୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ଅଧିକାର ଭାରତକୁ ମିଳିବ: କ୍ରୀଡ଼ା ମନ୍ତ୍ରୀ
ନୂଆଦିଲ୍ଲୀ,୧୦ା୪: ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ଅଧିକାର ଭାରତକୁ ମିଳିବ। ଏହି ଇଭେଣ୍ଟ ଆୟୋଜନ ଲାଗି କାନାଡା ଓ ନାଇଜେରିଆ ଇଚ୍ଛା ପ୍ରକଟ କରୁଥିବା ସତ୍ତ୍ୱେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଗୁରୁବାର ଏଭଳି ଦୃଢ଼ୋକ୍ତି ଦେଇଛନ୍ତି। ମାର୍ଚ୍ଚ ୩୧…
IPL 2025 ମଝିରେ ୩୩,୫୦୦ କୋଟି ଟଙ୍କା ସମ୍ପତ୍ତିର ମାଲିକଙ୍କୁ ଭେଟିଲେ ପାଣ୍ଡ୍ୟା-ରୋହିତ
ଦୁବାଇ,୧୦।୪: ମୁମ୍ବାଇ ଇଣ୍ଡିଆନ୍ସ ପାଇଁ IPL 2025 ସିଜିନ ଭଲ ଚାଲିନାହିଁ। ଦଳ ଏପର୍ଯ୍ୟନ୍ତ ଖେଳାଯାଇଥିବା ୫ଟି ମ୍ୟାଚ ମଧ୍ୟରୁ ୪ରେ ପରାସ୍ତ ହୋଇଛି ଏବଂ ପଏଣ୍ଟ ଟେବୁଲରେ ଅଷ୍ଟମ ସ୍ଥାନରେ ଅଛି। IPL ମଝିରେ ରୋହିତ ଶର୍ମା, ସୂର୍ଯ୍ୟକୁମାର ଯାଦବ…
ସରକାରୀ ଚାକିରି ଛାଡି ୪କୋଟି ଟଙ୍କା ବାଛିଲେ ଭିନେଶ, ସରକାର ଦେଇଥିଲେ ବିକଳ୍ପ
ଚଣ୍ଡିଗଡ଼,୧୦।୪: ୨୦୨୪ ପ୍ୟାରିସ ଅଲିମ୍ପିକ୍ସ ସମୟରେ ଚର୍ଚ୍ଚାକୁ ଆସିଥିବା ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କ ବିଷୟରେ ଏକ ବଡ଼ ଖୁଲାସା ହୋଇଛି। ଅଲିମ୍ପିକ୍ସରୁ ଅଯୋଗ୍ୟତା ବିବାଦ ପରେ, ଭିନେଶ କୁସ୍ତିରୁ ଅବସର ନେବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଏହା…
ରାଗିଗଲେ ମହମ୍ମଦ ରିଜୱାନ; ପାକିସ୍ତାନ କ୍ରିକେଟ ବୋର୍ଡକୁ ଦେଲେ ଚେତାବନୀ
ନୂଆଦିଲ୍ଲୀ, ୧୦।୪: ନିକଟରେ ନ୍ୟୁଜିଲ୍ୟାଣ୍ଡର ହ୍ୱାଇଟ ବଲ୍ ଗସ୍ତରେ ପାକିସ୍ତାନ ଲଜ୍ଜାଜନକ ସିରିଜ ପରାଜୟ ବରଣ କରିଥିଲା। ଅଧିନାୟକ ମହମ୍ମଦ ରିଜୱାନ ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମଙ୍କ ସହିତ ଆଗାମୀ କିଛି ଦିନ ମଧ୍ୟରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଅଧ୍ୟକ୍ଷ…
ଆରଜେ ମହଭାସ୍ ଙ୍କ ସହ ଫଟୋ ପୋଷ୍ଟ କଲେ ୟୁଜଭେନ୍ଦ୍ର ଚହଲ୍, ତା’ପରେ ଲେଖିଲେ ଏମିତି
ନୂଆଦିଲ୍ଲୀ,୯।୪: ପଞ୍ଜାବ କିଙ୍ଗସ୍ ଷ୍ଟାର ସ୍ପିନର୍ ୟୁଜଭେନ୍ଦ୍ର ଚହଲ୍ ବୁଧବାର ତାଙ୍କ ଇନଷ୍ଟାଗ୍ରାମ୍ ଷ୍ଟୋରୀରେ ଆରଜେ ମହଭାସ୍ ଙ୍କ ସହ ଏକ ଫଟୋ ପୋଷ୍ଟ କରିଛନ୍ତି। ପରେ ଲୋକପ୍ରିୟ ରେଡିଓ ମହଭାସ୍ ମଧ୍ୟ ତାଙ୍କ ଇନଷ୍ଟାଗ୍ରାମ୍ ରେ ତାଙ୍କ ବନ୍ଧୁମାନଙ୍କର ଅନ୍ୟ…
ଚହଲଙ୍କୁ ମନର କଥା କହିଲେ ଆରଜେ ମହଭାଶ, ଶୁଣୁଶୁଣୁ ଫ୍ୟାନ୍ସ କହିଲେ…
ନୂଆଦିଲ୍ଲୀ,୯।୪: ଧନଶ୍ରୀ ବର୍ମାଙ୍କ ଠାରୁ ଛାଡପତ୍ର ପରେ, ୟୁଜବେନ୍ଦ୍ର ସିଂହ ଚହଲ ଆରଜେ ମହଭାଶଙ୍କୁ ଡେଟ କରୁଥିବା ଗୁଜବ ଚାଲିଛି। ଗତକାଲି, ମହଭାଶ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଚହଲଙ୍କ ଦଳ ପଞ୍ଜାବ କିଙ୍ଗ୍ସକୁ ଉତ୍ସାହିତ କରୁଥିବାର ଦେଖାଯାଇଥିଲା। ସେ ଷ୍ଟାଡିୟମର…
ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ
ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)କୁ ପରାସ୍ତ କରିଛି। ପଞ୍ଜାବ ଦ୍ୱାରା ପ୍ରଦତ୍ତ ୨୨୦ ରନର ଟାଗେର୍ଟ ଆଗରେ ସିଏସ୍କେ ୨୦୧ ରନ…
ପ୍ରଶଂସକଙ୍କ ସହ ସେଲ୍ଫି ନେବାକୁ ମନାକଲେ SRH ଷ୍ଟାର, ଭିଡିଓ ନେଇ ଚର୍ଚ୍ଚା ଆରମ୍ଭ
ନୂଆଦିଲ୍ଲୀ, ୮ା୪: ଅଷ୍ଟ୍ରେଲିଆ ତଥା ସନ୍ ରାଇଜର୍ସ ହାଇଦ୍ରାବାଦ (ଏସ୍ଆର୍ଏଚ୍) ଷ୍ଟାର ଟ୍ରାଭିସ ହେଡ୍ ଜଣେ ପ୍ରଶଂସକଙ୍କ ସହ ସେଲ୍ଫି ନେବାକୁ ମନାକରୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ସେଲିବ୍ରିଟିଙ୍କ ବ୍ୟକ୍ତିଗତ ସ୍ଥାନ ଓ ଗୋପନୀୟତା ସମ୍ପର୍କରେ ଚର୍ଚ୍ଚା…
ମାତ୍ର ୪ ରନ୍ରେ ହାରିଗଲା କୋଲକାତା, ଜିତିଲା ଲକ୍ଷ୍ନୌ
ନୂଆଦିଲୀ,୮।୪: IPL ୨୦୨୫ର ଆଉ ଏକ ରୋମାଞ୍ଚକର ମ୍ୟାଚ୍ରେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ଶେଷ ଓଭରରେ କୋଲକାତା ନାଇଟ ରାଇଡର୍ସକୁ ୪ ରନ୍ରେ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଚାରିଶହ ପଚାଶରୁ ଅଧିକ ରନ ହୋଇଥିଲା। ପ୍ରଥମେ ବ୍ୟାଟିଂ…
ନିକୋଲାସ ପୁରନଙ୍କୁ ବୋଲିଂ କରିବାକୁ ଡରିଲେଣି ବୋଲର୍, ଏକାକି ଚେନ୍ନାଇଠାରୁ ଅଧିକ ଛକା ମାରି ଚର୍ଚ୍ଚାରେ
ନୂଆଦିଲ୍ଲୀ,୮।୪: ଆଇପିଏଲ୍ ୨୦୨୫ରେ ଚମତ୍କାର ଫର୍ମରେ ଅଛନ୍ତି ନିକୋଲାସ ପୁରନ। ସେ ଯେବେ ବି ବ୍ୟାଟିଂ କରିବାକୁ ଓହ୍ଲାଉଛନ୍ତି, ଚୌକା, ଛକା ବର୍ଷା ହେଉଛି। ମଙ୍ଗଳବାର ଖେଳାଯାଉଥିବା ୨୧ତମ ମ୍ୟାଚ୍ରେ ମଧ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ପୁରନ୍ କେକେଆର୍ ବୋଲର୍ମାନଙ୍କୁ…
ରାଜନୈତିକ ମଇଦାନରେ ପୂର୍ବତନ କ୍ରିକେଟରଙ୍କ ଏଣ୍ଟ୍ରି, ଭାଜପାରେ ହେଲେ ସାମିଲ
ନୂଆଦିଲ୍ଲୀ,୮।୪: ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଖେଳାଳି କେଦାର ଜାଦବ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି। ସେ ମୁମ୍ବାଇରେ ମହାରାଷ୍ଟ୍ରର ମନ୍ତ୍ରୀ ଏବଂ ରାଜ୍ୟ ଭାଜପା ମୁଖ୍ୟ ଚନ୍ଦ୍ରଶେଖର ବାୱଙ୍କୁଲେ, ଅଶୋକ ଚୌହ୍ବାନ ଏବଂ ଅନ୍ୟାନ୍ୟ ନେତାଙ୍କ…
ଚାମ୍ପିଅନ୍ସ ଟ୍ରଫି ୨୦୨୫ ଅଭ୍ୟାସ ସେସନ୍ ପରେ “କାନ୍ଦିଥିଲେ” ଶ୍ରେୟସ ଆୟର, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୮।୪: ପଞ୍ଜାବ କିଙ୍ଗସର ଅଧିନାୟକ ଶ୍ରେୟସ ଆୟର ୨୦୨୫ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟିମ୍ ଇଣ୍ଡିଆର ପ୍ରଥମ ଅଭ୍ୟାସ ସେସନ୍ ପରେ କାନ୍ଦିଥିଲେ। ନିକଟରେ ଏକ ସାକ୍ଷାତକାରରେ ସେ ଏହା ପ୍ରକାଶ କରିଛନ୍ତି। ଏହି ଟୁର୍ନାମେଣ୍ଟରେ ସେ ଭାରତର ସର୍ବାଧିକ ସ୍କୋରର…
Archives


