ଖେଳ

ପୁଣି ପ୍ରଶଂସକଙ୍କୁ ଚକିତ କଲେ ଅଶ୍ୱିନ

ଚେନ୍ନାଇ,୨୦।୭- ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ପ୍ରଶଂସକଙ୍କୁ ଚକିତ କରିଛନ୍ତି। ଏଠାରେ ଅଶ୍ୱିନ ଡିଣ୍ଡିଗୁଲ ଡ୍ରାଗନ୍ସ ଓ ଚେପକ ସୁପର ଗିଲ୍‌ସ ମଧ୍ୟରେ ଶୁକ୍ରବାର ଖେଳାଯାଇଥିବା ତାମିଲନାଡୁ ପ୍ରିମିୟର ଲିଗ୍‌ (ଟିଏନ୍‌ପିଏଲ)ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଅଶ୍ୱିନ ଭିନ୍ନ…

ହାରିଲା ଭାରତ ଏ’

ଆଣ୍ଟିଗୁଆ,୨୦।୭- ଭାରତୀୟ ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ବିସ୍ଫୋରକ ୮୧ ରନ୍‌ର ଇନିଂସ ବେକାର ସାବ୍ୟସ୍ତ ହୋଇଛି। ଓ୍ବେଷ୍ଟଇଣ୍ଡିଜ ଏ’ ଦ୍ୱାରା ଧାର୍ଯ୍ୟ ୨୯୯ ରନ୍‌ର ବିଜୟଲକ୍ଷ୍ୟ ପିଛା କରୁଥିବା ଭାରତ ଏ’ ୨୯୩ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ୫ ମ୍ୟାଚ୍‌…

ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ଓହରିଲେ ଧୋନୀ

ନୂଆଦିଲ୍ଲୀ,୨୦।୭- ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଓ୍ବେଷ୍ଟଇଣ୍ଡିଜ ସିରିଜରୁ ଓହରିଯାଇଛନ୍ତି। ଇଣ୍ଡିଜ ଗସ୍ତ ଲାଗି ଭାରତୀୟ ଦଳ ଘୋଷଣା ହେବାର ଗୋଟିଏ ଦିନ ପୂର୍ବରୁ ଭେଟେରାନ ଉଇକେଟ କିପର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ତାଙ୍କ…

ଦଳରୁ କେମିତି ବିଦା ହୋଇଥିଲେ ଗାଙ୍ଗୁଲି, ଡ୍ରାଭିଡ୍‌, ସେହ୍ବାଗ, ଗମ୍ଭୀର

ନୂଆଦିଲ୍ଲୀ,୨୦।୭- ଟେଷ୍ଟ ଫର୍ମାଟ୍‌ରୁ ଅବସର ନେଇସାରିଥିବା ମହେନ୍ଦ୍ର ସିଂ ଧୋନୀ ନିଜର ଅନ୍ତିମ ଦିନିକିଆ ମ୍ୟାଚ୍‌ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍‌ ସେମିଫାଇନାଲରେ ଖେଳିଥିଲେ। ତାଙ୍କ ଭବିଷ୍ୟତ ସମ୍ପର୍କରେ ଚୟନ କମିଟି ରବିବାର ବୈଠକରେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ଲାଗି ଦଳ ଘୋଷଣା କରିବା…

ଉତ୍ତର କୋରିଆ ଜିତିଲା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌

ଅହମ୍ମଦାବାଦ, ୨୦ା୭ (ପି.ଟି.)-ଉତ୍ତର କୋରିଆ ଇଣ୍ଟରକଣ୍ଟିନେଣ୍ଟାଲ ଫୁଟ୍‌ବଲ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣରେ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଦଳ ୧-୦ ଗୋଲରେ ତାଜିକ୍‌ସ୍ତାନକୁ ହରାଇ ଦେଇଥିଲା। ଚାରୋଟି ଦେଶକୁ ନେଇ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ଫାଇନାଲ ଦୁଇ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ…

୧୯ ବର୍ଷରୁ କମ୍‌ ଫୁଟବଲ: ଓମାନଠାରୁ ହାରିଲା ଭାରତ

ନୂଆଦିଲ୍ଲୀ,୨୦।୭ (ପି.ଟି.)- ଆଗକୁ ଆୟୋଜନ ହେବାକୁଥିବା ଏଏଫ୍‌ସି ୧୯ ବର୍ଷରୁ କମ୍‌ ଟୁର୍ନାମେଣ୍ଟ ପାଇଁ ପ୍ରସ୍ତୁତି ଚଳାଇଥିବା ଭାରତୀୟ ଦଳ ଶୁକ୍ରବାର ଓମାନଠାରୁ ପରାସ୍ତ ହୋଇଛି। ତୁର୍କୀରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଭାରତ ଲଢ଼ୁଆ ପ୍ରଦର୍ଶନ କରିଥିଲେ ମଧ୍ୟ ୨-୧ ଗୋଲରେ…

ମେଘନା ମହିଳା, ମିକ୍ସଡ ଡବଲ୍ସ ସେମିଫାଇନାଲରେ

ଭ୍ଲାଡିଭୋସ୍ତକ (ରୁଷିଆ), ୨୦ା୭ (ପି.ଟି.)- ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି ମେଘନା ଜାକାମପୁଡିଙ୍କ ପାଇଁ ଶୁକ୍ରବାର ଥିଲା ଏକ ଭଲ ଦିନ। ଏଠାରେ ଚାଲିଥିବା ୭୫,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ରଷିଆନ ଓପନ୍‌ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦ ଟୁର୍ନାମେଣ୍ଟରେ ଉଭୟ…

ଇଂଲଣ୍ଡ କବ୍‌ଜାରୁ ଟାଇଟଲ ଛଡ଼ାଇଲେ ଶରଥ

କଟକ ଅଫିସ,୨୦ା୭- ପୁରୁଷ ବିଭାଗରେ ଭାରତର ସ୍ବର୍ଣ୍ଣ ପଦକ ଜିତିବାର ଆଶା କିଛି ସମୟ ପାଇଁ ମଉଳି ଯାଇଥିଲା। ପ୍ରାରମ୍ଭରୁ ଇଂଲଣ୍ଡ ଦମଦାର ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଥିଲା । ହେଲେ ଅନ୍ତିମ ସେଟରେ ପୁରୁଷ ଦଳର ଅଧିନାୟକ ତଥା ଭେଟେରାନ…

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ଦଳଗତ ଇଭେଣ୍ଟରେ ଭାରତକୁ ଡବଲ ସ୍ବର୍ଣ୍ଣ

କଟକ ଅଫିସ,୨୦ା୭- ରାଜ୍ୟ ଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ୨୧ ତମ ସଂସ୍କରଣରେ ଭାରତ ଦଳଗତ ଇଭେଣ୍ଟରେ ଡବଲ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି । ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଏହି ମେଗା ପ୍ରତିଯୋଗିତାର ଶୁକ୍ରବାର ଉଭୟ ପୁରୁଷ…

ଗୁରୁକୁଳ ଟେନିସ: ଓମିନ୍ଦରଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୨୦।୭(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ମେଣ୍ଢାଶାଳସ୍ଥିତ ଗୁରୂକୁଳ ରିସର୍ଟ ଟେନିସ କମ୍ପ୍ଲେକ୍ସରେ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଗତ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଉଭୟ ସିଙ୍ଗଲ୍ସ…

‘ଅବସର ନେଇ ଏବେ ଧୋନୀଙ୍କର ଯୋଜନା ନାହିଁ’

ନୂଆଦିଲ୍ଲୀ,୨୦।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କର ଏବେ ଅବସର ନେଇ କୌଣସି ଯୋଜନା ନାହିଁ। ଏ ସଂକ୍ରାନ୍ତରେ ସୂଚନା ଦେଇଛନ୍ତି ତାଙ୍କ ଦୀର୍ଘଦିନର ବନ୍ଧୁ ତଥା ବିଜ୍‌ନେସ୍‌ ପାର୍ଟନର ଅରୁନ ପାଣ୍ଡେ। ବିଶ୍ୱକପ୍‌ରେ…

ଆଇସିସି ନିଷ୍ପତ୍ତି ଦୁଃଖଦାୟକ: ଅଶ୍ୱିନ

ନୂଆଦିଲ୍ଲୀ,୨୦।୭(ପି.ଟି.)- ଆଇସିସି ଜିମ୍ବାଓ୍ବେକୁ ବାସନ୍ଦ କରିବା ପରେ ଏହାର ପ୍ରଭାବ କ୍ରିକେଟ ପାଓ୍ବାର ହାଉସ୍‌ କୁହାଯାଉଥିବା ଭାରତରେ ମଧ୍ୟ ଦେଖିବାକୁ ମିଳିଛି। ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ୍‌ ମଧ୍ୟ ଆଇସିସିର ଏହି ନିଷ୍ପତ୍ତିକୁ ହୃଦୟ ବିଦାରକ ଓ କଠୋର ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?