ଖେଳ

କାର୍ତ୍ତିକଙ୍କୁ ଉଇକେଟକିପିଂ ଦାୟିତ୍ୱ ଦେଇ ଫିଲ୍ଡିଂ କଲେ ଧୋନୀ

ଲଣ୍ଡନ,୨୬।୫- ବର୍ତ୍ତମାନ କ୍ରିକେଟର ଶ୍ରେଷ୍ଠ ତଥା ଦ୍ରୁତତମ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ଅଂଶ। ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ କେଳାଯାଇଥିବା ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଧାନୀଙ୍କୁ ଉଇକେଟ କିପିଂ କରିବା ପରିବର୍ତ୍ତେ ଫିଲ୍ଡିଂ…

ମେସିଙ୍କ ଗୋଲ ସତ୍ତ୍ୱେ ହାରିଲା ବାର୍ସିଲୋନା

ସେଭିଲେ,୨୬।୫- ଚାମ୍ପିୟନ୍ସ ଲିଗ୍‌ ସେମିଫାଇନାଲ ପରାଜୟକୁ ଭୁଲିବା ପାଇଁ ବାର୍ସିଲୋନା କୋପା ଡେଲରେ କପ୍‌ ଜିତିବାକୁ ଲକ୍ଷ୍ୟ ରଖିଥିଲା। ହେଲେ ଫାଇନାଲରେ ବାର୍ସିଲୋନା ୨-୧ ଗୋଲରେ ଭାଲେନସିଆଠାରୁ ପରାସ୍ତ ହୋଇଛି। ଲିଓନେଲ ମେସିଙ୍କ ଗୋଲ ମଧ୍ୟ ଲା ଲିଗା ଲିଗ୍‌ ଚାମ୍ପିୟନ…

‘ଭୟଭୀତ ହେବାର ଆବଶ୍ୟକତା ନାହିଁ’

ଲଣ୍ଡନ,୨୬।୫- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ୍‌ ଭାରତକୁ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬ ଉଇକେଟରେ ପରାସ୍ତ କରିଛି। ଟ୍ରେଣ୍ଟ ବୋଲ୍ଟ ଓ କଲିନ ଡେ ଗ୍ରାଣ୍ଡହୋମଙ୍କ ଘାତକ ବୋଲିଂ ଯୋଗୁ ଭାରତୀୟ ଦଳ ୮୧ ରନ୍‌ରେ ୬ ଉଇକେଟ ହରାଇ ସାରିଥିଲା।…

ପ୍ରଥମ ପରୀକ୍ଷାରେ ଭାରତ ବିଫଳ

ଲଣ୍ଡନ, ୨୬।୫- ଆଇସିସି ବିଶ୍ୱକପର ଅନ୍ୟତମ ଟାଇଟଲ ଦାବିଦାର ଭାରତ କିନ୍ତୁ ଇଂଲଣ୍ଡ ଗସ୍ତର ପ୍ରଥମ ପରୀକ୍ଷାରେ ବିଫଳ ହୋଇଛି। ବିଶ୍ୱକପ ଆରମ୍ଭ ହେବା ପାଇଁ ଆଉ ମାତ୍ର ୩ ଦିନ ବାକିଥିବାବେଳେ ଶନିବାର ଅନୁଷ୍ଠିତ ଓ୍ବାର୍ମଅପ୍‌ ମ୍ୟାଚରେ ନ୍ୟୁଜିଲାଣ୍ଡ ନିକଟରୁ…

ଏମ୍‌ଏସ୍‌ ଧୋନୀ କ୍ରିକେଟ ଏକାଡେମୀ: ନିମପୁରରେ ଆରମ୍ଭ ହେଲା କୋଚିଂ କ୍ଲିନିକ୍‌

କଟକ ଅଫିସ,୨୬ା୫- ଏମ୍‌ଏସ୍‌ ଧୋନୀ କ୍ରିକେଟ ଏକାଡେମୀ ଆନୁକୂଲ୍ୟରେ ସ୍ଥାନୀୟ ନିମପୁର କ୍ରିକେଟ ଗ୍ରାଉଣ୍ଡରେ ଶନିବାର ଠାରୁ ଆରମ୍ଭ ହୋଇଛି କ୍ରିକେଟ କୋଚିଂ କ୍ଲିନିକ । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଶିବିରରେ ମୋଟ ୧୦୨ଜଣ ପ୍ରଶିକ୍ଷାର୍ଥୀ…

ପଞ୍ଚାଲ, ଈଶ୍ୱରନଙ୍କ ଶତକ: ଭାରତ ଏ’-୩୭୬/୧

ବେଲାଗାଭି, ୨୬ା୫ (ପି.ଟି.)- ଶ୍ରୀଲଙ୍କା ଏ’ ବିପକ୍ଷ ପ୍ରଥମ ଅନ୍‌ଅଫସିଆଲ ଟେଷ୍ଟ ମ୍ୟାଚରେ ଓପନର ପ୍ରିୟାଙ୍କ ପଞ୍ଚାଲ ଏବଂ ଅଭିମନ୍ୟୁ ଈଶ୍ୱରନଙ୍କ ଶତକ ସହାୟତାରେ ଭାରତ ଶନିବାର ଖେଳ ଶେଷ ସୁଦ୍ଧା ୧ଉଇକେଟ ବିନିମୟରେ ୩୭୬ ରନ କରିଛି। ପ୍ରଥମ ଦିବସ…

ଓ୍ବାର୍ନର, ସ୍ମିଥ୍‌ଙ୍କୁ ଦର୍ଶକଙ୍କ ଥଟ୍ଟା ପରିହାସ

ସାଉଥାମ୍ପଟନ (ୟୁକେ), ୨୬ା୫ (ପି.ଟି.)- ବିଶ୍ୱକପ୍‌ ପୂର୍ବରୁ ଶନିବାର ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଏକ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ ଓ୍ବାର୍ନର ଏବଂ ଷ୍ଟିଭ ସ୍ମିଥ୍‌ଙ୍କୁ ଦର୍ଶକଙ୍କଠାରୁ ଥଟ୍ଟାର ପରିହାସର ସମ୍ମୁଖୀନ ହେବାକୁ ପଡ଼ିଛି। ଦକ୍ଷିଣ ଆଫ୍ରିକାରେ ଏକ ଟେଷ୍ଟ…

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ

ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ରାଇଫଲ୍‌/ପିସ୍ତଲ ବିଶ୍ୱକପ୍‌ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ ଶୁଟିଂ ବିଶ୍ୱକପ୍‌। ଏହି ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟାର୍‌ ଶୁଟର୍‌ ଅପୂର୍ବୀ…

୪ ଖେଳାଳି ଆହତ, ଫିଲ୍ଡିଂ କଲେ କୋଚ୍‌

ସାଉଥ୍‌ମ୍ପଟନ, ୨୫।୫(ପି.ଟି.)- ଦୀର୍ଘ ୮ ବର୍ଷ ପୂର୍ବେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ସହାୟକ କୋଚ୍‌ ଦାୟିତ୍ୱ ତୁଲାଉଥିବା ପଲ୍‌ କଲିଂଉଡ୍‌ଙ୍କୁ ଶନିବାର ବାଧ୍ୟତାମୂଳକ ଭାବେ ଫିଲ୍ଡିଂ ପାଇଁ ପଡ଼ିଆକୁ ଓହ୍ଲାଇବାକୁ ପଡ଼ିଛି। ଆଇସିସି ବିଶ୍ୱକପ୍‌…

ଇଂଲଣ୍ଡ ଗସ୍ତ କଲେ ଅସିଫ

କରାଚୀ,୨୫।୫(ଏଏଫ୍‌ପି) – ଦୁଃଖିତ ପାକିସ୍ତାନ କ୍ରିକେଟର ଅସିଫ ଅଲି ନିଜ ଝିଅର ଅନ୍ତ୍ୟେଷ୍ଟି କାର୍ଯ୍ୟକ୍ରମ ଶେଷ କରିବା ପରେ ଶନିବାର ବିଶ୍ୱକପ୍‌ ଦଳରେ ଯୋଗଦେବା ପାଇଁ ଇଂଲଣ୍ଡ ଗସ୍ତ କରିଛନ୍ତି। ଗତ ରବିବାର ୧୯ ମାସର ଝିଅ ଦୁଆ ଫତିମା କର୍କଟରେ…

ଭାରତୀୟ କମ୍ପାଉଣ୍ଡ ତୀରନ୍ଦାଜ ଦଳକୁ ବ୍ରୋଞ୍ଜ

ଆଣ୍ଟାଲ୍ୟା(ତୁର୍କୀ),୨୫।୫(ପିଟି)- ଏଠାରେ ଚାଲିଥିବା ତୀରନ୍ଦାଜୀ ବିଶ୍ୱକପ୍‌ ୩ୟ ରାଉଣ୍ଡରେ ଭାରତୀୟ କମ୍ପାଉଣ୍ଡ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ରଜତ ଚୌହ୍ବାନ, ଅଭିଷେକ ବର୍ମା ଓ ଅମଦ ସଇନିଙ୍କୁ ନେଇ ଗଠିତ ଭାରତୀୟ ଦଳ ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ଭାରତ ଅପେକ୍ଷାକୃତ…

ଭାରତ ବିପକ୍ଷ ମ୍ୟାଚ୍‌ ପରେ ମଧ୍ୟ ଖେଳାଳିଙ୍କ ନିକଟରେ ରହିପାରିବେ ପତ୍ନୀ

ଲାହୋର,୨୫।୫- ଇଂଲଣ୍ଡର ମାଞ୍ଚେଷ୍ଟରଠାରେ ଜୁନ୍‌ ୧୬ ତାରିଖରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲ୍‌ଟେଜ ମ୍ୟାଚ୍‌ ପରେ ମଧ୍ୟ ପାକିସ୍ତାନ ଦଳରେ ସ୍ଥାନ ପାଇଥିବା ଖେଳାଳିମାନେ ପତ୍ନୀଙ୍କ ସହ ରହିପାରିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri