ଖେଳ

ଜୁନିୟର ଶୁଟିଂ ବିଶ୍ୱକପ୍‌: ପ୍ରଥମ ଦିବସରେ ଭାରତକୁ ଦୁଇ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୧୪ା୭ (ପି.ଟି.)- ଜର୍ମାନୀର ଶୁଲ୍‌ଠାରେ ଜୁନିୟର ଶୁଟରଙ୍କ ଲାଗି ଆୟୋଜିତ କମ୍ବାଇନ୍ଡ ଓ୍ବାଲର୍‌ଡକପ୍‌ରେ ଭାରତର ଉଦୟବୀର ସିଦ୍ଧୁ ଡବଲ୍‌ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଫଳରେ ପ୍ରତିଯୋଗିତାର ପ୍ରଥମ ଦିବସରେ ଭାରତ ପୋଲ ପୋଜିଶନ ହାସଲ କରିଛି। ଇଣ୍ଟରନ୍ୟାଶନାଲ ଶୁଟିଂ ସ୍ପୋଟର୍‌ସ…

ଓପନରେ ଆୟୁଷ, ବାଳିକାରେ ଜ୍ୟୋତିକା ଅଗ୍ରଣୀ

କଟକ ଅଫିସ,୧୪ା୭-ପୂର୍ବତଟ ରେଳପଥ ପ୍ରତିଷ୍ଠାନ ପରିସରରେ ଚାଲିଥିବା ରାଜ୍ୟ ୯ ବର୍ଷରୁ କମ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଶନିବାର ୪ ରାଉଣ୍ଡ ଖେଳ ଶେଷ ହୋଇଛି। ଓପନ୍‌ ବର୍ଗରେ ଆୟୁଷ ଆର୍ଯ୍ୟନ ମହାପାତ୍ର, ଆୟୁଷ୍ମାନ ମହାନ୍ତି ଓ ଶ୍ରୀୟଂଶ ଦେ ୪ପଏଣ୍ଟ ଲେଖାଏ…

ଇଣ୍ଟରକଣ୍ଟିନେଣ୍ଟାଲ କପ୍‌: ଭାରତର କ୍ରମାଗତ ଦ୍ୱିତୀୟ ପରାଜୟ

ଅହମ୍ମଦାବାଦ, ୧୪ା୭ (ପି.ଟି.)-ଏଠାରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଉତ୍ତର କୋରିଆ ନିକଟରୁ ଭାରତ ୨-୫ ଗୋଲରେ ପରାସ୍ତ ହୋଇଛି। ପ୍ରତିଯୋଗିତାରେ ଦଳର ଏହା କ୍ରମାଗତ ଦ୍ୱିତୀୟ ପରାଜୟ। ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ଉତ୍ତର କୋରିଆ ତରଫରୁ ଜଙ୍ଗ୍‌…

ହାଲେପ୍‌ଙ୍କୁ ପ୍ରଥମ ଓ୍ବିମ୍ବେଲଡନ ଟାଇଟଲ

ଲଣ୍ଡନ, ୧୪ା୭- ରୋମାନିଆର ସିମୋନା ହାଲେପ୍‌ ପ୍ରଥମଥର ଓ୍ବିମ୍ବେଲଡନ ଟାଇଟଲ ହାସଲ କରିଛନ୍ତି। ଶନିବାର ସେଣ୍ଟର କୋର୍ଟଠାରେ ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲରେ ସେ ଆମେରିକାର ବିଶିଷ୍ଟ ଖେଳାଳି ସେରେନା ଓ୍ବିଲିୟମ୍ସଙ୍କୁ ୬-୨, ୬-୨ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି। ମ୍ୟାଚ୍‌ଟି…

ଓ୍ବିମ୍ବେଲଡନ ଟେନିସ୍‌: ଫେଡରର- ଜୋକୋଭିଚ୍‌ ଟାଇଟଲ ମୁକାବିଲା

ଲଣ୍ଡନ,୧୪।୭(ଏଏଫପି)- ବର୍ଷର ତୃତୀୟ ଗ୍ରାଣ୍ଡସ୍ଳାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ ଟେନିସ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ରବିବାର ଖେଳାଯିବ। ଟାଇଟଲ ପାଇଁ ଏହି ଫାଇନାଲ ମ୍ୟାଚ୍‌ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ସୁଇଜରଲାଣ୍ଡର ରୋଜର ଫେଡରର ଓ ସର୍ବିୟାର ନୋଭାକ ଜୋକୋଭିଚ୍‌ ପରସ୍ପରକୁ…

ଆଇସିସି ବିଶ୍ୱକପ୍‌ : ପ୍ରଥମ ଟାଇଟଲ ଲକ୍ଷ୍ୟରେ ଇଂଲଣ୍ଡ, ନ୍ୟୁଜିଲାଣ୍ଡ

ଲଣ୍ଡନ,୧୪ା୭(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଅନ୍ତିମ ସୋପାନରେ ପହଞ୍ଚିଛି। ରବିବାର ଐତିହାସିକ ଲଡର୍‌ସ ଷ୍ଟାଡିୟମରେ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଫାଇନାଲରେ ପ୍ରବେଶ କରିଥିବା ଆୟୋଜକ ଇଂଲଣ୍ଡ ଓ ଗତଥରର ରନର୍ସଅପ୍‌ ନ୍ୟୁଜିଲଣ୍ଡ ଟାଇଟଲ ପାଇଁ…

ଟାଏକୋଣ୍ଡୋ ବ୍ୟାପାର ବୁଝିବା ଲାଗି ଆଡହକ୍‌ କମିଟି

ନୂଆଦିଲ୍ଲୀ, ୧୩ା୭ (ପି.ଟି.)-ଦେଶରେ ଟାଏକୋଣ୍ଡୋ ବ୍ୟାପାର ବୁଝାଶୁଝା କରିବା ଲାଗି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଏକ ଆଡହକ୍‌ କମିଟି ଗଠନ କରିଛି। ଏହା ୬ମାସ ମଧ୍ୟରେ ମହାସଂଘର ନିର୍ବାଚନ କରାଇବ। ଗତବର୍ଷ ଡିସେମ୍ବରରେ ଆଇଓଏର ଜେନେରାଲ ଆସେମ୍ବ୍ଲିରେ ଏ ସମ୍ପର୍କରେ…

ମହିଳା ଫୁଟ୍‌ବଲ ଦଳକୁ ୬ ସ୍ଥାନ ପଦୋନ୍ନତି

ନୂଆଦିଲ୍ଲୀ,୧୩ା୭ (ପି.ଟି.)-ଭାରତୀୟ ମହିଳା ଫୁଟ୍‌ବଲ ଦଳ ଗତ କିଛି ମାସ ହେଲା ପ୍ରଭାବୀ ପ୍ରଦର୍ଶନ କରିଆସିଛି। ଏଥିପାଇଁ ସଦ୍ୟ ପ୍ରକାଶିତ ଫିଫା ର଼୍ୟାଙ୍କିଙ୍ଗ ତାଲିକାରେ ଦଳ ୬ ସ୍ଥାନ ପଦୋନ୍ନତି ପାଇ ୫୭ ତମ ସ୍ଥାନରେ ରହିଛି। ଏସୀୟ ଦେଶଗୁଡ଼ିକ ମଧ୍ୟରେ…

କିରଣ ମୋରେ ଆମେରିକାର ଅନ୍ତରୀଣ କୋଚ୍‌

ଓ୍ବାଶିଂଟନ,୧୩।୭- ପୂର୍ବତନ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ କିରଣ ମୋରେ ଆମେରିକା କ୍ରିକେଟ ଦଳର ଅନ୍ତରୀଣ କୋଚ୍‌ ଭାବେ ନିଯୁକ୍ତ ହୋଇଛନ୍ତି। ସେ ପୂର୍ବତନ କୋଚ୍‌ ପବୁଦୁ ଦାସାନାୟକେଙ୍କ ସ୍ଥାନ ନେବେ। ୪୯ ବର୍ଷୀୟ ଦାସାନାୟକେ ୟୁଏସ୍‌ଏ କ୍ରିକେଟ ସହ ମତଭେଦ ଯୋଗୁ…

ପ୍ରଦୀପ ସିଂଙ୍କୁ ସ୍ବର୍ଣ୍ଣ

ଆପିଆ(ସାମୋଆ),୧୩।୭- ପ୍ରଦୀପ ସିଂ ନୂଆ ରାଜ୍ୟଗୋଷ୍ଠୀ ରେକର୍ଡ ସୃଷ୍ଟି କରିଛନ୍ତି। ୧୦୯ କେଜି ଓଜନ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରଦୀପ କ୍ଲିନ୍‌ ଓ ଜର୍କ ଇଭେଣ୍ଟରେ ରେକର୍ଡ ଭାଙ୍ଗିଛନ୍ତି। ଏହି ଇଭେଣ୍ଟରେ ସେ ୨୦୨ କେଜି ଭାର ଉଠାଇଛନ୍ତି। ପୂର୍ବରୁ ସ୍ନାଚ୍‌…

ଡିଭିଲର୍ସଙ୍କୁ କୋହଲିଙ୍କ ସମର୍ଥନ

ନୂଆଦିଲ୍ଲୀ,୧୩।୭(ପି.ଟି.)- ଅବସର ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବାକୁ ଉଦ୍ୟମ କରିବା ସମ୍ପର୍କରେ ଦକ୍ଷିଣ ଆଫ୍ରିକୀୟ ପୂର୍ବତନ କ୍ରିକେଟର ଏ.ବି. ଡିଭିଲର୍ସ ସ୍ପଷ୍ଟକରିବା ପରେ ଭାରତୀୟ ଅଧିନାୟକ ବିରାଟ କୋହଲି ସମର୍ଥନ ଜଣାଇଛନ୍ତି। ଚଳିତ ବିଶ୍ୱକପ୍‌ ମଝିରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)…

ଭାରତୀୟ ଦଳରେ ଫାଟ

ମୁମ୍ବାଇ,୧୩।୭- ଚଳିତ ବିଶ୍ୱକପ୍‌ ସେମିଫାଇନାଲ ପରାଜୟ ପରେ ଭାରତୀୟ ଦଳରେ ଫାଟ ଦେଖାଦେଇଥିବା କିଛି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଭାରତୀୟ ଦଳର ସମସ୍ତ ସଦସ୍ୟ ୧୪ ତାରିଖରେ ମୁମ୍ବାଇରେ ପହଞ୍ଚିବେ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଥିଲା। ହେଲେ ଦଳର ଉପଅଧିନାୟକ ରୋହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?