ଖେଳ

ଆୟର୍ଲାଣ୍ଡ ବିପକ୍ଷ ଟେଷ୍ଟରୁ ଓହରିଲେ ଆଣ୍ଡରସନ

ଲଣ୍ଡନ, ୨୩।୭ (ଏଏଫ୍‌ପି)- ଘରୋଇ ଇଂଲଣ୍ଡ ଓ ଆୟର୍ଲାଣ୍ଡ ମଧ୍ୟରେ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ସ୍ଥାନୀୟ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଆରମ୍ଭ ହେବ। ତେବେ ଡାହାଣ ଗୋଡ଼ର ମାଂସପେଶୀରେ ଆଘାତଜନିତ ସମସ୍ୟା ଲାଗି ଇଂଲଣ୍ଡ ଦଳର ଅଭିଜ୍ଞ ଦ୍ରୁତ ବୋଲର…

ପ୍ରଥମ ଦୁଇଟି ଟି୨୦ ପାଇଁ ନାରିନ, ପୋଲାର୍ଡ ଓ୍ବେଷ୍ଟଇଣ୍ଡିଜ ଦଳରେ ସାମିଲ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୨୩।୭ (ପି.ଟି.)- ଭାରତ ବିପକ୍ଷ ଟି୨୦ ସିରିଜର ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଘରୋଇ ଓ୍ବେଷ୍ଟଇଣ୍ଡିଜ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ରହସ୍ୟମୟୀ ଭେଟେରାନ ସ୍ପିନର ସୁନୀଲ ନାରିନ ଓ ଅଲ୍‌ରାଉଣ୍ଡର କିରନ ପୋଲାର୍ଡ ପ୍ରଥମ ୨…

ଜାପାନ ଓପନ୍‌: ସାଇ ପ୍ରଣୀଥ୍‌ଙ୍କ ବିଜୟ ଅଭିଯାନ

ଟୋକିଓ, ୨୩।୭ (ପି.ଟି.)- ଭାରତୀୟ ଶଟ୍‌ଲର ବି. ସାଇ ପ୍ରଣୀଥ୍‌ ଏଠାରେ ଚାଲିଥିବା ଜାପାନ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ବିଜୟରୁ ଅଭିଯାନ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସର ଏକ ମୁକାବିଲାରେ ସାଇ ପ୍ରଣୀଥ୍‌ ୨୧-୧୭, ୨୧-୧୩ ସିଧାସଳଖ ଗେମ୍‌ରେ ଘରୋଇ…

ଇସ୍ରୋକୁ ଅଭିନନ୍ଦନ ଜଣାଇଲା ଭାରତୀୟ କ୍ରିକେଟ ଦଳ

ନୂଆଦିଲ୍ଲୀ,୨୩।୭: ଭାରତୀୟ ସ୍ପେସ ଇତିହାସରେ ଯୋଡି ହୋଇଛି ସ୍ବର୍ଣ୍ଣିମ ଅଧ୍ୟାୟ। ଆମେରିକା, ଚାଇନା ଓ ରୁଷ ପରେ ୪ର୍ଥ ଦେଶ ଭାବେ ଭାରତ ତା’ର ଚନ୍ଦ୍ରଯାତ୍ରା ଆରମ୍ଭ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନର ମହାକାଶ କେନ୍ଦ୍ରରୁ ଚନ୍ଦ୍ରୟାନ-୨କୁ ସଫଳତାର ସହ…

ଆଗାମୀ ବିଶ୍ୱକପ୍‌ ପୂର୍ବରୁ ପାକିସ୍ତାନ ଦଳକୁ ସଜାଡି ଦେବି: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌

ଇସଲମାବାଦ୍‌, ୨୩।୭: ୨୦୧୯ ଆଇସିସି ବିଶ୍ୱକପର ସେମିଫାଇନାଲରେ ସ୍ଥାନ ପକ୍କା କରିବାରେ ପାକିସ୍ତାନ ବିଫଳ ରହିଥିଲା। ବିଶ୍ୱକପରୁ ବିଦା ହେବା ପରେ ଖେଳାଳିଙ୍କ ଫିଟ୍‌ନେସ୍‌କୁ ନେଇ ଆଲୋଚନା ହୋଇଥିଲା। ଏନେଇ ମୁହଁ ଖୋଲିଛନ୍ତି ଦେଶର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ସେ କହିଛନ୍ତି,…

ଆର୍ମି ପୋଷାକରେ ଧୋନୀଙ୍କ ସାଲ୍ୟୁଟ ଭିଡିଓ ପୋଷ୍ଟ କରି ଏମିତି କହିଲେ ଆନନ୍ଦ ମହିନ୍ଦ୍ରା

ଟିମ ଇଣ୍ଡିଆକୁ ଦୁଇଥର ବିଶ୍ୱ ଚାମ୍ପିଅନ କରାଇଥିବା ମହେନ୍ଦ୍ର ସିଂହ ଧୋନୀ ବର୍ତ୍ତମାନ ଦୁଇମାସ ମାସ ପାଇଁ କ୍ରିକେଟ ମଇଦାନରୁ ଦୂରେଇ ରହିବେ। ଏହି ସମୟ ମଧ୍ୟରେ ସେ ଆର୍ମି ଟ୍ରେନିଂ ନେବେ। ଆର୍ମି ଚିଫ ବିପିନ ରାୱତ୍‌ ମଧ୍ୟ ଧୋନୀଙ୍କୁ…

ଫାଙ୍କା ସମୟରେ ଏହି ଫିଲ୍ମ ବାରମ୍ବାର ଦେଖିବାକୁ ପସନ୍ଦ କରନ୍ତି ରୋହିତ ଶର୍ମା

୨୦୧୯ ବିଶ୍ୱକପରେ ଭାରତ ପକ୍ଷରୁ ଜବରଦସ୍ତ ପ୍ରଦର୍ଶନ କରିଥିବା ରୋହିତ ଶର୍ମା ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ପୂର୍ବରୁ ନିଜ ପରିବାର ସହ ଛୁଟି କଟାଉଛନ୍ତି। ଝିଅ ସମାଇରା ଏବଂ ସ୍ତ୍ରୀ ରିତିକାଙ୍କୁ ଧରି ଗୋଆ ଯାଇଛନ୍ତି ରୋହିତ। ବିଶ୍ୱକପରେ ୯ଟି ମ୍ୟାଚ୍‌ରୁ ୬୪୮…

ପେସ୍‌-ରେହା ଭରଣପୋଷଣ ମାମଲା: ଫ୍ୟାମିଲି କୋର୍ଟକୁ ବର୍ଷେ ସମୟ ଦେଲେ ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ,୨୩ା୭(ପି.ଟି.): ଭେଟେରାନ ଟେନିସ୍‌ ତାରକା ଲିଆଣ୍ଡର ପେସ୍‌ ଓ ତାଙ୍କ ପୂର୍ବତନ ଲିଭ୍‌-ଇନ୍‌ ପାର୍ଟନର ରେହା ପିଲାଇଙ୍କ ଭରଣପୋଷଣ ମାମଲା ଆଗାମୀ ୧ ବର୍ଷ ମଧ୍ୟରେ ଶେଷ କରିବାକୁ ସୁପ୍ରିମକୋର୍ଟ ସୋମବାର ଫ୍ୟାମିଲି କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଫ୍ୟାମିଲି କୋର୍ଟ…

ପ୍ରୋ-କବାଡ଼ି ଲିଗ: ଜୟପୁର, ହରିୟାଣା ବିଜୟୀ

ହାଇଦ୍ରାବାଦ,୨୩ା୭(ପି.ଟି.): ପ୍ରୋ-କବାଡି ଲିଗ୍‌ର ସିଜନ୍‌-୭ରେ ଜୟପୁର ପାନ୍ଥର୍ସ ଓ ହରିୟାଣା ଷ୍ଟିଲର୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଗାଚିବାଓ୍ବଲି ଇନ୍‌ଡୋର ଷ୍ଟାଡ଼ିୟମରେ ସୋମବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଜୟପୁର ଟିମ ୟୁ ମୁମ୍ବା ବିପକ୍ଷରେ ବଡ଼ ବିଜୟ ହାସଲ କରିଛି।…

ଅନ୍ତର୍ଜାତୀୟ ଦିନିକିଆରୁ ଅବସର ନେବେ ମାଲିଙ୍ଗା

କଲମ୍ବୋ, ୨୩ା୭ (ଏଏଫ୍‌ପି)-ଶ୍ରୀଲଙ୍କାର ଭେଟେରାନ ପେସ୍‌ ବୋଲର ଲସିଥ ମାଲିଙ୍ଗା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ଅବସର ନେବେ। ବାଂଲାଦେଶ ବିପକ୍ଷରେ ଖେଳାଯିବାକୁଥିବା ୩ମ୍ୟାଚ ବିଶିଷ୍ଟ ସିରିଜ ଅନ୍ତର୍ଗତ ପ୍ରଥମ ମ୍ୟାଚ ଖେଳି ସାରିବାପରେ ସେ ଦିନିକିଆ କ୍ରିକେଟ ଛାଡ଼ିବେ। ଶ୍ରୀଲଙ୍କା ଅଧିନାୟକ…

ଦୃଷ୍ଟିହୀନ କ୍ରିକେଟ, ଭାରତ ସିରିଜ ବିଜୟୀଅଜୟଙ୍କ ଦ୍ୱିଶତକ, ଦୁର୍ଗାଙ୍କ ଶତକ

ଭୁବନେଶ୍ୱର, ୨୩।୭(କ୍ରୀଡ଼ା ପ୍ରତିନିଧି)- କାରିବିୟନ ଗସ୍ତରେ ଥିବା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ବିଜୟ ସହ ଏହାର ଅଭିଯାନ ଆରମ୍ଭ କରିଛି। ଅଧିନାୟକ ଅଜୟ ରେଡ୍ଡୀଙ୍କ ଅପରାଜିତ ଦ୍ୱିଶତକ ଏବଂ ଦୁର୍ଗା ରାଓଙ୍କ ଅପରାଜିତ ଶତକ ସହାୟତାରେ ଭାରତ ସୋମବାର ଅନୁଷ୍ଠିତ…

କଟକରେ ରେକର୍ଡ ରଚିଲା ଭାରତୀୟ ଟିଟି:ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକରେ କ୍ଲିନ୍‌ ସୁଇପ୍‌

କଟକ ଅଫିସ,୨୩ା୭- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ପ୍ରତିଯୋଗିତା ସୋମବାର ଉଦ୍‌ଯାପିତ ହୋଇଛି। ଟୁର୍ନାମେଣ୍ଟର ସମସ୍ତ ୭ଟି ଯାକ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ଭାରତ କ୍ଲିନ୍‌ ସୁଇପ୍‌ କରିଛି । ଏଥିସହ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?