ଖେଳ

ଫର୍ମୁଲା ଓ୍ବାନ୍‌ ଷ୍ଟାର ଡ୍ରାଇଭର ଲୌଡ଼ାଙ୍କ ପରଲୋକ

ଲଣ୍ଡନ, ୨୧ା୫- କିମ୍ବଦନ୍ତୀ ଫର୍ମୁଲା ଓ୍ବାନ୍‌ ଡ୍ରାଇଭର ନିକି ଲୌଡ଼ାଙ୍କ ମୃତ୍ୟୁ ଘଟିଛି। ଅଷ୍ଟ୍ରିଆ ଡ୍ରାଇଭରଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ପରିବାର ସଦସ୍ୟ ମଙ୍ଗଳବାର ସୂଚନା ଦେଇଛନ୍ତି। ଆମେ ବହୁତ ଦୁଃଖିତ। ୭୦ ବର୍ଷୀୟ ନିକି ସୋମବାର ପ୍ରାଣ ହରାଇଛନ୍ତି। ୮…

କାନ୍ଧରେ ଅସ୍ତ୍ରୋପଚାର କରାଇବେ ମାରାଡୋନା

ବୁଏନ୍‌ସ ଏରିଜ,୨୧ା୫- ଆର୍ଜେଣ୍ଟିନା ଫୁଟ୍‌ବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନା ବାମ କାନ୍ଧରେ ଅସ୍ତ୍ରୋପଚାର କରାଇବେ। ଏ ନେଇ ୫୮ ବର୍ଷୀୟ ପୂର୍ବତନ ଷ୍ଟାର ଆର୍ଜେଣ୍ଟିନା ରାଜଧାନୀ ବୁଏନ୍‌ସ ଏରିଜ ଗସ୍ତ କରିବେ। ଅସ୍ତ୍ରୋପଚାର ସମ୍ପର୍କରେ ସୂଚନା ଦେଇଛନ୍ତି। ମେକ୍ସିକୋରେ ସେ ଦ୍ୱିତୀୟ…

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଭେନ୍ୟୁ ତାଲିକାରେ କଳିଙ୍ଗ ଷ୍ଟାଡିୟମ୍‌

ପଣଜୀ,୨୧ା୫- ଆସନ୍ତା ୨୦୨୦ ଜୁନ୍‌ରେ ଭାରତ ୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌ ଆୟୋଜନ କରିବ। ଏଥିନେଇ ସର୍ବଭାରତୀୟ ଫୁଟ୍‌ବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ୫ ଭେନ୍ୟୁ ଚୟନ କରିଛି। ଏଥିରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍‌ ସମେତ ଗୋଆ, ଅହମ୍ମଦାବାଦ,…

ବିମାନରୁ ବିଦା ହେଲେ ଅଷ୍ଟ୍ରେଲିଆନ ପ୍ରାକ୍ତନ ଓପନର

ସିଡ୍‌ନୀ,୨୧ା୫- ଦୁଇ ସାଙ୍ଗଙ୍କ ସହ ପ୍ରବଳ ଯୁକ୍ତିତର୍କ ପରେ ପୂର୍ବତନ ଅଷ୍ଟ୍ରେଲିଆନ ଓପନର ମାଇକେଲ ସ୍ଲାଟରଙ୍କୁ ବିମାନରୁ ବିଦା ହେବାକୁ ପଡ଼ିଛି। ମାକୁରି ସ୍ପୋଟର୍‌ସ ରେଡିଓ ଅନୁଯାୟୀ, ରବିବାର ସିଡ୍‌ନୀରୁ ବିମାନ ଓ୍ବାଗା ଯିବାର ଥିଲା। କିନ୍ତୁ ସ୍ଲାଟର ଓ ଦୁଇ…

ବିଶ୍ୱକପ୍‌ ଟିମ୍‌ରେ ଯାଗା ମିଳିଲାନି: ଅଜବ ଢଙ୍ଗରେ ବିରୋଧ ପ୍ରଦର୍ଶନ କଲେ ପାକିସ୍ତାନୀ ଖେଳାଳି

ଇସଲମାବାଦ୍‌, ୨୧।୫: ମେ ୩୦ରୁ ଇଂଲଣ୍ଡରେ ଆୟୋଜିତ ହେହାକୁ ଥିବା କ୍ରିକେଟ ବିଶ୍ୱକପ୍‌ ପାଇଁ ଚୂଡାନ୍ତ ଦଳ ଘୋଷଣା କରିଛି ପାକିସ୍ତାନ। ଅନେକ ଦିନରୁ ଏକଦିବସୀୟ ମ୍ୟାଚ୍‌ ଖେଳୁ ନ ଥିବା ମହମ୍ମଦ ଅମିର ଏବଂ ଓ୍ବାହବ ରିଆଜଙ୍କ ଭଳି ଖେଳାଳିଙ୍କୁ…

ଅବସର ପରେ ଚିତ୍ରକର ହେବେ ଧୋନୀ

ନୂଆଦିଲ୍ଲୀ, ୨୧ା୫ (ପି.ଟି.)- ଜଣେ ଚିତ୍ରକର ହେବାଲାଗି ମହେନ୍ଦ୍ର ସିଂ ଧୋନୀ ପିଲାଦିନେ ଯେଉଁ ସ୍ବପ୍ନ ଦେଖିଥିଲେ, ତାହା ସାକାର କରିବେ। କ୍ରିକେଟ ଛାଡ଼ିବା ପରେ ସେ ପେଣ୍ଟିଂ କାର୍ଯ୍ୟରେ ନିଜକୁ ନିୟୋଜିତ କରବା ଲାଗି ଯୋଜନା ରଖିଥିବା ଏକ ଭିଡିଓରେ…

ସ୍ବତନ୍ତ୍ର ବୋଲିଂ ଶୈଳୀଯୋଗୁ ବୁମ୍‌ରା ଭିନ୍ନ : ଥମ୍ପସନ

ନୂଆଦିଲ୍ଲୀ, ୨୧।୫(ପି.ଟି.)-ଦ୍ରୁତ ବୋଲିଂ ମାଧ୍ୟମରେ ନିଜ ସମୟରେ ବିଶ୍ୱର ବ୍ୟାଟ୍ସମ୍ୟାନମାନଙ୍କୁ ଭୟଭୀତ କରାଇ ପାରିଥିବା ଇଂଲଣ୍ଡର ଜେଫ୍‌ ଥମ୍ପସନ ଏବେ ଭାରତର ଯଶପ୍ରୀତ ବୁମ୍‌ରାଙ୍କ ପ୍ରଦର୍ଶନରେ ବେଶ୍‌ ପ୍ରଭାବିତ। ନିଜ ପେସ୍‌ ମାଧ୍ୟମରେ ବିପକ୍ଷ ଦଳକୁ କ୍ଷତି ପହଞ୍ଚାଇବାର ଦକ୍ଷତା ବୁମ୍‌ରାଙ୍କ…

ସବ୍‌ଜୁନିୟର କରାଟେ ପାଇଁ ଭୁବନେଶ୍ୱର ଦଳ ଚୟନ

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି)-ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଚଳିତମାସ ୨୬ରେ ୩୧ତମ ରାଜ୍ୟ ସବ୍‌ଜୁନିୟର କରାଟେ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସ୍କୁଲ ପରିସରରେ ଭୁବନେଶ୍ୱର ଦଳ ଚୟନ ହୋଇଯାଇଛି। ମନୋନୟନ ପ୍ରକ୍ରିୟାରେ ଭୁବନେଶ୍ୱରସ୍ଥିତ ସ୍ବିକୃତିପ୍ରାପ୍ତ ବିଭିନ୍ନ କରାଟେ…

ଜାତୀୟ ସିନିୟର ଟେନିସ କ୍ରିକେଟ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି)- ଚଳିତ ମାସ ୨୩ରୁ ୨୬ ପର୍ଯ୍ୟନ୍ତ ଗୋଆର ପଞ୍ଜିମ୍‌ଠାରେ ୪ର୍ଥ ଜାତୀୟ ସିନିୟର ଟେନିସ କ୍ରିକେଟ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ୧୮ ଜଣିଆ ଓଡ଼ିଶା ଦଳ ଘୋଷିତ ହୋଇଛି। ଖେଳାଳି ଚୟନ ପାଇଁ ଗତ…

ରାଜ୍ୟ ୧୭ ବର୍ଷରୁ କମ୍‌ ଚେସ୍‌ସାଇନା, ଦେବୀ ଚାମ୍ପିୟନ

ଭୁବନେଶ୍ୱର, ୨୦।୫(କ୍ରୀଡ଼ା ପ୍ରତିନିଧି): ବାଲେଶ୍ୱର ଜିଲା ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଚଳିତମାସ ୧୮ରୁ ୨୦ ପର୍ଯ୍ୟନ୍ତ ବାଲେଶ୍ୱର ଲ’ କଲେଜରେ ଅନୁଷ୍ଠିତ ଓଡ଼ିଶା ରାଜ୍ୟ ୧୭ ବର୍ଷରୁ କମ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ସାଇନା ସାଲୋନିକା ଓ ଦେବୀ ପ୍ରସାଦ ନାୟକ ଚାମ୍ପିୟନ…

ସ୍ବାଭାବିକ ଖେଳିବାକୁ ଡୁ ପ୍ଲେସିଙ୍କ ପରାମର୍ଶ

ଦୁବାଇ, ୨୦ା୫ (ପି.ଟି.)-ମେ ୩୦ ତାରିଖରୁ ଇଂଲଣ୍ଡରେ ଆରମ୍ଭ ହେବାକୁଥିବା ଆଇସିସି ବିଶ୍ୱକପ୍‌ରେ ସ୍ବାଭାବିକ ଖେଳିବା ଲାଗି ଦଳର ଖେଳାଳିମାନଙ୍କୁ ପରାମର୍ଶ ଦେଇଛନ୍ତି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ ପ୍ଲେସି। ପୂର୍ବ ବିଫଳତାକୁ ଭୁଲିଯିବାକୁ ହେବ। ସୁପରମ୍ୟାନ ଭଳି…

ରିୟଲ ମାଡ୍ରିଡ୍‌ ସହ ରହିବେ କ୍ରୁଜ୍‌

ମାଡ୍ରିଡ୍‌,୨୦।୫(ଏଏଫ୍‌ପି)- ଜର୍ମାନୀ ଅନ୍ତର୍ଜାତୀୟ ଫୁଟ୍‌ବଲ ଷ୍ଟାର ଟୋନି କ୍ରୁଜ୍‌ ରିୟଲ ମାଡ୍ରିଡ୍‌ କ୍ଲବ ସହ ହୋଇଥିବା ଚୁକ୍ତିର ସମୟସୀମାରେ ବୃଦ୍ଧି କରିଛନ୍ତି। ଫଳରେ ସେ ୨୦୨୩ ପର୍ଯ୍ୟନ୍ତ ସ୍ପାନିଶ କ୍ଲବ ପାଇଁ ଖେଳିବା ନେଇ ସ୍ପଷ୍ଟ ହୋଇଛି। ୨୯ ବର୍ଷୀୟ ମିଡ୍‌ଫିଲ୍ଡର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri