ଖେଳ

ଓ୍ବେଷ୍ଟଇଣ୍ଡିଜ ଟୁର୍‌ ପାଇଁ ଦଳ ଚୟନ ୧୯ରେ

ନୂଆଦିଲ୍ଲୀ, ୧୬ା୭ (ପି.ଟି.)-ଆସନ୍ତାମାସରେ ଓ୍ବେଷ୍ଟଇଣ୍ଡିଜ ଟୁର୍‌ ପାଇଁ ଭାରତୀୟ କ୍ରିକେଟ ଦଳ ଚୟନ ଚଳିତ ମସ ୧୯ ତାରିଖରେ ହେବ। ଅଗଷ୍ଟ ୩ରୁ ଆୟୋଜକ ଦେଶ ବିପକ୍ଷ ସୀମିତ ଓଭର ସିରିଜରେ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନା ସେ…

ଟୁର୍‌ ଡି ଫ୍ରାନ୍ସ: ୯ମ ଷ୍ଟେଜ୍‌ ସୁଦ୍ଧା ଜୁଲିଆନ ଆଗରେ

ପ୍ୟାରିସ୍‌, ୧୬।୭- ବିଶ୍ୱରେ ଅନୁଷ୍ଠିତ ହେଉଥିବା ତିନୋଟି ଗ୍ରାଣ୍ଡ ସାଇକ୍ଲିଂ ଟୁର୍‌ର ଅନ୍ୟତମ ଶ୍ରେଷ୍ଠ ପ୍ରତିଯୋଗିତା ଟୁର୍‌ ଡି ଫ୍ରାନ୍ସର ୧୦୬ତମ ସଂସ୍କରଣ ଇତିମଧ୍ୟରେ ୯ମ ଷ୍ଟେଜ୍‌ ଅତିକ୍ରମ କରିଛି। ଜୁଲାଇ ୬ରେ ଏହା ବେଲ୍‌ଜିୟମର ବ୍ରୁସେଲ୍ସରୁ ଆରମ୍ଭ ହୋଇଥିଲା। ୨୧…

ରାଜ୍ୟଗୋଷ୍ଠୀ ଟିଟି: ଆସିବନି ପାକିସ୍ତାନ

କଟକ ଅଫିସ,୧୬ା୭- ବୁଧବାରଠାରୁ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆରମ୍ଭ ହେବାକୁ ଥିବା ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ (ଟିଟି) କ୍ରୀଡ଼ାର ୨୧ତମ ସଂସ୍କରଣରୁ ଏବେ ସୁଦ୍ଧା ୫ ଦଳ ବାଦ ପଡ଼ି ସାରିଲେଣି । ପୂର୍ବରୁ ଉଗାଣ୍ଡା ଓ ଜର୍ସି ଭିଜା…

ବାଉଣ୍ଡାରିି ନିୟମକୁ ସମାଲୋଚନା

ନୂଆଦିଲ୍ଲୀ, ୧୫ା୭ (ପି.ଟି.)-ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆଇସିସି ବିଶ୍ୱକପ୍‌ ମ୍ୟାଚର ଯେପରି ରୋମାଞ୍ଚକ ପରିସମାପ୍ତି ଘଟିଲା, ସେନେଇ କ୍ରିକେଟ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିିବାର ଖେଳାଯାଇଥିବା ଏହି ମ୍ୟାଚ ଟାଇ ରହିବା ପରେ…

୨ୟ ଅନ୍‌ଅଫିସିଆଲ ଦିନିକିଆ: ଭାରତ ଏ’ ୨-୦ରେ ସିରିଜ ଅଗ୍ରଣୀ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୫।୭ (ପି.ଟି.)- ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ମନୀଷ ପାଣ୍ଡେଙ୍କ ନେତୃତ୍ୱାଧୀନ ଭାରତ-ଏ ଦଳ ୬୫ ରନରେ ଜିତି ନେଇଛି। ଏହି ବିଜୟ ସହ ଭାରତ-ଏ ୫ ମ୍ୟାଚ୍‌ବିଶିଷ୍ଟ ସିରିଜରେ…

ଶୀର୍ଷସ୍ଥାନରେ ସ୍ଥିତି ମଜଭୂତ କଲେ ଜୋକୋଭିଚ୍‌

ପ୍ରାରିସ,୧୫।୭(ଏଏଫ୍‌ପି)- ନୋଭାକ ଜୋକୋଭିଚ୍‌ ସଫଳତାର ସହ ଓ୍ବିମ୍ବେଲଡନ ଓପନ ଟାଇଟଲ ବଜାୟ ରଖିଛନ୍ତି। ଏହି ବିଜୟ ଯୋଗୁ ସର୍ବିଆ ଖେଳାଳି ଏଟିପି ର଼୍ୟାଙ୍କିଙ୍ଗ୍‌ ଶୀର୍ଷ ସ୍ଥାନରେ ନିଜ ସ୍ଥିତିକୁ ଦୃଢ଼ିଭୂତ କରିଛନ୍ତି। ଏହା ଦର୍ଶାଇଛି ସେମାବାର ପ୍ରକାଶ ପାଇଥିବା ନୂଆ ଏଟିପି…

ବାଉଣ୍ଡ୍ରି ଗଣିତ ନିୟମକୁ ପୂର୍ବତନ କ୍ରିକେଟରଙ୍କ ସମାଲୋଚନା

ନୂଆଦିଲ୍ଲୀ,୧୫।୭(ପିଟି)- ଗୌତମ ଗମ୍ଭୀରଙ୍କ ବ୍ୟତୀତ ପୂର୍ବତନ କ୍ରିକେଟର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ବାଉଣ୍ଡ୍ରି ଗଣିତ ଦ୍ୱାରା ବିଶ୍ୱ ଚାମ୍ପିୟନ ନିର୍ଦ୍ଧାରଣ କରାଯିବା ପ୍ରକ୍ରିୟାକୁ ସମାଲୋଚନା କରିଛନ୍ତି। ରବିବାର ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଟାଇ ରହିବା…

ବିଶ୍ୱକପ୍‌ ଚାମ୍ପିୟନ ଦଳକୁ ରାଣୀଙ୍କ ସାଲ୍ୟୁଟ

ଲଣ୍ଡନ,୧୫।୭(ଏଏଫ୍‌ପି)- ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡକୁ ହରାଇ ବିଶ୍ୱକପ୍‌ ଚାମ୍ପିୟନ ହୋଇଥିବା ଇଂଲଣ୍ଡ ଦଳକୁ ରାଣୀ ସାଲ୍ୟୁଟ କରିଛନ୍ତି। ୫୦ ଓଭରିଆ ମ୍ୟାଚ୍‌ ଓ ସୁପର ଓଭର ଟାଇ ହେବା ପରେ ଅଧିକ ସଂଖ୍ୟକ ବାଉଣ୍ଡ୍ରି ମାରିଥିବାରୁ ଇଂଲଣ୍ଡକୁ ବିଜୟୀ ଘୋଷିତ…

ବିଶ୍ୱନାଥଙ୍କୁ ଟିକେଟ୍‌ ନ ମିଳିବା ଦୁଃଖଦାୟକ: ଗାଭାସ୍କର

ଲଣ୍ଡନ,୧୪।୭- ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ରୋମାଞ୍ଚଭରା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ ଲାଗି ପୂର୍ବତନ ଭାରତୀୟ କ୍ରିକେଟର ଗୁଣ୍ଡପା ବିଶ୍ୱନାଥ ଓ ତାଙ୍କ ଶାଳକଙ୍କୁ ଟିକେଟ୍‌ ମିଳି ନ ଥିଲା। ଗୁଣ୍ଡପାଙ୍କୁ ଫାଇନାଲ…

ବିସିସିଆଇ ନିକଟରେ ରୋହିତ-କୋହଲି ଫାଟ୍‌

ଲଣ୍ଡନ,୧୪।୭- ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରୁ ବାଦ୍‌ ପଡ଼ିବା ପରେ ଭାରତୀୟ ଦଳରେ ସୃଷ୍ଟି ହୋଇଥିବା ଫାଟ୍‌ ସମ୍ପର୍କରେ ପ୍ରବଳ ଆଲୋଚନା ଚାଲିଛି। ଭାରତୀୟ ଦଳ ବହୁଳ ଭାବେ ଅଧିନାୟକ ବିରାଟ କୋହଲି ଓ ଉପ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ନିର୍ଭରଶୀଳ।…

ନ୍ୟୁଜିଲାଣ୍ଡ ଖେଳାଳିଙ୍କୁ କ୍ଷମା ମାଗିଲେ ବେନ୍‌ ଷ୍ଟୋକ୍ସ, ଜାଣନ୍ତୁ କାହିଁକି

ଲର୍ଡସ, ୧୫।୭: ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ଫାଇନାଲ ମ୍ୟାଚରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ନାଟକୀୟ ଢଙ୍ଗରେ ହରାଇ ପ୍ରଥମଥର ପାଇଁ ଟାଇଟଲ ବିଜୟୀ ହୋଇଛି। ତେବେ ମ୍ୟାଚ୍‌ ଜିତିବା ପରେ ଇଂଲଣ୍ଡ ଖେଳାଳି ବେନ୍‌…

ସନ୍ନ୍ୟାସ ନ ନେଲେ ଧୋନୀଙ୍କୁ ଜାତୀୟ ଦଳକୁ ଚୟନ କରାଯିବ ନାହିଁ

ଲଣ୍ଡନ,୧୫।୭- ଭାରତୀୟ ଦଳର ଚୟନକର୍ତ୍ତା, ସାଥୀ ଖେଳାଳି ଓ ପ୍ରଶଂସକମାନେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସନ୍ନ୍ୟାସ ନେବେ କି ନାହିଁ ବୋଲି ଅନୁମାନ ଚଳାଇଛନ୍ତି। କିନ୍ତୁ ଭାରତୀୟ ଖେଳାଳି ଭାବେ ଧୋନୀଙ୍କ କ୍ୟାରିୟରର ପ୍ରାୟତଃ ଶେଷ ହୋଇସାରିଛି। ୩୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?