ଖେଳ

ଏନ୍‌ସିଏ ୨୩ବର୍ଷରୁ କମ୍‌ ମହିଳା ଶିବିରରେ ସୁଶ୍ରୀ

କଟକ ଅଫିସ,୧୫ା୫- ଆସନ୍ତା ଜୁନ ୨୪ରୁ ଜୁଲାଇ ୨୩ ତାରିଖ ପର୍ଯ୍ୟନ୍ତ ବେଙ୍ଗାଲୁରୁ ସ୍ଥିତ ଜାତୀୟ କ୍ରିକେଟ ଏକାଡେମୀ(ଏନ୍‌ସିଏ)ରେ ୨୩ବର୍ଷରୁ କମ୍‌ ମହିଳା ଶିବିର ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ଏକମାତ୍ର ଖେଳାଳି ଭାବେ ସୁଶ୍ରୀ ଦିବ୍ୟଦର୍ଶିନୀ ଯୋଗଦେବାକୁ ମନୋନୀତ ହୋଇଛନ୍ତି…

‘କ୍ଷତାକ୍ତ ସତ୍ତ୍ୱେ ବ୍ୟାଟିଂ କରିଥିଲେ ଓ୍ବାଟ୍‌ସନ’

ନୂଆଦିଲ୍ଲୀ, ୧୫।୫(ପି.ଟି.)- ଆଇପିଏଲ୍‌ ଫାଇନାଲରେ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ରୋମାଞ୍ଚକ ଭାବେ ୧ ରନରେ ପରାସ୍ତ କରି ରୋହିତ୍‌ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ ହୋଇଥିଲା। ଏହି ମ୍ୟାଚ୍‌ରେ ଚେନ୍ନାଇର ଓପନିଂ ବ୍ୟାଟ୍ସମ୍ୟାନ ଶେନ୍‌ ଓ୍ବାଟସନ ୫୯ ବଲରୁ ୮୦…

ଆଇପିଏଲ୍‌ ୧୨: ମୁମ୍ବାଇକୁ ଚତୁର୍ଥ ଟାଇଟଲ

ହାଇଦ୍ରାବାଦ, ୧୩।୫(ପି.ଟି.)- ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ୨୦୧୯ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟାଇଟଲ ହାସଲ କରିଛି। ସ୍ଥାନୀୟ ରାଜୀବ ଗାନ୍ଧୀ ଆନ୍ତର୍ଜାତିକ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ହାଇଭୋଲ୍ଟେଜ ଫାଇନାଲ ମ୍ୟାଚ୍‌ରେ ମୁମ୍ବାଇ ୧ ରନରେ ମହେନ୍ଦ୍ର ସିଂ…

ଇଣ୍ଡୋ ଇଣ୍ଟରନ୍ୟାଶନାଲ କବାଡ଼ି ଆଜିଠାରୁ: ପୁଣେ- ହରିୟାଣା ଉଦ୍‌ଘାଟନୀ ମ୍ୟାଚ୍‌

ପୁଣେ,୧୩।୫(ପି.ଟି.)- ସୋମବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି ଇଣ୍ଡୋ- ଇଣ୍ଟରନ୍ୟାଶନାଲ ପ୍ରିମିୟର କବାଡ଼ି ଲିଗ୍‌। ଉଦ୍‌ଘାଟନୀ ମ୍ୟାଚ୍‌ରେ ହରିୟାଣା ହିରୋଜ ଓ ଘରୋଇ ପୁଣେ ପ୍ରାଇଡ୍‌ ମୁହାଁମୁହିଁ ହେବେ। ସ୍ଥାନୀୟ ବେଲଓ୍ବାଡି ଷ୍ଟାଡିୟମରେ ଲିଗ୍‌ର ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ଆୟୋଜନ ହେବ।…

ଓସିଏ ସମ୍ବିଧାନ ସଂଶୋଧନ ଘଟଣା: ଆମିକସ୍‌ କ୍ୟୁରିଙ୍କୁ ଭେଟିଲେ ଆଶୀର୍ବାଦ, ଧୀରେନ, ଦୀପକ

କଟକ ଅଫିସ,୧୩ା୫- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ବିଧାନ ସଂଶୋଧନକୁ ନେଇ ଏବେ ବି ଅଡୁଆ ରହିଛି। ପୂର୍ଣ୍ଣ ସଦସ୍ୟତା ଦେବା କ୍ଷେତ୍ରରେ ଟାଳଟୁଳ ନୀତି ଆପଣାଯାଇଛି ବୋଲି ରାଜ୍ୟର ବିଭିନ୍ନ କ୍ରିକେଟ କ୍ଲବ ଅଭିଯୋଗ କରିଛନ୍ତି। ଏହି ଅଡୁଆ ତୁଟାଇବାକୁ ବିସିସିଆଇ…

ହାମିଲଟନ ଜିତିଲେ ସ୍ପାନିଶ ଗ୍ରାଁ ପ୍ରି

ମଣ୍ଟମେଲ (ସ୍ପେନ୍‌), ୧୩ା୫ (ଏଏଫ୍‌ପି)-ମର୍ସିଡିଜର ଲୁଇସ୍‌ ହାମିଲଟନ ସ୍ପାନିଶ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ଜିତିଛନ୍ତି। ରବିବାର ଅନୁଷ୍ଠିତ ଏହି ରେସ୍‌ରେ ତାଙ୍କ ମର୍ସିଡିଜ ଟିମ୍‌ମେଟ୍‌ ଭାଲଟୋରି ବୋଟାସ ଦ୍ୱିତୀୟ ହୋଇଛନ୍ତି। ଫଳରେ ଚଳିତ ସିଜନରେ ମର୍ସିଡିଜ ଟିମ୍‌ କ୍ରମାଗତ ଭାବେ…

ମହିଳା ଟି୨୦ ଚ୍ୟାଲେଞ୍ଜ: ସୁପରନୋଭାସ ଚାମ୍ପିୟନ

ଜୟପୁର, ୧୨।୫- ଅଧିନାୟିକା ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ସୁପରନୋଭାସ ଚଳିତ ବର୍ଷର ମହିଳା ଟି୨୦ ଚ୍ୟାଲେଞ୍ଜ ଟାଇଟଲ ହାସଲ କରିଛି। ଶନିବାର ଅନୁଷ୍ଠିତ ଫାଇନାଲରେ ସୁପରନୋଭାସ ୪ ଉଇକେଟରେ ଭେଲୋସିଟିକୁ ପରାସ୍ତ କରିଛି। ଭେଲୋସିଟି ପକ୍ଷରୁ ଧାର୍ଯ୍ୟ ୧୨୨ ରନ ବିଜୟ…

ଓ୍ବେଷ୍ଟଇଣ୍ଡିଜର ସର୍ବବୃହତ୍‌ ଦିନିକିଆ ଚେଜ୍‌

ଡବ୍‌ଲିନ୍‌, ୧୨।୫- ଏଠାରେ ଚାଲିଥିବା ତ୍ରି-ରାଷ୍ଟ୍ରୀୟ ସିରିଜରେ ଶନିବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୫ ଉଇକେଟ୍‌ରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଆୟର୍ଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୫ ଉଇକେଟ୍‌ ହରାଇ ୩୨୭…

ବେଙ୍ଗାଲୁରୁ ଓ୍ବାଲର୍‌ଡ ୧୦କେ’ରେ ଭାଗ ନେବେ ବିଶ୍ୱ ଚାମ୍ପିୟନ

ବେଙ୍ଗାଲୁରୁ,୧୨ା୫ (ପି.ଟି.)-ଚଳିତ ମାସ ୧୯ରେ ଏଠାରେ ହେବାକୁଥିବା ଟାଟା କନସଲଟେନ୍ସି ସର୍ଭିସେସ୍‌ ଓ୍ବାଲର୍‌ଡ ୧୦କେ ରେସ୍‌ରେ ବିଶ୍ୱ ଚାମ୍ପିୟନ ତଥା ଏସିଆନ ଗେମ୍ସ ମାରାଥନ ସ୍ବର୍ଣ୍ଣ ବିଜୟିନୀ ବାହାରିନ୍‌ର ରୋଜ୍‌ ଚେଲିମୋ ଅଂଶଗ୍ରହଣ କରିବେ। ବିଭିନ୍ନ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ଜିତିଥିବା ୯…

ବୋଟାସଙ୍କୁ ହ୍ୟାଟ୍ରିକ୍‌ ପୋଲ ପୋଜିଶନ

ମଣ୍ଟମେଲ୍‌(ସ୍ପେନ୍‌),୧୨ା୫(ଏଏଫ୍‌ପି)-ଚାମ୍ପିୟନଶିପ୍‌ ଲିଡର ଭାଲଟେରି ବୋଟାସ ଶନିବାର ହ୍ୟାଟ୍ରିକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ସ୍ପାନିଶ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ଲାଗି ଏଠାରେ ଶନିବାର ଅନୁଷ୍ଠିତ କ୍ୱାଲିଫାଇଙ୍ଗ ରେସ୍‌ରେ ସେ ତାଙ୍କ ମର୍ସିଡିଜ ଟିମ୍‌ମେଟ୍‌ ଲୁଇସ୍‌ ହାମିଲଟନଙ୍କଠାରୁ ଆଗରେ ପ୍ରଥମ ସ୍ଥାନ…

ଜୟସୁରିୟା ସସ୍‌ପେଣ୍ଡ

ଦୁବାଇ, ୧୨ା୫ (ପି.ଟି.)-ଶ୍ରୀଲଙ୍କା କ୍ରିକେଟ (ଏସଏଲ୍‌ସି)ର ପରଫର୍ମାନ୍ସ ଅନାଲିଷ୍ଟ ସନଥ ଜୟସୁରିୟା ଆଇସିସି ଦୁର୍ନୀତି ନିରୋଧୀ ବିଧିର ୨ଟି ଧାରା ଉଲ୍ଲଂଘନ କରିଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଦୋଷାରୋପ କରାଯାଇଛି। ତାଙ୍କୁ ତୁରନ୍ତ ସସ୍‌ପେଣ୍ଡ କରାଯାଇଥିବା ଆଇସିସି ମିଡିଆ…

ଜାତୀୟ ଜୁନିୟର ହକି କ୍ୟାମ୍ପ୍‌ ପାଇଁ ଓଡ଼ିଶାରୁ ୫

ନୂଆଦିଲ୍ଲୀ, ୧୨।୫(ପି.ଟି.)- ବେଙ୍ଗାଲୁରୁଠାରେ ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଜାତୀୟ ଜୁନିୟର ପୁରୁଷ ହକି କୋଚିଂ କ୍ୟାମ୍ପ୍‌ ଲାଗି ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ୩୩ ଜଣିଆ ଦଳ ଘୋଷଣା କରାଯାଇଛି। ଏହି ଦଳରେ ଓଡ଼ିଶାରୁ ୫ ଜଣ ଖେଳାଳି ସ୍ଥାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri