ଖେଳ

କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲ ୩୧ରୁ: ଦେବାଶିଷ ଭାରତୀୟ ଚ୍ୟାଲେଞ୍ଜର ନେତୃତ୍ୱ ନେବେ

ଭୁବନେଶ୍ୱର, ୨୯।୫(କ୍ରୀଡ଼ା ପ୍ରତିନିଧି)- କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲର ଦ୍ୱାଦଶ ସଂସ୍କରଣ ଚଳିତମାସ ୩୧ ତାରିଖରୁ ଆରମ୍ଭ ହେବ। କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଏହା ଜୁନ ୭ ପର୍ଯ୍ୟନ୍ତ ଚାଲିବ। ଭେନେଜୁଏଲା ଗ୍ରାଣ୍ଡମାଷ୍ଟର ଇଟୁରିଜାଗା ବୋନେଲି ଏଡୁଆର୍ଡୋ (୨୬୩୭ ଏଲୋ ରେଟିଂ)…

ଓ୍ବାର୍ମ- ଅପ୍‌: ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ୍‌ ବିଜୟ

ବ୍ରିଷ୍ଟଲ,୨୯।୫(ଏଏଫ୍‌ପି)- ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ବିଶ୍ୱକପ୍‌ର ଅନ୍ୟ ଏକ ହାଇସ୍କୋରିଂ ଅଭ୍ୟାସ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୯୧ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ୍‌ ସାଇ ହୋପ୍‌ଙ୍କ ୧୦୧ରନର ଶତକୀୟ ପାଳି…

ରାହୁଲ, ଧୋନୀଙ୍କ ଶତକ: ବିଜୟ ସହ ଭାରତ ଓ୍ବାର୍ମଅପ୍‌

କାର୍ଡିଫ, ୨୯।୫- ଲୋକେଶ ରାହୁଲ ଓ ମହେନ୍ଦ୍ର ସିଂ ଧୋନୀଙ୍କ ଶତକ ପରେ ବୋଲରମାନଙ୍କ ଭଲ ପ୍ରଦର୍ଶନ ବଳରେ ଭାରତ ୯୫ ରନରେ ବାଂଲାଦେଶକୁ ହରାଇ ବିଶ୍ୱକପ ପାଇଁ ଓ୍ବାର୍ମଅପ୍‌ ହୋଇଛି। ମଙ୍ଗଳବାର ଅନୁଷ୍ଠିତ ଓ୍ବାର୍ମଅପ୍‌ ମ୍ୟାଚରେ ଭାରତ ପକ୍ଷରୁ ଧାର୍ଯ୍ୟ…

ଦଳରେ ସନ୍ତୁଳନ ରହିଛି: କୋଚ୍‌ ଗ୍ରାହମ ରିଡ୍‌

ଭୁବନେଶ୍ୱର,୨୮।୫(ସ୍ପୋଟର୍‌ସ ବ୍ୟୁରୋ)- ଏହି ଟୁର୍ନାମେଣ୍ଟରେ ଭାରତ ଭଲ ପ୍ରଦର୍ଶନ କରି ଶୀର୍ଷରେ ରହିବ ବୋଲି ହେଡ୍‌ କୋଚ୍‌ ଗ୍ରାହମ ରିଡ୍‌ କହିଛନ୍ତି। କୋଚ୍‌ ହିସାବରେ ପ୍ରଥମଥର ପାଇଁ ଏହି ଟୁର୍ନାମେଣ୍ଟରେ ଭୂମିକା ନିର୍ବାହ କରିବାକୁ ଯାଉଛି। ୨୦୨୦ ଅଲିମ୍ପିକ୍ସ ଲାଗି ଏହି…

ପାକିସ୍ତାନ ଦଳ ସହ ରହିବେ ରିଜଓ୍ବାନ, ଆବିଦ୍‌

କରାଚି, ୨୮।୫(ପି.ଟି.)-ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ଓ ଆବିଦ୍‌ ଅଲି ବିଶ୍ୱକପ୍‌ ପର୍ଯ୍ୟନ୍ତ ପାକିସ୍ତାନ ଦଳ ସହ ରହିବେ। ଜାତୀୟ ଟିମ୍‌ ମ୍ୟାନେଜମେଣ୍ଟଙ୍କ ଅନୁରୋଧକ୍ରମେ ମଙ୍ଗଳବାର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏହି ଦୁଇଜଣଙ୍କୁ ବ୍ୟାକ୍‌-ଅପ୍‌ ଖେଳାଳି ଭାବେ ଦଳ ସହ ଇଂଲଣ୍ଡରେ…

ଇଂଲଣ୍ଡ ଫୁଟ୍‌ବଲ ଦଳରେ କେନ୍‌ ସାମିଲ

ଲଣ୍ଡନ, ୨୮ା୫ (ଏଏଫ୍‌ପି)-ଆସନ୍ତା ମାସରେ ଖେଳାଯିବାକୁଥିବା ନେଶନ୍ସ ଲିଗ୍‌ ଫାଇନାଲ୍ସର ସେମିଫାଇନାଲ ମ୍ୟାଚ ପାଇଁ ଘୋଷଣା କରାଯାଇଥିବା ଇଂଲଣ୍ଡର ୨୩ ଜଣିଆ ଦଳରେ ହ୍ୟାରି କେନ୍‌ଙ୍କୁ ସାମିଲ କରାଯାଇଛି। କିନ୍ତୁ ତାଙ୍କ ଟୋଟେନହାମ୍‌ ହଟ୍ସପୁର ଟିମ୍‌ମେଟ୍‌ ହ୍ୟାରି ଓ୍ବିଙ୍କ୍ସ ଏବଂ କରାନ…

ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍‌ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍‌ କ୍ୟାମ୍ପରୁ ଏହାକୁ କାଠମାଣ୍ଡୁ ଓ ପରେ ଭୁବନେଶ୍ୱର ଅଣାଯିବା ନେଇ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏ ନେଇ…

ବିବାହ ପରେ ସୁଧୁରିଛି ଜୀବନଶୈଳୀ: କୋହଲି

ଲଣ୍ଡନ, ୨୮।୫: ଟିମ୍‌ ଇଣ୍ଡିଆର ‘ମିଶନ୍‌ ବିଶ୍ୱକପ୍‌’ ଆରମ୍ଭ ହେବା ପୂର୍ବରୁ ଅଧିନାୟକ ବିରାଟ କୋହଲି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ ଖୁଲାସା କରିଛନ୍ତି। ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ବିବାହ କରିବା ପରେ ବ୍ୟକ୍ତିଗତ ଜୀବନଶୈଳୀଠାରୁ ଆରମ୍ଭ କରି…

ବୀରେନ୍ଦ୍ରଙ୍କୁ ଭାରତୀୟ ଦଳର ଉପଅଧିନାୟକ ଦାୟିତ୍ୱ

ଭୁବନେଶ୍ୱର, ୨୮।୫(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ହକି କମ୍ପ୍ଲେକ୍ସଠାରେ ଜୁନ ୬ରୁ ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ୍ସ ଆରମ୍ଭ ହେବ। ଏହି ସମ୍ମାନଜନକ ହକି ଟୁର୍ନାମେଣ୍ଟ ଲାଗି ମଙ୍ଗଳବାର ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ହକି ଇଣ୍ଡିଆ ପକ୍ଷରୁ ଭାରତୀୟ ଦଳ…

ସଚିନଙ୍କ ଭବିଷ୍ୟବାଣୀ: ଏହି ୪ଟି ଟିମ୍‌ ବିଶ୍ୱକପ୍‌ ସେମିଫାଇନାଲରେ ପହଞ୍ଚିବେ

ମୁମ୍ବାଇ, ୨୮।୫: କ୍ରିକେଟ ବିଶ୍ୱକପ୍‌ ଯେତିକି ପାଖେଇ ଆସୁଛି, ତାକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ମେ ୩୦ରୁ ଇଂଲଣ୍ଡରେ ଆୟୋଜିତ ହେବାକୁ ଥିବା ବିଶ୍ୱକପ୍‌ରେ କେଉଁ ୪ଟି ଦଳ ସେମିଫାଇନାଲ୍‌ ଖେଳିବେ ତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ…

ମାତ୍ର ୧୯ବର୍ଷ ବୟସରେ ବିଶ୍ୱକପ୍‌ରେ ଦୁଇଥର ‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ବିବେଚିତ ହୋଇଥିଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨୮।୫: ଦିନିକିଆ ଏବଂ ଟେଷ୍ଟ କ୍ରିକେଟରେ ରେକର୍ଡର ବର୍ଷା କରିଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ସେହିପରି ଯଦି ବିଶ୍ୱକପ୍‌ ରେକର୍ଡ ଉପରେ ନଜର ପକାଇବା, ତେବେ ଶୀର୍ଷରେ ଅଛନ୍ତି ସଚିନ। ବିଶ୍ୱକପରେ ସଚିନ ତେନ୍ଦୁଲକର ଭାରତୀୟ କ୍ରିକେଟ ଟିମର…

ଗମ୍ଭୀରଙ୍କ ବିଜୟ ପରେ ଆଫ୍ରିଦି କହିଲେ: ଯାହାର ବୁଦ୍ଧି ନାହିଁ, ଲୋକ ତାଙ୍କୁ ଭୋଟ ଦେଇଛନ୍ତି

ଇସଲମାବାଦ୍‌. ୨୮।୫: କ୍ରିକେଟରୁ ରାଜନେତା ପାଲଟିଥିବା ଗୌତମ ଗମ୍ଭୀର ସାଧାରଣ ନିର୍ବାଚନରେ ପୂର୍ବ ଦିଲ୍ଲୀ ଲୋକ ସଭା ଆସନରୁ ଲଢି ବିଜୟ ହାସଲ କରିଛନ୍ତି। ଗମ୍ଭୀରଙ୍କ ଏହି ଜବରଦସ୍ତ ବିଜୟ ପରେ ତାଙ୍କୁ ତାତ୍ସଲ୍ୟ କରିଛନ୍ତି ପୂର୍ବତନ ପାକିସ୍ତାନୀ କ୍ରିକେଟର ସହିଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri