ ଦେଖିବା ଲାଗି ଅଷ୍ଟ୍ରେଲିଆର ଜଣେ ୧୨ ବର୍ଷୀୟ ବାଳକ ଯାହା କରିଛନ୍ତି, ସେଭଳି ଦୃଷ୍ଟାନ୍ତ କହିବାକୁ ଗଲେ ଦେଖାଯାଏନି। ନିଜର ଅଭିଳାଷ ପୂରଣ କରିବା ଲାଗି ମାକ୍ସ ଓ୍ବେଟ୍ ନାମକ ଏହି ବାଳକଙ୍କୁ ୪ବର୍ଷ ଧରି…
ରସିଦଙ୍କ ଅଲରାଉଣ୍ଡ ଶୋ: ସୁବିଧାଜନକ ସ୍ଥିତିରେ ଆଫଗାନିସ୍ତାନ
ଚିଟ୍ଟାଗଙ୍ଗ,୭।୯(ଏଏଫ୍ପି)- ତାରକା ଅଲରାଉଣ୍ଡର ରସିଦ ଖାଁ ଉଭୟ ବୋଲିଂ ଓ ବ୍ୟାଟିଂରେ ଦମ୍ଦାର ପ୍ରଦର୍ଶନ କରି ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍ରେ ଆଫଗାନିସ୍ତାନକୁ ସୁବିଧାଜନକ ସ୍ଥିତିରେ ପହଞ୍ଚାଇଛନ୍ତି। ରସିଦ ୫୧ ରନର ଅର୍ଦ୍ଧଶତକୀୟ ପାଳି ଖେଳିବା ସହ ମୂଲ୍ୟବାନ ୪…
ଆଶେସ ଚତୁର୍ଥ ଟେଷ୍ଟ: ବନର୍ସ, ରୁଟ୍ଙ୍କ ଅର୍ଦ୍ଧଶତକ
ମାଞ୍ଚେଷ୍ଟର,୭।୯- ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍ରେ ଘରୋଇ ଇଂଲଣ୍ଡ ସଂଘର୍ଷ ଜାରି ରଖିଛି। ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍ ସ୍ମିଥ୍ଙ୍କ ୨୧୧ ରନର ଦ୍ୱିଶତକୀୟ ପାଳି…
ମାଲିଙ୍ଗା ମ୍ୟାଜିକ୍: ଶ୍ରୀଲଙ୍କାର ସାନ୍ତ୍ୱନାମୂଳକ ବିଜୟ
ପାଲିକେଲ,୭।୯- ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଘରୋଇ ଶ୍ରୀଲଙ୍କା ୩୭ ରନରେ ବିଜୟୀ ହୋଇଛି। ପ୍ରଥମ ଦୁଇଟି ମ୍ୟାଚ୍ରେ ପରାସ୍ତ ହୋଇ ସିରିଜ ହାତଛଡ଼ା କରିଥିବା ଶ୍ରୀଲଙ୍କ ଏହି ମୁକାବିଲା ଜିତି ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି।…
ଦକ୍ଷିଣ ଆଫ୍ରିକା ‘ଏ’ ୩୬ ରନରେ ପରାସ୍ତ: ଭାରତ‘ଏ’ ୪-୧ରେ ସିରିଜ ଜିତିଲା
ଥିରୁଭାନନ୍ତପୁରମ, ୬।୯(ପି.ଟି.): ଶୁକ୍ରବାର ଏଠାରେ ଅନୁଷ୍ଠିତ ୫ମ ତଥା ଅନ୍ତିମ ଅନଅଫିସିଆଲ ଏକଦିବସୀୟ କ୍ରିକେଟ ମ୍ୟାଚରେ ଭାରତ ‘ଏ’ ୩୬ ରନରେ ଦକ୍ଷିଣ ଆଫ୍ରିକା ‘ଏ’କୁ ପରାସ୍ତ କରିଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୪-୧ରେ ବିଜୟୀ ହୋଇଛି।…
ଦୁଲୀପ ଟ୍ରଫି ଫାଇନାଲ: ଇଶ୍ୱରଙ୍କ ଶତକ, ଦୃଢ଼ ସ୍ଥିତିରେ ଇଣ୍ଡିଆ ରେଡ୍
ବେଙ୍ଗାଲୁରୁ,୬।୯(ପି.ଟି.): ବେଙ୍ଗଲ ଡାହାଣହାତୀ ବ୍ୟାଟ୍ସମ୍ୟାନ ଅଭିମନ୍ୟୁ ଈଶ୍ୱରନଙ୍କ ଦମ୍ଦାର ଶତକ ସହାୟତାରେ ଇଣ୍ଡିଆ ଗ୍ରୀନ୍ ବିପକ୍ଷ ଦୁଲୀପ ଟ୍ରଫି ଫାଇନାଲ ମ୍ୟାଚ୍ରେ ଇଣ୍ଡିଆ ରେଡ୍ ତା’ର ସ୍ଥିତି ଦୃଢ଼ କରିଛି। ସ୍ଥାନୀୟକ ଏମ୍. ଚିନ୍ନସ୍ବାମୀ ଷ୍ଟାଡିୟମରେ ଚାଲିଥିବା ଦୁଲୀପ ଟ୍ରଫି ଫାଇନାଲ…
ଆଫଗାନିସ୍ତାନ ସ୍ଥିତି ଦୃଢ଼
ଚିଟାଗଙ୍ଗ,୬।୯- ସ୍ଥାନୀୟ ଜାହୁର ଅହମ୍ମଦ ଚୌଧାରୀ ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍ରେ ଆଫଗାନିସ୍ତାନ ଦଳ ଦୃଢ଼ ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ଆଫଗାନିସ୍ତାନ ୩୪୨ ରନ୍ କରିଥିବାବେଳେ ବାଂଲାଦେଶ ୮ ଉଇକେଟ ହରାଇ ୧୯୪ ରନ୍ କରିଛି।…
ରାଜ୍ୟ ଆସୋସିଏଶନ ନିର୍ବାଚନ ପାଇଁ ତାରିଖ ଘୁଞ୍ଚାଇଲା ବିସିସିଆଇ
ମୁମ୍ବାଇ,୬।୯(ପିଟି)- ସୁପ୍ରିମକୋର୍ଟଙ୍କ ଦ୍ୱାରା ବିସିସିଆଇ ପରିଚାଳନା ପାଇଁ ନିଯୁକ୍ତ ପ୍ରଶାସକ କମିଟି (ସିଓଏ) ଶୁକ୍ରବାର ରାଜ୍ୟ ଶାଖାଗୁଡ଼ିକର ନିର୍ବାଚନ ଶେଷ କରିବାର ଅନ୍ତିମ ତାରିଖକୁ ଦୁଇ ସପ୍ତାହ ଘୁଞ୍ଚାଇ ଦେଇଛି। ଫଳରେ ରାଜ୍ୟ ଆସୋସିଏଶନଗୁଡ଼ିକୁ ନିର୍ବାଚନ ପ୍ରକ୍ରିୟା ଶେଷ କରିବା ପାଇଁ…
ଦକ୍ଷିଣ ଆଫ୍ରିକାରେ ମହିଳା ଟି୨୦ ସୁପର ଲିଗ୍ ଆରମ୍ଭ
ଜୋହାନ୍ସବର୍ଗ,୬।୯- ଆଗାମୀ ବର୍ଷ ହେବାକୁ ମହିଳା ଟି୨୦ ବିଶ୍ୱକପ୍ ପୂର୍ବରୁ ଦଳ ପ୍ରସ୍ତୁତ କରିବା ପାଇଁ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍ଏ) ଟକ୍ସ କ୍ରିକେଟ କ୍ଲବହାଉସଠାରେ ମହିଳା ଟି୨୦ ସୁପର ଲିଗ୍ ଆରମ୍ଭ କରିଛି। ୪ ଦଳକୁ ନେଇ ଶୁକ୍ରବାରଠାରୁ ଆରମ୍ଭ…
ଟେଷ୍ଟରେ ଓପନିଂ ସ୍ଲଟ ଚିନ୍ତାର କାରଣ: ରାଠୋର
ନୂଆଦିଲ୍ଲୀ,୬।୯(ପିଟି): ନୂଆକରି ଭାରତୀୟ ଦଳର ବ୍ୟାଟିଂ କୋଚ୍ ନିଯୁକ୍ତ ହୋଇଥିବା ବିକ୍ରମ ରାଠୋର ଶୁକ୍ରବାର କହିଛନ୍ତି, ଦଳର ଟେଷ୍ଟ ଓପନିଂ ସ୍ଲଟ ଓ ଦିନିକିଆରେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ମୁଖ୍ୟ ଚିନ୍ତାର କାରଣ। ଗୁରୁବାରଠାରୁ ତାଙ୍କ କାର୍ଯ୍ୟକାଳ ଆରମ୍ଭ ହୋଇଛି। ଦକ୍ଷିଣ…
ଅନ୍ଧବିଶ୍ୱାସୀ ଥିଲେ ସଚିନ
କ୍ରିକେଟ ଇତିହାସର ସବୁଠୁ ବଡ଼ ନାମ ସଚିନ ତେନ୍ଦୁଲକର। ଦିନିକିଆ ହେଉ କିମ୍ବା ଟେଷ୍ଟ ଫର୍ମାଟର ପ୍ରାୟ ସମସ୍ତ ରେକର୍ଡ ତାଙ୍କ ନାମରେ ରହିଛି। ନିଜର ପ୍ରତିଭା ଓ ଧୈର୍ଯ୍ୟ ଯୋଗୁ ସଫଳତା ପାଇଥିଲେ ମଧ୍ୟ ତାଙ୍କର ଅନ୍ଧବିଶ୍ୱାସ ଥିଲା। ୨୪…

