ଖେଳ

ବାର୍ସିଲୋନାରେ ଜାପାନ ମିଡ୍‌ ଫିଲ୍ଡର ଆବେ

ଟୋକିଓ, ୧୨ା୭ (ଏଏଫ୍‌ପି): ଜାପାନର ଆଟାକିଂ ମିଡ୍‌ ଫିଲ୍ଡର ହିରୋକି ଆବେ ଏଫ୍‌ସି ବାର୍ସିଲୋନାରେ ଯୋଗ ଦେବେ। ଶୁକ୍ରବାର ସେ ନିଜେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଲା’ ଲିଗାର ଦୁଇଟି ପ୍ରମୁଖ କ୍ଲବ ମଧ୍ୟରୁ ଗୋଟିଏ ଦଳରେ ଯୋଗ ଦେବାରେ…

ସିଓଏ ବୈଠକରେ ଯୋଗଦେବେ କୋହଲି, ଶାସ୍ତ୍ରୀ

ଲଣ୍ଡନ,୧୨।୭(ପି.ଟି.)- ବିସିସିଆଇ ପରିଚାଳନା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ) ଭାରତୀୟ ଦଳର ବିଶ୍ୱକପ୍‌ ପ୍ରଦର୍ଶନକୁ ରିଭ୍ୟୁ କରିବ। ଏଥିରେ ଅଧିନାୟକ ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଯୋଗଦେବେ। ଏହି ବୈଠକରେ ଆସନ୍ତା ବର୍ଷ…

ବିଶ୍ୱକପ୍‌ ଫାଇନାଲରେ ଅମ୍ପାୟରିଂ କରିବେ ଧର୍ମସେନା, ମାରିଆସ

ଲଣ୍ଡନ,୧୨।୭(ପି.ଟି.)- ରବିବାର ଆଇକନିକ୍‌ ଲଡର୍‌ସ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଓ ଆୟୋଜକ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଚଳିତ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଲାଗି ଶ୍ରୀଲଙ୍କା ଅମ୍ପାୟର କୁମାର ଧର୍ମସେନା ଓ ଦକ୍ଷିଣ ଆଫ୍ରିକାର ମାରିଆସ ଇରାସମୁସଙ୍କୁ ଅନ୍‌ଫିଲ୍ଡ ଅମ୍ପାୟର ଭାବେ ନିଯୁକ୍ତ…

ଅଜୟ ସିଂଙ୍କ ରାଜ୍ୟଗୋଷ୍ଠୀ ରେକର୍ଡ

ଆପିଆ(ସାମୋଆ),୧୨।୭(ପି.ଟି.)- ଭାରତୀୟ ଭାରୋତ୍ତୋଳନକାରୀ ଅଜୟ ସିଂ ଶୁକ୍ରବାର ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପ୍‌ରେ କ୍ଲିନ୍‌ ଓ ଜର୍କ ଇଭେଣ୍ଟରେ ନୂଆ ରେକର୍ଡ କରିଛନ୍ତି। ୨୨ ବର୍ଷୀୟ ଭାରୋତ୍ତୋଳକ ୮୧ କି.ଗ୍ରା. ବର୍ଗର କ୍ଲିନ୍‌ ଓ ଜର୍କ ଇଭେଣ୍ଟରେ ୧୯୦ କି.ଗ୍ରା. ଭାର ଉଠାଇଥିଲେ, ଯାହାକି…

ଭାରତ ଏ’କୁ ଜିତାଇଲେ ଆୟାର, ଖଲିଲ

ନୂଆଦିଲ୍ଲୀ,୧୨।୭- ଭାରତ ଏ’ ଦଳ ଶ୍ରେୟାସ ଆୟାର ଓ ଖଲିଲ ଅହମ୍ମଦଙ୍କ ଜବରଦସ୍ତ ପ୍ରଦର୍ଶନ ବଳରେ ୬୫ ରନ୍‌ର ବିଜୟ ସହ ତା’ର ଓ୍ବେଷ୍ଟଇଣ୍ଡିଜ ଅଭିଯାନ ଆରମ୍ଭ କରିିଛି। ଆଣ୍ଟିଗୁଆଠାରେ ଖେଳାଯାଇଥିବା ପ୍ରଥମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଦଳ ୧୯୦…

କ୍ୱାର୍ଟରରେ ପ୍ରଣୟ-ସୌରଭ

ଫୁଲେର୍ଟନ(ଆମେରିକା),୧୨।୭(ପିଟି)- ଏଚ୍‌.ଏସ୍‌. ପ୍ରଣୟ ଓ ସୌରଭ ବର୍ମା ଏଠାରେ ଚାଲିଥିବା ୟୁଏସ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ବର୍ଗର କ୍ୱାର୍ଟର ଫାଇନାଲରେ ପରସ୍ପରକୁ ଭଟିବେ। ଦ୍ୱିତୀୟ ସିଡ୍‌ ପ୍ରଣୟ ୨୧-୧୬, ୧୮-୨୧, ୨୧-୧୬ ଗେମ୍‌ରେ କୋରିଆର କ୍ୱାଓ୍ବାଙ୍ଗ ହି ହେଓଙ୍କୁ…

ଇଣ୍ଡିଜ ଗସ୍ତରୁ ବାଦ୍‌ ପଡ଼ିପାରନ୍ତି କୋହଲି, ବୁମରା

ନୂଆଦିଲ୍ଲୀ,୧୨।୭- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପେସର ଯଶପ୍ରୀତ ବୁମରାଙ୍କୁ ସମ୍ଭବତଃ ସମ୍ପୂର୍ଣ୍ଣ ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ବିଶ୍ରାମ ଦିଆଯାଇପାରେ। ଅଗଷ୍ଟ ୩ ତାରିଖଠାରୁ ଆରମ୍ଭ ହେବାକୁ ଥିବା ଗସ୍ତରେ ଭାରତୀୟ ଦଳ ୩ ଲେଖାଏ ଟି୨୦ ଓ ଦିନିକିଆ ପରେ…

୧୪ରେ ମୁମ୍ବାଇ ଫେରିବ ଟିମ୍‌ ଇଣ୍ଡିଆ

ଲଣ୍ଡନ,୧୨।୭(ପିଟି)- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ପରାସ୍ତ ହୋଇଥିବା ଭାରତୀୟ ଦଳ ଆସନ୍ତା ରବିବାର ସ୍ବଦେଶ ଫେରିବେ। ଦୁଇ ଦିନ ଧରି ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ସେମିଫାଇନାଲରେ ଭାରତୀୟ ଦଳ ୧୮ ରନ୍‌ରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରିଥିଲା। ଭାରତୀୟ ଦଳର ଖେଳାଳିମାନେ ଅଲଗା…

କୋହଲିଙ୍କ ମଜାକ୍‌ ଉଡାଇଲେ ଇଂଲଣ୍ଡ କ୍ରିକେଟର୍‌

ଲଣ୍ଡନ, ୧୨।୭: ଇଂଲଣ୍ଡରେ ବିଶ୍ୱକପ ଚାଲିଥିବାବେଳେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ତା’ର ଟୁଇଟର ପେଜରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସମ୍ରାଟ ଭାବରେ ସଜାଇ ଏକ ଫଟୋ ପୋଷ୍ଟ କରିଥିଲା। ସେତେବେଳେ ଏହାକୁ ନେଇ ଚର୍ଚ୍ଚା ହେବା ସହ…

ଆଗରେ ବିରାଟ ପଛରେ ଅନୁଷ୍କା, ଏମିତି ହୋଟେଲ ଛାଡିଲେ ଭାରତୀୟ ଖେଳାଳି

ଲଣ୍ଡନ, ୧୨।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉନ୍ନୀତ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ ରହିଛି…

ଭାରତର ପରାଜୟ ପରେ ଜୀବନ ହାରିଲେ ଦର୍ଶକ

ନୂଆଦିଲ୍ଲୀ, ୧୨।୭- ଚଳିତ ଆଇସିସି ବିଶ୍ୱକପର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଏହି ପରାଜୟ ପରେ ଭାଙ୍ଗିପଡିଛନ୍ତି ଦର୍ଶକ। ହିମାଚଳ ପ୍ରଦେଶର ହମିରପୁରରେ ଜଣେ ବ୍ୟକ୍ତି ଦୃଦଘାତରେ ପ୍ରାଣ…

ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ:୨୦୦ ମିଟରରେ ଦୂତୀ ୫ମ

ଭୁବନେଶ୍ୱର, ୧୨।୭(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୨୦୦ ମିଟର ଇଭେଣ୍ଟରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୫ମ ସ୍ଥାନରେ ରହିଛନ୍ତି। ବୁଧବାର ହିଟ୍‌ରେ ୨୪.୦୮ ଓ ଗୁରୁବାର ସେମିଫାଇନାଲରେ ୨୩.୨୪ ସେକେଣ୍ଡ ସମୟ ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?