ଖେଳ

ବିସିସିଆଇ ନିୟମ ଭାଙ୍ଗିଛନ୍ତି ଇର୍ଫାନ

ମୁମ୍ବାଇ,୧୮।୫- କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ)ରେ ଖେଳିବା ପାଇଁ ଉପଲବ୍ଧ ଥିବା ଦର୍ଶାଇବା ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନଙ୍କୁ ବିଚିତ୍ର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ବିଦେଶ ଲିଗ୍‌ରେ ଖେଳିବା ଲାଗି ବ୍ୟାକୁଳ ହେଉଥିବା ପଠାନ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର…

ଅଭ୍ୟାସ ନୁହେଁ, ବିଶ୍ରାମ ନେଉଛନ୍ତି ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୮।୫- ଆଇସିସି ବିଶ୍ୱକପ୍‌ ଭଳି ବୃହତ୍‌ ଟୁର୍ନାମେଣ୍ଟ ଲାଗି ଭାରତୀୟ ଖେଳାଳିମାନେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହେଉଛନ୍ତି। ସେମାନେ ଅଭ୍ୟାସ କରିବା ବଦଳରେ ବିଶ୍ରାମ ନେଉଛନ୍ତି। ମିଳିଥିବା ରିପୋର୍ଟ ଅନୁଯାୟୀ ଚଳିତ ମାସ ୨୧ ତାରିଖରେ ଏକାଠି ହେବା ପୂର୍ବରୁ ବିଶ୍ୱକପ୍‌…

ବିଶ୍ୱକପ୍‌ ଲାଗି କେଦାର ଫିଟ୍‌

ମୁମ୍ବାଇ,୧୮।୫- ଭାରତୀୟ ଦଳର ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ ଓ କାମଚଳା ସ୍ପିନର କେଦାର ଯାଦବଙ୍କ ବିଶ୍ୱକପ୍‌ରେ ଖେଳିବା ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ହୋଇଛି। ତାଙ୍କୁ ଶନିବାର ଫିଟ୍‌ ଘୋଷିତ କରାଯାଇଛି। ଫଳରେ ଆସନ୍ତା ୨୨ ତାରିଖରେ ବଳକା ଭାରତୀୟ ଦଳର…

ଜାତୀୟ ସବ୍‌ଜୁନିୟର ହକି: ହକି ଗାଙ୍ଗପୁର ବିଜୟୀ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ରାୟପୁରରେ ଚାଲିଥିବା ୯ମ ଜାତୀୟ ସବ୍‌ଜୁନିୟର ହକି(ଡିଭିଜନ-ଏ) ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହକି ଗାଙ୍ଗପୁର ଓଡ଼ିଶା ୪-୨ ଗୋଲରେ ରାଜସ୍ଥାନକୁ ପରାସ୍ତ କରିଛି। ପୁଲ୍‌ ‘ଡି’ ମ୍ୟାଚରେ ହକି ଗାଙ୍ଗପୁର ପ୍ରାଧାନ୍ୟ ବିସ୍ତାର କରି…

ପ୍ରଶିକ୍ଷାର୍ଥୀଙ୍କୁ ସସ୍ମିତା, ବିଜୟଲକ୍ଷ୍ମୀଙ୍କ ଟିପ୍ସ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି)-ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିରରେ ଶୁକ୍ରବାର ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ସସ୍ମିତା ମଲିକ ଓ ଅନ୍ତର୍ଜାତୀୟ ଖେଳାଳି ବିଜୟଲକ୍ଷ୍ମୀ ସାହୁ ଉପସ୍ଥିତ ହୋଇ ପିଲାମାନଙ୍କୁ ଟିପ୍ସ ଦେଇଥିଲେ।…

ଅଷ୍ଟ୍ରେଲିଆ ଟୁର୍‌:ପରାଜୟ ସହ ଭାରତର ଅଭିଯାନ ଶେଷ

ପର୍ଥ, ୧୮।୫-ଅଷ୍ଟ୍ରେଲିଆ ଟୁର୍‌ରେ ପ୍ରାରମ୍ଭିକ ସଫଳତା ହାସଲ କରିଥିବା ଭାରତୀୟ ହକି ଦଳ ପରାଜୟ ସହ ଏହାର ଅଭିଯାନ ଶେଷ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଦଳ ୨-୫ ଗୋଲରେ ବିଶ୍ୱର ୨ ନମ୍ବର ଦଳ ଅଷ୍ଟ୍ରେଲିଆଠାରୁ ହାରି ଯାଇଛି। ବିଜୟୀ…

ଆଇସିସି ବିଶ୍ୱକପ୍‌ ଗୀତ ରିଲିଜ୍‌ ହେଲା

ଲଣ୍ଡନ, ୧୮ା୫ (ପି.ଟି.)-ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି)ର ପୁରୁଷ ବିଶ୍ୱକପ୍‌ ପାଇଁ ପ୍ରସ୍ତୁତ କରାଯାଇଥିବା ଗୀତ ଶୁକ୍ରବାର ରିଲିଜ ହୋଇଛି। ଏହାର ଶୀର୍ଷକ ‘ଷ୍ଟାଣ୍ଡ ବାଏ’ ରହିଛି। ନୂତନ କଣ୍ଠଶିଳ୍ପୀ ଲୋରିନ୍‌ ଏଥିରେ କଣ୍ଠଦାନ କରିଥିବାବେଳେ ଇଂଲଣ୍ଡର ସୁପ୍ରସିଦ୍ଧ ଡ୍ରମ୍‌ ଓ…

କ୍ୱାର୍ଟରଫାଇନାଲରୁ ଓହରିଲେ ଫେଡରର

ରୋମ୍‌,୧୮ା୫ (ଏ.ଏଫ୍‌.ପି.)-ଡାହାଣ ଗୋଡ଼ରେ ଆଘାତପ୍ରାପ୍ତ ଯୋଗୁ ବିଶ୍ୱର ୩ ନମ୍ବର ଖେଳାଳି ରୋଜର ଫେଡରର ଏଠାରେ ଚାଲିଥିବା ଇଟାଲିଆନ ଓପନ ଟେନିସ ଟୁର୍ନାମେଣ୍ଟ କ୍ୱାର୍ଟର ଫାଇନାଲ ମ୍ୟାଚରୁ ଓହରିଯାଇଛନ୍ତି। ଏଠାରେ ୪ଥର ଫାଇନାଲିଷ୍ଟ ସେମିଫାଇନାଲରେ ପ୍ରବେଶ ପାଇଁ ୮ମ ସିଡ୍‌ ଗ୍ରୀକ୍‌…

ବିଶ୍ୱକପ୍‌ ପୂର୍ବରୁ ଇମାମ ଆହତ

ନଟିଂହାମ,୧୮।୫(ଏଏଫ୍‌ପି)- ବିଶ୍ୱକପ୍‌ ଆରମ୍ଭ ହେବାକୁ ଆଉ ମାତ୍ର କିଛି ସପ୍ତାହ ବାକି ଥିବା ବେଳେ ର୍ପୂବରୁ ପାକିସ୍ତାନ ଯୁବ ତାରକା ବ୍ୟାଟ୍ସମ୍ୟାନ ତଥା ଓପନର ଇମାମ- ଉଲ-ହକ ଆହତ ହୋଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ୍‌ରେ ଇମାମ…

ରଣଜୀ ଅଧିନାୟକ ବୈଠକ : ଡିଆରଏସ୍‌ ଲାଗୁ,କଏନ ଟସ୍‌ ବାତିଲ ନେଇ ସହମତି

ମୁମ୍ବାଇ, ୧୮।୫(ପି.ଟି.)- ଏଠାରେ ଶୁକ୍ରବାର ଅନୁଷ୍ଠିତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କନ୍‌କ୍ଲେଭ ବା ବୈଠକରେ ରାଣଜୀ ଅଧିନାୟକ ଓ କୋଚ୍‌ମାନେ ଅଂଶଗ୍ରହଣ କରିଥିଲେ। ଦେଶର ସର୍ବବୃହତ୍‌ ଘରୋଇ ଟୁର୍ନାମେଣ୍ଟ ରଣଜୀ ଟ୍ରଫିରେ ଡିସିସନ ରିଭ୍ୟୁ ସିଷ୍ଟମ (ଡିଆରଏସ୍‌) ଲାଗୁ…

ବିଦେଶ ଲିଗ୍‌ରେ ଖେଳିପାରନ୍ତି ପ୍ରାକ୍ତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୭ା୫: କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ) ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ସ୍ଥାନ ପାଇଛନ୍ତି ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ। ସିପିଏଲର ଆଗାମୀ ସଂସ୍କରଣ ଲାଗି ଚଳିତ ମାସ ୨୨ ତାରିଖରେ ଲଣ୍ଡନଠାରେ ଖେଳାଳିଙ୍କ ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହେବ। ତାଙ୍କୁ କୌଣସି…

ଡବଲ ଅଲିମ୍ପିକ ଚାମ୍ପିୟନଙ୍କ ୨୫ ବର୍ଷ ବୟସରେ ଅବସର

ବର୍ଲିନ, ୧୭ା୫ (ଏଏଫ୍‌ପି)- ସ୍ବାସ୍ଥ୍ୟଗତ କାରଣରୁ ଜର୍ମାନୀର ଡବଲ ଅଲିମ୍ପିକ ବାଏଥଲନ ଚାମ୍ପିୟନ ଲାଉରା ଡାହଲମେର ମାତ୍ର ୨୫ ବର୍ଷ ବୟସରେ ଶୁକ୍ରବାର ତାଙ୍କ ଅବସର ଘୋଷଣା କରିଛନ୍ତି। ପ୍ରଫେସନାଲ ସ୍ପୋଟର୍‌ସରେ ଶତ ଜଣେ ଆଥଲେଟ୍‌ ଶତପ୍ରତିଶତ ଫିଟ୍‌ ରହିବା ଦରକାର।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri