IPL 2025: ଆପିଏଲ୍ରେ ସବୁଠୁ ବିପଜ୍ଜନକ ବୋଲର୍ କିଏ? ଗେଲ୍ ଦେଲେ ଚମକାଇବା ଭଳି ଜବାବ
ନୂଆଦିଲ୍ଲୀ,୮।୪: IPL 2025 ଚାଳିଥିବା ବେେଳେ ବିଶ୍ୱର ବିସ୍ଫୋରକ ବ୍ୟାଟସମ୍ୟାନ କ୍ରିସ ଗେଲ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ‘ୟୁନିଭର୍ସ ବସ’ ଭାବରେ ଜଣାଶୁଣା ଗେଲ ଭାରତୀୟ ପେସର୍ ଜସପ୍ରୀତ ବୁମରାଙ୍କୁ ସବୁଠାରୁ ବିପଦଜନକ ବୋଲର ଭାବରେ ବାଛିଛନ୍ତି। ବୁମରା ଆଇପିଏଲରେ…
ରକ୍ତଦାନ କରି ଅନ୍ୟର ଜୀବନ ବଞ୍ଚାଇବା ଲକ୍ଷ୍ୟ:ଓଡିଆ ପକ୍ଷରେ ରକ୍ତଦାନ ଶିବିର
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ): ରାଜ୍ୟରେ ଭାଜପା ସରକାର ଆସିବା ପରେ କେତେକ କ୍ଷେତ୍ରରେ ପରିବର୍ତ୍ତନ ହେଉଛି। ଚଳିତବର୍ଷ ଉତ୍କଳ ଦିବସକୁ ଓଡିଶା ଦିବସ ଭାବେ ପାଳନ କରାଯାଇଥିଲା। ଏଥିସହ ଏପ୍ରିଲ ପହିଲାରୁ ଓଡିଆ ପକ୍ଷ ପାଳିତ ହେଉଛି। ଏହି ସମୟରେ ବିଭିନ୍ନ ବିଭାଗ…
ସ୍ବାମୀଙ୍କଠାରୁ ଅଲଗା ହେଲେ ଏହି ବକ୍ସିଂ ଆଇକନ, ଜାଣନ୍ତୁ ବିଚ୍ଛେଦ ହେବାର କାରଣ…
ନୂଆଦିଲ୍ଲୀ,୮ା୪: ଅଲିମ୍ପିକ୍ ବ୍ରୋଞ୍ଜ ମେଡାଲିଷ୍ଟ ତଥା ବକ୍ସିଂ ଆଇକନ ମେରୀ କମ ତାଙ୍କ ସ୍ବାମୀ କେ ଅନଲରଙ୍କଠାରୁ ଅଲଗା ହୋଇଯାଇଛନ୍ତି। ଏକ ଜାତୀୟ ଇଂଲିଶ ଖବରକାଗଜରେ ପ୍ରକାଶିତ ରିପୋର୍ଟ ଅନୁସାରେ, ୨୦୨୨ ମଣିପୁର ବିଧାନସଭା ନିର୍ବାଚନରେ ଅନଲରଙ୍କ ପାର୍ଥତ୍ତ୍ୱ ଦାଖଲ ପରଠାରୁ…
ଇତିହାସ ରଚିଲା RCB: ଆଇପିଏଲ୍ରେ ଏମିତି କାରନାମା କରିବାରେ ହେଲା ଦ୍ୱିତୀୟ ଦଳ
ମୁମ୍ବାଇ,୮।୪: ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଆରସିବି ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବି ୨୦…
ମୁଣ୍ଡରେ ଆଘାତ ଲାଗିବା ପରେ ଅବସର ନେଲେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍, ୨୭ ବର୍ଷ ବୟସରେ ନିଯୁକ୍ତ ହେଲେ ମୁଖ୍ୟ ପ୍ରଶିକ୍ଷକ
ନୂଆଦିଲ୍ଲୀ, ୮ା୪: ଆଘାତଜନିତ ସଂଘର୍ଷ ଦ୍ୱାରା ଭାଙ୍ଗିଯାଇଥିବା କ୍ୟାରିଅର ପରେ ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍ ୱିଲ୍ ପୁକୋଭସ୍କି ମଙ୍ଗଳବାର କ୍ରିକେଟରୁ ତାଙ୍କର ଅବସର ନିଶ୍ଚିତ କରିଛନ୍ତି। ସେ ସ୍ୱୀକାର କରିଛନ୍ତି ଯେ ସେ ଏପର୍ଯ୍ୟନ୍ତ “ଭୟଙ୍କର” ଲକ୍ଷଣ ଭୋଗୁଛନ୍ତି। ଭିକ୍ଟୋରିଆନ୍ ଓପନର ଶେଷ…
ରୋମାଞ୍ଚକ ମୁକାବିଲାରେ ମୁମ୍ବାଇକୁ ହରାଇଲା ଆରସିବି: ଶେଷ ଓଭରରେ ଯାଦୁ ଦେଖାଇଲେ କ୍ରୁନାଲ
ମୁମ୍ବାଇ, ୭।୪-ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଆରସିବି ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବି ୨୦…
ଐତିହାସିକ ରେକର୍ଡ ହାସଲ କଲେ ହାର୍ଦ୍ଦିକ ପାଣ୍ଡ୍ୟା: ପ୍ରଥମ ଭାରତୀୟ ଭାବେ କଲେ ଚମତ୍କାର
ମୁମ୍ବାଇ,୮।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ବିପକ୍ଷ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ବଲ୍ରେ ଚମତ୍କାର ପ୍ରଦର୍ଶନ କରିଥିଲେ। IPL 2025ର ୨୦ତମ ମ୍ୟାଚ୍ରେ ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ଗୋଟିଏ ଓଭରରେ RCBର ୨ ଜଣ ବଡ଼ ବ୍ୟାଟ୍ସମ୍ୟାନଙ୍କ…
ଟି-୨୦ ବିରାଟ କୋହଲିଙ୍କ ବଡ଼ ରେକର୍ଡ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା
ମୁମ୍ବାଇ,୭।୪: ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ସୋମବାର IPL 2025ରେ ଏକ ମ୍ୟାଚ୍ରେ ବିରାଟ କୋହଲି ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ଏବେ ଟି-୨୦ କ୍ରିକେଟର ଶ୍ରେଷ୍ଠ ୫ ବ୍ୟାଟସମ୍ୟାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ବିରାଟ…
ସି.ଏମ୍ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ ଟ୍ରଫି…
ଆଇପିଏଲ୍ରେ ଖେଳିବାକୁ ନେଇ ମୁହଁ ଖୋଲିଲେ ଧୋନୀ
ନୂଆଦିଲ୍ଲୀ,୭ା୪: କିମ୍ବଦନ୍ତୀ ମହେନ୍ଦ୍ର ସିଂ ଧୋନୀ ଆଗାମୀ ବର୍ଷ ଆଇପିଏଲ୍ରେ ଖେଳିବେ କି ନାହିଁ, ସେ ନେଇ ନିଷ୍ପତ୍ତି ନେବା ଲାଗି ତାଙ୍କ ପାଖରେ ୧୦ ମାସ ସମୟ ରହିଥିବା କହିଛନ୍ତି। ଚଳିତ ଆଇପିଏଲ୍ରେ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)…
ଇଶାନ୍ତ ଶର୍ମାଙ୍କୁ ଜରିମାନା
ହାଇଦ୍ରାବାଦ,୭ା୪: ରବିବାର ରାତିରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ ବେଳେ ଆଇପିଏଲ୍ ଆଚରଣ ସଂହିତା ଉଲ୍ଲଂଘନ କରିଥିବା ଅଭିଯୋଗରେ ଗୁଜରାଟ ଟାଇଟନ୍ସ ପେସର ଈଶାନ୍ତ ଶର୍ମାଙ୍କୁ ତାଙ୍କ ମ୍ୟାଚ୍ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ତାଙ୍କ ଶୃଙ୍ଖଳାଗତ ଖାତାରେ…
ଦୁଇ ବର୍ଷ ବାସନ୍ଦ ପରେ କ୍ରିକେଟକୁ ଫେରିଲେ ଏହି ଖେଳାଳି
ଢାକା,୭ା୪: ଦୁଇ ବର୍ଷର ବାସନ୍ଦାଦେଶ ଶେଷ କରିବା ପରେ ବାଂଲାଦେଶ କ୍ରିକେଟର ନାସିର ହୋସେନ ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଆଇସିସିର ଦୁର୍ନୀତି ନିବାରଣ ନିୟମ ଭଙ୍ଗ କରିବା ଲାଗି ତାଙ୍କୁ ୨୦୨୩ ସେପ୍ଟେମ୍ବରରେ ବାସନ୍ଦ କରାଯାଇଥିଲା। ବାସନ୍ଦାଦେଶର ଶର୍ତ୍ତ ମୁତାବକ,…
Archives


