ଖେଳ

ବିବାଦରେ ଆଇସିସି

ମୁମ୍ବାଇ,୧୩।୭-ଅନ୍ତର୍ଜାତୀୟ କ୍ରିକେଟର ପରିଚାଳନା ସଂସ୍ଥା ଆଇସିସି ଏକ ବଡ଼ ବିବାଦର ସମ୍ମୁଖୀନ ହୋଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଦୁବାଇର ଅଜୟ ସେଠୀଙ୍କ ଚ୍ୟାନେଲ ୨କୁ ଚଳିତ ବିଶ୍ୱକପ୍‌ର ରେଡିଓ ବିବରଣୀ ଅଧିକାର ପ୍ରଦାନ କରିଥିଲା। ଚେକ୍‌ ବାଉନ୍ସ ହେବା ଓ ଭାଷ୍ୟକାରଙ୍କୁ…

ଭାରତୀୟ ପ୍ରଶଂସକଙ୍କୁ ନିଶାମଙ୍କ ଅନୁରୋଧ

ଲର୍ଡସ,୧୩।୭- ସ୍ଥାନୀୟ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ରବିବାର ନ୍ୟୁଜିଲାଣ୍ଡ ଓ ଆୟୋଜକ ଇଂଲଣ୍ଡ ମଧ୍ୟରେ ଚଳିତ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ର ଟିକେଟ କିଣିଥିବା ଭାରତୀୟ ପ୍ରଶଂସକଙ୍କୁ ବିକିଦେବା ପାଇଁ ଅନୁରୋଧ କରିଛନ୍ତି ନ୍ୟୁଜିଲାଣ୍ଡ ଅଲରାଉଣ୍ଡର ଜିମ୍ମି ନିଶାମ।…

ଦଳୀୟ ନିଷ୍ପତ୍ତି ଥିଲା: ଶାସ୍ତ୍ରୀ

ଲର୍ଡସ,୧୩।୭- ଅଭିଜ୍ଞ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ବ୍ୟାଟିଂ କ୍ରମର ୭ମ ସ୍ଥାନରେ ପଠାଇବାର କାରଣ ସ୍ପଷ୍ଟ କରିଛନ୍ତି ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ। ଧୋନୀଙ୍କୁ ନିମ୍ନକ୍ରମରେ କ୍ରିଜ୍‌କୁ ପଠାଇବାର ନିଷ୍ପତ୍ତି…

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ପ୍ରସ୍ତୁତି ଅନୁଧ୍ୟାନ କଲେ କ୍ରୀଡ଼ାମନ୍ତ୍ରୀ

କଟକ ଅଫିସ,୧୩ା୭- ଆଉ ୪ ଦିନ ପରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ା ଆରମ୍ଭ ହେବ । ଏ ନେଇ ଶୁକ୍ରବାର ଅପରାହ୍ନରେ ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ।…

ରାଜ୍ୟ ୯ବର୍ଷରୁ କମ୍‌ ଚେସ ଆରମ୍ଭ: ଆୟୁଷ୍ମାନ, ପ୍ରତ୍ୟୁଷା ଟପସିଡ

କଟକ ଅଫିସ,୧୩ା୭- ପୂର୍ବତଟ ରେଲଓ୍ବେ ପ୍ରତିଷ୍ଠାନ ପରିସରରେ ରାଜ୍ୟ ୯ବର୍ଷରୁ କମ୍‌ ଚେସ ଚାମ୍ପିୟନଶିପ ଶୁକ୍ରବାର ଆରମ୍ଭ ହୋଇଛି । ୭ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଓପନ ବର୍ଗରେ ୮୩ ଓ ବାଳିକା ବର୍ଗରେ ୩୭ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ…

ସାଥିୟାଁ-ଅମଲରାଜଙ୍କୁ ବ୍ରୋଞ୍ଜ

ମେଲବୋର୍ନ, ୧୩ା୭ (ପି.ଟି.)-ଭାରତୀୟ ଯୋଡ଼ି ଜି. ସାଥିୟାଁ ଓ ଆନ୍ଥୋନୀ ଅମଲରାଜ ପୁରୁଷ ଡବଲ୍ସରେ ଏକ ବ୍ରୋଞ୍ଜ ପଦକ ସହ ସେମାନଙ୍କ ଓ୍ବାଲର୍‌ଡ ଟୁର୍‌ ପ୍ଲାଟିନମ ଅଷ୍ଟ୍ରେଲିଆନ ଓପନ ଟେବୁଲ ଟେନିସ ପ୍ରତିଯୋଗିତାରେ ଅଭିଯାନ ଶେଷ କରିଛନ୍ତି। ଏହି ଯୋଡ଼ି ସେମିଫାଇନାଲରେ…

ସ୍ନାଇଡରଙ୍କ ସହ ଲଢ଼ିବେ ବିଜେନ୍ଦର

ନ୍ୟୁଆର୍କ, ୧୩ା୭ (ପି.ଟି.)-ଏକ ବର୍ଷ ପରେ ପ୍ରଫେଶନାଲ ବକ୍ସିଂକୁ ଫେରିବେ ଭାରତୀୟ ବକ୍ସିଂ ଷ୍ଟାର ବିଜେନ୍ଦର ସିଂ। ଶନିବାର ସେ ଏଠାରେ ଆମେରିକାର ମାଇକ୍‌ ସ୍ନାଇଡରଙ୍କ ସହିତ ୮ ରାଉଣ୍ଡ ବିଶିଷ୍ଟ ସୁପରମିଡଲଓ୍ବେଟ୍‌ ମୁକାବିଲା କରିବେ। ଡବ୍ଲ୍ୟୁବିଓ ଓରିଏଣ୍ଟାଲ ଏବଂ ଏସିଆ…

ଓ୍ବିମ୍ବେଲଡନ ଟେନିସ୍‌: ଜୋକୋଭିଚ୍‌- ଫେଡରର ଫାଇନାଲ

ଲଣ୍ଡନ, ୧୩।୭(ପି.ଟି.)- ବର୍ଷର ତୃତୀୟ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ ଟେନିସର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ରବିବାର ଟାଇଟଲ ପାଇଁ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଟପ୍‌ ସିଡ ସର୍ବୀୟ ତାରକା ନୋଭାକ ଜୋକୋଭିଚ୍‌ ଓ ଦ୍ୱିତୀୟ ସିଡ୍‌ ସୁଇଜରଲାଣ୍ଡର…

ବିଶ୍ୱକପ୍‌ ଫାଇନାଲ: ଟିକେଟ କ୍ରୟ ନେଇ ପ୍ରଶଂସକଙ୍କୁ ସତର୍କବାଣୀ

ଲଣ୍ଡନ,୧୩।୭(ପି.ଟି.)- ରବିବାର ଖେଳାଯିବାକୁ ଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଦେଖିବାକୁ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖାଦେଇଛି। ଆୟୋଜକ ଇଂଲଣ୍ଡ ସେମିଫାଇନାଲରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପ୍ରବେଶ କରି ପ୍ରଥମଥର ପାଇଁ ବିଶ୍ୱକପ୍‌ ଜିତି ଇତିହାସ ସୃଷ୍ଟି କରିବାର…

ପିଟର କ୍ରାଉଚ୍‌ଙ୍କ ଅବସର

ଲଣ୍ଡନ,୧୩।୭(ଏଏଫ୍‌ପି)- ଇଂଲଣ୍ଡ ପୂର୍ବତନ ଷ୍ଟ୍ରାଇକର ପିଟର କ୍ରାଉଚ୍‌ ଶୁକ୍ରବାର ଅବସର ଘୋଷଣା କରିଛନ୍ତି। ଦୁଇ ଦଶନ୍ଧି ଧରି ସଫଳତାର ସହ ପେସାଦାର ଫୁଟବଲ ଖେଳିବାପରେ ସେ ୩୮ ବର୍ଷରେ ଅବସର ନେଇଛନ୍ତି। ୨୦୦୫ ମେ’ରେ କ୍ରାଉଚ୍‌ କଲମ୍ବିଆ ବିପକ୍ଷରେ ଇଂଲଣ୍ଡ ପାଇଁ…

କୋହଲି, ଶାସ୍ତ୍ରୀ ଫେରିବା ପରେ ପ୍ରଦର୍ଶନ ନେଇ ସମୀକ୍ଷା ହେବ

ଲଣ୍ଡନ,୧୩।୭(ପି.ଟି.)- ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା କ୍ରିକେଟ ପ୍ରଶାସକ କମିଟି (ସିଓଏ) ବିଶ୍ୱକପ୍‌ରେ ଭାରତର ପ୍ରଦର୍ଶନ ନେଇ ତର୍ଜମା କରିବ। ଅଧିନାୟକ କୋହଲି ଓ ହେଡ୍‌ କୋଚ୍‌ ରବି ଶାସ୍ତ୍ରୀ ସ୍ବଦେଶ ଫେରିବା ପରେ ସିଓଏ ଭାରତର ଖେଳାଳିମାନଙ୍କ ପ୍ରଦର୍ଶନ ନେଇ…

ରଶିଦ ଆଫଗାନିସ୍ତାନ କ୍ରିକେଟ ଦଳର ନୂଆ ଅଧିନାୟକ

କାବୁଲ, ୧୨ା୭ (ପି.ଟି.): ଷ୍ଟାର ସ୍ପିନର ରଶିଦ ଖାଁଙ୍କୁ ଶୁକ୍ରବାର ଆଫଗାନିସ୍ତାନ କ୍ରିକେଟ ଦଳର ସମସ୍ତ ଫର୍ମାଟ ପାଇଁ ନୂଆ ଅଧିନାୟକ ଭାବେ ନିଯୁକ୍ତି ମିଳିଛି। ବିଶ୍ୱକପ୍‌ ପୂର୍ବରୁ ଅଧିନାୟକ ପଦବୀରୁ ବହିଷ୍କୃତ ହୋଇଥିବା ଅସଘର ଆଫଗାନଙ୍କୁ ତାଙ୍କ ଡେପୁଟି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?