ପାକିସ୍ତାନ ବିଶ୍ୱକପ୍ ଦଳରେ ଅମିର, ଓ୍ବାହବ
ଇସ୍ଲାମବାଦ,୨୦।୫- ଇଂଲଣ୍ଡରେ ଖେଳାଯିବାକୁ ଥିବା ଆଇସିସି ବିଶ୍ୱକପ୍ ଲାଗି ପିସିବି ୧୫ ଜଣିଆ ପାକିସ୍ତାନ ଦଳ ଘୋଷଣା କରିଛି। ଏହି ଦଳରେ ମହମ୍ମଦ ଅମିର, ଓ୍ବାହବ ରିଆଜ ଓ ଅସିଫ ଅଲି ସ୍ଥାନ ପାଇଛନ୍ତି। ତିନିଜଣ ଖେଳାଳି ସମ୍ଭାବ୍ୟ ଦଳରେ ସ୍ଥାନ…
ଭାରତୀୟ ମହିଳା ହକି ଦଳର ବିଜୟ ଅଭିଯାନ
ଜିନଚେଓନ,୨୦।୫- ଭାରତୀୟ ମହିଳା ହକି ଦଳ ଆୟୋଜକ ଦକ୍ଷିଣ କୋରିଆକୁ ୨-୧ ଗୋଲରେ ହରାଇ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବିଜୟୀ ଦଳ ଲାଗି ଯୁବା ଷ୍ଟ୍ରାଇକର ଲାଲରେସିଆମି (୨୦ତମ ମିନିଟ୍) ଓ ନବନୀତ କୌର (୪୦ତମ) ଗୋଟିଏ ଲେଖାଏ ଗୋଲ…
ବିଶ୍ୱକପ୍ ପୂର୍ବରୁ ଜିମରେ ଝାଳ ବୁହାଇଲେ ହାର୍ଦ୍ଧିକ
ମୁମ୍ବାଇ, ୨୦।୫: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଧିକ ପାଣ୍ଡ୍ୟା ଆଇପିଏଲରେ ସଫଳ ହେବା ପରେ ଏବେ ବିଶ୍ୱକପ୍ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ଜିମ୍ରେ ଘଣ୍ଟା ଘଣ୍ଟା ଝାଳ ବୁହାଉଛନ୍ତି। ଶରୀରକୁ ଫିଟ୍ ରଖିବା ପାଇଁ ଜିମରେ ବିଭିନ୍ନ…
ଯୁବିଙ୍କୁ ବ୍ୟାଟିଂ ଶିଖାଇଥିଲେ ସିଦ୍ଧୁ
ବିଶ୍ୱ କ୍ରିକେଟରେ ଯୁବରାଜ ସିଂ (ଯୁବି) ଜଣେ ଲୋକପ୍ରିୟ ଖେଳାଳି। ପୂର୍ବତନ କ୍ରିକେଟର ଯୁଗରାଜ ସିଂଙ୍କ ପୁଅ ଯୁବିଙ୍କୁ ନଭଜୋତ ସିଂ ସିଦ୍ଧୁଙ୍କ ଘରକୁ ବ୍ୟାଟିଂ ଅଭ୍ୟାସ ପାଇଁ ପଠାଉଥିଲେ। ସେତେବେଳେ ସିଦ୍ଧୁ ଭାରତୀୟ ଦଳର ସଦସ୍ୟ ଥିଲେ। ଅଭ୍ୟାସ ଆରମ୍ଭ…
ବିଶ୍ୱକପ୍ ପରେ ଆଫଗାନିସ୍ତାନ କୋଚ୍ ପଦ ଛାଡ଼ିବେ ସିମନ୍ସ
ନୂଆଦିଲ୍ଲୀ,୨୦।୫(ପି.ଟି.)-ପୂର୍ବତନ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଫିଲ ସିମନ୍ସ ଆଗାମୀ ବିଶ୍ୱକପ୍ ପରେ ଆଫଗାନିସ୍ତାନ କୋଚ୍ ପଦ ତ୍ୟାଗ କରିବେ। ୨୦୧୭ ଡିସେମ୍ବରରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। କୋଚ୍ ଭାବେ ନିଯୁକ୍ତ ହେବା ପରେ ଆଫଗାନିସ୍ତାନକୁ ସେ ବିଶ୍ୱକପ୍ରେ ପହଞ୍ଚାଇବାକୁ ଯେଉଁ ଲକ୍ଷ୍ୟ…
କର୍କଟରେ ପ୍ରାଣ ହରାଇଲେ ପାକିସ୍ତାନ କ୍ରିକେଟରଙ୍କ ଝିଅ
ଲଣ୍ଡନ,୨୦।୫- କର୍କଟ ରୋଗରେ ପୀଡ଼ିତ ପାକିସ୍ତାନ ବ୍ୟାଟ୍ସମ୍ୟାନ ଅସିଫ ଅଲିଙ୍କ ଦୁଇ ବର୍ଷୀୟା ଝିଅ ନୁର୍ ଫତିମା ସ୍ଥାନୀୟ ମେଡିକାଲରେ ପ୍ରାଣ ହରାଇଛନ୍ତି। ଅସିଫ ଖେଳୁଥିବା ଆଇଏସ୍ଏଲ୍ ଇସ୍ଲାମବାଦ୍ ୟୁନାଇଟେଡ୍ ଫ୍ରାଞ୍ଚାଇଜ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଏ ନେଇ ଟୁଇଟ୍…
ପାକିସ୍ତାନ ଲଗାତର ୧୦ଟି ମ୍ୟାଚ୍ ହାରିଲା, ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ମଜାକ୍ ଉଡ଼ାଇଲେ ଦର୍ଶକେ
ଇସଲମାବାଦ, ୨୦।୫: ଗତ ୧୦ଟି ମ୍ୟାଚରେ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଦର୍ଶକ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ମଜାକ ଉଡାଉଥିବା ଦେଖାଯାଇଛି। ଦ୍ୱିତୀୟଥର ପାଇଁ ପାକିସ୍ଥାନକୁ ଏଭଳି ଅବସ୍ଥା ଭୋଗିବାକୁ ପଡିଛି। ୧୯୮୮ରେ ଇମ୍ରାନ ଖାନ୍ ପାକିସ୍ତାନ କ୍ରିକେଟ…
ବିବାହ ବନ୍ଧନରେ ବାନ୍ଧିହେଲେ ଏହି ଭାରତୀୟ କ୍ରିକେଟର
ହାଇଦ୍ରାବାଦ, ୨୦।୫: ଭାରତୀୟ କ୍ରିକେଟର ହନୁମା ବିହାରୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଫେଶନ୍ ଡଜାଇନର୍ ପ୍ରୀତି ରାଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ହନୁମା। ଏହି ବିବାହ ତେଲେଙ୍ଗାନାର ହମନକୋଣ୍ଡାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୫୦୦ ଉର୍ଦ୍ଧ୍ୱ ଅତିଥି…
ଡାକ୍ତରଖାନାରେ ମୃତ୍ୟୁସହ ସଂଗ୍ରାମ କରୁଥିଲେ ଝିଅ, ଏପଟେ ପଡିଆରେ କ୍ରିକେଟ ଖେଳିବାକୁ ଓହ୍ଲାଇଲେ ପିତା
ଲଣ୍ଡନ, ୨୦।୫: ଡାକ୍ତରଖାନାରେ ୨ବର୍ଷର ଝିଅ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଏପଟେ ବ୍ୟାଟ ଧରି ପଡିଆକୁ ଓହ୍ଲାଇ ଖେଳୁଆଡ ମନୋଭାବର ପରିଚୟ ଦେଇଛନ୍ତି ପାକିସ୍ତାନ ବ୍ୟାଟ୍ସମ୍ୟାନ୍ ଆସିଫ୍ ଅଲ୍ଲୀ। ଆସିଫଙ୍କ ଦୁଇବର୍ଷର ଝିଅ ତୁର୍ ଫାତିମା କ୍ୟାନସରରେ ପୀଡିତ ହୋଇ…
ସିରିଜ୍ ପୋଛିଲା ଇଂଲଣ୍ଡ
ଲିଡ୍ସ,୨୦।୫- ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ୫ମ ତଥା ଅନ୍ତିମ ଦିନିକିଆ ମ୍ୟାଚ୍ରେ ଇଂଲଣ୍ଡ ୫୪ ରନ୍ରେ ବିଜୟ ହାସଲ କରିଛି। ଏଥିସହ ଇଂଲଣ୍ଡ ଏକମାତ୍ର ଟି୨୦ ପରେ ଦିନିକିଆ ସିରିଜ୍କୁ ୪-୦ ବ୍ୟବଧାନରେ ପୋଛିନେଇଛି। ସିରିଜ୍ର ପ୍ରଥମ ଦିନିକିଆ ମ୍ୟାଚ୍…
ନାଡାଲଙ୍କୁ ଟାଇଟଲ
ରୋମ୍, ୨୦ା୫- ରାଫାଲ ନାଡାଲ ଇଟାଲିଆନ ଓପନ ଟେନିସ୍ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ବିଶ୍ୱର ୨ ନମ୍ବର ମାନ୍ୟତାପ୍ରାପ୍ତ ନାଡାଲ ଏକ ନମ୍ବର ଖେଳାଳି ନୋଭାକ ଜୋକୋଭିଚ୍ଙ୍କୁ ୬-୦, ୪-୬, ୬-୧ ସେଟ୍ରେ ହରାଇ ଦେଇଛନ୍ତି।…
ଯୁବରାଜଙ୍କ ଅବସର ଚିନ୍ତା
ନୂଆଦିଲ୍ଲୀ, ୨୦।୫(ପି.ଟି.)- ସୀମିତ ଓଭର କ୍ରିକେଟରେ ଭାରତର ଅନ୍ୟତମ ଶ୍ରେଷ୍ଠ କ୍ରିକେଟର ଯୁବରାଜ ସିଂ ଅନ୍ତର୍ଜାତୀୟ କ୍ରିକେଟ୍ରୁ ସନ୍ନ୍ୟାସ ଗ୍ରହଣ କରିବା ଲାଗି ଗୁରୁତର ସହ ଚିନ୍ତା କରୁଛନ୍ତି। ଏଥିସହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଅନୁମୋଦିତ ବିଦେଶୀ ଟି୨୦ ଲିଗ୍ରେ…
Archives


