ରାଜ୍ୟଗୋଷ୍ଠୀ ଟିଟି: ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ
କଟକ ଅଫିସ,୧୨ା୭-ଆସନ୍ତା ୧୭ରୁ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ହେବାକୁ ଥିବା ଟେବୁଲ ଟେନିସ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୨୧ତମ ସଂସ୍କରଣ ପାଇଁ ଅନଲାଇନ ଟିକେଟ ବିକ୍ରି ଗୁରୁବାର ମଧ୍ୟାହ୍ନରୁ ଆରମ୍ଭ ହୋଇଛି । www.paytm.com, www.insider.in ୱେବସାଇଟରେ ଟିକେଟ ବିକ୍ରି ଚାଲିଛି…
ୟୁଏସ୍ ଓପନ୍ ବ୍ୟାଡ୍ମିଣ୍ଟନ: ଲକ୍ଷ୍ୟ, ପ୍ରଣୟ, ସୌରଭ ୨ୟ ରାଉଣ୍ଡରେ
ଫୁଲରଟନ (ୟୁଏସ୍ଏ), ୧୨।୭ (ପି.ଟି.)- ଉଦୀୟମାନ ଭାରତୀୟ ଶଟ୍ଲର ଲକ୍ଷ୍ୟ ସେନ୍ ଏଠାରେ ଅନୁଷ୍ଠିତ ୟୁଏସ୍ ଓପନ୍ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାର ଏକ ମ୍ୟାଚ୍ରେ ସିନିୟର ଖେଳାଳି ପାରୂପଲ୍ଲୀ କାଶ୍ୟପଙ୍କୁ ପରାସ୍ତ କରି ୨ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଲକ୍ଷ୍ୟଙ୍କ ସମେତ ଏଚ୍.ଏସ୍.…
ୟୁଥ୍ ଓ୍ବାଲର୍ଡ ରେକର୍ଡ ଭାଙ୍ଗିଲେ ଲାଲ୍ରିନୁଙ୍ଗା
ଆପିଆ, (ସାମୋଆ), ୧୨ା୭ (ପି.ଟି.)- ଚଳିତ ରାଜ୍ୟଗୋଷ୍ଠୀ ଚମ୍ପିୟନଶିପ୍ର ତୃତୀୟ ଦିବସରେ ୟୁଥ୍ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜେତା ଜେରେମି ଲାଲ୍ରିଙ୍ଗୁଆନା ଚମକପ୍ରଦ ପ୍ରଦର୍ଶନ କରିଛନ୍ତି। ସେ ତିନୋଟି ରେକର୍ଡ ଭଙ୍ଗ କରିଛନ୍ତି, କିନ୍ତୁ କ୍ଲିନ୍ ଆଣ୍ଡ୍ ଜର୍କ ଉତ୍ତୋଳନରେ ବିଫଳ…
ସେରେନା-ହାଲେପ୍ ଫାଇନାଲ
ଲଣ୍ଡନ, ୧୨ା୭ (ଏଏଫ୍ପି)-ଚଳିତବର୍ଷର ଓ୍ବିମ୍ବେଲଡନ ଓପନ୍ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲ ଆମେରିକାର ସେରେନା ଓ୍ବିଲିୟମ୍ସ ଏବଂ ରୋମାନିଆର ସିମୋନା ହାଲେପ୍ଙ୍କ ମଧ୍ୟରେ ଖେଳାଯିବ। ୨୪ତମ ଗ୍ରାଣ୍ଡସ୍ଲାମ ଟାଇଟଲ ରେକର୍ଡ ସମକକ୍ଷ ହେବା ଲକ୍ଷ୍ୟରେ ଥିବା ସେରେନା ଗୁରୁବାର ଖେଳାଯାଇଥିବା ଏକ…
‘ଧୋନୀଙ୍କ ପାଖରେ ଏବେ ବହୁତ କ୍ରିକେଟ ବାକି ଅଛି’
ନୂଆଦିଲ୍ଲୀ,୧୨।୭(ପି.ଟି.)- ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ବିଶ୍ୱକପ୍ରୁ ବାଦ୍ ପଡିଥିଲେ ମଧ୍ୟ ଭାରତୀୟ ଦଳକୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କାର୍ଯକାରୀ ସଭାପତି ସି.କେ. ଖାନ୍ନା ଓ ପ୍ରଶାସକ କମିଟି (ସିଓଏ) ସଦସ୍ୟା ଡାଇନା…
ଆଇସିସି ବିଶ୍ୱକପ୍: ଇଂଲଣ୍ଡ- ନ୍ୟୁଜିଲାଣ୍ଡ ଫାଇନାଲ
ବର୍ମିଂହାମ୍,୧୨।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ରେ ଦ୍ୱିତୀୟ ଦଳ ଭାବେ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ସ୍ଥାନୀୟ ଏଜ୍ବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ରେ ଆୟୋଜକ ଇଂଲଣ୍ଡ ୧୦୭ଟି ବଲ୍ ବାକିରଖି ୮ ଉଇକେଟରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ଅତି…
ଜାଡେଜାଙ୍କୁ କ୍ଷମା ମାଗିଲେ ମଞ୍ଜରେକର
ମାେଷ୍ଟେର,୧୧।୭(ପି.ଟି.)- ଶେଷରେ ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଞ୍ଜରେକର ତାରକା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ କ୍ଷମା ମାଗିଛନ୍ତି। ଜାଜେଡାଙ୍କ ବିରୋଧରେ ମନ୍ତବ୍ୟ ଦେବାପରେ ମଞ୍ଜରେକର ବେଶ୍ ବିବାଦୀୟ ହୋଇ ପଡିଥିଲେ। ଜାଜେଡା ଏକ ସମ୍ପୂର୍ଣ୍ଣ କ୍ରିକେଟର ନୁହଁନ୍ତି। ତାଙ୍କ ସ୍ଥାନରେ ଭାରତୀୟ ଟିମ୍…
ଧୋନୀଙ୍କୁ ଲତା ମଙ୍ଗେସ୍କରଙ୍କ ସମର୍ଥନ
ମୁମ୍ବାଇ,୧୧।୭ (ପି.ଟି.)- ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀଙ୍କ ପାଇଁ ଏବେ କୋକିଳ କଣ୍ଠୀ ଲତା ମଙ୍ଗେସ୍କର ବାହାରିଛନ୍ତି। ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ପରେ ଏବେ ଟିମ୍ ଇଣ୍ଡିଆ ଓ ଭାରତୀୟ କ୍ରିକେଟରଙ୍କୁ ସବୁ ମହଲରୁ ସମାଲୋଚନା କରାଯାଉଛି। ଧୋନୀଙ୍କୁ ମଧ୍ୟ କେତେକ…
ଧୋନୀଙ୍କୁ କିମ୍ବଦନ୍ତୀ କହିଲେ ଅଖତର
ମାଞ୍ଚେଷ୍ଟର,୧୧ା୭- ଚଳିତ ବିଶ୍ୱକପ୍ ସେମିଫାଇନାଲରେ ଭାରତୀୟ ଦଳ ୬ ରନ୍ରେ ୩ ଉଇକେଟ ହରାଇ ନିଶ୍ଚିତ ପରାଜୟ ମୁହଁା ହୋଇଥିଲା। ରବୀନ୍ଦ୍ର ଜାଡେଜା ଓ ମହେନ୍ଦ୍ର ସିଂ ଧୋନୀ ଲଢ଼ୁଆ ବ୍ୟାଟିଂ ମ୍ୟାଚ୍ରେ ଭାରତର ବିଜୟ ହେବାର ସମ୍ଭାବନା ସୃଷ୍ଟି କରିଥିଲା।…
୨୦୧୪ଠାରୁ ଭାରତ ଜିତି ନାହିଁ ବଡ଼ ଟ୍ରଫି
ମାଞ୍ଚେଷ୍ଟର,୧୧ା୭(ପିଟି)- ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ୍ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉନ୍ନୀତ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ ହୋଇଛି…
କ୍ରିକେଟ ଇତିହାସରେ ପ୍ରଥମ ଥର
ମାଞ୍ଚେଷ୍ଟର,୧୧ା୭(ପିଟି)- ଚଳିତ ବିଶ୍ୱକପ୍ ସେମିଫାଇନାଲରେ ଭାରତୀୟ ଦଳର ଓପନର ରୋହିତ ଶର୍ମା, ଲୋକେଶ ରାହୁଲ ଓ ବିରାଟ କୋହଲି ପ୍ରତ୍ୟେକ ୧ ରନ୍ ଲେଖାଏ କରି ଆଉଟ୍ ହୋଇଥିଲେ। କୌଣସି ଦଳର ପ୍ରଥମ ୩ ଜଣ ବ୍ୟାଟ୍ସମ୍ୟାନ ୧ ରନ୍ କରି…
ଆଫଗାନିସ୍ତାନ ପେସର ଆଲାମ ଏକବର୍ଷ ବାସନ୍ଦ
ନୂଆଦିଲ୍ଲୀ,୧୧ା୭(ପିଟି)- ପେସର ଆଫତାବ ଆଲାମଙ୍କୁ ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟରୁ ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି)ର ଡିସିପ୍ଲିନାରି କମିଟି ଏକବର୍ଷ ଲାଗି ବାସନ୍ଦ କରିଛି। ସେ ଚଳିତ ବିଶ୍ୱକପ୍ରେ ଆଇସିସି କୋଡ୍ ଅଫ୍ କଣ୍ଡକ୍ଟ ଭଙ୍ଗ କରିଥିଲେ। ଏଥିଯୋଗୁ ତାଙ୍କୁ ବିଶ୍ୱକପ୍…

