ଖେଳ

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ରୋହିତ

ଲଣ୍ଡନ, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜବରଦସ୍ତ ପ୍ରଦର୍ଶନ କରି ଭାରତୀୟ ତାରକା ଓପନର ରୋହିତ ଶର୍ମା ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଅଧିନାୟକ ବିରାଟ କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ହୋଇଛନ୍ତି। କୋହଲି ବ୍ୟାଟିଂ ତାଲିକାର ଶୀର୍ଷ…

ଭାରତରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପୂର୍ଣ୍ଣାଙ୍ଗ ସିରିଜ ଖେଳିବ ଆଫଗାନିସ୍ତାନ

ନୂଆଦିଲ୍ଲୀ, ୭ା୭ (ପି.ଟି.)-ଆଫଗାନିସ୍ତାନ ନଭେମ୍ବରରେ ଏହାର ପୋଷ୍ୟ ଘରୋଇ ଦେଶ ଭାରତରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଏକ ପୂର୍ଣ୍ଣାଙ୍ଗ କ୍ରିକେଟ ସିରିଜ ଖେଳିବ। ଏହି ଦେଶର କ୍ରିକେଟ ବୋର୍ଡ ତରଫରୁ ସୂଚନା ମିଳିଛି। କ୍ୟାରିବିୟନ୍ସଙ୍କ ବିପକ୍ଷ ଘରୋଇ ସିରିଜରେ ଆଫଗାନିସ୍ତାନ ୩ ଅନ୍ତର୍ଜାତୀୟ…

ଭାରତ ଉଦ୍ଦେଶ୍ୟମୂଳକ ଭାବେ ପରାସ୍ତ ହୋଇନି: ସର୍ଫରାଜ

କରାଚୀ, ୭ା୭ (ପି.ଟି.)-ଚଳିତ ଆଇସିସି ବିଶ୍ୱକପ୍‌ରେ ପାକିସ୍ତାନକୁ ସେମିଫାଇନାଲରୁ ବଞ୍ଚତ୍ତ କରିବା ଉଦ୍ଦେଶ୍ୟରେ ଭାରତ ଇଂଲଣ୍ଡ ବିପକ୍ଷରେ ଜାଣିଶୁଣି ଖେଳିଲା ନାହିଁ ବୋଲି ଯାହା କୁହାଯାଉଛି ତାହା ବିଶ୍ୱାସଯୋଗ୍ୟ ନୁହେଁ। ଏକଥା କହିଛନ୍ତି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ।…

ବ୍ୟାଟିଂ କରୁଛନ୍ତି ଭଗବାନ ଗଣେଶ

ଚେନ୍ନାଇ, ୭।୭: ଇଂଲଣ୍ଡରେ ଚାଲିଥିବା କ୍ରିକେଟ୍‌ ବିଶ୍ୱକପରେ ଭାରତୀୟ ଦଳ ଦମ୍‌ଦାର ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛି। ଭାରତରେ ବିଶ୍ୱକପକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଜୋର ଧରିଛି। ଫ୍ୟାନ୍‌ମାନେ ନିଜ ଦଳକୁ ଚିୟର୍‌ କରିବା ପାଇଁ ଅଭିନବ ଉପାୟ…

ମେସି ଆଣିଲେ ଦୁର୍ନୀତି ଅଭିଯୋଗ

କୋପା ଆମେରିକାର ପ୍ଲେ ଅଫ୍‌ ମ୍ୟାଚ୍‌ର ୩୭ତମ ମିନିଟ୍‌ରେ ୫ ଥର ବାଲୋନ ଡି’ ଅର ପୁରସ୍କାରପ୍ରାପ୍ତ ଆର୍ଜେଣ୍ଟିନାର ଲିଓନେଲ ମେସି ଓ ଚିଲି ଅଧିନାୟକ ଗାରି ମେଡେଲ ଫିଲ୍ଡରେ ଯୁକ୍ତିତର୍କ କରିଥିଲେ। ଏଥିରେ ମେଡେଲ ଛାତିରେ ମେସିଙ୍କୁ ଧକ୍କା ମାରିଥିଲେ।…

ଓ୍ବାଦେ, ମାର୍ଶଙ୍କୁ ଡକାରା

ମାଞ୍ଚେଷ୍ଟର,୭।୭(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବାଦେ ଓ ମିଚେଲ ମାର୍ଶଙ୍କୁ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦଳରେ ଯୋଗଦେବାକୁ ଡାକରା ଦିଆଯାଇଛି। ଏମାନେ ଅଷ୍ଟ୍ରେଲିଆ ଦଳର ଉସ୍ମାନ ଖ୍ବାଜା ଓ ମାର୍କସ ଷ୍ଟୋଇନିସଙ୍କ ସ୍ଥାନ ନେଇପାରନ୍ତି। ଖ୍ବାଜା ଓ ଷ୍ଟୋଇନିସ ଆହତ ସମସ୍ୟା ଦେଇ…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ ଅମ୍ପାୟର ଇଲିଂଓ୍ବର୍ଥ, କେଟିଲବର୍ଗ

ଲିଡ୍ସ,୭।୭(ପିଟି)- ଚଳିତ ବିଶ୍ୱକପ୍‌ର ପ୍ରବଳ ଦାବୀଦାର ଭାରତ ଓ ଗତ ଥରର ଉପବିଜେତା ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖରେ ମାଞ୍ଚେଷ୍ଟରଠାରେ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଇଂଲିଶ ଅମ୍ପାୟର ରିଚାର୍ଡ ଇଲିଂଓ୍ବର୍ଥ ଓ ରିଚାର୍ଡ କେଟିଲବର୍ଗ ପରିଚାଳନା…

କୋପା ଆମେରିକା: ଆର୍ଜେଣ୍ଟିନାକୁ ବ୍ରୋଞ୍ଜ

ରିଓ ଡେ ଜାନିରୋ,୭।୭(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ଚିଲିକୁ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି। ମ୍ୟାଚ୍‌ ଆରମ୍ଭରୁ ଆର୍ଜେଣ୍ଟିନା ଦଳ ଆଟାକିଂ ଖେଳ ପ୍ରଦର୍ଶନ କରିଥିଲା। ଫଳରେ ୧୨ତମ…

ଏହି ଦଳର ଅଧିନାୟକଙ୍କ ଦୃଢୋକ୍ତି: ଭାରତ-ଇଂଲଣ୍ଡ ମଧ୍ୟରେ ଫାଇନାଲ ଖେଳାଯିବ

ଲଣ୍ଡନ, ୭।୭: ଆଇସିସି ବିଶ୍ୱକପର ଶେଷ ଲିଗ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ମାତ୍ର ୧୦ ରନ୍‌ରେ ପରାସ୍ତ କରି ବିଜୟର ସହ ବିଶ୍ୱକପରୁ ବିଦାୟ ନେଇଛି ଦକ୍ଷିଣ ଆଫ୍ରିକା। ଫଳରେ ସେମିଫାଇନାଲ ଭାରତ-ନ୍ୟୁଜିଲାଣ୍ଡ ଏବଂ ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ ପରେ ଦକ୍ଷିଣ…

ଫାଇନାଲରେ କାଶ୍ୟପ

କାଲଗାରି,୭।୭(ପି.ଟି.)- ପୂର୍ବତନ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ପାରୁପଲ୍ଲୀ କାଶ୍ୟପ ଏଠାରେ ଚାଲିଥିବା କାନାଡା ଓପନ ୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ୬ଷ୍ଠ ସିଡ୍‌ ଭାରତୀୟ ଖେଳାଳି ପ୍ରଥମ ଗେମ୍‌ରେ ପରାସ୍ତ ହେବା ସତ୍ତ୍ୱେ ୪ର୍ଥ ସିଡ୍‌ ଚାଇନିଜ ତାଇପେର…

ପାକିସ୍ତାନୀ ଖେଳାଳି କହିଲେ, ଇମାମଙ୍କ ଶତକକୁ ଡଷ୍ଟବିନ୍‌ରେ ଫୋପାଡି ଦେବା ଉଚିତ୍‌

ଇସଲମାବାଦ୍‌, ୭।୭: ୨୦୧୯ ଆଇସିସି ବିଶ୍ୱକପରୁ ବିଦାୟ ନେଇ ପାକିସ୍ତାନ। ଶେଷ ମ୍ୟାଚ୍‌ ବାଂଲାଦେଶକୁ ୯୯ ରନ୍‌ରେ ପରାସ୍ତ କରି ବିଜୟର ସହ ବିଶ୍ୱକପରୁ ବିଦାୟ ନେଇଥିଲା ପାକିସ୍ତାନ। ଏହି ମ୍ୟାଚ୍‌ରେ ଓପନର ଇମାମ-ଉଲ-ହକଙ୍କ ଶତକୀୟ ଇନିଂଶ ବଳରେ ପାକିସ୍ତାନ ୯…

ଝିଅ ସହ ନାଚିଲେ ଧୋନୀ

ଲିଡ୍ସ,୭।୭:ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରବିବାର ନିଜର ୩୮ତମ ଜନ୍ମଦିନ ପାଳନ କରିଛନ୍ତି। ବର୍ତ୍ତମାନ ଆଇସିସି ବିଶ୍ୱକପ ଖେଳିବା ପାଇଁ ଇଂଲଣ୍ଡରେ ଥିବା ଧୋନୀ ନିଜର ସହ-ଖେଳାଳି, ସ୍ତ୍ରୀ ସାକ୍ଷୀ ଓ ଝିଅ ଜିଭା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?